ଟି-୨୦ ବିଶ଼୍ବକପ୍: ଭାରତ ବିରୋଧରେ ପାକିସ୍ତାନ ଟିମ୍ର ବଡ଼ ଚାଲ୍, ବଦଳାଇ ପାରେ ରଣନୀତି
ନୂଆଦିଲ୍ଲୀ, ୯ା୬: ଆଇସିସି ଟି-୨୦ ବିଶ଼୍ବକପ୍ରେ ଆଜି ହାଇ-ଭୋଲଟେଜ୍ ମ୍ୟାଚ୍ ଦେଖିବାକୁ ମିଳିବ । ଭାରତ ଏବଂ ପାକିସ୍ତାନ ମଧ୍ୟରେ ବଡ଼ ଟକ୍କର ହେବ। ପ୍ରତିଥର ଭଳି ଟିମ୍ ଇଣ୍ଡିଆର ପଲା ଭାରି ରିହିବା ନେଇ ଆଶା କରାଯାଉଛି। ପୂର୍ବଥର...
ରବିବାର ବହୁପ୍ରତୀକ୍ଷିତ ଭାରତ-ପାକିସ୍ତାନ ମ୍ୟାଚ୍
ନ୍ୟୁୟର୍କ,୮ା୬: ଟି୨୦ ବିଶ୍ୱକପ୍ରେ ରବିବାର ବହୁପ୍ରତୀକ୍ଷିତ ଭାରତ-ପାକିସ୍ତାନ ମ୍ୟାଚ୍ ନ୍ୟୁୟର୍କରେ ଖେଳାଯିବ। ଦୁଇ ପାରମ୍ପରିକ ପ୍ରତିଦ୍ୱନ୍ଦ୍ୱୀଙ୍କ ମଧ୍ୟରେ କୌଣସି ଦ୍ୱିପାକ୍ଷିକ ସିରିଜ୍ ଖେଳାଯାଉ ନ ଥିବା ବେଳେ ବିଶ୍ୱକପ୍ ପରି ଆଇସିସି ଇଭେଣ୍ଟ ଉପରେ ଫ୍ୟାନମାନଙ୍କ ନଜରରେ ରହିଥାଏ। ନ୍ୟୁୟର୍କର...
କୁସ୍ତିଯୋଦ୍ଧା ଅଂଶୁ ମଲିକଙ୍କୁ ରୌପ୍ୟ ପଦକ
ବୁଦାପେଷ୍ଟ, ୮ା୬: ଭାରତୀୟ ମହିଳା କୁସ୍ତିଯୋଦ୍ଧା ଅଂଶୁ ମଲିକ ଏଠାରେ ଚାଲିଥିବା ବୁଦାପେଷ୍ଟ ର଼୍ୟାଙ୍କିଙ୍ଗ ସିରିଜ ୫୭ କାଟେଗୋରିରେ ଏକ ରୌପ୍ୟ ପଦକ ହାସଲ କରିଛନ୍ତି। ଫାଇନାଲରେ ସେ ଚାଇନାର ୨୧ ବର୍ଷୀୟା ପ୍ରତିଦ୍ୱନ୍ଦ୍ୱୀ କେକ୍ସିନ ହଙ୍ଗଙ୍କଠାରୁ ୧-୧୨ ଟେକ୍ନିକାଲ...
ଶ୍ରୀଲଙ୍କାକୁ ହରାଇଲା ବାଂଲାଦେଶ
ଡଲାସ ୮ା୬: ଲେଗ୍ ସ୍ପିନର ରିସାଦ ହୋସେନ (୩/୨୨)ଙ୍କ ମ୍ୟାଚ୍ ବିଜୟୀ ବୋଲିଂ ବଳରେ ବାଂଲାଦେଶ ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍ର ଗ୍ରୁପ୍ ‘ଡି’ରେ ପୂର୍ବତନ ଚାମ୍ପିୟନ ଶ୍ରୀଲଙ୍କା ବିପକ୍ଷରେ ୨ଉଇକେଟରେ ରୋମାଞ୍ଚ ବିଜୟ ହାସଲ କରିଛି। ଟସ୍ ଜିତି...
ଭାରତ-ପାକିସ୍ତାନ ଟି-୨୦ ବିଶ଼୍ବକପ୍ ମ୍ୟାଚ୍ ପୂର୍ବରୁ ଭାରତକୁ ଝଟକା
ନୂଆଦିଲ୍ଲୀ, ୮ା୬: ଟି-୨୦ ବିଶ଼୍ବକପ୍ ପାଇଁ ଏବେ ଅଭ୍ୟାସ ମ୍ୟାଚ୍ ଚାଲିଥିବା ବେଳେ ଭାରତୀୟ କ୍ରିକେଟ୍ ଦଳର ଅଧିନାୟକ ରୋହିତ ଶର୍ମା ପୁଣିଥରେ ଆହତ ହୋଇଛନ୍ତି। ପୂର୍ବରୁ ଆୟାରଲାଣ୍ଡ ବିପକ୍ଷ ମ୍ୟାଚ୍ରେ ରୋହିତ ଆହତ ହୋଇଥିବା ବେଳେ ଏବେ ପାକିସ୍ତାନ...
ନ୍ୟୁଜିଲାଣ୍ଡକୁ ହରାଇ ଇତିହାସ ରଚିଲା ଆଫଗାନିସ୍ତାନ
ନୂଆଦିଲ୍ଲୀ, ୮ା୬: ଆଫଗାନିସ୍ତାନ ଦଳ ବିସ୍ଫୋରକ ଢଙ୍ଗରେ ଏହାର ଟି-୨୦ ବିଶ୍ୱକପ ୨୦୨୪ ଅଭିଯାନ ଆରମ୍ଭ କରିଛି। ପ୍ରଥମ ମ୍ୟାଚରେ ଉଗାଣ୍ଡାକୁ ହରାଇ ଦଳ ବଡ ବିଜୟ ହାସଲ କରିଥିଲା। କିନ୍ତୁ ବର୍ତ୍ତମାନ ନ୍ୟୁଜିଲାଣ୍ଡ ଉପରେ ଏକ ଧମାକାଦାର ବିଜୟ...
ରୌଫ୍ଙ୍କ ବିରୋଧରେ ବଲ୍ ଟ୍ୟାମ୍ପରିଂ ଅଭିଯୋଗ
ଡଲାସ, ୮ା୬(ପି.ଟି.): ପାକିସ୍ତାନ ପେସର ହାରିସ ରୌଫ୍ଙ୍କ ବିରୋଧରେ ବଲ୍ ଟ୍ୟାମ୍ପରିଂ ଅଭିଯୋଗ ଆଣିଛନ୍ତି ୟୁକ୍ତରାଷ୍ଟ୍ର ଆମେରିକା(ୟୁଏସ୍ଏ) ବୋଲର ରଷ୍ଟି ଥେରନ। ଚଳିତ ଟି୨୦ ବିଶ୍ୱକପ୍ ଟୁର୍ନାମେଣ୍ଟରେ ଗୁରୁବାର ପାକିସ୍ତାନ ଓ ୟୁଏସ୍ଏ ମଧ୍ୟରେ ମ୍ୟାଚ ପରେ ସେ ଏହି...
ପାକିସ୍ତାନ ହାରିବା ପଛରେ ଭାରତୀୟ ବଂଶୋଦ୍ଭବ
ମୋନାକ ପଟେଲ ଅହମଦାବାଦ ଜନ୍ମିତ ମୋନାକ ପଟେଲ ଆମେରିକା କ୍ରିକେଟ ଦଳର ଅଧିନାୟକ। ମ୍ୟାଚ ବିଜୟୀ ଅର୍ଦ୍ଧଶତକ ପାଇଁ ପ୍ଲେୟର ଅଫ୍ ଦି ମ୍ୟାଚ ହୋଇଥିବା ମୋନାକ ଭାରତରେ କ୍ରିକେଟ କ୍ୟାରିୟର ଆରମ୍ଭ କରିଥିଲେ ଏବଂ ପରେ ଆମେରିକାର ପେସାଦାର...
ଫାଇନାଲରେ ଅଲକାରାଜ
ପ୍ୟାରିସ, ୮।୬: ତୃତୀୟ ସିଡ୍ ସ୍ପେନ୍ର କାର୍ଲୋସ ଅଲ୍କାରାଜ ଚଳିତ ଫ୍ରେଞ୍ଚ୍ ଓପନ ଗ୍ରାଣ୍ଡସ୍ଲାମ ଟେନିସ ପୁରୁଷ ସିଙ୍ଗଲ୍ସ ଫାଇନାଲରେ ପ୍ରବେଶ କରିଛନ୍ତି। ଶୁକ୍ରବାର ଅନୁଷ୍ଠିତ ୫ ସେଟ୍ ବିଶିଷ୍ଟ ଏକ କଡ଼ା ମୁକାବିଲାରେ ଅଲ୍କାରେଜ ଦ୍ୱିତୀୟ ସିଡ୍ ଇଟାଲିର...
ଜାତୀୟ ଶକ୍ତିଉତ୍ତୋଳନ ପାଇଁ ଓଡ଼ିଶା ଦଳ
ଭୁବନେଶ୍ୱର, ୮ା୬ (ବିଜୟ ରଣା): ରାଜସ୍ଥାନର ଶୀଗଙ୍ଗନଗରଠାରେ ପାଓ୍ବାର ଲିଫ୍ଟିଂ ଇଣ୍ଡିଆ ଆନୁକୂଲ୍ୟରେ ଅନୁଷ୍ଠିତ ହେଉଥିବା ଜାତୀୟ ସବ୍-ଜୁନିୟର ଓ ଜୁନିୟର ଶକ୍ତିଉତ୍ତୋଳନ ପ୍ରତିଯୋଗିତାରେ ଓଡ଼ିଶାର ୨୫ ଜଣିଆ ଦଳ ଭାଗ ନେଉଛି। ତନ୍ମଧ୍ୟରେ ୧୪ଜଣ ପୁରୁଷ ଓ ୧୦...
ରାଜ୍ୟ ହ୍ୟାଣ୍ଡବଲ ଚାମ୍ପିୟନଶିପ୍ ଆରମ୍ଭ
କେନ୍ଦୁଝର,୮ା୬,(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝରଠାରେ ଶୁକ୍ରବାର ସାରୁ ୩୭ତମ ରାଜ୍ୟସ୍ତରୀୟ ମହିଳା ଓ ପୁରୁଷ ହ୍ୟାଣ୍ଡବଲ୍ ଚାମ୍ପିୟନଶିପ ଆରମ୍ଭ ହୋଇଛି। ମୁଖ୍ୟ ଅତିଥିଭାବେ ରାଜ୍ୟସଭା ସଦସ୍ୟ ତଥା ପୂର୍ବତନ ଜାତୀୟ ହ୍ୟାଣ୍ଡବଲ ଖେଳାଳି ସୁବାଶିଷ ଖୁଣ୍ଟିଆ ଯୋଗଦେଇ ଉଦ୍ଘାଟନ କରିଥିଲେ।...
କିରଣ ଭାରତୀୟ ଦଳର କୋଚ୍
ଭୁବନେଶ୍ୱର, ୮।୬,(ତପନ ସ୍ବାଇଁ): ଓଡ଼ିଶାର ପ୍ରଥମ ମହିଳା ଗ୍ରାଣ୍ଡମାଷ୍ଟର (ଡବ୍ଲ୍ୟୁଜିଏମ୍) କିରଣ ମନୀଷା ମହାନ୍ତିଙ୍କୁ ମିଳିଛି ଆଉ ଏକ ଗୁରୁଦାୟିତ୍ୱ। କାଜାଖସ୍ତାନର ଅଲ୍ମାଟିରେ ହେବାକୁଥିବା ଏସିଆନ ୟୁଥ୍ ଚେସ୍ ଚାମ୍ପିୟନଶିପ୍ ପାଇଁ ସେ ଭାରତୀୟ ଦଳର କୋଚ୍ ମନୋନୀତ ହୋଇଛନ୍ତି।...
Archives


