ଖେଳ

ଗମ୍ଭୀର କୋଚ୍‌ ହେବାକୁ ଆଗ୍ରହୀ

ଦୁବାଇ, ୨ା୬: ପୂର୍ବତନ ଭାରତୀୟ ବ୍ୟାଟର ଗୌତମ ଗମ୍ଭୀର ଶନିବାର ଜାତୀୟ କ୍ରିକେଟ ଦଳର କୋଚ୍‌ ହେବା ଲାଗି ଆଗ୍ରହୀ ଥିବା ବିଷୟ ପ୍ରକାଶ କରିଛନ୍ତି। ଏହି ହାଇ-ପ୍ରୋଫାଇଲ ପଦବୀ ପାଇଁ ସେ ଆଗରେ ରହିଥିବା ନେଇ ଖୁବ୍‌ କଳ୍ପନାଜଳ୍ପନା...

ବିବାହ ବନ୍ଧନରେ ବାନ୍ଧି ହେଲେ ଏହି ଷ୍ଟାର କ୍ରିକେଟର, ଜିତାଇଥିଲେ ୨୦୨୪ IPL

ନୂଆଦିଲ୍ଲୀ,୨।୬: କୋଲକତା ନାଇଟ୍‌ ରାଇଡର୍ସ ୨୦୨୪ ଆଇପିଏଲ୍‌ ଜିତିବା ପରେ ଏବେ ଏହି ଟିମ୍‌ର ଜଣେ କ୍ରିକେଟରଙ୍କୁ ନେଇ ଚର୍ଚ୍ଚା ଜୋର। ଷ୍ଟାର କ୍ରିକେଟର ଭେଙ୍କଟେଶ ଆୟାରଙ୍କ ଫଟେ ଏବେ ଖୁବ୍‌ଜୋରରେ ଭାଇରାଲ୍‌ ହେବାରେ ଲାଗିଛି। କାରଣ କେକେଆରର ଏହି...

ମହାମୁକାବିଲା ପୂର୍ବରୁ ଭାରତକୁ ଚେତାବନୀ ଦେଲେ ପାକିସ୍ତାନ ଅଧିନାୟକ

ନ୍ୟୁୟର୍କ,୨।୬: ଭାରତ ଏବଂ ପାକିସ୍ତାନ ମଧ୍ୟରେ ମ୍ୟାଚ ଜୁନ ୯ରେ ନ୍ୟୁୟର୍କର ନାସାଉ କ୍ରିକେଟ ଷ୍ଟାଡିୟମରେ ଖେଳାଯିବ। ଭାରତ-ପାକ ମ୍ୟାଚ ବିଷୟରେ ଅନେକ ଆଲୋଚନା ଚାଲିଛି। ଏହି ଆଲୋଚନା ମଧ୍ୟରେ ପାକିସ୍ତାନ ଦଳର ଅଧିନାୟକ ବାବର ଆଜମ ଭାରତକୁ ଚେତାବନୀ...

ଛାଡପତ୍ର ଚର୍ଚ୍ଚା ଭିତରେ ମୁଁହ ଖୋଲିଲେ ହାର୍ଦ୍ଦିକ ପାଣ୍ଡ୍ୟା: କହିଲେ, ବେଳେବେଳେ ଜୀବନ…

ନ୍ୟୁୟର୍କ,୨।୬: ଆଜିକାଲି ହାର୍ଦ୍ଦିକ ପାଣ୍ଡ୍ୟା ଅନେକ ଚର୍ଚ୍ଚାରେ ଅଛନ୍ତି। ଗୋଟିଏ ପଟେ ଆଇପିଏଲରେ ତାଙ୍କର ପ୍ରଦର୍ଶନ ଖରାପ ଥିଲା, ଅନ୍ୟ ପଟେ ତାଙ୍କ ସ୍ତ୍ରୀ ନତାଶା ଷ୍ଟାନ୍‌କୋଭିକ୍‌ଙ୍କ ସହ ଛାଡପତ୍ର ହେବାର ଖବର ସୋସିଆଲ ମିଡିଆରେ ଅନେକ ଆଲୋଡନ ସୃଷ୍ଟି...

ଏମିତି ସର୍ଟ ମାରିଲେ ହାର୍ଦ୍ଦିକ ପାଣ୍ଡ୍ୟା, ବୋଲରଙ୍କ ହାତରେ ପଡ଼ିଲା ୬ ଷ୍ଟିଚ୍‌

ନୂଆଦିଲ୍ଲୀ,୨।୬: ଟି-୨୦ ବିଶ୍ୱକପ ଆରମ୍ଭ କରିବା ପୂର୍ବରୁ ବାଂଲାଦେଶ ଏକ ବଡ ଝଟ୍‌କା ଲାଗିଛି। ଦଳର ଦ୍ରୁତ ବୋଲର ଶୋରିଫୁଲ ଇସଲାମ ଭାରତ ବିପକ୍ଷ ୱାର୍ମ ଅପ ମ୍ୟାଚରେ ଗୁରୁତର ଆହତ ହୋଇଛନ୍ତି। ତାଙ୍କ ହାତରେ ୬ଟି ଷ୍ଟିଚ୍‌ ପଡ଼ିଛି।...

ଟି-୨୦ ବିଶ୍ୱକପ୍‌ର ପ୍ରଥମ ମ୍ୟାଚ୍‌ରେ ରେକର୍ଡ ବର୍ଷା

ନ୍ୟୁୟର୍କ,୨।୬: ଟି-୨୦ ବିଶ୍ୱକପ ୨୦୨୪ ଏକ ଧମାକାଦାରରୁ ଆରମ୍ଭ ହୋଇଥିଲା। ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ କାନାଡା ଏବଂ ଆୟୋଜକ ଆମେରିକା ମଧ୍ୟରେ ଖେଳାଯାଇଥିଲା। ଡାଲାସର ଗ୍ରାଣ୍ଡ ପ୍ରିରି ଷ୍ଟାଡିୟମରେ ଖେଳାଯାଇଥିବା ମ୍ୟାଚରେ ଆମେରିକାର ଦୃଢ ବ୍ୟାଟିଂ ଆଧାରରେ ୭ ଉଇକେଟ...

ଟି-୨୦ ବିଶ୍ୱକପ୍‌ରେ ଇତିହାସ ରଚିଲେ ଆମେରିକୀୟ ବ୍ୟାଟ୍ସମ୍ୟାନ୍‌

ନ୍ୟୁୟର୍କ,୨।୬: ଆମେରିକୀୟ ବ୍ୟାଟ୍ସମ୍ୟାନ ଆରୋନ ଜୋନ୍ସ ଟି-୨୦ ବିଶ୍ୱକପ ୨୦୨୪ର ପ୍ରଥମ ମ୍ୟାଚରେ ନିଜର ବିସ୍ଫୋରକ ବ୍ୟାଟିଂ ସହିତ ସମସ୍ତଙ୍କ ହୃଦୟ ଜିଣିଥିଲେ। କାନାଡା ବିପକ୍ଷରେ ଖେଳାଯାଇଥିବା ମ୍ୟାଚ୍‌ରେ ଜୋନ୍ସ ୪ ଚୌକା ଓ ୧୦ ଛକା ସହାୟତାରେ ୪୦...

ଟି ୨୦ ବିଶ୍ବକପ: ଉଦଘାଟନୀ ମ୍ୟାଚରେ ଆମେରିକାର ଐତିହାସିକ ବିଜୟୀ

ଟେକ୍ସସ,୨।୬: ଟି ୨୦ ବିଶ୍ବକପ ୨୦୨୪ଉଦଘାଟନୀ ମୁକାବିଲାରେ ଐତିହାସିକ ବିଜୟ ହାସଲ କରିଛି ସହ-ଆୟୋଜକ ଯୁକ୍ତରାଷ୍ଟ୍ର ଆମେରିକା। ପ୍ରଥମ ମ୍ୟାଚରେ ଆମେରିକା କାନାଡାକୁ ୭ ୱିକେଟରେ ପରାସ୍ତ କରିଛି। ଏହି ମ୍ୟାଚରେ ଆମେରିକା ଟସ୍ ଜିତି ବୋଲିଂ କରିବାକୁ ନିଷ୍ପତ୍ତି...

ଆଜିଠୁୁ ଟି୨୦ ବିଶ୍ୱକପ୍‌

ଜର୍ଜଟାଉନ୍‌,୨ା୬(ପି.ଟି)ଆମେରିକା ଓ ଓ୍ବେଷ୍ଟଇଣ୍ଡିଜର ମିଳିତ ଆୟୋଜନରେ ଟି୨୦ କ୍ରିକେଟ ବିଶ୍ୱକପ୍‌ ଟୁର୍ନାମେଣ୍ଟ ରବିବାରଠାରୁ ଆରମ୍ଭ ହେବାକୁ ଯାଉଛି। ଚଳିତ ବର୍ଷ ୨୦ ଦଳ ଏହି ଟୁର୍ନାମେଣ୍ଟରେ ଅଂଶଗ୍ରହଣ କରୁଥିବା ବେଳେ ମୋଟ ୫୫ ମ୍ୟାଚ୍‌ ଖେଳାଯିବ। ସହ ଆୟୋଜକ ରହିଥିବା...

କ୍ରିକେଟରୁ ଅବସର ନେଲେ ଦୀନେଶ କାର୍ତ୍ତିକ

ଚେନ୍ନାଇ,୧।୬: ଟିମ୍ ଇଣ୍ଡିଆର ଭେଟେରାନ୍ ୱିକେଟ୍ କିପର ବ୍ୟାଟର ଦୀନେଶ କାର୍ତ୍ତିକ ଅନ୍ତର୍ଜାତୀୟ କ୍ରିକେଟ୍ ରୁ ଅବସର ଘୋଷଣା କରିଛନ୍ତି। ଶନିବାର କାର୍ତ୍ତିକ ସୋସିଆଲ ମିଡିଆ ମାଧ୍ୟମରେ ଏହା ଘୋଷଣା କରିଛନ୍ତି। ସେ ଏକ ଭାବପ୍ରବଣ ପୋଷ୍ଟ ମାଧ୍ୟମରେ ପ୍ରଶଂସକ...

ଟିମ୍‌ ଇଣ୍ଡିଆକୁ କିଭଳି କୋଚ୍‌ ଆବଶ୍ୟକ? ବିସିସିଆଇକୁ ଗାଙ୍ଗୁଲିଙ୍କ ପରାମର୍ଶ, ଗମ୍ଭୀରଙ୍କୁ ନେଇ ଦେଲେ ବଡ଼ ବୟାନ…

ନୂଆଦିଲ୍ଲୀ,୧।୬: ଗୋଟିଏ ପଟେ ଟିମ୍‌ ଇଣ୍ଡିଆ ଆମେରିକାରେ ଟି୨୦ ବିଶ୍ୱକପ୍‌ ପ୍ରସ୍ତୁତିରେ ଲାଗି ପଡ଼ିଥିବା ବେଳେ ଦେଶରେ ଏହା ବ୍ୟତିତ ଆଗାମୀ କୋଚ କିଏ ହେବ ତାହାକୁ ନେଇ ଚର୍ଚ୍ଚା ଜାରି ରହିଛି। ବିଶ୍ୱକପ୍‌ ପରେ ବର୍ତ୍ତମାନର କୋଚ୍‌ ରାହୁଲ...

ଶୁବମନ ଗିଲ୍‌ଙ୍କୁ ବିବାହ କରିବେ ରିଦ୍ଧିମା, ମୁହଁ ଖୋଲିଲେ ଅଭିନେତ୍ରୀ…

ମୁମ୍ବାଇ: ଭାରତୀୟ କ୍ରିକେଟର ଶୁବମନ ଗିଲ୍‌ଙ୍କ ନା ସଚିନ ତେନ୍ଦୁଲକରଙ୍କ ଝିଅ ସାରା ଏବଂ ସୈଫ୍‌ ଅଲ୍ଲୀଙ୍କ ଝିଅ ସାରା ଅଲି ଖାନ୍‌ଙ୍କ ସହ ଜଡ଼ିତ ହେବା ଏବେ ଟେଲି ଅଭିନେତ୍ରୀ ରିଦ୍ଧିମା ପଣ୍ଡିତଙ୍କୁ ନେଇ ଚର୍ଚ୍ଚା ହେଉଛି। ଶୁବମନଙ୍କଠାରୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri