ଖେଳ

ହଠାତ୍‌ ସନ୍ନ୍ୟାସରୁ ପ୍ରତ୍ୟାବର୍ତ୍ତନ ନେଇ ଘୋଷଣା କରି ଚମକାଇଲେ ଏହି ଖେଳାଳି, ଏବେ ଏହି ଟୁର୍ନାମେଣ୍ଟରେ ଖେଳିବେ

ନୂଆଦିଲ୍ଲୀ,୮।୨: ଭାରତରେ ସବୁଠାରୁ ଲୋକପ୍ରିୟ ଖେଳ ହେଉଛି କ୍ରିକେଟ । ଦେଶରେ ଏହି ଖେଳକୁ ଏକ ଧର୍ମ ଭାବରେ ଦେଖାଯାଏ। ଭାରତୀୟମାମାନେ ଖେଳାଳିମାନଙ୍କୁ ବହୁତ ପ୍ରେମ ଏବଂ ସମ୍ମାନ ଦେଇଥାନ୍ତି। କ୍ରିକେଟ ବ୍ୟତୀତ ଖେଳାଳିମାନେ ଭାରତରେ ଅନ୍ୟ ଅନେକ ଖେଳ ମାଧ୍ୟମରେ…

ବାରବାଟୀରେ ଅଭ୍ୟାସ କଲା ଟିମ୍‌ ଇଣ୍ଡିଆ

କଟକ,୮।୨: ଜାରି ରହିଛି ଭାରତ-ଇଂଲଣ୍ଡ ଦିନିକିଆ ସିରିଜ। ସିରିଜର ପ୍ରଥମ ମ୍ୟାଚରେ ଇଂଲଣ୍ଡକୁ ହରାଇ ଭାରତ ୧-୦ରେ ଆଗୁଆ ରହିଛି। ଫେବୃଆରୀ ୯ରେ କଟକର ବାରବାଟୀ ଷ୍ଟାଡିୟମରେ ଖେଳାଯିବ ଦ୍ବିତୀୟ ଦିନିକିଆ ମ୍ୟାଚ୍‌। ଏନେଇ ଶନିବାର ବାରବାଟୀ ଷ୍ଚାଡିୟମରେ ଟିମ୍‌ ଇଣ୍ଡିଆ…

କେବଳ ଟୁର୍ନାମେଣ୍ଟ ନୁହେଁ, ଭାରତକୁ ହରାଇବା ପ୍ରକୃତ ଚ୍ୟାଲେଞ୍ଜ; ପାକିସ୍ତାନ ଟିମ୍‌କୁ ଶେହବାଜଙ୍କ ପରାମର୍ଶ…

ନୂଆଦିଲ୍ଲୀ/ଇସଲାମାବାଦ, ୮।୨: ଚାମ୍ପିଅନ୍ସ ଟ୍ରଫି ୨୦୨୫କୁ ଆଉ କିଛି ଦିନ ବାକି। ଏହାକୁ ନେଇ ସମସ୍ତ ଦଳ ନିଜ ନିଜ ପ୍ରସ୍ତୁତିରେ ବ୍ୟସ୍ତ। ଏମିତିରେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ବଡ଼ ବୟାନ ଦେଇଛନ୍ତି। ତାଙ୍କ ଟିମ୍‌ର ପ୍ରକୃତ ଚ୍ୟାଲେଞ୍ଜ କେବଳ…

ପିଲାଦିନର କୋଚଙ୍କୁ ନିଜ ଘର ଉପହାର ଦେଲେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୮।୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଦ୍ରୁତ ବୋଲର ଆଶିଷ ନେହେରା ଆଜିକାଲି ଜଣେ କୋଚ ଭାବରେ ସମୟ ବିତାଉଛନ୍ତି। ସେ ଆଇପିଏଲ ଫ୍ରାଞ୍ଚାଇଜ ଗୁଜରାଟ ଟାଇଟାନ୍ସର କୋଚ। ନେହେରାଙ୍କ ଗୁଜରାଟ ଏହାର ପ୍ରଥମ ସିଜିନରେ (୨୦୨୨) ଟାଇଟଲ ଜିତିଥିଲା। ସେହିପରି…

ରୋହିତ ଶର୍ମାଙ୍କ ପାଇଁ ଶୁଭ ବାରବାଟୀ ଷ୍ଟାଡିୟମ: ମାତ୍ର ୨୪ ରନ୍‌ କଲେ ଭାଙ୍ଗିବେ ରେକର୍ଡ

କଟକ,୮।୨: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଖେଳାଯାଉଥିବା ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜରେ ସମସ୍ତ ପ୍ରଶଂସକଙ୍କ ନଜର ଟିମ ଇଣ୍ଡିଆର ଅଧିନାୟକ ରୋହିତ ଶର୍ମାଙ୍କ ପ୍ରଦର୍ଶନ ଉପରେ ରହିବ। ଏହି ସିରିଜର ପ୍ରଥମ ମ୍ୟାଚ୍‌ରେ ରୋହିତ ବ୍ୟାଟ୍‌ରେ କିଛି ବିଶେଷ…

ବିଶ୍ୱବିଜେତା ଟିମ୍‌ଇଣ୍ଡିଆର ଖେଳାଳିଙ୍କୁ ବିସିସିଆଇ ଦେଲା ‘ଡାଏମଣ୍ଡ ରିଙ୍ଗ’: ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ନୂଆଦିଲ୍ଲୀ,୮।୨: ରୋହିତ ଶର୍ମାଙ୍କ ଅଧିନାୟକତ୍ୱରେ ଭାରତ ୨୦୨୪ ଟି-୨୦ ବିଶ୍ୱକପ ଟାଇଟଲ ଜିତିଥିଲା। ଟିମ ଇଣ୍ଡିଆର ବିଜୟ ପରେ, ଏକ ବିଜୟ ପରେଡ ମଧ୍ୟ ଆୟୋଜନ କରାଯାଇଥିଲା। ଏହା ପରେ ପୁରସ୍କାର କାର୍ଯ୍ୟକ୍ରମରେ ଖେଳାଳିମାନଙ୍କୁ ମଧ୍ୟ ସମ୍ମାନିତ କରାଯାଇଥିଲା। ଭାରତୀୟ କ୍ରିକେଟ…

ମହାପ୍ରଭୁଙ୍କ ଶରଣରେ ଭାରତୀୟ କ୍ରିକେଟର: ସକାଳୁ ସକାଳୁ କଲେ ଦର୍ଶକ

ପୁରୀ, ୭।୨: କଟକର ବାରବାଟୀ ଷ୍ଟାଡିୟମରେ ଆସନ୍ତା ୯ ତାରିଖରେ ହେବ ଭାରତ-ଇଂଲଣ୍ଡ ଦିବାରାତ୍ର ଦିନିକିଆ ଅନ୍ତର୍ଜାତୀୟ କ୍ରିକେଟ ମ୍ୟାଚ। ଚଳିତ ୩ ମ୍ୟାଚ ବିଶିଷ୍ଟ ସିରିଜର ଏହା ହେବ ଦ୍ୱିତୀୟ ଗେମ୍‌। ଏହାପୂର୍ବରୁ ଟିମ ଇଣ୍ଡିଆର ଷ୍ଟାର କ୍ରିକେଟରମାନେ ପୁରୀ…

୯୪ ରନ୍‌ କରିବା ମାତ୍ରେ ଇତିହାସ ରଚିବେ ବିରାଟ କୋହଲି: କଟକରେ ହୋଇପାରେ ବିଶ୍ୱରେକର୍ଡ

ନୂଆଦିଲ୍ଲୀ,୭।୨: ନାଗପୁରରେ ଖେଳାଯାଇଥିବା ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ପ୍ରଥମ ଦିନିକିଆ ମ୍ୟାଚ ଖେଳି ନ ଥିଲେ ବିରାଟ କୋହଲି। ଆଣ୍ଠୁ ସମସ୍ୟା ଯୋଗୁ କିଙ୍ଗ କୋହଲି ନାଗପୁର ଦିନିକିଆରେ ଅଂଶଗ୍ରହଣ କରିପାରି ନ ଥିଲେ। ଏବେ ସିରିଜର ଦ୍ୱିତୀୟ ମ୍ୟାଚ…

କୋହଲିଙ୍କୁ ନେଇ ଆଶା ଓ ଆଶଙ୍କାରେ କ୍ରିକେଟପ୍ରେମୀ

ଭୁବନେଶ୍ୱର, ୮।୨ (ତପନ ସ୍ବାଇଁ): ଭାରତୀୟ କ୍ରିକେଟରେ ସମ୍ପ୍ରତି କିଙ୍ଗ୍‌ କୋହଲି କ୍ରେଜ୍‌ କାହାକୁ ଅଛପା ନୁହେଁ। ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ହେବାକୁଥିବା ଭାରତ-ଇଂଲଣ୍ଡ ଦିନିକିଆ କ୍ରିକେଟ ମ୍ୟାଚ ପାଇଁ ବକ୍ସ ଅଫିସ ଟିକେଟ ୫ ତାରିଖରେ…

ଟଙ୍କା ଫେରାଅ…PCB ଉପରେ ବର୍ଷିଲେ ଜୟ ଶାହା

ନୂଆଦିଲ୍ଲୀ/ଇସଲାମାବାଦ,୭।୨: ପାକିସ୍ତାନରେ ୧୯ ଫେବୃଆରୀରୁ ଚାମ୍ପିଅନ୍ସ ଟ୍ରଫି ଆରମ୍ଭ ହେବ। ୧୯୯୬ ପରେ ପ୍ରଥମ ଥର ପାଇଁ, ଅର୍ଥାତ ପ୍ରାୟ ୩ ଦଶନ୍ଧି ପରେ, ପାକିସ୍ତାନରେ ଏକ ICC ଟୁର୍ନାମେଣ୍ଟ ଖେଳାଯାଉଛି। ଏଥିପାଇଁ ପାକିସ୍ତାନ କ୍ରିକେଟ ବୋର୍ଡ ଲାହୋର, ରାୱଲପିଣ୍ଡି ଏବଂ…

Champions Trophy: ପାକିସ୍ତାନର ସବୁଠାରୁ ଧନୀ ଖେଳାଳି କିଏ? ଜାଣନ୍ତୁ ୧୫ ଖେଳାଳିଙ୍କ ମଧ୍ୟରେ କାହା ପାଖରେ ଅଛି ସବୁଠାରୁ ଅଧିକ ଟଙ୍କା…  

ନୂଆଦିଲ୍ଲୀ,୭।୨: ୧୯ ଫେବୃଆରୀରୁ ପାକିସ୍ତାନରେ ଚାମ୍ପିଅନ୍ସ ଟ୍ରଫି ଆରମ୍ଭ ହେବାକୁ ଯାଉଛି। ଅନ୍ୟ ସାତଟି ଦଳ ପରେ ପାକିସ୍ତାନ ଶେଷରେ ଏହାର ଦଳ ଘୋଷଣା କରିଛି। ଏଥିରେ ୧୫ ଜଣ ଖେଳାଳିଙ୍କୁ ସାମିଲ କରାଯାଇଛି। ମହମ୍ମଦ ରିଜୱାନ ଦଳର ନେତୃତ୍ୱ ନେବେ।…

ସାରା ବିଶ୍ୱରେ ୧୦୦ ଜଣ ହିଁ କିଣିପାରିବେ Royal Enfieldର ଏହି ବାଇକ୍‌, ମୂଲ୍ୟ ଜାଣିଲେ…  

ନୂଆଦିଲ୍ଲୀ,୭।୨: ଯଦି ଆପଣ ନିଜ ପାଇଁ ଏକ ଦମ୍‌ଦାର ବାଇକ କିଣିବାକୁ ଭାବୁଛନ୍ତି। ତେବେ ଏହା ଆପଣଙ୍କ ପାଇଁ ଏକ ଭଲ ସୁଯୋଗ ହୋଇପାରେ। ରୟାଲ ଏନଫିଲ୍ଡ ଏହାର ସଟଗନ୍‌ ୬୫୦ର ସ୍ପେଶାଲ ଏଡିସନ୍‌ ବଜାରକୁ ଲଞ୍ଚ କରିଛି। ଏହାର ପଞ୍ଜୀକରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?