ଖେଳ

୩୨ ତମ ମ୍ୟାଚରେ ଆରସିବି-ଆରଆର ଲଢ଼େଇ…

ବେଙ୍ଗାଲୁରୁ,୨୩।୪ : ଆଇପିଏଲ-୨୦୨୩ର ୩୨ ତମ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି) ରାଜସ୍ଥାନ ରୟାଲ୍ସ(ଆରଆର)କୁ ଭେଟିବ। ରବିବାର ଅପରାହ୍ନ ସାଢ଼େ ୩ଟାରେ ବେଙ୍ଗାଲୁରୁର ଏମ ଚିନ୍ନାସ୍ବାମୀ ଷ୍ଟାଡିୟମରେ ଉଭୟ ଦଳ ମୁହାଁମୁହିଁ ହେବେ। ପଏଣ୍ଟ ଟେବୁଲର ଶୀର୍ଷରେ ଥିବା...

ପଞ୍ଜାବର ଦମ୍‌ଦାର ବିଜୟ

ମୁମ୍ବାଇ,୨୨।୪: ମୁମ୍ବାଇସ୍ଥିତ ଓ୍ବାଖଡେ ଷ୍ଟାଡିୟମରେ ଶନିବାର ଖେଳାଯାଇଥିବା ଆଇପିଏଲ୍‌ର ୩୧ତମ ହାଇସ୍କୋରିଂ ମ୍ୟାଚ୍‌ରେ ପଞ୍ଜାବ ୧୩ ରନ୍‌ରେ ବିଜୟୀ ହୋଇଛି। ଏହି ବିଜୟ ସହ ପଞ୍ଜାବ ୮ ପଏଣ୍ଟ ପାଇ ଟେବୁଲର ପଞ୍ଚମସ୍ଥାନକୁ ଉନ୍ନିତ ହୋଇଛି। ମୁମ୍ବାଇ ଅଧିନାୟକ ରୋହିତ...

ମୁମ୍ବାଇ ଆଗରେ ୨୧୫ ରନ୍‌ର ବିଜୟ ଟାର୍ଗେଟ୍‌

ମୁମ୍ବାଇ,୨୨।୪: ମୁମ୍ବାଇସ୍ଥିତ ଓ୍ବାଙ୍ଖଡେ ଷ୍ଟାଡିୟମରେ ଶନିବାର ଖେଳାଯାଇଥିବା ଆଇପିଏଲ୍‌ର ୩୧ତମ ମ୍ୟାଚ୍‌ରେ ମୁମ୍ବାଇ ଇଣ୍ଡିଆନ୍ସ ଅଧିନାୟକ ରୋହିତ ଶର୍ମା ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଇଥିଲେ। ଫଳରେ ଆମନ୍ତ୍ରଣ ପାଇ ପଞ୍ଜାବ କିଙ୍ଗ୍ସ ବ୍ୟାଟିଂ କରି ନିର୍ଦ୍ଧାରିତ ୨୦ ଓଭରରେ...

ଗୁଜରାଟର ଅବିଶ୍ୱସନୀୟ ବିଜୟ

ଲକ୍ଷ୍ନୌ,୨୨।୪: ଭରତରତ୍ନ ଅଟଳ ବିହାରୀ ବାଜପେୟୀ ଏକାନା କ୍ରିକେଟ ଷ୍ଟାଡିୟମରେ ଶନିବାର ଖେଳାଯାଇଥିବା ଆଇପିଏଲ୍‌ର ୩୦ତମ ଲୋସ୍କୋରିଂ ମ୍ୟାଚ୍‌ରେ ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ନେତୃତ୍ୱାଧୀନ ଗୁଜରାଟ ଅବିଶ୍ୱସନୀୟ ବିଜୟ ଲାଭ କରିଛି। ଦଳର ମୋହିତ ଶର୍ମାଙ୍କ ଶେଷ ଓଭରରେ ଲକ୍ଷ୍ନୌକୁ...

ଟସ୍‌ ଜିତିଲା ମୁମ୍ବାଇ

ମୁମ୍ବାଇ,୨୨।୪: ମୁମ୍ବାଇସ୍ଥିତ ଓ୍ବାଙ୍ଖଡେ ଷ୍ଟାଡିୟମରେ ଶନିବାର ଖେଳାଯାଉଥିବା ଆଇପିଏଲ୍‌ର ୩୧ତମ ମ୍ୟାଚ୍‌ରେ ମୁମ୍ବାଇ ଇଣ୍ଡିଆନ୍ସ ଅଧିନାୟକ ରୋହିତ ଶର୍ମା ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଇଛନ୍ତି। ଫଳରେ ଆମନ୍ତ୍ରଣ ପାଇ ପଞ୍ଜାବ କିଙ୍ଗ୍ସ ବ୍ୟାଟିଂ କରିବ। ମୁମ୍ବାଇ: ରୋହିତ ଶର୍ମା...

ଟି. ନଟରାଜନଙ୍କ ଝିଅ ସହ ମଜା କରୁଛନ୍ତି ଧୋନୀ, ଭିଡିଓ ଦେଖିଲେ…

ଲୋକମାନେ ତାଙ୍କର ସ୍ବଭାବ ଯୋଗୁ ତାଙ୍କୁ ବହୁତ ଭଲ ପାଆନ୍ତି। ଏବେ ଧୋନୀଙ୍କର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି, ଯାହାକୁ ଦେଖିଲେ ମନ ଖୁସିରେ ନାଚି ଉଠିବ। ପ୍ରମାଣିତ ହୋଇଯିବ ଯେ, ଧୋନୀ କେତେ ସ୍ନେହୀ ମଣିଷ।...

୧୩୫ ରନ୍‌ରେ ଅଟକିଲା ଗୁଜରାଟ

ଲକ୍ଷ୍ନୌ,୨୨।୪: ଭରତ ରତ୍ନ ଅଟଳ ବିହାରୀ ବାଜପେୟୀ ଏକାନା କ୍ରିକେଟ ଷ୍ଟାଡିୟମରେ ଶନିବାର ଖେଳାଯାଇଥିବା ଆଇପିଏଲ୍‌ର ୩୦ତମ ମ୍ୟାଚ୍‌ରେ ଗୁଜରାଟ ଟାଇଟନ୍ସ ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟା ଟସ୍‌ ଜିତି ବ୍ୟାଟିଂ ନିଷ୍ପତ୍ତି ନେଇଥିଲେ। ଅଧିନାୟକ ପାଣ୍ଡ୍ୟାଙ୍କ ଗୁରୁତ୍ୱପୂର୍ଣ୍ଣ ଅର୍ଦ୍ଧଶତକ ବଳରେ...

ଟସ୍‌ ଜିତି ଗୁଜରାଟର ବ୍ୟାଟିଂ ଜାରି

ଲକ୍ଷ୍ନୌ,୨୨।୪: ଭରତ ରତ୍ନ ଅଟଳ ବିହାରୀ ବାଜପେୟୀ ଏକାନା କ୍ରିକେଟ ଷ୍ଟାଡିୟମରେ ଶନିବାର ଖେଳାଯାଉଥିବା ଆଇପିଏଲ୍‌ର ୩୦ତମ ମ୍ୟାଚ୍‌ରେ ଗୁଜରାଟ ଟାଇଟନ୍ସ ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟା ଟସ୍‌ ଜିତି ବ୍ୟାଟିଂ ନିଷ୍ପତ୍ତି ନେଇଛନ୍ତି। ଫଳରେ ଦଳର ଦୁଇ ଓପନର ରିଦ୍ଧିମାନ...

ଅହମଦାବାଦରେ ଖେଳାଯିବ ଆଇପିଏଲ୍‌ ଫାଇନାଲ

ନୂଆଦିଲ୍ଲୀ, ୨୧ା୪: ଚଳିତ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର କ୍ୱାଲିଫାୟର-୨ ଏବଂ ଫାଇନାଲ ମ୍ୟାଚ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଯଥାକ୍ରମେ ମେ’ ୨୬ ଓ ୨୮ରେ ଖେଳାଯିବ। ଏନେଇ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ପକ୍ଷରୁ ସୂଚନା...

ଚେନ୍ନାଇର ଚତୁର୍ଥ ବିଜୟ

ଚେନ୍ନାଇ,୨୧।୪: ଡିଭନ୍‌ କନ୍‌ୱେଙ୍କ ଅପରାଜିତ ଦମ୍‌ଦାର ଅର୍ଦ୍ଧଶତକ ବଳରେ ଚେନ୍ନାଇ ସୁପରକିଙ୍ଗ୍ସ ଶୁକ୍ରବାର ଅନୁଷ୍ଠିତ ଇଣ୍ଡିଆନ ପ୍ରିମିୟର ଲିଗ୍‌ର ୨୯ତମ ମ୍ୟାଚରେ ୭ ଉଇକେଟରେ ବିଜୟୀ ହୋଇଛି। ହାଇଦ୍ରାବାଦ ନିର୍ଦ୍ଧାରିତ ୨୦ ଓଭରରେ ୭ ଉଇକେଟ ହରାଇ ୧୩୪ ରନ୍‌...

ଚେନ୍ନାଇ ଆଗରେ ୧୩୫ ରନ୍‌ର ବିଜୟ ଟାର୍ଗେଟ୍‌

ଚେନ୍ନାଇ,୨୧।୪: ଚେନ୍ନାଇସ୍ଥିତ ଏମ୍‌.ଏ. ଚିଦାମ୍ବରମ ଷ୍ଟାଡିୟମରେ ଶୁକ୍ରବାର ଖେଳାଯାଇଥିବା ଆଇପିଏଲ୍‌ର ୨୯ତମ ମ୍ୟାଚ୍‌ରେ ଚେନ୍ନାଇ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଇଥିଲେ। ଫଳରେ ଆମନ୍ତ୍ରଣ ପାଇ ଏଡେନ ମାରକ୍ରମଙ୍କ ନେତୃତ୍ୱାଧୀନ ସନ୍‌ରାଇଜର୍ସ ହାଇଦ୍ରାବାଦ୍‌ ନିର୍ଦ୍ଧାରିତ...

ଆୟରଙ୍କ ଅସ୍ତ୍ରୋପଚାର ସଫଳ

ମୁମ୍ବାଇ,୨୧ା୪: ଭାରତୀୟ ବ୍ୟାଟର ଶ୍ରେୟସ ଆୟରଙ୍କ ପିଠି ଅସ୍ତ୍ରୋପଚାର(ସର୍ଜରୀ) ସଫଳ ହୋଇଛି। ମଙ୍ଗଳବାର ଲଣ୍ଡନରେ ଶ୍ରେୟସଙ୍କ ସର୍ଜରୀ ହୋଇଥିଲା। ବର୍ତ୍ତମାନ ସେ ସୁସ୍ଥ ହୋଇ ଚାଲିବା ଆରମ୍ଭ କରିଛନ୍ତି। ଆସନ୍ତା ୩ ମାସ ମଧ୍ୟରେ ସେ ସମ୍ପୂର୍ଣ୍ଣ ଫିଟ୍‌ ହୋଇ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri