ଟିମ ଇଣ୍ଡିଆ ପାଇଁ ହେଡ କୋଚ ମନୋନୟନ ଲାଗି ଘୋଷଣା କଲା ବିସିସିଆଇ, ଜାଣନ୍ତୁ ଶେଷ କୋଚଙ୍କୁ କେତେ ମିଳୁଥିଲା ଦରମା..
ନୂଆଦିଲ୍ଲୀ,୨୩।୫: ଟି -୨୦ ବିଶ୍ୱକପ ପରେ ଟିମ ଇଣ୍ଡିଆ ଏକ ହେଡ କୋଚ ପାଇପାରେ। ସୂଚନାଯୋଗ୍ୟ, ବିସିସିଆଇ ଅନୁଯାୟୀ, ଖୁବ ଶୀଘ୍ର ଟିମ ଇଣ୍ଡିଆର ପୂର୍ବତନ ଅଧିନାୟକ ତଥା ଭେଟେରାନ କ୍ରିକେଟର ରାହୁଲ ଦ୍ରାବିଡଙ୍କ କାର୍ଯ୍ୟକାଳ ସମାପ୍ତ ହେବ। ଏହାକୁ...
ଆରସିବି ଏଲିମିନେଟ, କ୍ୱାଲିଫାୟର-୨ ଖେଳିବେ ରାଜସ୍ଥାନ-ହାଇଦ୍ରାବାଦ
ଅହମଦାବାଦ, ୨୨।୫: ଦାୟିତ୍ୱହୀନ ବ୍ୟାଟିଂ ଯୋଗୁ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆରସିବି) ଇଣ୍ଡିଆନ ପ୍ରିମିୟର ଲିଗ୍ରୁ ପୁଣିଥରେ ଏଲିମିନେଟ୍ ହୋଇଛି। ଲିଗ୍ ପର୍ଯ୍ୟାୟରେ କ୍ରମାଗତ ୬ ମ୍ୟାଚ ଜିତି ପ୍ଲେଅଫ୍ରେ ପ୍ରବେଶ କରିଥିବା ଏହି ଦଳ ବୁଧବାର ଅନୁଷ୍ଠିତ ଏଲିମିନେଟ...
ଏଲିମିନେଟର ମୁକାବିଲା ପୂର୍ବରୁ RCB ପ୍ରଶଂସକଙ୍କୁ କ୍ଷମା ମାଗିଲେ ଓ୍ବାଟସନ୍, ଜାଣନ୍ତୁ କାରଣ…
ନୂଆଦିଲ୍ଲୀ,୨୨।୫: ଆଇପିଏଲ୍ ୨୦୨୪ର ଏଲିମିନେଟର ମୁକାବିଲା ବୁଧବାର ରାଜସ୍ଥାନ ରୟାଲ୍ସ ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ମଧ୍ୟରେ ଖେଳାଯିବ। ଏହି ବଡ଼ ମୁକାବିଲା ପୂର୍ବରୁ ଅଷ୍ଟ୍ରେଲୀୟ ଖେଳାଳି ତଥା ପୂର୍ବତନ ଆର୍ସିବି ଖେଳାଳି ଶେନ ଓ୍ବାଟସନ୍ ବାଙ୍ଗାଲୁରୁ ପ୍ରଶଂସକଙ୍କୁ କ୍ଷମା...
ବଡ଼ ଖବର: ବିରାଟ କୋହଲିଙ୍କ ସୁରକ୍ଷା ପ୍ରତି ବିପଦ ଥିବାରୁ ଅଭ୍ୟାସ, ପ୍ରେସ୍ମିଟ୍ ବାତିଲ କଲା ଆର୍ସିବି…
ନୂଆଦିଲ୍ଲୀ,୨୨।୫: ରାଜସ୍ଥାନ ରୟାଲ୍ସ(ଆର୍ଆର୍) ବିପକ୍ଷରେ ଆଇପିଏଲ୍ ୨୦୨୪ ଏଲିମିନେଟର୍ ପ୍ରତିଯୋଗିତା ଲାଗି ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୁରୁ(ଆର୍ସିବି) ପ୍ରସ୍ତୁତ ହେଉଥିବା ବେଳେ ବଡ଼ ଖବର ସାମ୍ନାକୁ ଆସିଛି। ବିରାଟ କୋହଲିଙ୍କ ସୁରକ୍ଷାକୁ ନେଇ ବିପଦ ଥିବାରୁ ଆର୍ସିବି ପକ୍ଷରୁ ଏହାର ଏକମାତ୍ର...
ସିଏସ୍କେ ହାରିବା ପରେ ପରେ ବ୍ରାଭୋଙ୍କୁ ମିଳିଲା ଖୁସିଖବର, ଟି୨୦ ବିଶ୍ୱକପ୍ରେ…
ନୂଆଦିଲ୍ଲୀ,୨୨।୫: ୱେଷ୍ଟଇଣ୍ଡିଜର କିମ୍ବଦନ୍ତୀ କ୍ରିକେଟର ଡୱେନ ବ୍ରାଭୋ ଆଇପିଏଲ୍ରେ ଚେନ୍ନାଇ ସୁପର କିଙ୍ଗ୍ସର ବୋଲିଂ କୋଚ୍ ଭାବେ ଦାୟିତ୍ୱ ତୁଲାଉଥିଲେ। ଦଳ ଟୁର୍ନାମେଣ୍ଟରୁ ବାହାରିବାର ୪ ଦିନ ହୋଇଥିବା ବେଳେ ତାଙ୍କୁ ନୂଆ ଖୁସିଖବର ମିଳିଛି। ଟି-୨୦ ବିଶ୍ୱକପରେ ଆଫଗାନିସ୍ତାନ...
ପାଓ୍ବାର ପ୍ଲେରେ ଚମତ୍କାର କଲେ ଆଇପିଏଲ୍ର ସବୁଠୁ ଦାମୀ ଖେଳାଳି
ଅହମ୍ମଦାବାଦ,୨୨।୫: ଆଇପିଏଲ ୨୦୨୪ର ପ୍ଲେ ଅଫର ପ୍ରଥମ କ୍ୱାଲିଫାୟର୍ରେ କୋଲକାତା ନାଇଟ ରାଇଡର୍ସ ସନରାଇଜର୍ସ ହାଇଦ୍ରାବାଦକୁ ପରାସ୍ତ କରି ଫାଇନାଲ୍ ଟିକେଟ୍ କାଟିଛି। ଏହି ମ୍ୟାଚ ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଇଥିଲା। ସନରାଇଜର୍ସ ହାଇଦ୍ରାବାଦ ହୁଏତ ଟସ ଜିତି...
ପାକିସ୍ତାନ ଯିବାକୁ ନେଇ ଏମିତି କହିଦେଲେ ରୋହିତ ଶର୍ମା
ନୂଆଦିଲ୍ଲୀ,୨୨।୫: ଭାରତ ଏବଂ ପାକିସ୍ତାନ ମ୍ୟାଚ୍ ଦେଇଖିବାକୁ ପ୍ରଶଂସକ ଚାହିଁ ବସିଥାନ୍ତି। ଦୁଇ ଦେଶ ମଧ୍ୟରେ ମ୍ୟାଚ ସମୟରେ ଷ୍ଟାଡିୟମ ପ୍ୟାକ ଥାଏ । ଗତ ଦୁଇ ଦଶନ୍ଧି ମଧ୍ୟରେ କେବଳ ଆଇସିସି ଟୁର୍ନାମେଣ୍ଟରେ ଏହି ଦୁଇ ଦଳ ମୁହାଁମୁହିଁ...
ବାଂଲାଦେଶକୁ ଶୋଚନୀୟ ଭାବେ ପରାସ୍ତ କଲା କ୍ରିକେଟର୍ ଜଗତର ଶିଶୁ
ହ୍ୟୁଷ୍ଟନ,୨୨।୫:ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ପାଇଁ ବାଂଲାଦେଶ ଦଳ ଆମେରିକା ଗସ୍ତରେ ଅଛି। ସିରିଜର ପ୍ରଥମ ମ୍ୟାଚରେ କ୍ରିକେଟ ଜଗତର ଶିଶୁ କହାଯାଉଥିବା ଆମେରିକା ଏକ ବଡ ବିପର୍ଯ୍ୟୟ ସୃଷ୍ଟି କରି ବାଂଲାଦେଶକୁ ୫ ଉଇକେଟରେ ପରାସ୍ତ କରିଛି।...
ବେଲଜିୟମକୁ ହରାଇଲା ଭାରତ
ଆଣ୍ଟ୍ବେର୍ପ, ୨୨।୫: ଭାରତୀୟ ଜୁନିୟର ପୁରୁଷ ହକି ଦଳ ବିଜୟ ସହ ଏହାର ୟୁରୋପ ଟୁର୍ ଆରମ୍ଭ କରିଛି। ଉପ-ଅଧିନାୟକ ଶାରଦାନନ୍ଦ ତିଓ୍ବାରୀଙ୍କ ଡବଲ ଗୋଲ ବଳରେ ଭାରତ ଶୁଟ୍ ଆଉଟ ୪-୨ ଗୋଲରେ ବେଲଜିୟମକୁ ପରାସ୍ତ କରିଛି। ନିର୍ଦ୍ଧାରିତ...
ଟାଇଟଲ ବଜାୟ ରଖିଲେ ସୁମିତ
କୋବ୍ (ଜାପାନ), ୨୨ା୫ : ଭାରତର ସୁମିତ ଅଣ୍ଟିଲ ଏଠାରେ ଚାଲିଥିବା ବିଶ୍ୱ ପାରା ଆଥ୍ଲେଟିକ୍ସ ଚାମ୍ପିୟନଶିପ୍ରେ ତାଙ୍କ ଏଫ୍୬୪ ଜାଭେଲିନ୍ ଥ୍ରୋ ବିଶ୍ୱ ଟାଇଟଲ ବଜାୟ ରଖିବାରେ ସମର୍ଥ ହୋଇଛନ୍ତି। ଅନ୍ୟପକ୍ଷରେ ଥାଙ୍ଗାଭେଲୁ ମାରିୟାପ୍ପାନ ଓ ଏକତା ଭ୍ୟାନ...
ନମ୍ବର ଓ୍ବାନକୁ ଫେରିଲେ ସାତ୍ତ୍ୱିକ-ଚିରାଗ
ନୂଆଦିଲ୍ଲୀ, ୨୨ା୫ (ପି.ଟି.): ଥାଇଲାଣ୍ଡ ଓପନରେ ସଫଳତା ପରେ ଭାରତର ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ପୁଣି ବିଶ୍ୱର ନମ୍ବର ଓ୍ବାନ ର଼୍ୟାଙ୍କିଙ୍ଗ ପୁରୁଷ ଡବଲ୍ସ ବ୍ୟାଡମିଣ୍ଟନ ଯୋଡ଼ି ହୋଇପାରିଛନ୍ତି। ଅଲ୍ ଇଂଲଣ୍ଡ ଚାମ୍ପିୟନଶିପ୍ର ଦ୍ୱିତୀୟ ରାଉଣ୍ଡରେ ପରାଜୟ...
କେକେଆର୍କୁ ଫାଇନାଲ ଟିକେଟ, ହାଇଦ୍ରାବାଦ ପାଖରେ ଆଉ ଏକ ସୁଯୋଗ
ଅହମ୍ମଦାବାଦ,୨୧।୫: ଆଇପିଏଲ୍ ୨୦୨୪ ସିଜନର ପ୍ରଥମ ଫାଇନାଲ ଟିକେଟ ପାଇଛି ଶ୍ରେୟସ ଆୟର ନେତୃତ୍ୱାଧୀନ କୋଲକାତା ନାଇଟ ରାଇଡର୍ସ(କେକେଆର୍)। ଏହା ଦଳ ପାଇଁ ଆଇପିଏଲ୍ ଇତିହାସରେ ଚତୁର୍ଥ ଫାଇନାଲ ମୁକାବିଲା ହେବ। ପ୍ରଥମ କ୍ୱାଲିଫାୟରରେ କୋଲକାତା ଏବଂ ସନରାଇଜର୍ସ ହାଇଦ୍ରାବାଦ...
Archives


