ଆଇପିଏଲ୍ ୨୦୨୪ ଫାଇନାଲ ଖେଳିବ ଏହି ଦୁଇ ଟିମ୍!
ନୂଆଦିଲ୍ଲୀ,୨୧।୫: ଆଇପିଏଲ୍ ୨୦୨୪ ଏହାର ଅନ୍ତିମ ଚରଣରେ ପହଞ୍ଚିଛି। ୧୦ ଟିମ୍ ମଧ୍ୟରେ ଆରମ୍ଭ ହୋଇଥିବା ଟୁର୍ନାମେଣ୍ଟରେ ଏବେ କେବଳ ୪ ଟିମ୍ ପ୍ଲେ ଅଫ୍ ଖେଳୁଛନ୍ତି। ମେ’ ୨୬ରେ ଟୁର୍ନାମେଣ୍ଟର ଫାଇନାଲ ଖେଳାଯିବ, ଯେଉଁଥିରେ ପ୍ଲେ ଅଫ୍ ଜିତି...
କ୍ୱାଲିଫାୟରରେ ଆଣ୍ଠେଇଲା ହାଇଦ୍ରାବାଦ; ବ୍ୟାଟିଂ ଫାୟାର ପାଓ୍ବାର୍ ଫେଲ୍, କୋଲକାତାକୁ ମାତ୍ର ଏତିକି ରନ୍ର ସହଜ ଟାର୍ଗେଟ…
ଅହମ୍ମଦାବାଦ,୨୧।୫: ଆଇପିଏଲ୍ ୨୦୨୪ ସିଜନରେ ପ୍ଲେଅଫ୍ର ରୋମାଞ୍ଚ ଆରମ୍ଭ ହୋଇଛି। ପ୍ରଥମ କ୍ୱାଲିଫାୟରରେ କୋଲକାତା ନାଇଟ ରାଇଡର୍ସ(କେକେଆର୍) ଏବଂ ସନରାଇଜର୍ସ ହାଇଦ୍ରାବାଦ ମୁହାଁମୁହିଁ ହେଉଛି। ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଉଥିବା ଏହି ମୁକାବିଲାରେ ହାଇଦ୍ରାବାଦ ଅଧିନାୟକ ପ୍ୟାଟ୍ କମିନ୍ସ ଟସ୍...
କୋଲକାତା ବିପକ୍ଷରେ ଟସ୍ ଜିତିଲା ହାଇଦ୍ରାବାଦ, ନେଲା ଏହି ନିଷ୍ପତ୍ତି
ଅହମ୍ମଦାବାଦ,୨୧।୫: ଆଇପିଏଲ୍ କ୍ୱାଲିଫାୟର- ୧ ମୁକାବିଲା ମଙ୍ଗଳବାର କୋଲକାତା ନାଇଟ୍ ରାଇଡର୍ସ(କେକେଆର୍) ଏବଂ ସନରାଇଜର୍ସ ହାଇଦ୍ରାବାଦ ମଧ୍ୟରେ ଖେଳାଯାଉଛି। ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଉଥିବା ଏହି ମୁକାବିଲାରେ ସନରାଇଜର୍ସ ହାଇଦ୍ରାବାଦ ଟସ୍ ଜିତି ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଛି।...
ଗମ୍ଭୀର ନା ଫ୍ଲେମିଂ, କିଏ ହେବେ ଭାରତର କୋଚ୍? ମହେନ୍ଦ୍ର ସିଂ ଧୋନୀ ନେବେ ନିଷ୍ପତ୍ତି !
ନୂଆଦିଲ୍ଲୀ,୨୧।୫: ଟି୨୦ ବିଶ୍ୱକପ୍ ପରେ ଟିମ୍ ଇଣ୍ଡିଆର ମୁଖ୍ୟ କୋଚ୍ ପଦ ଖାଲି ହୋଇଯିବ। ଏଥିଲାଗି ବିସିସିଆଇ ନୂଆ କୋଚ୍ ଖୋଜିବା ଆରମ୍ଭ କରିଛି। ନ୍ୟାଶନାଲ କ୍ରିକେଟ ଏକାଡେମୀ ମୁଖ୍ୟ ଭିଭି ଏସ୍ ଲକ୍ଷ୍ମଣ, ଗୌତମ ଗମ୍ଭୀର, ଜଷ୍ଟିନ୍ ଲାଙ୍ଗର,...
ତୁମକୁ ଫାଇନାଲ୍ ଜିତିବାକୁ ପଡ଼ିବ…କୋହଲିଙ୍କୁ ଧୋନୀଙ୍କ ମେସେଜ୍
ନୂଆଦିଲ୍ଲୀ,୨୧।୫: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ମେ ୧୮ରେ ଚେନ୍ନାଇ ସୁପର କିଙ୍ଗ୍ସକୁ ପରାସ୍ତ କରି ପ୍ଲେ ଅଫରେ ସ୍ଥାନ ହାସଲ କରିଛି । ପ୍ଲେ ଅଫରେ ପହଞ୍ଚିବା ପାଇଁ ବେଙ୍ଗାଲୁରୁ ଚତୁର୍ଥ ଏବଂ ଶେଷ ଦଳ ହୋଇଛି। ମ୍ୟାଚ ପରେ...
ମୁଁ କାହାର ପାଦ ଛୁଏଁ ନାହିଁ, ସେଥିପାଇଁ ମୋତେ….କାହିଁକି ଏମିତି କହିଲେ ଗୌତମ ଗମ୍ଭୀର
ନୂଆଦିଲ୍ଲୀ,୨୧।୫: ପୂର୍ବତନ ଭାରତୀୟ କ୍ରିକେଟର ଗୌତମ ଗମ୍ଭୀର ତାଙ୍କର ତାଙ୍କ ବିବୃତ୍ତି ପାଇଁ ପ୍ରାୟତ ଚର୍ଚ୍ଚାରେ ଥାନ୍ତି। ନିକଟରେ ଟିମ ଇଣ୍ଡିଆର ଅଫ ସ୍ପିନର ରବି ଅଶ୍ୱିନଙ୍କ ୟୁଟ୍ୟୁବ ଚ୍ୟାନେଲରେ ଗୌତମ ଗମ୍ଭୀର ନିଜର ମତ ରଖିଥିଲେ। ଏହି ସମୟରେ...
୪୦୦ ମିଟରରେ ଦୀପ୍ତିଙ୍କ ବିଶ୍ୱରେକର୍ଡ
କୋବ୍ (ଜାପାନ), ୨୧ା୫ (ପି.ଟି.): ଭାରତର ଦୀପ୍ତି ଜୀବନଜୀ ଏଠାରେ ଚାଲିଥିବା ବିଶ୍ୱ ପାରା ଆଥ୍ଲେଟିକ୍ସ ଚାମ୍ପିୟନଶିପ୍ ମହିଳା ୪୦୦ମିଟର ଟି୨୦ କାଟେଗୋରିରେ ବିଶ୍ୱ ରେକର୍ଡ ସହ ସ୍ବର୍ଣ୍ଣ ପଦକ ଲାଭ କରିଛନ୍ତି। ସେ ୫୫.୦୭ ସେକେଣ୍ଡ ଟାଇମିଂରେ ଫିନିଶ...
୧୫ତମ ଷ୍ଟେଜ୍ରେ ପୋଗାକାର ବିଜୟୀ
ରୋମ୍, ୨୧।୫: ଟାଡେଜ ପୋଗାକାର (ସ୍ଲୋଭାକିଆ/ ୟୁଏଇ ଟିମ୍ ଏମିରେଟ୍ସ) ଗିରୋ ଡି’ ଇଟାଲିଆ ସାଇକେଲ ରେସ୍ର ୧୫ତମ ଷ୍ଟେଜ୍ ଜିତିଛନ୍ତି। ସେ ୬ ଘଣ୍ଟା ୧୧ମିନିଟ ୪୩ ସେକେଣ୍ଡ ଟାଇମିଂରେ ରେସ୍ ଶେଷ କରିଥିଲେ। ଏଥିସହିତ ସେ ଓଭରଅଲ୍...
ଟିକେଟ୍ ବିକ୍ରି ବୃଦ୍ଧି ପାଇଁ କ୍ୟାମ୍ପେନ୍
ପ୍ୟାରିସ୍,୨୧ା୫(ପି.ଟି): ପ୍ୟାରିସ୍ ପାରାଲିମ୍ପିକ୍ସକୁ ଆଉ ୧୦୦ ଦିନ ବାକି ରହିଛି। ଅଗଷ୍ଟ ୨୮ରୁ ସେପ୍ଟେମ୍ବର ୮ ତାରିଖ ଯାଏ ଏହି ମେଗା ଇଭେଣ୍ଟ ଅନୁଷ୍ଠିତ ହେବ। ଏହା ସହ ପାରାଲିମ୍ପିକ୍ସ ଟିକେଟ ବିକ୍ରିକୁ ବୃଦ୍ଧି କରିବା ପାଇଁ ଏକ ଭିଡିଓ...
ପାରାମାଉଣ୍ଟ ‘ଏ’ ଫାଇନାଲରେ
ଭୁବନେଶ୍ୱର, ୨୧ା୫ (ବିଜୟ ରଣା): ସ୍ଥାନୀୟ ପାରାମାଉଣ୍ଟ ସ୍ପୋର୍ଟିଙ୍ଗ୍ସ ଆନୁକୂଲ୍ୟରେ ଅରବିନ୍ଦମେମୋରିଆଲ ପାରାମାଉଣ୍ଟ କପ୍ କ୍ରିକେଟ ଟୁର୍ନାମେଣ୍ଟରେ ପ୍ରଥମ ଦଳ ଭାବେ ଫାଇନାଲରେ ପ୍ରବେଶ କରିଛି ପାରାମାଉଣ୍ଟ ‘ଏ’ ଦଳ। ସୋମବାର ଅନୁଷ୍ଠିତ ପ୍ରଥମ ସେମିଫାଇନାଲରେ ଦଳ ୨୨୬ରନରେ ସିଏପି...
ନର୍ଥଇଷ୍ଟରେ ୬ ଇନ୍ଡୋର କ୍ରିକେଟ ଏକାଡେମୀ
ନୂଆଦିଲ୍ଳୀ,୨୧ା୫(ପି.ଟି): ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ(ବିସିସିଆଇ) ପକ୍ଷରୁ ନର୍ଥ ଇଷ୍ଟ ରାଜ୍ୟଗୁଡିକରେ ୬ଟି ଇନ୍ଡୋର କ୍ରିକେଟ ଏକାଡେମୀ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି। ଏହି ରାଜ୍ୟଗୁଡ଼ିକର କ୍ରିକେଟ ପ୍ରତିଭାଙ୍କୁ ଆଗକୁ ବଢ଼ାଇବା ପାଇଁ ବିସିସିଆଇ ଏଭଳି ନିଷ୍ପତ୍ତି ନେଇଛି।...
ଆଇପିଏଲ ଫାଇନାଲ ମ୍ୟାଚ ପାଇଁ ଟିକେଟ୍ ବିକ୍ରି ଆରମ୍ଭ: ଜାଣନ୍ତୁ ସବୁଠାରୁ ଶସ୍ତା ଟିକେଟ୍ର ଦାମ୍…
ନୂଆଦିଲ୍ଲୀ,୨୦।୫: ଆଇପିଏଲ ୨୦୨୪ର ପ୍ଲେ ଅଫ ପର୍ଯ୍ୟାୟ ୨୧ ମେ’ରୁ ଆରମ୍ଭ ହେଉଛି। ସନରାଇଜର୍ସ ହାଇଦ୍ରାବାଦ(ଏସଆରଏଚ୍ ), କୋଲକାତା ନାଇଟ ରାଇଡର୍ସ (କେକେଆର୍), ରାଜସ୍ଥାନ ରୟାଲ୍ସ (ଆରଆର) ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆରସିବି) ଏହି ଚାରିଟି ଦଳ ପ୍ଲେ...
Archives


