ଖେଳ

IPLରେ ଅଭିଷେକଙ୍କ ବଡ଼ କାରନାମା: ୪ ଛକା ମାରି କଲେ ଅନନ୍ୟ ରେକର୍ଡ

କୋଲକାତା,୩।୪: ଇଡେନ ଗାର୍ଡେନ୍ସରେ କୋଲକାତା ନାଇଟ ରାଇଡର୍ସ ବିପକ୍ଷରେ ଅଭିଷେକ ଶର୍ମା ୪୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ୨୨୮.୫୭ ଷ୍ଟ୍ରାଇକ ରେଟରେ ଖେଳି ଅଭିଷେକ ଏହି ଇନିଂସରେ ୪ଟି ଛକା ମାରି ଏକ ଅନନ୍ୟ ରେକର୍ଡ ସୃଷ୍ଟି କରିଥିଲେ।…

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ କରିଛି। ହାଇଦ୍ରାବାଦ୍‌ ପକ୍ଷରୁ ପ୍ରଦତ୍ତ ୨୨୭ ରନ ଟାର୍ଗେଟର ପିଛା କରି କୋଲକାତା…

୨୦୨୬ ଆଇପିଏଲରେ ଖେଳିବା ପାଇଁ କୋର୍ଟଙ୍କ ଦ୍ୱାରସ୍ଥ ହେଲେ RCB ବୋଲର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୨।୪: IPL ୨୦୨୬ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB)ର ଶ୍ରୀଲଙ୍କାର ଦ୍ରୁତ ବୋଲର ନୁୱାନ ତୁଷାରା IPL ୨୦୨୬ ରେ ଅଂଶଗ୍ରହଣ କରିବା ପାଇଁ କୋର୍ଟର ଦ୍ୱାରସ୍ଥ ହୋଇଛନ୍ତି। ସେ ଶ୍ରୀଲଙ୍କା କ୍ରିକେଟ…

IPL ମଧ୍ୟରେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କଲେ ଏହି ଷ୍ଟାର ବ୍ୟାଟସ୍‌ମ୍ୟାନ, ୩୭ ବର୍ଷ ବୟସରେ…

ନୂଆଦିଲ୍ଲୀ,୨।୪: କ୍ରିକେଟ ଜଗତ ବର୍ତ୍ତମାନ IPL ୨୦୨୬ ଉପରେ ଧ୍ୟାନ ଦେଇଛି। ଇଣ୍ଡିଆନ ପ୍ରିମିୟର ଲିଗ ୨୮ ମାର୍ଚ୍ଚରୁ ଆରମ୍ଭ ହୋଇଛି ଏବଂ ପ୍ରତିଦିନ ପ୍ରମୁଖ ମ୍ୟାଚ ଖେଳାଯାଉଛି। IPL ୨୦୨୬ ମଧ୍ୟରେ ଦକ୍ଷିଣ ଆଫ୍ରିକାର ତାରକା ବ୍ୟାଟସମ୍ୟାନ ରାସି ବେନ…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ ସହଜରେ ହାସଲ କରି ନେଇଛି। ତେବେ ୨୦୨୩ ପରଠାରୁ ଦିଲ୍ଲୀ ଏପର୍ଯ୍ୟନ୍ତ ଲକ୍ଷ୍ନୌ…

ଜୁଲାଇରେ ଜିମ୍ବାୱେ ଗସ୍ତ କରିବ ଟିମ୍ ଇଣ୍ଡିଆ, ଟି-୨୦ ସିରିଜରେ ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିବ କି ସୁଯୋଗ ?

ନୂଆଦିଲ୍ଲୀ,୧।୪: ଟିମ୍ ଇଣ୍ଡିଆର ଜିମ୍ବାୱେ ଗସ୍ତର କାର୍ଯ୍ୟସୂଚୀ ପ୍ରକାଶ ପାଇଛି । ଭାରତୀୟ ଦଳର ଏହି ଗସ୍ତ ଜୁଲାଇରେ ହେବାକୁ ଯାଉଛି। ଏହି ଗସ୍ତ ସମୟରେ ତିନି ମ୍ୟାଚ୍ ବିଶିଷ୍ଟ ଟି-୨୦ ସିରିଜ୍ ଖେଳାଯିବ। ଭାରତୀୟ ଦଳ ପାଇଁ, ଏହି ଗସ୍ତ ବରିଷ୍ଠ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ ରୋମାଞ୍ଚକର ବିଜୟ ହାସଲ କରିଥିଲେ। ତଥାପି, ମ୍ୟାଚ ଅଧିନାୟକଙ୍କ ପାଇଁ ଭଲ ନଥିଲା।…

ପୁଣି ଭାଙ୍ଗିଗଲା ଇଟାଲୀର ଫିଫା ବିଶ୍ୱକପ ସ୍ବପ୍ନ: ଲଗାତାର ତୃତୀୟ ଥର ପାଇଁ ଯୋଗ୍ୟତା ଅର୍ଜନ କରିପାରିଲା ନାହିଁ

ରୋମ,୧।୪: ଚାରିଥର ଫିଫା ବିଶ୍ୱକପ ଚାମ୍ପିଅନ ଇଟାଲୀ ଆଉ ଏକ ବଡ଼ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ଦଳ ଲଗାତାର ତୃତୀୟ ଥର ପାଇଁ ଫିଫା ବିଶ୍ୱକପ ପାଇଁ ଯୋଗ୍ୟତା ଅର୍ଜନ କରିବାରେ ବିଫଳ ହୋଇଛି। 2026 ବିଶ୍ୱକପ ପାଇଁ ୟୁରୋପୀୟ ପ୍ଲେଅଫରେ,…

ଅନ୍ତର୍ଜାତୀୟ ସ୍ତରର ଅପମାନ ପାଇଲା ପାକିସ୍ତାନ, ଭିଡିଓ ହେଉଛି ଭାଇରାଲ

ଇସଲାମାବାଦ,୧।୪: PSL 2026 ରେ, ପାକିସ୍ତାନ ପାଇଁ ଅନ୍ତର୍ଜାତୀୟ ଲଜ୍ଜାର କାରଣ ପାଲଟିଥିବା ଘଟଣାଗୁଡ଼ିକର ଏକ ଶୃଙ୍ଖଳା ସାମ୍ନାକୁ ଆସିଛି। ଟୁର୍ଣ୍ଣାମେଣ୍ଟର ପ୍ରଥମ ମ୍ୟାଚରେ, ଜର୍ସିରୁ ରଙ୍ଗ ବଲ ଉପରେ ପଡ଼ିଲା, ତା’ପରେ ବଲ ଟ୍ୟାମ୍ପରିଂର ଏକ ଘଟଣା ଘଟିଛି –…

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା ସଂଘର୍ଷପୂର୍ଣ୍ଣ ମ୍ୟାଚରେ ଗୁଜରାଟ ଟାଇଟନ୍ସକୁ ୩ ଉଇକେଟରେ ପରାସ୍ତ କରିଛି। ଯୁବ ବ୍ୟାଟର…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ ଚମତ୍କାର ପ୍ରଦର୍ଶନ କରିଛନ୍ତି। ସିଏସ୍‌କେ ବିପକ୍ଷରେ ଦମଦାର ବୋଲିଂ କରିବା ସହ ଜାଡେଜାଙ୍କର…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା ଭାରତୀୟ ଦଳରୁ ଅଣଦେଖା କାରଣରୁ ନୁହେଁ, ବରଂ ବୋର ଅନୁଭବ ହେଲେ ଅବସର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri