ଖେଳ

‘ବୈଭବ ସୂର୍ଯ୍ୟବଂଶୀଙ୍କଠାରୁ ମୋର କୌଣସି ଆଶା ନାହିଁ’: ଟିମ ଇଣ୍ଡିଆକୁ ନେଇ ଏମିତି କହିଲେ ସୁନୀଲ ଗାଭାସ୍କର, ଉଠିଲାଣି ପ୍ରଶ୍ନ

ନୂଆଦିଲ୍ଲୀ,୮।୯: ଆଫଗାନିସ୍ତାନ ବିପକ୍ଷରେ ଟି-୨୦ ସିରିଜ ପରେ, ଭାରତୀୟ ପୁରୁଷ କ୍ରିକେଟ ଦଳ ୨୦୨୬ ଏସୀୟ କ୍ରୀଡାରେ ଅଂଶଗ୍ରହଣ କରିବ। ସେପ୍ଟେମ୍ବର ୧୯ରେ ଜାପାନର ଆଇଚି-ନାଗୋୟାରେ ଆରମ୍ଭ ହେଉଥିବା ଏହି ବହୁ-କ୍ରୀଡା ଇଭେଣ୍ଟରେ ଶ୍ରେୟସ ଆୟର ଭାରତୀୟ ଦଳର ନେତୃତ୍ୱ ନେବେ।…

Watch: ଜନ୍ମଦିନର ପୂର୍ବ ରାତିରେ ସଭିଙ୍କୁ ଚକିତ କଲେ ଶୁବମନ ଗିଲ, ଜାଣନ୍ତୁ…

ନୂଆଦିଲ୍ଲୀ,୮।୯: ଭାରତୀୟ କ୍ରିକେଟ ଦଳର ଅଧିନାୟକ ଶୁବମନ ଗିଲ ମଙ୍ଗଳବାର ତାଙ୍କର ୨୭ତମ ଜନ୍ମଦିନ ପାଳନ କରୁଛନ୍ତି। ସେ ୨୭ ବର୍ଷ ପୂର୍ବେ ଆଜିର ଦିନରେ – ସେପ୍ଟେମ୍ବର ୮, ୧୯୯୯ ରେ ଜନ୍ମଗ୍ରହଣ କରିଥିଲେ। ପଞ୍ଜାବରେ ଜନ୍ମଗ୍ରହଣ କରିଥିବା ଶୁବମନ…

‘ଇଶାନ କିଶନଙ୍କଠାରୁ କିଛି ଶିଖ…’ବୈଭବଙ୍କୁ ପୂର୍ବତନ କ୍ରିକେଟରଙ୍କ ବଡ଼ ଚେତାବନୀ, ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୮।୯: ଦୁଲୀପ ଟ୍ରଫି ଫାଇନାଲରେ ଇଶାନ କିଶନଙ୍କ ବ୍ୟାଟରୁ ଦେଖିବାକୁ ମିଳିଛି ଜବରଦସ୍ତ ଇନିଂସ। ଇଶାନ ୩୩୪ ବଲରୁ ୨୭୦ ରନ୍‌ର ମାରାଥନ ପାରି ଖେଳିଛନ୍ତି। ତାଙ୍କ ଇନିଂସରେ ରହିଛି ୩୦ଟି ଚୌକା ଓ ୭ଟି ଛକା। ଇଶାନଙ୍କ ଏହି ବିଶାଳ…

ଭାରତ ବିପକ୍ଷ ଐତିହାସିକ ଟି-୨୦ ମ୍ୟାଚ ଖେଲିବାକୁ ଦଳ ଘୋଷଣା କଲା ଜାପାନ: ଜାଣନ୍ତୁ କିଏ ହେଲେ ଅଧିନାୟକ

ଟୋକିଓ,୮।୯: ଜାପାନ କ୍ରିକେଟ ଆସୋସିଏସନ ସୋମବାର ଭାରତ ବିପକ୍ଷରେ ଐତିହାସିକ ଏକମାତ୍ର ଟି-୨୦ ମ୍ୟାଚ ପାଇଁ ୧୫ ଜଣିଆ ଦଳ ଘୋଷଣା କରିଛି। ଏହା ଭାରତ ଏବଂ ଜାପାନ ମଧ୍ୟରେ ପ୍ରଥମ ଥର ପାଇଁ ଅନ୍ତର୍ଜାତୀୟ ଟି-୨୦ ମୁକାବିଲା ହେବ। ଭାରତୀୟ…

ଟିମ ଇଣ୍ଡିଆରେ ବଡ଼ ଓଲଟପାଲଟ: ରୋହିତଙ୍କୁ ଦଳରୁ ବାହାର କଲା BCCI, କ୍ରିକେଟ ଜଗତରେ ହଇଚଇ

ମୁମ୍ବାଇ,୮।୯: ବୟସ ସମ୍ପର୍କିତ ଅନିୟମିତତା ଅଭିଯୋଗରେ ଭାରତୀୟ ଅଣ୍ଡର-୧୯ ଦଳରୁ ବାଦ୍‌ ପଡ଼ିଛନ୍ତି ରୋହିତ ଯାଦବ। ଅଷ୍ଟ୍ରେଲିଆ ଅଣ୍ଡର-୧୯ ଦଳ ବିପକ୍ଷରେ ହେବାକୁ ଥିବା ଦିନିକିଆ ଏବଂ ମଲ୍ଟି-ଡେ ସିରିଜ ପାଇଁ ରୋହିତଙ୍କୁ ଦଳରୁ ହଟାଇଛି ବିସିସିଆଇ। ବିସିସିଆଇର ଅଧିକାରିକ ବୟାନ…

ଇଶାନଙ୍କ ବଡ଼ ଉପଲବ୍ଧି: ସ୍ବତନ୍ତ୍ର କ୍ଲବ୍‌ରେ ହେଲେ ସାମିଲ

ଚେନ୍ନାଇ,୭ା୯: ଭାରତୀୟ ବ୍ୟାଟର ଇଶାନ କିଷନ ସୋମବାର ମହାନ ଭାରତୀୟ ବ୍ୟାଟର କ୍ଲବରେ ସ୍ଥାନ ପାଇଛନ୍ତି। ସେ ଦେଶର ଷଷ୍ଠ ବ୍ୟାଟର ଭାବେ ଦୁଲୀପ ଟ୍ରଫି ଫାଇନାଲରେ ଦ୍ୱିଶତକ କରିଛନ୍ତି। ଏହି ମହାନ୍‌ ବ୍ୟାଟରଙ୍କ ତାଲିକାରେ ରମନ ଲାମ୍ବା (୧୯୮୭-୮୮, ଓ୍ବେଷ୍ଟ…

ଭାରତୀୟ କ୍ରିକେଟ ପାଇଁ ଐତିହାସିକ ଦିନ ହେବ ଅକ୍ଟୋବର ୩: ଜାଣନ୍ତୁ କାହିଁକି..

ନୂଆଦିଲ୍ଲୀ,୭।୯: ଭାରତୀୟ କ୍ରିକେଟ ପାଇଁ ଆସନ୍ତା ୩ ଅକ୍ଟୋବର ଏକ ଐତିହାସିକ ଦିନ ହୋଇପାରେ। ଯଦି ଟିମ ଇଣ୍ଡିଆ ୨୦୨୬ ଏସିଆନ ଗେମ୍ସରେ ପୁରୁଷ କ୍ରିକେଟରେ ଗୋଲ୍ଡ ମେଡାଲ ମ୍ୟାଚ ପାଇଁ ଯୋଗ୍ୟତା ହାସଲ କରେ, ତେବେ ସେହି ଦିନ ଭାରତୀୟ…

ଆପତ୍ତିଜନକ ଇଙ୍ଗିତ କରିବା ପାକିସ୍ତାନ ଅଧିନାୟିକାଙ୍କୁ ପଡ଼ିଲା ମହଙ୍ଗା

ଦୁବାଇ, ୭ା୯: ପାକିସ୍ତାନ ଅଧିନାୟିକା ଫାତିମା ସାନାଙ୍କୁ ତାଙ୍କ ମ୍ୟାଚ୍‌ ଫି’ର ୧୦ ପ୍ରତିଶତ ଜରିମାନା କରାଯାଇଛି। ଶନିବାର ଚଳିତ ମହିଳା ଟି୨୦ କ୍ରିକେଟ ଏସିଆ କପ୍‌ର ଏକ ମ୍ୟାଚରେ ଭାରତୀୟ ଓପନର ଶେଫଳାଳି ବର୍ମାଙ୍କ ଉଇକେଟ ପତନ ପରେ ତାଙ୍କ…

ଏମିତି କାମ କରି ଗର୍ଲଫ୍ରେଣ୍ଡଙ୍କ ହୃଦୟ ଜିତିଲେ ଇଶାନ କିଶାନ: ଭାଇରାଲ ହେଉଛି…

ନୂଆଦିଲ୍ଲୀ,୭।୯: ଦୁଲୀପ ଟ୍ରଫି ଫାଇନାଲର ପ୍ରଥମ ଦିନ ପାଇଁ ଚେନ୍ନାଇର ଚେପକ ଷ୍ଟାଡିୟମରେ ଏକ ବିଶାଳ ଭିଡ଼ ହୋଇଥିଲା। ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟରୁ ରନର ଝଡ଼ ଦେଖିବା ପାଇଁ ଦର୍ଶକମାନେ ସେଠାରେ ଭିଡ଼ ଜମାଇଥିଲେ, କିନ୍ତୁ ପରିଣାମସ୍ବରୂପ ଇଶାନ କିଶାନଙ୍କ ଏକ…

ଗିଲଙ୍କୁ ୫ ହଜାର ଟଙ୍କା ଦେଲେ ଅଭିଷେକ ଶର୍ମାଙ୍କ ପିତା: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୭।୯: ଟିମ ଇଣ୍ଡିଆର ଅଧିନାୟକ ଶୁବମନ ଗିଲଙ୍କ ମୋଟ ସମ୍ପତ୍ତି ୮୦ କୋଟି ବୋଲି ଆକଳନ କରାଯାଇଛି। ଏହାକୁ ଦୃଷ୍ଟିରେ ରଖି ୫,୦୦୦ ତାଙ୍କ ପାଇଁ ବିଶେଷ ଗୁରୁତ୍ୱ ରଖେ ନାହିଁ। କିନ୍ତୁ ଅଭିଷେକ ଶର୍ମାଙ୍କ ପିତା ରାଜକୁମାର ଶର୍ମାଙ୍କଠାରୁ ତାଙ୍କୁ…

ୱେଷ୍ଟଇଣ୍ଡିଜ ବିପକ୍ଷ ଦିନିକିଆ ସିରିଜ୍‌ ଖେଳିବେନି ଆୟର: ତାଙ୍କ ସ୍ଥାନ ନେବେ…

ନୂଆଦିଲ୍ଲୀ,୭।୯: ଭାରତୀୟ ଦଳ ସେପ୍ଟେମ୍ବର ୨୭ରୁ ୱେଷ୍ଟଇଣ୍ଡିଜ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଏକ ଦିନିକିଆ ସିରିଜ ଖେଳିବାର କାର୍ଯ୍ୟକ୍ରମ ରହିଛି। ଏହି ସିରିଜରେ ଟିମ ଇଣ୍ଡିଆର ମଧ୍ୟକ୍ରମ ଲାଇନଅପରେ ଏକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଦେଖାଯାଇପାରେ। ନିୟମିତ ଚତୁର୍ଥ ନମ୍ବର ବ୍ୟାଟସମ୍ୟାନ…

ଫାଇନାଲ ମଝିରେ ତିଲକ-ସୂର୍ଯ୍ୟବଂଶୀଙ୍କ ମଧ୍ୟରେ ହାଇଭୋଲଟେଜ୍‌ ଡ୍ରାମା! ମଇଦାନରେ ଘଟିଲା… ଭିଡିଓ ଭାଇରାଲ

ଚେନ୍ନାଇ,୭।୯: ଚେନ୍ନାଇର ଏମ.ଏ. ଚିଦାମ୍ବରମ ଷ୍ଟାଡିୟମରେ ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯାଉଛି। ମ୍ୟାଚର ପ୍ରଥମ ଦିନରେ କ୍ରିକେଟ ମଇଦାନରେ ଦେଖିବାକୁ ମିଳିଛି ହାଇଭୋଲଟେଜ ଡ୍ରାମା। ଇଷ୍ଟ ଜୋନର ଯୁବ ବ୍ୟାଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?