ବକ୍ସର ପରବିନଙ୍କୁ ସସ୍ପେଣ୍ଡ କଲା ଓ୍ବାଡା
ନୂଆଦିଲ୍ଲୀ, ୧୮ା୫ ବିଶ୍ୱ ଚାମ୍ପିୟନଶିପ୍ ବ୍ରୋଞ୍ଜ ପଦକ ବିଜୟୀ ବକ୍ସର ପରବିନ ହୁଦା ତାଙ୍କ ପ୍ୟାରିସ ଅଲିମ୍ପିକ କୋଟା ହରାଇ ପାରନ୍ତି। ସେ ୧୨ମାସ ମଧ୍ୟରେ ୩ଥର ତାଙ୍କ ଠିକଣା ଦେବାରେ ବିଫଳ ହୋଇଥିବାରୁ ଓ୍ବାଲର୍ଡ ଆଣ୍ଟି ଡୋପିଙ୍ଗ ଏଜେନ୍ସି...
ଆଜି ଆର୍ସିବି-ସିଏସ୍କେ ମହାମୁକାବିଲା: ମ୍ୟାଚ ବାତିଲ ହେଲେ ଏହି ଦଳକୁ ଫାଇଦା
ବେଙ୍ଗାଲୁରୁ, ୧୮।୫ ଚଳିତ ଇଣ୍ଡିଆନ ପ୍ରିମିୟର ଲିଗ୍ର ବହୁ ପ୍ରତୀକ୍ଷିତ ମ୍ୟାଚ ଶନିବାର ଏଠାରେ ଅନୁଷ୍ଠିତ ହେବ। ଏଥିରେ ପରସ୍ପରର ମୁକାବିଲା କରିବେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍ସିବି) ଓ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍କେ)। ପଏଣ୍ଟ ଟେବୁଲର ସ୍ଥିତି...
‘ଅବସର ନିଷ୍ପତ୍ତି ସ୍ବତଃପ୍ରବୃତ୍ତ ଥିଲା’
ନୂଆଦିଲ୍ଲୀ, ୧୮।୫ : ଖେଳିବା ସମୟରୁ ଭାରତୀୟ ଫୁଟ୍ବଲରେ ଲିଭିଂ ଲିଜେଣ୍ଡର ମାନ୍ୟତା ପାଉଥିବା ସୁନୀଲ ଛେତ୍ରୀଙ୍କ ଅବସର ଘୋଷଣାକୁ ନେଇ ଚର୍ଚ୍ଚା ଜାରି ରହିଛି। ଆସନ୍ତା ଜୁନ୍ ୬ରେ କୁଏଟ୍ ବିପକ୍ଷରେ ଫିଫା ବିଶ୍ୱକପ କ୍ୱାଲିଫାୟର ଖେଳିବା ପରେ...
ଟି୨୦ ବିଶ୍ୱକପ୍ ଜିତି ପାରିବ ନାହିଁ ଟିମ୍ ଇଣ୍ଡିଆ…କୋହଲିଙ୍କ ନାଁ ନେଇ ଏ କ’ଣ କହିଦେଲେ…
ନୂଆଦିଲ୍ଲୀ,୧୭।୫: ଆଉ କିଛି ଦିନର ବ୍ୟବଧାନ ପରେ ଆରମ୍ଭ ହେବାକୁ ଯାଛି ଟି୨୦ ବିଶ୍ୱକପ୍। ଏହାକୁ ନେଇ ପ୍ରଶଂସକ ଦିନ ଗଣିବା ଆରମ୍ଭ କରିଦେଇଥିବା ବେଳେ କ୍ରିକେଟ ବିଶେଷଜ୍ଞମାନେ ଭବିଷ୍ୟବାଣୀ କରୁଥିବା ଦେଖାଯାଉଛି। ଏହି କ୍ରମରେ ଅଷ୍ଟ୍ରେଲିଆର ପୂର୍ବତନ ଟେଷ୍ଟ...
ଟିମ୍ ଇଣ୍ଡିଆର ଆଗାମୀ ମୁଖ୍ୟ କୋଚ୍ ହେବେ ଗୌତମ ଗମ୍ଭୀର: ରିପୋର୍ଟ
ନୂଆଦିଲ୍ଲୀ,୧୭।୫: ଟିମ୍ ଇଣ୍ଡିଆର ମୁଖ୍ୟ କୋଚ୍ ଭାବେ ରାହୁଲ ଦ୍ରାବିଡଙ୍କ କାର୍ଯ୍ୟକାଳ ଶେଷ ହେବା ପରେ ଭାରତର ପୂର୍ବତନ ବ୍ୟାଟ୍ସମ୍ୟାନ୍ ଗୌତମ ଗମ୍ଭୀର ଏହି ପଦ ଗ୍ରହଣ କରିବେ। ବର୍ତ୍ତମାନ ଆଇପିଏଲ୍ରେ କୋଲକାତା ନାଇଟ୍ ରାଇଡର୍ସର ମେଣ୍ଟର ଥିବା ଗମ୍ଭୀରଙ୍କୁ...
ଏହି ଦଳ ହେବ ଆଇପିଏଲ୍ ଚାମ୍ପିୟନ୍: ଭବିଷ୍ୟବାଣୀ କଲେ ହେଡେନ୍
ନୂଆଦିଲ୍ଲୀ,୧୭।୫: ଅଷ୍ଟ୍ରେଲୀୟ ପୂର୍ବତନ କିମ୍ବଦନ୍ତୀ ମାଥ୍ୟୁ ହେଡେନ ଆଇପିଏଲ ୨୦୨୪ ବିଜେତା ସମ୍ବନ୍ଧରେ ପୂର୍ବାନୁମାନ କରିଛନ୍ତି। ଏକ ସାକ୍ଷାତକାରରେ ହେଡେନ ରାଜସ୍ଥାନ ଏଥର କପ୍ ନେବ ବୋଲି କହିଛନ୍ତି। ହେଡେନ କହିଛନ୍ତି, ମୁଁ ଭାବୁଛି ଏଥର ରାଜସ୍ଥାନ ରୟାଲ୍ସ ଦଳ...
ପଡ଼ିଆରେ ଲଢେଇ, ଡ୍ରେସିଂ ରୁମ୍ରେ କୋଳାକୋଳି
ନୂଆଦିଲ୍ଲୀ,୧୭।୫: ଆଇପିଏଲ ୨୦୨୪ର ୬୮ତମ ମ୍ୟାଚ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏବଂ ଚେନ୍ନାଇ ସୁପର କିଙ୍ଗ୍ସ ମଧ୍ୟରେ ଖେଳାଯିବ। ଏହି ମ୍ୟାଚ ରୟାଲ ଚ୍ୟାଲେଞ୍ଜର୍ସର ଘରୋଇ ଗ୍ରାଉଣ୍ଡ ଏମ୍ ଚିନ୍ନାସ୍ବାମୀ ଷ୍ଟାଡିୟମରେ ଖେଳାଯିବ। ଏହାପୂର୍ବରୁ ଚେନ୍ନାଇ ଦଳ ବେଙ୍ଗାଲୁରୁରେ ପହଞ୍ଚି...
କୋହଲିଙ୍କ ପରି ତାଙ୍କ ଝିଅ ବି ହେବେ କ୍ରିକେଟର୍! ଏବେଠୁ କଲେଣି…
ନୂଆଦିଲ୍ଲୀ,୧୭।୫: ବିରାଟ କୋହଲିଙ୍କ ଦଳ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଆଇପିଏଲ ୨୦୨୪ର ପ୍ଲେ ଅଫରେ ପହଞ୍ଚିବା ଲକ୍ଷ୍ୟରେ ରହିଛି। ଏହି ଦଳ ଆଜି ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷରେ କର ବା ମର ମ୍ୟାଚ୍ ଖେଳିବ। ଚଳିତ ସିଜନରେ ଆରସିବି...
କ୍ରିଷ୍ଟିଆନ ରୋନାଲଡୋ ସର୍ବାଧିକ ଦରମା ପ୍ରାପ୍ତ ଆଥଲେଟ୍
ନୂଆଦିଲ୍ଲୀ,୧୭ା୫: ବିଶ୍ୱର ଶ୍ରେଷ୍ଠ ଆୟ କରୁଥିବା ଖେଳାଳିଙ୍କ ତାଲିକା ଫୋର୍ବସ୍ ପକ୍ଷରୁ ପ୍ରକାଶ ପାଇଛି। ଏହି ତାଲିକାରେ ତାରକା ଫୁଟବଲର କ୍ରିଷ୍ଟିଆନ ରୋନାଲଡୋ ଶୀର୍ଷରେ ରହିଛନ୍ତି। କ୍ୟାରିୟରରେ ଚତୁର୍ଥ ଥର ପାଇଁ ରୋନାଲଡୋ ଏହି ଉପଲବ୍ଧି ହାସଲ କରିଛନ୍ତି। ରୋନାଲଡୋ...
ସନରାଇଜର୍ସ ହାଇଦ୍ରାବାଦକୁ ପ୍ଲେଅଫରେ ପହଞ୍ଚାଇଲା ବର୍ଷା, ଗୁଜରାଟ ଟାଇଟାନ୍ସ ବିରୋଧରେ ମ୍ୟାଚ ରଦ୍ଦ
ହାଇଦ୍ରାବାଦ,୧୬।୫: ଆଇପିଏଲ ୨୦୨୪ ର ୬୬ତମ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦ ଗୁଜୁରାଟ ଟାଇଟାନ୍ସକୁ ସାମ୍ନା କରିଥିଲା। ଏହି ମ୍ୟାଚ ହାଇଦ୍ରାବାଦର ରାଜୀବ ଗାନ୍ଧୀ ଅନ୍ତର୍ଜାତୀୟ ଷ୍ଟାଡିୟମରେ ଖେଳାଯିବ। ତେବେ ବର୍ଷା ହେତୁ ଟସ କିମ୍ବା ମ୍ୟାଚ ହୋଇନଥିଲା। ହାଇଦ୍ରାବାଦ ଦଳ...
ବିରାଟଙ୍କ ରିଟାୟରମେଣ୍ଟ ପ୍ଲାନକୁ ନେଇ ଖୋଲିଲା ଗୁମର
ନୂଆଦିଲ୍ଲୀ,୧୬।୫: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ବିରାଟ କୋହଲି ଭଲଭାବେ ଜାଣିଛନ୍ତି ଯେ ତାଙ୍କୁ ମଧ୍ୟ ଦିନେ କ୍ରିକେଟ ରୁ ଅବସର ନେବାକୁ ପଡିବ। ଅବସର ପୂର୍ବରୁ ବିରାଟ ନିଜ କ୍ୟାରିୟରରେ ସେହି ସବୁ ଜିନିଷ ହାସଲ କରିବାକୁ...
୪ ଦିନ ୫ ମ୍ୟାଚ୍, ରୋଚକ ସ୍ଥିତିରେ ପ୍ଲେ ଅଫ୍ ରେସ୍: କିଏ ମାରିବ ବାଜି
ନୂଆଦିଲ୍ଲୀ,୧୬।୫: କୋଲକାତା ନାଇଟ ରାଇଡର୍ସ ଏବଂ ରାଜସ୍ଥାନ ରୟାଲ୍ସ ପ୍ଲେ ଅଫ ରେ ପହଞ୍ଚିଛି। କିନ୍ତୁ ଅବଶିଷ୍ଟ ୨ ସ୍ଥାନ ପାଇଁ ୫ଟି ଦଳ ମଧ୍ୟରେ ଏକ ମଜାଦାର ପ୍ରତିଯୋଗିତା ଅଛି। ତେବେ ବର୍ତ୍ତମାନ ଗ୍ରୁପ ପର୍ଯ୍ୟାୟର ୫ଟି ମ୍ୟାଚ...
Archives


