ଖେଳ

IND vs ENG: ଟସ୍‌ ଜିତି ବୋଲିଂ କରୁଛି ଟିମ୍‌ ଇଣ୍ଡିଆ, କାହିଁକି ବାଦ୍‌ ପଡ଼ିଲେ ଶାମି?

କୋଲକାତା,୨୨।୧: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ୫ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜର ପ୍ରଥମ ମୁକାବିଲା ବୁଧବାର ଖେଳାଯାଉଛି। କୋଲକାତାର ଇଡେନ୍‌ ଗାର୍ଡେନରେ ଖେଳାଯାଉଥିବା ଏହି ମୁକାବିଲାରେ ଭାରତ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଇଛନ୍ତି। ଖବର…

ବିସିସିଆଇର ବଡ଼ ନିଷ୍ପତ୍ତି: ଟିମ୍‌ ଇଣ୍ଡିଆ ଜର୍ସିରେ ରହିବ ପାକିସ୍ତାନର ନାମ…

ନୂଆଦିଲ୍ଲୀ,୨୨।୧: ଫେବୃଆରୀ ୧୯ରୁ ଆରମ୍ଭ ହେବ ଚାମ୍ପିଅନ୍ସ ଟ୍ରଫି। ପାକିସ୍ତାନ ଆୟୋଜକ ଅଧୀନରେ ଖେଳାଯିବାକୁ ଥିବା ଏହି ଟୁର୍ନାମେଣ୍ଟ ହାଇବ୍ରିଡ ମଡେଲରେ ହେବ। ଏହାର ଅର୍ଥ ଟିମ୍‌ ଇଣ୍ଡିଆ ତାର ସମସ୍ତ ମ୍ୟାଚ ଦୁବାଇରେ ଖେଳିବ।ଏହା ବ୍ୟତୀତ ଅନ୍ୟ ସମସ୍ତ ଦଳ…

ଭାରତୀୟ ଯବାନଙ୍କ ସହ ଫଟୋ ଉଠାଇବାକୁ ମନା କରିଦେଲେ ବିରାଟ କୋହଲି, Video ଦେଖି ରାଗିଗଲେ ପ୍ରଶଂସକ…

ନୂଆଦିଲ୍ଲୀ,୨୨।୧: କ୍ରିକେଟଜଗତରେ ବିରାଟ କୋହଲି ଏକ ବଡ଼ ନାମ। ହେଲେ ସେ ଏବେ ଏଭଳି କିଛି କାମ କରିଛନ୍ତି ଯାହାକୁ ନେଇ ସେ ବିବାଦରେ ଫସିଛନ୍ତି। ତାଙ୍କର ଏକ ଭିଡିଓ ଭାଇରାଲ ହେଉଛି, ଯେଉଁଥିରେ ସେ ଜଣେ ଯବାନଙ୍କ ସହ ସେଲ୍‌ଫି…

‘ପାକିସ୍ତାନ କ୍ରିକେଟ ବୋର୍ଡ କଥାକୁ ମାନିବାକୁ ପଡ଼ିବ, ନ ମାନିଲେ…’ ବିସିସିଆଇକୁ କଡ଼ା ଚେତାବନୀ ଦେଲା ଆଇସିସି

ନୂଆଦିଲ୍ଲୀ,୨୨।୧: ପାକିସ୍ତାନ ଆୟୋଜକତ୍ୱରେ ଖେଳାଯିବାକୁ ଥିବା ଚାମ୍ପିୟନ୍ସ ଟ୍ରଫିକୁ ନେଇ ବିବାଦ ଶେଷ ହେବାର ନାଁ ନେଉନାହିଁ। ଟୁର୍ନାମେଣ୍ଟଟି ହାଇବ୍ରିଡ ମଡେଲରେ ଅନୁଷ୍ଠିତ ହେବା ପରେ ମାମଲା ଶାନ୍ତ ପଡ଼ିଥିବା ବେଳେ ଏବେ ଏକ ନୂତନ ସମସ୍ୟା ଆରମ୍ଭ ହୋଇଛି। ବିସିସିଆଇ…

କେଉଁଠୁ ଆରମ୍ଭ ହୋଇଥିଲା ନୀରଜ-ହିମାନୀଙ୍କ ଲଭଷ୍ଟୋରୀ, କେବେ ଦୁହେଁ ଦୁହିଁଙ୍କୁ ଭେଟିଥିଲେ ସବୁ କହିଦେଲେ…

ନୂଆଦିଲ୍ଲୀ,୨୨।୧: ଦୁଇଥର ଅଲିମ୍ପିକ ପଦକ ବିଜେତା ଜାଭେଲିନ ଷ୍ଟାର ନୀରଜ ଚୋପ୍ରା ରବିବାର ଏକ ସୋସିଆଲ ମିଡିଆ ପୋଷ୍ଟ କରି ପ୍ରଶଂସକମାନଙ୍କୁ ଆଶ୍ଚର୍ଯ୍ୟ କରିଦେଇଛନ୍ତି। ନୀରଜ ରବିବାର ରାତିରେ ସୋସିଆଲ ମିଡିଆରେ ତାଙ୍କ ବିବାହର ତିନୋଟି ଫଟୋ ଶେୟାର କରିଛନ୍ତି। ଏହି…

ଚାମ୍ପିୟନ୍ସ ଟ୍ରଫିରେ ନୂଆ ବିବାଦ, ଆଇସିସି ପାଖରେ ପହଞ୍ଚିଲା ପାକିସ୍ତାନ, କହିଲା ଏମିତି

ନୂଆଦିଲ୍ଲୀ,୨୨।୧: ଆଇସିସି ଚାମ୍ପିୟନ୍ସ ଟ୍ରଫିକୁ ନେଇ ବିବାଦ ଏ ପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ସମାପ୍ତ ହୋଇନାହିଁ। ବିସିସିଆଇ ଦଳକୁ ପାକିସ୍ତାନ ପଠାଇବାକୁ ମନା କରିଦେଲା ଏବଂ ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) ଏକ ହାଇବ୍ରିଡ ମଡେଲରେ ଟୁର୍ନାମେଣ୍ଟ ପରିଚାଳନା କରିବାକୁ ବାଧ୍ୟ ହେଲା।…

ଆଜି ଭାରତ-ଇଂଲଣ୍ଡ ପ୍ରଥମ ଟି-୨୦: ଜାଣନ୍ତୁ କେବେ, କେଉଁଠି ଦେଖିପାରିବେ ମ୍ୟାଚ୍‌

କୋଲକାତା, ୨୨।୧ (ପି.ଟି.):ଭାରତ ଓ ଇଂଲଣ୍ଡ ମଧ୍ୟରେ ୫ ମ୍ୟାଚ ବିଶିଷ୍ଟ ଟି୨୦ କ୍ରିକେଟ ସିରିଜର ପ୍ରଥମ ମ୍ୟାଚ ବୁଧବାର ଏଠାରେ ଅନୁଷ୍ଠିତ ହେବ। ସୂର୍ଯ୍ୟକୁମାର ଯାଦବଙ୍କ ନେତୃତ୍ୱରେ ଏହି ସିରିଜ ଖେଳିବାକୁ ଯାଉଥିବା ଭାରତୀୟ ଦଳରେ ପ୍ରତ୍ୟାବର୍ତ୍ତନକାରୀ ଦ୍ରୁତ ବୋଲର…

ହୃଦୟ ଜିତିଲେ ନୀରଜ, ଯୌତୁକରେ ଆଣିଲେ ମାତ୍ର ଏତିକି ଟଙ୍କା, ଶୁଣିଲେ ଆଶ୍ଚର୍ଯ୍ୟ ହେବେ…

ନୂଆଦିଲ୍ଲୀ,୨୨।୧: ହିମାଚଳ ପ୍ରଦେଶର ସୋଲାନର କୁମାରହାଟ୍ଟି-ନାହାନ ଜାତୀୟ ରାଜପଥ-୫ ସ୍ଥିତ ଗାନ୍ଧୀଗ୍ରାମ ନିକଟରେ ଏକ ଘରୋଇ ରିସର୍ଟରେ ନୀରଜ ଚୋପ୍ରା ଏବଂ ହିମାନି ମୋର ବିବାହ କରିଛନ୍ତି। ଏହି ବିବାହରେ ବର ଏବଂ କନ୍ୟା ପରିବାର ପକ୍ଷରୁ କେବଳ ୬୬ ଜଣ…

ଚହଲ-ଧନଶ୍ରୀଙ୍କ ଛାଡପତ୍ର କନଫର୍ମ! ଖେଳାଳିଙ୍କ ଏଭଳି ପୋଷ୍ଟକୁ ନେଇ ବଢିଲା…

ମୁମ୍ବାଇ,୨୨।୧: ଭାରତୀୟ କ୍ରିକେଟ ଦଳର ଷ୍ଟାର ସ୍ପିନର ୟୁଜବେନ୍ଦ୍ର ଚହଲ ଆଜିକାଲି ତାଙ୍କ ଛାଡପତ୍ର ଖବରକୁ ନେଇ ଚର୍ଚ୍ଚାରେ ଅଛନ୍ତି। ଗଣମାଧ୍ୟମ ରିପୋର୍ଟ ଅନୁସାରେ, କୁହାଯାଉଛି ଯେ ଚହଲ ଏବଂ ତାଙ୍କ ପତ୍ନୀ ଧନଶ୍ରୀ ବର୍ମାଙ୍କ ମଧ୍ୟରେ ସବୁକିଛି ଠିକ୍‌ ନାହିଁ…

ପାଣ୍ଡ୍ୟାଙ୍କୁ ଅଧିନାୟକ ନୁହେଁ, ଟିମ୍‌ ଇଣ୍ଡିଆରେ ମିଳିଛି ଏହି ଦାୟିତ୍ୱ; ସୂର୍ଯ୍ୟକୁମାର କହିଲେ ସତ…

ନୂଆଦିଲ୍ଲୀ,୨୧।୧: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ୫ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଜାନୁଆରୀ ୨୨ ରୁ ଆରମ୍ଭ ହେବାକୁ ଯାଉଛି। ଏହି ସିରିଜରେ, ଟିମ ଇଣ୍ଡିଆର ନେତୃତ୍ୱ ସୂର୍ଯ୍ୟକୁମାର ଯାଦବ ନେବେ। ସେହିଭଳି ଅକ୍ଷର ପଟେଲଙ୍କୁ ଉପ-ଅଧିନାୟକ କରାଯାଇଛି। ସିରିଜ…

୨୨୩ କୋଟିର ଚାକିରି ଲାଗି ଏହି ଭେଟେରାନଙ୍କୁ ଛାଡ଼ପତ୍ର ଦେବାକୁ ଯାଉଛନ୍ତି ପତ୍ନୀ, ହରାଇବେ ଅଧା ସମ୍ପତ୍ତି…

ନୂଆଦିଲ୍ଲୀ,୨୧।୧: ପୂର୍ବତନ ଖେଳାଳି ତଥା ଲୋକପ୍ରିୟ ଫୁଟବଲ ମ୍ୟାନେଜର୍‌ ପେପ୍‌ ଗାର୍ଡିଓଲା ତାଙ୍କ ପତ୍ନୀ କ୍ରିଷ୍ଟିନା ସାରାଙ୍କୁ ଛାଡ଼ପତ୍ର ଦେବେ। ଦୁହେଁ ପରସ୍ପରଠାରୁ ଅଲଗା ହେବାକୁ ନିଷ୍ପତ୍ତି ନେଇଛନ୍ତି। କ୍ରିଷ୍ଟିନା ଏବଂ ଗାର୍ଡିଓଲା ପ୍ରଥମ ଥର ପାଇଁ ୧୯୯୪ ମସିହାରେ ଭେଟ…

ଟି୨୦ରେ ୩୦୦ ରନ୍‌ କରିବୁ;ଇଂଲଣ୍ଡ ବିପକ୍ଷ ସିରିଜ ପୂର୍ବରୁ ଗର୍ଜିଲେ…

ନୂଆଦିଲ୍ଲୀ,୨୧।୧: ଗତ ୨ ସିରିଜରେ ଟିମ୍‌ ଇଣ୍ଡିଆ ପରାଜିତ ହୋଇଥିଲେ ହେଁ ପରିବର୍ତ୍ତିତ ଫର୍ମାଟ ସହ ଏବେ ଦଳର ପ୍ରତିଟି ଖେଳାଳି ଉତ୍ସାହିତ ଅଛନ୍ତି। ଏଣୁ ଇଂଲଣ୍ଡ ବିପକ୍ଷରେ ଟିମ୍‌ ଇଣ୍ଡିଆର ଟି୨୦ ସିରିଜରେ ଜବରଦସ୍ତ ବ୍ୟାଟିଂ ଦେଖିବାକୁ ମିଳିପାରେ ବୋଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?