ବ୍ରୋଞ୍ଜ ପଦକ ଜିତି ଇତିହାସ ସୃଷ୍ଟି କଲା ଭାରତୀୟ ହକି ଦଳ
ପ୍ୟାରିସ,୮।୮: ସ୍ପେନକୁ ୨-୧ରେ ପରାସ୍ତ କରି ଭାରତୀୟ ହକି ଦଳ ବ୍ରୋଞ୍ଜ ପଦକ ଜିତି ୨୦୨୪ ପ୍ୟାରିସ ଅଲିମ୍ପିକ୍ସରେ ଇତିହାସ ରଚିଛି। ଅଧିନାୟକ ହରମନପ୍ରୀତ ସିଂଙ୍କ ଡବଲ ଗୋଲ ବଳରେ ଭାରତ ଏହି ବିଜୟ ହାସଲ କରିଛି। ପ୍ରଥମ କ୍ୱାର୍ଟରରେ ଉଭୟ…
ଭିନେଶଙ୍କ ପାଇଁ ଖୁସିଖବର, ମିଳିପାରେ ପଦକ!
ନୂଆଦିଲ୍ଲୀ,୮।୮: ପ୍ୟାରିସ ଅଲିମ୍ପିକ୍ସ ୨୦୨୪ରେ ୫୦ କିଲୋଗ୍ରାମ ଫ୍ରିଷ୍ଟାଇଲ ସ୍ବର୍ଣ୍ଣ ପଦକ ମ୍ୟାଚ ପୂର୍ବରୁ ଭାରତୀୟ ମହିଳା ରେସଲର ଭିନେଶ ଫୋଗଟଙ୍କୁ ନିର୍ଦ୍ଦିଷ୍ଟ ଓଜନଠାରୁ ୧୦୦ ଗ୍ରାମ ଅଧିକ ଥିବାରୁ ଅଯୋଗ୍ୟ କରାଯାଇଥିଲା। ଏହି ନିଷ୍ପତ୍ତି ପରେ ଭାରତୀୟ ଅଲିମ୍ପିକ ଆସୋସିଏସନ…
ପ୍ୟାରିସ ଅଲିମ୍ପିକ୍ସ: ସେମିଫାଇନାଲରେ ସ୍ଥାନ ପକ୍କା କଲେ ଭାରତୀୟ ରେସଲର ଅମନ ସେହରାୱତ
ନୂଆଦିଲ୍ଲୀ,୮।୮: ଭାରତୀୟ ରେସଲର ଅମନ ସେହରାୱତ ପ୍ୟାରିସ ଅଲିମ୍ପିକ୍ସ ୨୦୨୪ର ସେମିଫାଇନାଲରେ ପ୍ରବେଶ କରିଛନ୍ତି । ସେ ଗୁରୁବାର ୫୭ କିଲୋଗ୍ରାମ ବର୍ଗର କ୍ୱାର୍ଟର ଫାଇନାଲରେ ଆଲବେନିଆର ଜେଲିମଖାନ ଏବକୋରଭଙ୍କୁ ପରାସ୍ତ କରିଛନ୍ତି। ଗୁରୁବାର ଭାରତର ଅଂଶୁ ମଲିକ ମଧ୍ୟ ପ୍ରତିଯୋଗିତାରେ…
ସିରିଜ୍ ହାରିବା ପରେ ବି ୱାନ୍ଡେରେ କମାଲ୍ କରିଛନ୍ତି ରୋହିତ୍, ଏହି ଲିଷ୍ଟ୍ରେ ସବୁଠାରୁ ଆଗରେ…
ନୂଆଦିଲ୍ଲୀ, ୦୮।୦୮: ଶ୍ରୀଲଙ୍କାରେ ଖେଳାଯାଇଥିବା ୱାନ୍ଡେ ସିରିଜ୍ରେ ଭାରତର ଶୋଚନୀୟ ପରାଜୟ ହୋଇଛି । ଶ୍ରୀଲଙ୍କା ଏହି ସିରିଜ୍କୁ ୨-୦ ରେ ପୋଛି ନେଇଛି । ପ୍ରଥମ ମ୍ୟାଚ୍ ଟାଇ ରହିଥିବା ବେଳେ ଦ଼୍ବିତୀୟ ମ୍ୟାଚ୍ ୩୨ ରନ୍ରେ ଏବଂ ତୃତୀୟ…
ମନୁ ଭାକରଙ୍କ ଉପରେ ଟଙ୍କା ବର୍ଷା: ଖେଳ ମନ୍ତ୍ରୀ ଦେଲେ…
ପ୍ୟାରିସ,୮।୮: ପ୍ୟାରିସ ଅଲିମ୍ପିକ୍ସ ୨୦୨୪ରେ ଭାରତୀୟ ଶୁଟର ମନୁ ଭାକର ଦେଶ ପାଇଁ ପ୍ରଥମ ପଦକ ଜିତିଥିଲେ। ସେ ବ୍ରୋଞ୍ଜ ପଦକ ଦେଶକୁ ଆଣିଥିଲେ। ପ୍ୟାରିସ ଅଲିମ୍ପିକ୍ସରେ ଭାରତ ଏପର୍ଯ୍ୟନ୍ତ ୩ଟି ପଦକ ଜିତିଛି ଏବଂ ୩ଟି ଶୁଟିଂରୁ ଆସିଛି। କ୍ରୀଡା…
ଭିନେଶଙ୍କ ଅବସର ପରେ ଏହି କୁସ୍ତି ଖେଳାଳିଙ୍କୁ ତିନି ବର୍ଷ ବାସନ୍ଦ
ନୂଆଦିଲ୍ଲୀ, ୮ା୮: ଅଲିମ୍ପିକ୍ ଗେମ୍ସ ସମୟରେ ଆଚରଣବିଧି ଉଲ୍ଲଂଘନ ପାଇଁ କୁସ୍ତି ଯୋଦ୍ଧା ଆନ୍ତିମ୍ ପଙ୍ଘାଲଙ୍କୁ ଭାରତୀୟ ଅଲିମ୍ପିକ୍ସ ଆସୋସିଏସନ(ଆଇଓଏ) ସ୍ୱର ତିନି ବର୍ଷ ପାଇଁ ବାସନ୍ଦ କରାଯାଇଛି। ଅନ୍ତିମ ପଙ୍ଘାଲ ପ୍ୟାରିସ ଅଲିମ୍ପିକ୍ସ ରେଲସିଂ ମହିଳା ୫୩କେଜିରେ ସେ ତୁର୍କୀର…
ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ବଡ଼ ବୟାନ୍, ଭିନେଶ ଫୋଗାଟଙ୍କୁ ରାଜ୍ୟସଭା ପଠାଇଥାନ୍ତୁ, ହେଲେ..
ନୂଆଦିଲ୍ଲୀ, ୦୮।୦୮: ହରିୟାଣାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା କଂଗ୍ରେସ ନେତା ଭୂପେନ୍ଦ୍ର ସିଂହ ହୁଡ୍ଡା ଭିନେଶ ଫୋଗାଟଙ୍କୁ ନେଇ ବଡ଼ କଥା କହିଛନ୍ତି । ଯଦି ଆମ ପାଖରେ ବିଧାୟକ ସଂଖ୍ୟା ଅଧିକ ଥାନ୍ତା ଆମେ ମହିଳା କୁସ୍ତିଯୋଦ୍ଧା ଭିନେଶ ଫୋଗାଟଙ୍କୁ…
ସାଥୀ ଖେଳାଳିଙ୍କ ଧ୍ୟାନ ଭଙ୍ଗ କଲେ ଅନିନ୍ଦ୍ୟ ସୁନ୍ଦରୀ; ବଡ଼ କାର୍ଯ୍ୟାନୁଷ୍ଠାନ ନେଲା ଟିମ୍ ମ୍ୟାନେଜମେଣ୍ଟ
ନୂଆଦିଲ୍ଲୀ, ୮ା୮: ପ୍ୟାରିସ ଅଲିମ୍ପିକ୍ସରେ ଅଂଶଗ ଗ୍ରହଣ କରିଥିବା ପାରଗୁଏର ମହିଳା ସନ୍ତରଣକାରୀ ଲୌନା ଅଲୋନ୍ସୋ ନିଜର ସୌନ୍ଦର୍ଯ୍ୟ ପାଇଁ ଚର୍ଚ୍ଚାରେ ଅଛନ୍ତି। କିନ୍ତୁ ତାଙ୍କର ଏହି ସୁନ୍ଦରତା ପାଇଁ ତାଙ୍କୁ କାର୍ଯ୍ୟାନୁଷ୍ଠାନର ସାମ୍ନା କରିବାକୁ ପଡିଛି। ସାଥୀ ଖେଳାଳିଙ୍କ ଧ୍ୟାନ…
ଜନ୍ମଦିନରେ ଭାଙ୍ଗିଗଲା ମୀରାବାଇ ଚାନୁଙ୍କ ସ୍ବପ୍ନ
ପ୍ୟାରିସ,୮ା୮: ପ୍ୟାରିସ ଅଲିମ୍ପିକ୍ସରେ ଭାରତକୁ ଆଉ ଏକ ନିରାଶାର ସମ୍ମୁଖୀନ ହେବାକୁ ପଡିଛି। ଟୋକିଓ ଗେମ୍ସରେ ରୌପ୍ୟ ବିଜୟିନୀ ଭାରତୀୟ ଭାରୋତ୍ତୋଳିକା ମୀରାବାଇ ସାଇଖୋମ ଚାନୁ ଚତୁର୍ଥ ସ୍ଥାନରେ ରହି ଅଳ୍ପକେ ପଦକରୁ ବଞ୍ଚିତ ହୋଇଛନ୍ତି। ଅଲିମ୍ପିକ ପଦକ ଜିତି ମିରାବାଇ…
ଆଜି ଚମକିବ ଭାରତ, ଅଲିମ୍ପିକ୍ସ ମୈଦାନରେ ଲଢ଼ିବେ ଏହି କ୍ରୀଡ଼ା ଷ୍ଟାର୍
ନୂଆଦିଲ୍ଲୀ, ୦୮।୦୮: ପ୍ୟାରିସ୍ରେ ଜାରି ରହିଥିବା ଅଲିମ୍ପିକ୍ସର ୧୨ତମ ଦିନର ଖେଳ ସରିଛି। ହେଲେ ବର୍ତ୍ତମାନ ପର୍ଯ୍ୟନ୍ତ ଭାରତକୁ ମାତ୍ର ୩ଟି ବ୍ରୋଞ୍ଜ ମୋଡାଲ୍ ମିଳିଛି । ଏହା କେବଳ ସୁଟିଂ ଇଭେଣ୍ଟରୁ ଆସିଛି । ସମସ୍ତ ଭାରତୀୟ ପ୍ରଶଂସକ ଆଶା…
ଭିନେଶଙ୍କ ଅବସର ଘୋଷଣା ପରେ ଶଶି ଥରୁର କହିଲେ ଲଢୁ ଲଢୁ ଝିଅ…
ନୂଆଦିଲ୍ଲୀ,୮ା୮: ଭାରତର ଷ୍ଟାର୍ ରେସଲର ଭିନେଶ ଫୋଗଟ ଅବସର ଘୋଷଣା କରିଛନ୍ତି। ବର୍ତ୍ତମାନ କଂଗ୍ରେସ ଏମ୍ପି ଶଶି ଥରୁର ଭିନେଶଙ୍କ ଅବସରକୁ ନେଇ ପ୍ରତିକ୍ରିୟା ରଖିଛନ୍ତି। ସେ ସୋସିଆଲ ମିଡିଆରେ ଲେଖିଛନ୍ତି, ‘ଝିଅଟି ସିଷ୍ଟମ ଦ୍ୱାରା ରନ୍ଧା ଯାଇଛି’। ଏଥିସହିତ ସେ…
ଆଜି ଭାରତକୁ ମିଳିପାରେ ସ଼୍ବର୍ଣ୍ଣ ପଦକ, ଫାଇନାଲ୍ରେ ପଦାର୍ପଣ କରିବେ ନୀରଜ
ନୂଆଦିଲ୍ଲୀ, ୦୮।୦୮: ପ୍ୟାରିସ ଅଲିମ୍ପିକ୍ସର ୧୩ତମ ଦିନରେ ଭାରତବାସୀଙ୍କ ନଜର ଜାଭେଲିନ୍ ଇଭେଣ୍ଚ ଉପରେ ରହିଛି । ଟୋକିଓ ଅଲିମ୍ପିକ୍ସ ୨୦୨୦ରେ ୮୭.୫୮ ମିଟର ଥ୍ରୋ କରି ସ଼୍ବର୍ଣ୍ଣ ପଦକ ଜିତିଥିବା ନୀରଜ ଚୋପ୍ରା ପ୍ୟାରିସ ଅଲିମ୍ପିକ୍ସର ଯୋଗ୍ୟତା ପର୍ଯ୍ୟାୟରେ ଅନ୍ୟ…
Archives


