ଖେଳ

ଯେସାକୁ ତେସା କରିଦେଖାଇଲେ କୋହଲି

ନୂଆଦିଲ୍ଲୀ,୧୦।୫: ଆଇପିଏଲ ୨୦୨୪ର ୫୮ତମ ମ୍ୟାଚ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏବଂ ପଞ୍ଜାବ କିଙ୍ଗ୍ସ ମଧ୍ୟରେ ଖେଳାଯାଇଥିଲ। ବେଙ୍ଗାଲୁରୁ ପଞ୍ଜାବ ବିପକ୍ଷରେ ଅତି ସହଜରେ ଏବଂ ବିପୁଳ ବ୍ୟବଧାନରେ ଜିତିଥିଲା। ଏଥିରେ ବିରାଟ କୋହଲି ରୟାଲ ଚ୍ୟାଲେଞ୍ଜର୍ସ ପାଇଁ ଚମତ୍କାର...

ଖୁବ୍ ଶୀଘ୍ର ନୂତନ କୋଚ୍ ପାଇଁ ବିଜ୍ଞାପନ ପ୍ରକାଶ କରିବ ବିସିସିଆଇ, ସୂଚନା ଦେଲେ ଜୟ ଶାହା

ନୂଆଦିଲ୍ଲୀ,୧୦।୫: ବିସିସିଆଇ ଖୁବ ଶୀଘ୍ର ଏକ ନୂତନ କୋଚ୍ ପାଇଁ ଏକ ବିଜ୍ଞାପନ ପ୍ରକାଶ କରିବ। ବୁଧବାର ମୁମ୍ବାଇରେ ବିସିସିଆଇ ସଚିବ ଜୟ ଶାହା ଏହା ପ୍ରକାଶ କରିଛନ୍ତି। ବିସିସିଆଇ ସଚିବ କହିଛନ୍ତି, “ରାହୁଲଙ୍କ କାର୍ଯ୍ୟକାଳ ଜୁନ୍ ପର୍ଯ୍ୟନ୍ତ ରହିଛି।...

ତେନ୍ଦୁଲକରଙ୍କ ୩୦ ବର୍ଷର ଓ୍ବାର୍ଲଡ ରେକର୍ଡ ଭାଙ୍ଗିଲେ ଶେଫାଳି ବର୍ମା

ନୂଆଦିଲ୍ଲୀ,୯।୫: ଭାରତୀୟ ମହିଳା କ୍ରିକେଟ ଦଳର ଶକ୍ତିଶାଳୀ ବ୍ୟାଟ୍ସମ୍ୟାନ ଶେଫାଳି ବର୍ମା ବାଂଲାଦେଶ ବିପକ୍ଷ ପଞ୍ଚମ ଟି -୨୦ ଅନ୍ତର୍ଜାତୀୟ ମ୍ୟାଚରେ ଏକ ବଡ଼ ରେକର୍ଡ ସୃଷ୍ଟି କରିଛନ୍ତି। ଶେଫାଳି ସିଲହେଟରେ ବାଂଲାଦେଶ ବିପକ୍ଷରେ ଅନ୍ତର୍ଜାତୀୟ କ୍ୟାରିୟରର ୧୦୦ ତମ...

ବନ୍ୟାରେ ଭାସିଗଲା ବ୍ରାଜିଲ ପାରାଲିମ୍ପିଆନଙ୍କ ପଦକ

ପୋର୍ଟୋ ଆଲେଗ୍ର,୯ା୫: ପାରାଲିମ୍ପିକ ଫେନ୍‌ସର ଭାଣ୍ଡରସନ ଚେଭ୍ସ ଦଶନ୍ଧିରୁ ଅଧିକ ସମୟ ହେଲା ଅନେକ ବାଧାବିଘ୍ନ ଦେଇ ଗତି କରିଛନ୍ତି। କିନ୍ତୁ ବ୍ରାଜିଲର ରିଓ ଗ୍ରେଣ୍ଡ୍‌ ଡୁ ସୁଲ୍‌ ଷ୍ଟେଟ୍‌ରେ ବଡ଼ ଧରଣର ବନ୍ୟା ଯୋଗୁ ତାଙ୍କୁ ନାହିଁ ନ...

ଟି -୨୦ ବିଶ୍ୱକପ୍‌ ପାଇଁ ଶ୍ରୀଲଙ୍କା ଦଳ ଘୋଷଣା

ନୂଆଦିଲ୍ଲୀ,୯।୫: ଟି -୨୦ ବିଶ୍ୱକପ୍‌ ପାଇଁ ଶ୍ରୀଲଙ୍କା ନିଜ ଖେଳାଳିଙ୍କ ନାଁ ଘୋଷଣା କରିଛି। ଏହି ଟୁର୍ନାମେଣ୍ଟରେ ଅଲରାଉଣ୍ଡର ୱାନିନ୍ଦୁ ହାସରଙ୍ଗା ଶ୍ରୀଲଙ୍କାର ନେତୃତ୍ୱ ନେବେ। ଏଥି ସହିତ ଚୈରିଥ ଅସଲଙ୍କା ଉପ-ଅଧିନାୟକ ଭୂମିକାରେ ରହିବେ। ଆଇପିଏଲରେ ନିଜର ପରିଚୟ...

୫-୦ରେ ସିରିଜ ବିଜୟୀ ହେଲା ଭାରତ

ସିଲ୍‌ହେଟ୍‌,୯ା୫: ସ୍ଥାନୀୟ ଇଣ୍ଟରନ୍ୟାଶନାଲ କ୍ରିକେଟ ଷ୍ଟାଡିୟମରେ ଗୁରୁବାର ଖେଳାଯାଇଥିବା ବାଂଲାଦେଶ ବିପକ୍ଷ ଅନ୍ତର୍ଜାତୀୟ ମହିଳା ଟି୨୦ କ୍ରିକେଟ ମ୍ୟାଚରେ ଭାରତ ୨୧ରନ୍‌ରେ ବିଜୟ ହାସଲ କରିବା ସହ ୫ମ୍ୟାଚ ବିଶିଷ୍ଟ ସିରିଜ୫-୦ରେ ଜିତି ନେଇଛି। ଟସ୍‌ ଜିତି ପ୍ରଥମେ ବ୍ୟାଟିଂ...

ଟି -୨୦ ବିଶ୍ୱକପ: ଆଇପିଏଲ୍ ପ୍ରଦର୍ଶନ ଦେଖି ବୋକା ବନିପାରେ ଟିମ୍ ଇଣ୍ଡିଆ, ଏହା ଚିନ୍ତାର କାରଣ

ନୂଆଦିଲ୍ଲୀ, ୯।୫: ଆଇପିଏଲ୍ ର ଚଳିତ ସିଜିନ ବର୍ତ୍ତମାନ ଶେଷ ଆଡକୁ ଗତି କରୁଛି। ଲିଗ୍ ପର୍ୟ୍ୟାୟ ଶେଷ ହେବାକୁ ଯାଉଛି ଏବଂ ଏହା ସହିତ ଆମେ ଚାରିଟି ଦଳ ବିଷୟରେ ମଧ୍ୟ ଜାଣିବା, ଯେଉଁମାନେ ଚଳିତ ବର୍ଷର ଆଇପିଏଲ୍...

ରାହୁଲଙ୍କ ସହ ଝଗଡା କରିଥିବା ଲକ୍ଷ୍ନୌ ସୁପର ଜିଆଣ୍ଟସଙ୍କ ମାଲିକ କିଏ ଜାଣନ୍ତି: ତାଙ୍କ ମୋଟ ସମ୍ପତ୍ତି ହେଉଛି…

ହାଇଦ୍ରାବାଦ୍‌,୯।୫: ଲକ୍ଷ୍ନୌ ସୁପର ଜିଆଣ୍ଟସକୁ ସନରାଇଜର୍ସ ହାଇଦ୍ରାବାଦ ଏକ ପରାଜୟ ଦେଇଥିଲା। ଏହି ପରାଜୟ ପରେ ସୋସିଆଲ ମିଡିଆରେ ଫଟୋ ଏବଂ ଭିଡିଓ ଭାଇରାଲ ହେବାରେ ଲାଗିଛି। ଲକ୍ଷ୍ନୌ ସୁପର ଜିଆଣ୍ଟସ ମାଲିକ ସଞ୍ଜୀବ ଗୋଏଙ୍କା ଏବଂ ଅଧିନାୟକ କେ.ଏଲ...

ଲକ୍ଷ୍ନୌ ହାତ ଛାଡିଦେବେ କି ରାହୁଲ: ବଢୁଛି ଚର୍ଚ୍ଚା

ହାଇଦ୍ରାବାଦ୍‌,୯।୫:ଆଇପିଏଲ ୨୦୨୪ରେ ଲକ୍ଷ୍ନୌ ସୁପର ଜିଆଣ୍ଟସ ଏବଂ ସନରାଇଜର୍ସ ହାଇଦ୍ରାବାଦ ମଧ୍ୟରେ ଏକ ମ୍ୟାଚ ହୋଇଥିଲା। ଏହି ମ୍ୟାଚରେ ଲକ୍ଷ୍ନୌ୍‌କୁ ପରାଜୟର ସମ୍ମୁଖୀନ ହେବାକୁ ପଡିଥିଲା। ପ୍ରଥମେ ଖେଳି ଲକ୍ଷ୍ନୌ ମାତ୍ର ୧୬୫ ରନ ସଂଗ୍ରହ କରିଥିଲା। ଏହାର ଜବାବରେ...

୨୦ କୋଟି ଅଫର୍‌ ଦେଲେ ବି ଆଇପିଏଲ୍‌ ଖେଳିବେ ନାହିଁ ବାବର, କାରଣ ବି କହିଲେ…

ଇସଲାମାବାଦ,୯।୫: ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)କୁ ନେଇ ସାରା ବିଶ୍ୱରେ କ୍ରେଜ୍‌ ଅଧିକ ରହିଛି। ଏହା ଏଭଳି ଏକ ଟୁର୍ନାମେଣ୍ଟ ଯେଉଁଠି ରାତାରାତି ଯେକୌଣସି ଖେଳାଳିର ଭାଗ୍ୟ ବଦଳାଇ ଦେଇପାରେ। ଅଚିହ୍ନା, ଅପରିଚିତରୁ ଷ୍ଟାର କରିପାରେ। କେବଳ ଏତିକି ନୁହେଁ ଏହାର...

ଏବେ ଆରସିବିର ମାଲିକ କିଏ ଜାଣନ୍ତି: ବିଜୟ ମାଲ୍ୟା ନା ଆଉ କିଏ

ନୂଆଦିଲ୍ଲୀ,୯।୫: ଇଣ୍ଡିଆନ ପ୍ରିମିୟର ଲିଗ ୨୦୦୮ରେ ଆରମ୍ଭ ହୋଇଥିଲା। ୧୭ ବର୍ଷ ପରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲରୁ(ଆରସିବି) ସବୁଠାରୁ ଲୋକପ୍ରିୟ ଫ୍ରାଞ୍ଚାଇଜ ହୋଇପାରିଛି। ଆରସିବି ଦଳ ଯେତିକି ଲୋକପ୍ରିୟ, ଏହାର ମାଲିକ ବିଜୟ ମାଲ୍ୟା ମଧ୍ୟ ତାଙ୍କର ପ୍ରଚୁର ଜୀବନଶୈଳୀ...

ରୋଚକ ହେଉଛି ଆଇପିଏଲ୍‌ ପ୍ଲେ ଅଫ୍‌ ରେସ୍‌: ଜାଣନ୍ତୁ କେଉଁ ଦଳ ଅଛନ୍ତି ପ୍ରମୁଖ ଦାବିଦାର

ନୂଆଦିଲ୍ଲୀ,୯।୫: ଆଇପିଏଲ ୨୦୨୪ର ୫୭ଟି ମ୍ୟାଚ ଖେଳାଯାଇଛି। ହାଇଦ୍ରାବାଦ ଲକ୍ଷ୍ନୌର ପ୍ଲେ ଅଫରେ ପହଞ୍ଚିବାର ଆଶା ଶେଷ କରିଛି। ତେବେ ଏପର୍ଯ୍ୟନ୍ତ କୌଣସି ଦଳ ପ୍ଲେ ଅଫ ପାଇଁ ଯୋଗ୍ୟତା ଅର୍ଜନ କରିନାହାଁନ୍ତି। ପଏଣ୍ଟ ଟେବୁଲରେ କୋଲକାତା ନାଇଟ ରାଇଡର୍ସ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri