‘ମିଡିଆ ଚାପ ଯୋଗୁ ବୈଭବ ସୂର୍ଯ୍ୟବଂଶୀଙ୍କ ଚୟନ ହୋଇଥିଲା…’ କୋଚ ଗମ୍ଭୀରଙ୍କୁ ନେଇ ଚାଞ୍ଚଲ୍ୟକର ଦାବି କଲେ ଅଭିଜ୍ଞ ଖେଳାଳି
ନୂଆଦିଲ୍ଲୀ,୬।୧୦: ପୂର୍ବତନ କ୍ରିକେଟର ସୁବ୍ରମଣ୍ୟମ ବଦ୍ରିନାଥ ଦାବି କରିଛନ୍ତି ଯେ ଭାରତୀୟ କ୍ରିକେଟ ଦଳର ମୁଖ୍ୟ କୋଚ ଗୌତମ ଗମ୍ଭୀର ଗଣମାଧ୍ୟମର ଚାପ ଯୋଗୁ ବୈଭବ ସୂର୍ଯ୍ୟବଂଶୀଙ୍କୁ ଚୟନ କରିଥିଲେ। ନିଜ ଦାବିର ସମର୍ଥନରେ ବଦ୍ରିନାଥ, ସଞ୍ଜୁ ସାମସନଙ୍କୁ ଦଳରୁ ବାଦ…
ଆଜି ଭାରତ-ଓ୍ବେଷ୍ଟଇଣ୍ଡିଜ୍ ପ୍ରଥମ ଟି୨୦: ଜାଣନ୍ତୁ କେତେବେଳେ, କେଉଁଠି ଦେଖିପାରିବେ ମ୍ୟାଚ୍
ଲକ୍ଷ୍ନୌ,୬ା୧୦(ପିଟି): ଭାରତ-ଓ୍ବେଷ୍ଟଇଣ୍ଡିଜ୍ ମଧ୍ୟରେ ୫ ମ୍ୟାଚ୍ ବିଶିଷ୍ଟ ଟି୨୦ ସିରିଜର ପ୍ରଥମ ମ୍ୟାଚ୍ ମଙ୍ଗଳବାର ଖେଳାଯିବ। ଗତ ଶନିବାର ଏସିଆନ ଗେମ୍ସରେ ସ୍ବର୍ଣ୍ଣ ପଦକ ହାସଲ କରିଥିବା ଭାରତୀୟ ଦଳ ସମ୍ପୂର୍ଣ୍ଣ ଆତ୍ମବିଶ୍ୱାସ ସହିତ ପଡ଼ିଆକୁ ଓହ୍ଲାଇବ। ଏସିଆନ ଗେମ୍ସରେ ଭିଭିଏସ୍…
ଯାହା କୋହଲି-ସୂର୍ଯ୍ୟକୁମାର କରିପାରି ନ ଥିଲେ ତାହା କରିଦେଖାଇବେ ଶ୍ରେୟସ ଆୟର: ବଡ଼ ରେକର୍ଡର ସୁଯୋଗ
ନୂଆଦିଲ୍ଲୀ,୬।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଟି-୨୦ ସିରିଜ ଟିମ ଇଣ୍ଡିଆର ଅଧିନାୟକ ଶ୍ରେୟସ ଆୟରଙ୍କ ପାଇଁ ଏକ ବଡ଼ ସୁଯୋଗ ନେଇ ଆସିଛି। ଏହି ସିରିଜ୍ରେ ସେ ଏମିତି ଏକ ରେକର୍ଡ କରିପାରନ୍ତି, ଯାହା ଅଧିନାୟକ ଭାବେ ବିରାଟ କୋହଲି ଓ ସୂର୍ଯ୍ୟକୁମାର…
ସୂର୍ଯ୍ୟକୁମାରଙ୍କୁ ଲାଗିଲା ଝଟକା: ସବୁଠୁ ବିଦା, ଅନ୍ଧାରରେ କ୍ୟାରିୟର
ମୁମ୍ବାଇ,୬।୧୦: ଭାରତର ଟି-୨୦ ବିଶ୍ୱକପ ବିଜୟୀ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ପାଇଁ ଏବେ ଚିନ୍ତା ବଢ଼ିଛି। ଟିମ ଇଣ୍ଡିଆରୁ ବାଦ ପଡ଼ିବା ପରେ ଏବେ ମୁମ୍ବାଇର ରଣଜୀ ଟିମ୍ରୁ ମଧ୍ୟ ତାଙ୍କ ନାଁ ଗାଏବ ରହିଛି। ୨୦୨୬-୨୭ ରଣଜୀ ଟ୍ରଫିର ପ୍ରଥମ…
ୱାଇଡ ବଲ୍ରେ ସିଧା ଛକା! କ୍ରିକେଟ୍ରେ ଘଟିଲା ଅଜବ ଘଟଣା, ଦେଖନ୍ତୁ Video
ନୂଆଦିଲ୍ଲୀ,୫।୧୦: କ୍ରିକେଟ୍ରେ ୱାଇଡ ବଲ ବାଉଣ୍ଡାରୀ ପାର କରିବା ଦୃଶ୍ୟ ଦର୍ଶକମାନେ ଅନେକ ଥର ଦେଖିଛନ୍ତି। ବିଶେଷକରି ଉଇକେଟକିପରଙ୍କ ପହଞ୍ଚରୁ ଦୂରକୁ ଯାଇଥିବା ୱାଇଡ ବଲ ବାଉଣ୍ଡାରୀ ପାର କଲେ ବ୍ୟାଟିଂ ଦଳକୁ ବିନା କୌଣସି ବଲ୍ରେ ୫ ରନ ମିଳିଥାଏ।…
ଟିମ ଇଣ୍ଡିଆରୁ ବାଦ ପଡ଼ିବା ପରେ ବଡ଼ ନିଷ୍ପତ୍ତି ନେଲେ ସୂର୍ଯ୍ୟକୁମାର: ଏବେ କରିବେ ଏହି କାମ
ମୁମ୍ବାଇ,୫।୧୦: ଭାରତୀୟ ଟି-୨୦ ଦଳର ଅଧିନାୟକ ପଦ ହରାଇବା ସହ ଜାତୀୟ ଦଳରୁ ବାଦ ପଡ଼ିବା ପରେ ନିଜ ଫର୍ମ ଫେରାଇବା ପାଇଁ ଘରୋଇ କ୍ରିକେଟକୁ ଫେରୁଛନ୍ତି ଷ୍ଟାର ବ୍ୟାଟର ସୂର୍ଯ୍ୟକୁମାର ଯାଦବ। ଆଗାମୀ ରଣଜୀ ଟ୍ରଫି ୨୦୨୬-୨୭ ସିଜନରେ ସେ…
ଟିମ୍ଇଣ୍ଡିଆ ଉପରେ ICC ନେଲା କଡ଼ା କାର୍ଯ୍ୟାନୁଷ୍ଠାନ: ଜିତିବା ସତ୍ତ୍ୱେ ବି…
ନୂଆଦିଲ୍ଲୀ,୫।୧୦: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଶେଷ ହୋଇଛି ୩ ମ୍ୟାଚ୍ର ଦିନିକିଆ ସିରିଜ। ଭାରତ ସିରିଜକୁ ୨-୧ରେ ଜିତିଥିଲେ ମଧ୍ୟ ତୃତୀୟ ମ୍ୟାଚକୁ ନେଇ ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଏବେ କଡ଼ା କାର୍ଯ୍ୟାନୁଷ୍ଠାନ ନେଇଛି। ସ୍ଲୋ ଓଭର ରେଟ…
ପୃଥ୍ବୀ ଶ’ଙ୍କ ଚମକିଲା ଭାଗ୍ୟ: ମିଳିଲା ବଡ଼ ଦାୟିତ୍ୱ
ମୁମ୍ବାଇ,୫।୧୦: ବ୍ୟକ୍ତିଗତ ଜୀବନରେ ଉତ୍ଥାନପତନ ମଧ୍ୟରେ ଭାରତୀୟ କ୍ରିକେଟର ପୃଥ୍ବୀ ଶ’ଙ୍କ କ୍ରିକେଟ କ୍ୟାରିୟରରେ ଆସିଛି ଏକ ବଡ଼ ମୋଡ଼। ଆଗାମୀ ରଣଜୀ ଟ୍ରଫିର ପ୍ରଥମ ମ୍ୟାଚ ପାଇଁ ତାଙ୍କୁ ମହାରାଷ୍ଟ୍ର ସିନିୟର ପୁରୁଷ ଦଳର ଅଧିନାୟକ ଦାୟିତ୍ୱ ଦିଆଯାଇଛି। ମହାରାଷ୍ଟ୍ର…
୨୦୨୭ ODI ବିଶ୍ୱକପ ପାଇଁ ଭାରତୀୟ ଟିମର ଅଧା ଅଂଶ କନଫର୍ମ! ଆକାଶ ଚୋପ୍ରା ବାଛିଛନ୍ତି ୬ ଖେଳାଳିଙ୍କ ନାମ
ନୂଆଦିଲ୍ଲୀ,୫।୧୦: ୨୦୨୭ ଦିନିକିଆ ବିଶ୍ୱକପ ପାଇଁ ଭାରତୀୟ ଦଳର ପ୍ରାୟ ଅଧା ଅଂଶ ବାସ୍ତବରେ ସ୍ଥିର ହୋଇସାରିଛି। ଆକାଶ ଚୋପ୍ରା ପ୍ରଥମ ଛଅଟି ବ୍ୟାଟିଂ ସ୍ଥାନ ପାଇଁ ଖେଳାଳିମାନଙ୍କ ନାମ ଘୋଷଣା କରିଛନ୍ତି, ଯେଉଁଥିରେ ସେ ବିଶେଷ ଭାବରେ ଋଷଭ ପନ୍ତଙ୍କୁ…
ସଞ୍ଜୁ ସାମସନଙ୍କ ଟାର୍ଗେଟରେ ସୁରେଶ ରାଇନା,ଏମ.ଏସ. ଧୋନି, କିନ୍ତୁ କାହିଁକି? ଜାଣନ୍ତୁ ଏହାର ବଡ଼ କାରଣ
ନୂଆଦିଲ୍ଲୀ,୫।୧୦: ୱେଷ୍ଟଇଣ୍ଡିଜ ବିପକ୍ଷରେ ଇତିହାସ ସୃଷ୍ଟି କରିବାର ସୁଯୋଗ ରହିଛି ଭାରତର ୱିକେଟ କିପର ବ୍ୟାଟ୍ସମ୍ୟାନ ସଞ୍ଜୁ ସାମସନଙ୍କ ନିକଟରେ। ୱେଷ୍ଟଇଣ୍ଡିଜ ବିପକ୍ଷ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି -20 ସିରିଜରେ ସଞ୍ଜୁ ପୂର୍ବତନ କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ଏମଏସ ଧୋନି ଏବଂ…
‘ବିରାଟଙ୍କ ନମ୍ବର ତାଙ୍କୁ ମିଳିବା ଉଚିତ’, କୋହଲିଙ୍କ ପାଇଁ କିଏ ହେବେ ପରଫେକ୍ଟ ରିପ୍ଲେସମେଣ୍ଟ ପ୍ରକାଶ କଲେ ୱାସିମ ଜାଫର୍, ଚମକି ପଡ଼ିବେ…
ନୂଆଦିଲ୍ଲୀ,୫।୧୦: ପ୍ରାୟ ୧୫ ବର୍ଷ ଧରି, ଭାରତୀୟ ଦଳକୁ ODI କ୍ରିକେଟରେ ୩ ନମ୍ବର ସ୍ଥାନ ପାଇଁ କୌଣସି ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ିନାହିଁ; ଏହାର ମୁଖ୍ୟ ଶ୍ରେୟ ବିରାଟ କୋହଲିଙ୍କୁ ଯାଏ, ଯାହାଙ୍କ ଚମତ୍କାର ପ୍ରଦର୍ଶନ ଏହି ସ୍ଥାନରେ ସ୍ଥିରତା…
୫୦୦ ୱିକେଟ ନେଇଥିବା ୩୨ ବର୍ଷୀୟ କ୍ରିକେଟର ଅବସର ଘୋଷଣା କରି ଚମକାଇ ଦେଲେ, କାରଣ ଜାଣିଲେ ଆଶ୍ଚର୍ଯ୍ୟ ହେବେ
ନୂଆଦିଲ୍ଲୀ,୫।୧୦: ଜଣେ ଇଂଲଣ୍ଡ କ୍ରିକେଟର ଏକ ଅସାଧାରଣ କାରଣ ପାଇଁ ଅବସର ଗ୍ରହଣ କରିଛନ୍ତି। ନିଜ କ୍ୟାରିୟରରେ ୫୦୦ରୁ ଅଧିକ ୱିକେଟ ନେଇଥିବା କ୍ରେଗ ମାଇଲ୍ସ ମାତ୍ର ୩୨ ବର୍ଷ ବୟସରେ ଅବସର ନେଇ ସମସ୍ତଙ୍କୁ ଚକିତ କରିଦେଇଛନ୍ତି। ଯଦିଓ ଅତୀତରେ…

