ଖେଳ

ଅନ୍ତଜାର୍ତୀୟ କ୍ରିକେଟ୍‌ରୁ ଅବସର ଘୋଷଣା କଲେ ଏହି ଖେଳାଳି

ଇଂଲଣ୍ଡ,୮ା୯: ଅନ୍ତର୍ଜାତୀୟ କ୍ରିକେଟ୍‌ରୁ ରବିବାର ଅବସର ଘୋଷଣା କରିଛନ୍ତି ମୋଏନ ଅଲି। ସେ ଇଂଲଣ୍ଡ କ୍ରିକେଟ ଟିମ୍‌ର ଜଣେ ଦକ୍ଷ ଅଲ୍‌ରାଉଣ୍ଡର। ୧୦ ବର୍ଷର ଅନ୍ତର୍ଜାତୀୟ କ୍ୟାରିଅରରେ ସେ ୨୯୮ଟି ମ୍ୟାଚ୍‌ ଖେଳିଛନ୍ତି। ତେବେ ସେ ଫ୍ରାଞ୍ଚାଇଜ୍‌ କ୍ରିକେଟ୍‌ ଖେଳ ଜାରି…

ଜୟ ଶାହା ICC ଚେୟାରମ୍ୟାନ ହେବା ପରେ ପାକିସ୍ତାନକୁ ଲାଗିଲା ଝଟ୍‌କା

ନୂଆଦିଲ୍ଲୀ/ଇସଲାମାବାଦ,୮।୯: ଭାରତୀୟ କ୍ରିକେଟ କଂଟ୍ରୋଲ ବୋର୍ଡ (ବିସିସିଆଇ) ସଚିବ ଜୟ ଶାହାଙ୍କୁ ଗତ ମାସ ଶେଷରେ ଆଇସିସିର ଚେୟାରମ୍ୟାନ ଭାବରେ ନିର୍ବାଚିତ କରାଯାଇଛି। ସେ ୧ଡିସେମ୍ବର ୨୦୨୪ରେ ତାଙ୍କ ପଦ ଗ୍ରହଣ କରିବେ। ଜୟ ଶାହା ବିନା ପ୍ରତିଦ୍ୱନ୍ଦିତାରେ ଆଇସିସି ଅଧ୍ୟକ୍ଷ…

ପାକିସ୍ତାନ କ୍ରିକେଟରେ ପୁଣି ଡ୍ରାମା, ଏବେ ପୁଣି ବଦଳିବେ କ୍ୟାପଟେନ!

ଇସଲାମାବାଦ,୭।୯: ବାଂଲାଦେଶ ବିପକ୍ଷ ଘରୋଇ ଟେଷ୍ଟ ସିରିଜରେ ପାକିସ୍ତାନ ପରାଜୟ ପରେ ସମାଲୋଚନାର ବଜାର ସରଗରମ ହୋଇଛି। ସବୁଠାରୁ ଖରାପ କଥା ହେଉଛି ଏହି ପରାଜୟ ପ୍ରଥମଥର ପରାଜୟ ନୁହେଁ। ପାକିସ୍ତାନ କ୍ରିକେଟ ଦଳ ଗତ କିଛି ମାସ ହେବ ଖରାପ…

ଟ୍ୟାକ୍ସି ଚାଳକଙ୍କ ପୁଅ ଜିତିଲେ ବ୍ରୋଞ୍ଜ୍‌

ପ୍ୟାରିସ୍‌,୭ା୯ଭାରତର ପ୍ରଥମ ଜୁଡୋକା ଭାବରେ ପ୍ୟାରିସ୍‌ ପାରାଲିମ୍ପିକ୍ସରେ ବ୍ରୋଞ୍ଜ ପଦକ ଜିତି ଇତିହାସ ସୃଷ୍ଟି କରିଛନ୍ତି କପିଲ ପରମାର। ୨୩ ବର୍ଷୀୟ କପିଲ ବ୍ରୋଞ୍ଜ ପଦକ ପ୍ଲେ ଅଫ୍‌ରେ ୧୦-୦ ବ୍ୟବଧାନରେ ବ୍ରାଜିଲର ଡି ଓଲିଭରେଙ୍କୁ ପରାସ୍ତ କରିଥିଲେ। ମଧ୍ୟପ୍ରଦେଶର ଶେହୋରେରୁ…

୪ ଓଭର, ଗୋଟିଏ ମେଡେନ୍‌, ୪ ରନ୍‌…. ଛାଇଗଲେ ଭୁବି

ନୂଆଦିଲ୍ଲୀ,୭।୯: ଭୁବନେଶ୍ୱର କୁମାର ୟୁପି ଟି-୨୦ ଲିଗ ୨୦୨୪ରେ ଏକ ଚମତ୍କାର ବୋଲିଂ ପ୍ରଦର୍ଶନ କରିଛନ୍ତି। ଭୁବନେଶ୍ୱର କୁମାରଙ୍କ ବୋଲିଂ ଆଗରେ ବିରୋଧୀ ବ୍ୟାଟ୍ସମ୍ୟାନମାନେ ଅସହାୟ ମନେ ହେଉଥିଲେ। ୟୁପି ଟି-୨୦ ଲିଗରେ ୟୁପି ଫାଲକନ୍ସ ପାଇଁ ଭୁବନେଶ୍ୱର କୁମାର ୪…

୧୪୭ ବର୍ଷ ଟେଷ୍ଟ କ୍ରିକେଟ୍‌ ଇତିହାସରେ ପ୍ରଥମଥର ଘଟିଲା ଏମିତି, ଓଲି ପୋପ ବଡ଼ କାରନାମା

ନୂଆଦିଲ୍ଲୀ,୭।୯: ଇଂରାଜୀ ବ୍ୟାଟ୍ସମ୍ୟାନ ଓଲି ପୋପ ଏବେ ଚମତ୍କାର ଫର୍ମରେ ଅଛନ୍ତି। ସେ ଶ୍ରୀଲଙ୍କା ବିପକ୍ଷରେ ୧୦୩ ରନ୍‌ର ଇନିଂସ ଖେଳି ଅପରାଜିତ ଅଛନ୍ତି। ତେବେ ଓଲି ପୋପଙ୍କ ନାମରେ ଏକ ସ୍ବତନ୍ତ୍ର ରେକର୍ଡ କରିଛନ୍ତି। ଏହି ଇଂରାଜୀ ବ୍ୟାଟ୍ସମ୍ୟାନ ଏକ…

ରାହୁଲ ଦ୍ରାବିଡଙ୍କ ବଡ଼ ଦାୟିତ୍ୱ

ନୂଆଦିଲ୍ଲୀ,୭।୯: ଶୁକ୍ରବାର ରାଜସ୍ଥାନ ରୟାଲ୍ସ ପୂର୍ବତନ ଭାରତୀୟ ଅଧିନାୟକ ରାହୁଲ ଦ୍ରାବିଡଙ୍କୁ ଏହାର ମୁଖ୍ୟ ପ୍ରଶିକ୍ଷକ ଭାବରେ ନିଯୁକ୍ତ କରିଛି। ବାସ୍ତବରେ, ଟି -୨୦ ବିଶ୍ୱକପ୍‌ ପରେ ଟିମ ଇଣ୍ଡିଆ ସହିତ ରାହୁଲ ଦ୍ରାବିଡଙ୍କ କାର୍ଯ୍ୟକାଳ ଶେଷ ହୋଇଛି। ଏହା ପରେ…

ପ୍ରବୀଣଙ୍କୁ ସ୍ବର୍ଣ୍ଣ

ପ୍ୟାରିସ୍‌, ୭।୯(ପି.ଟି.): ଭାରତର ପ୍ରବୀଣ କୁମାର ପ୍ୟାରିସ୍‌ ପାରାଲିମ୍ପିକ୍ସରେ ଶୁକ୍ରବାର ସ୍ବର୍ଣ୍ଣ ପଦକ ଜିତି ଦେଶକୁ ଗର୍ବିତ କରିଛନ୍ତି। ପୁରୁଷ ହାଇଜମ୍ପ ଟି୬୪ ଇଭେଣ୍ଟରେ ସେ ରେକର୍ଡ ବ୍ରେକିଂ ପ୍ରଦର୍ଶନ ସହ ସ୍ବର୍ଣ୍ଣିମ ସଫଳତା ପାଇଛନ୍ତି। ଟୋକିଓରେ ରୌପ୍ୟ ପଦକ ଲାଭ…

ଲେଜେଣ୍ଡ୍ସ ଲିଗ୍‌ରେ ପ୍ରଥମ ଥର ଓଡ଼ିଶା ଟିମ୍ କୋଣାର୍କ ସୂର୍ଯ୍ୟ: ଇର୍ଫାନ୍‌ ପଠାନ କ୍ୟାପଟେନ୍‌

ପ୍ୟାରିସ୍‌,୬ା୯: ଲେଜେଣ୍ଡ୍ସ ଲିଗ୍‌ କ୍ରିକେଟରେ ଓଡ଼ିଶାର ପ୍ରଥମ ଦଳ ଭାବେ କୋଣାର୍କ ସୂର୍ଯ୍ୟ ସାମିଲ ହୋଇଛି। ଶୁକ୍ରବାର ଭୁବନେଶ୍ୱରରେ ଟିମ ଲଞ୍ଚ ହେବା ସହ, ସମସ୍ତ ଖେଳାଳିଙ୍କ ନାମ ଘୋଷଣା କରାଯାଇଛି। ଇର୍ଫାନ ପଠାନଙ୍କୁ ଏହି ଅବସରରେ କୋଣାର୍କ ସୂର୍ଯ୍ୟର ଅଧିନାୟକ…

କେବେ ଦେଖି ନ ଥିବେ ଏମିତି ମ୍ୟାଚ୍‌: ଟି-୨୦ ବିଶ୍ୱକପ୍‌ କ୍ୱାଲିଫାୟର୍ସରେ ମାତ୍ର ୧୦ ରନ୍‌ରେ ଅଲଆଉଟ୍‌ ହେଲା ଏହି ଦଳ

ନୂଆଦିଲ୍ଲୀ,୬।୯: ମଙ୍ଗୋଲିଆ ଏବଂ ସିଙ୍ଗାପୁର ମଧ୍ୟରେ ମ୍ୟାଚ ଟି-୨୦ ବିଶ୍ୱକପ ଏସୀୟ କ୍ୱାଲିଫାୟର୍ସରେ ଅନୁଷ୍ଠିତ ହୋଇଥିଲା। ଏଥିରେ ମଙ୍ଗୋଲିଆ ନାମରେ ଏକ ଲଜ୍ଜାଜନକ ରେକର୍ଡ ଯୋଡି ହୋଇଛି। ଏହି କ୍ୱାଲିଫାୟର ମ୍ୟାଚ ମାଲେସିଆରେ ଖେଳାଯାଉଛି, ଯେଉଁଠାରେ ମଙ୍ଗୋଲିଆ ଦଳ ପ୍ରଥମେ ବ୍ୟାଟିଂ…

କଂଗ୍ରେସରେ ଯୋଗଦେବା ପୂର୍ବରୁ ବଡ଼ ନିଷ୍ପତ୍ତି ନେଲେ ଭିନେଶ, ଛାଡିଲେ ଏହି ସରକାରୀ ଚାକିରି

ନୂଆଦିଲ୍ଲୀ,୬।୯: ଭେଟେରାନ ରେସଲର ଭିନେଶ ଫୋଗଟ କଂଗ୍ରେସରେ ଯୋଗଦେବା ପୂର୍ବରୁ ରେଳବାଇରେ ଚାକିରି ଛାଡିଛନ୍ତି। ଉତ୍ତର ରେଳବାଇରେ ଭିନେଶ ଫୋଗଟଙ୍କୁ ଓଏସ୍‌ଡି / ସ୍ପୋର୍ଟସ ଭାବରେ ନିଯୁକ୍ତି କରାଯାଇଥିଲା। ଭିନେଶ ଏକ୍ସରେ ଲେଖିଛନ୍ତି, ଭାରତୀୟ ରେଳବାଇରେ ସେବା ମୋ ଜୀବନର ଏକ…

ଫିଲ୍ମ ଦୁନିଆରେ ଏଣ୍ଟ୍ରି ମାରିଲେ ଧୋନି! ଏହି ଫିଲ୍ମରେ କରିବେ ଅଭିନୟ

ନୂଆଦିଲ୍ଲୀ,୬।୯: ଦୁଇ ତାରକା ଗୋଟିଏ ଫିଲ୍ମରେ ଥିଲେ ଫିଲ୍ମର କ୍ରେଜ ହିଁ ବଢିଯାଏ। ଲୋକେ ତାଙ୍କ ପ୍ରିୟର ସୁପରଷ୍ଟାରଙ୍କୁ ଦେଖିବାକୁ ଭିଡ ଜମାଇଥା’ନ୍ତି। ଦକ୍ଷିଣ ଫିଲ୍ମର ଆଗାମୀ ଚଳଚ୍ଚିତ୍ର GOAT ରେ ମଧ୍ୟ ସମାନ ଘଟଣା ଘଟିଛି। ଏଥିରେ ତେଲଗୁ ଫିଲ୍ମରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri