ଖେଳ

୧,୧୧୨ ଦିନ ପରେ ଭାଙ୍ଗିଲା ରେକର୍ଡ: ବୁମ୍‌ରାଙ୍କ ମୁଣ୍ଡବିନ୍ଧା ବଢାଇଲେ ୧୯ ବର୍ଷୀୟ ବ୍ୟାଟ୍ସମ୍ୟାନ୍‌

ମେଲବୋର୍ନ,୨୬।୧୨: ଡିସେମ୍ବର ୨୬ରୁ ବକ୍ସିଂ ଡେ ଟେଷ୍ଟ ଆରମ୍ଭ ହୋଇଛି। ବର୍ଡର-ଗାଭାସ୍କର ଟ୍ରଫି ୨୦୨୪-୨୫ର ଏହା ହେଉଛି ଚତୁର୍ଥ ଟେଷ୍ଟ ମ୍ୟାଚ। ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯାଉଥିବା ପାଞ୍ଚଟି ଟେଷ୍ଟ ମ୍ୟାଚ ସିରିଜର ଏହା ଏକ ସ୍ବତନ୍ତ୍ର ଟେଷ୍ଟ ମ୍ୟାଚ।…

ବକ୍ସିଂ ଡେ’ ଟେଷ୍ଟ ମ୍ୟାଚ୍‌ କାହିଁକି ଖେଳାଯାଏ, ଜାଣନ୍ତୁ ଏହା ପଛର ଇତିହାସ

ମେଲବୋର୍ନ, ୨୬।୧୨: ଅଷ୍ଟ୍ରେଲିଆ ଏବଂ ଭାରତ ମଧ୍ୟରେ ବକ୍ସିଂ ଡେ’ ଟେଷ୍ଟ ମ୍ୟାଚ୍‌ ଆଜିଠାରୁ ଆରମ୍ଭ ହୋଇଛିଛି। ତେବେ ଏହି ବକ୍ସିଂ ଡେ’ ଟେଷ୍ଟ ମ୍ୟାଚ୍‌ ପଛରେ କ’ଣ ଇତିହାସ ରହିଛି ଜାଣନ୍ତୁ। ଡିସେମ୍ବର ୨୬, ଅର୍ଥାତ୍‌ କ୍ରିସ୍‌ମାସ ପରଦିନ ଅଷ୍ଟ୍ରେଲିଆର…

ବକ୍ସିଂ ଡେ’ ଟେଷ୍ଟ ଆରମ୍ଭ: ଅଷ୍ଟ୍ରେଲିଆର ଦମ୍‌ଦାର ଆରମ୍ଭ

ମେଲବୋର୍ନ,୨୬।୧୨: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ବକ୍ସିଂ ଡେ’ ଟେଷ୍ଟ ଆରମ୍ଭ ହୋଇଛି। ଚତୁର୍ଥ ଟେଷ୍ଟରେ ଅଷ୍ଟ୍ରେଲୀୟ ଅଧିନାୟକ ପ୍ୟାଟ କମିନ୍ସ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଅଷ୍ଟ୍ରେଲିଆ ଏହାର ପ୍ଲେ -୧୧ ଘୋଷଣା କରିସାରିଛି। ନାଥନ…

‘ସାଣ୍ଟା କ୍ଲଜ୍’ ବେଶରେ ଆସି ଇଣ୍ଟରନେଟରେ ନିଆଁ ଲଗାଇଲେ ଧୋନୀ

ଭୁବନେଶ୍ୱର,୨୫।୧୨: ଭାରତର କିମ୍ବଦନ୍ତୀ ଅଧିନାୟକ ପୁଣିଥରେ ଇଣ୍ଟରନେଟ୍ ନିଆଁ ଲଗାଇଛନ୍ତି। ଖ୍ରୀଷ୍ଟମାସରେ ଏକ ନୂତନ ଅବତାରରେ ଆଶି ସେ ସମସ୍ତଙ୍କୁ ଚମକି ଦେଇଛନ୍ତି। ଧୋନି ପାଞ୍ଚ ବର୍ଷରୁ ଅଧିକ ସମୟ ହେବ ଆନ୍ତର୍ଜାତୀୟ କ୍ରିକେଟ୍ ଛାଡିଥିବାରୁ ସେ ପ୍ରାୟତ ନିଜ ପରିବାର…

”ପ୍ରଥମ ଦେଖାରେ ପ୍ରେମ”, ବିମାନରେ ଦେଖା ହେବା ପରେ ବିବାହ କରିବାକୁ ନେଇଥିଲେ ନିଷ୍ପତ୍ତି

ହାଇଦ୍ରାବାଦ: ଭାରତର ଷ୍ଟାର ସଟଲର ପିଭି. ସିନ୍ଧୁ ନିକଟରେ ଭେଙ୍କଟ୍ଟ ଦତ୍ତ ସାଇଙ୍କୁ ବିବାହ କରିଛନ୍ତି। ନିକଟତମ ସମ୍ପର୍କୀୟଙ୍କ ଗହଣରେ ଡିସେମ୍ବର ୨୨ ରେ ସେମାନଙ୍କର ବିବାହ ହୋଇଛି। ସିନ୍ଧୁ ୨୦୧୬ ରିଓ ଅଲିମ୍ପିକ୍ସ ଏବଂ ୨୦୨୦ ଟୋକିଓ ଅଲିମ୍ପିକ୍ସରେ ସିଲଭର…

ପ୍ରଥମ ଭାରତୀୟ ଦ୍ରୁତ ବୋଲର୍‌ ଭାବେ ଇତିହାସ ରଚିଲେ ଜସପ୍ରିତ ବୁମ୍‌ରା

ନୂଆଦିଲ୍ଲୀ,୨୫।୧୨: ଦ୍ରୁତ ବୋଲର୍‌ ଜସପ୍ରିତ ବୁମ୍‌ରା ଅନ୍ତର୍ଜାତୀୟ କ୍ରିକେଟ ପରିଷଦ(ଆଇସିସି)ର ବୋଲିଂ ର଼୍ୟାଙ୍କିଂରେ ୯୦୪ ଅଙ୍କ ହାସଲ କରି ଇତିହାସ ରଚିଛନ୍ତି। ସେ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନଙ୍କ ଭାରତୀୟ ରେକର୍ଡର ସମକକ୍ଷ ହୋଇଛନ୍ତି। ବୁମ୍‌ରା ଅଷ୍ଟ୍ରେଲିଆ ବିପକ୍ଷରେ ବ୍ରିସବେନରେ ଖେଳାଯାଇଥିବା ତୃତୀୟ…

ଘୋଷଣା ହେଲା ଚାମ୍ପିୟନ୍ସ ଟ୍ରଫି ୨୦୨୫ କାର୍ଯ୍ୟସୂଚୀ: ଜାଣନ୍ତୁ କେଉଁଦିନ ଭାରତ-ପାକିସ୍ତାନ ମୁକାବିଲା

ନୂଆଦିଲ୍ଲୀ,୨୪ା୧୨: ଆସନ୍ତା ବର୍ଷ ପାକିସ୍ତାନ ଦ୍ୱାରା ଆୟୋଜିତ ହେବାକୁ ଥିବା ଚାମ୍ପିଅନ୍ସ ଟ୍ରଫି ୨୦୨୫ ର ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ ଅନ୍ତର୍ଜାତୀୟ କ୍ରିକେଟ୍ ପରିଷଦ (ଆଇସିସି) ପ୍ରକାଶ କରିଛି। ଏହିସହିତ ବହୁ ପ୍ରତିକ୍ଷିତ ଭାରତ ଏବଂ ପାକିସ୍ତାନ ମଧ୍ୟରେ କେଉଁଦିନ ମ୍ୟାଚ୍ ଖେଳାଯିବ…

ଅଶ୍ୱିନୀଙ୍କ ସ୍ଥାନ ନେବେ ଏହି ଖେଳାଳି : ଜାଣନ୍ତୁ ସେ କିଏ…

ମେଲବୋର୍ନ,୨୪ା୧୨: ମୁମ୍ବାଇ ଅଫ୍‌-ସ୍ପିନର ତନୁଷ କୋଟିଆନ ଅଷ୍ଟ୍ରେଲିଆ ଗସ୍ତରେ ଯାଇ ସେଠାରେ ଭାରତୀୟ କ୍ରିକେଟ ଦଳରେ ଯୋଗଦେବେ। ନିକଟରେ ଅବସର ନେଇଥିବା ରବିଚନ୍ଦ୍ରନ ଅଶ୍ୱିନୀଙ୍କ ସ୍ଥାନରେ ତାଙ୍କୁ ଦଳରେ ସାମିଲ କରାଯାଇଛି। ୨୬ ବର୍ଷୀୟ କୋଟିଆନ ଭାରତ ‘ଏ’ ଦଳର ଅଷ୍ଟ୍ରେଲିଆ…

ମୁଁ ବଞ୍ଚିଛି.. ଏମିତି କାହିଁକି କହିଲେ ବିନୋଦ କାମ୍ୱଲି

ନୂଆଦିଲ୍ଲୀ,୨୪/୧୨: ପୂର୍ବତନ ଭାରତୀୟ କ୍ରିକେଟର ବିନୋଦ କାମ୍ବଲିଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିଯାଇଛି। ଏହାପରେ ତାଙ୍କୁ ମହାରାଷ୍ଟ୍ରର ଥାନେସ୍ଥିତ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଯେଉଁଠାରେ ଡାକ୍ତରୀ ଦଳ ତାଙ୍କର ଯତ୍ନ ନେଉଛନ୍ତି ଏବଂ ସମସ୍ତ ଆବଶ୍ୟକ ପରୀକ୍ଷା କରାଯାଉଛି । ତାଙ୍କ ମସ୍ତିଷ୍କରେ ରକ୍ତ…

ହାତକୁ ଦି’ ହାତ ହେଲେ ପିଭି ସିନ୍ଧୁ

ଭାରତର ବ୍ୟାଡମିଣ୍ଟନ ଖେଳାଳି ପିଭି ସିନ୍ଧୁ ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ରାଜସ୍ଥାନର ଉଦୟପୁରରେ ଧୂମଧାମରେ ସେ ବ୍ୟବସାୟୀ ଭେଙ୍କଟ ଦତ୍ତା ସାଇଙ୍କ ହାତ ଧରିଛନ୍ତି। ହିନ୍ଦୁ ରୀତିନୀତି ଅନୁଯାୟୀ ଉଭୟଙ୍କ ବିବାହ ସମ୍ପନ୍ନ ହୋଇଛି। ବିବାହର ପ୍ରଥମ ଫଟୋମଧ୍ୟ ପ୍ରକାଶ…

ବଡ଼ ରେକର୍ଡ କଲେ ପାଣ୍ଡ୍ୟା: ବିସ୍ଫୋରକ ଇନିଂସ ଖେଳି…

ନୂଆଦିଲ୍ଲୀ,୨୩।୧୨: ବିଜୟ ହଜାରେ ଟ୍ରଫି ୨୦୨୪ରେ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ପ୍ରଥମେ ବ୍ୟାଟିଂ କରି ବରୋଦା ୪୦୦ ରନ ମାର୍କ ଅତିକ୍ରମ କରିଛନ୍ତି। ଏହି ସମୟରେ ଅଧିନାୟକ କ୍ରୁନାଲ ପାଣ୍ଡ୍ୟା ବିସ୍ଫୋରକ ବ୍ୟାଟିଂ କରିଥିଲେ। ସେ ଅପରାଜିତ ୮୦ ରନ ସ୍କୋର…

ଭାରତକୁ ମିଳିଗଲା ଲେଡି ଜାହିର ଖାନ୍‌! କୁନି ଝିଅଙ୍କ ଦିଓ୍ବାନା ହେଲେ ସଚିନ ତେନ୍ଦୁଲକର

ନୂଆଦିଲ୍ଲୀ,୨୩।୧୨: ମହାନ କ୍ରିକେଟର ସଚିନ ତେନ୍ଦୁଲକର ସୋସିଆଲ ମିଡିଆରେ ଏକ ଭିଡିଓ ଶେୟାର କରିଛନ୍ତି। ଏହି ଭିଡିଓରେ ଏକ ଛୋଟ ଝିଅ ବୋଲିଂ କରୁଥିବା ଦେଖାଯାଉଛି, ଯାହାର କାର୍ଯ୍ୟ ଭାରତର କିମ୍ବଦନ୍ତୀ ବୋଲର ଜହିର ଖାନଙ୍କ ସହିତ ସମାନ। ଏହି ଝିଅଟିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?