ଖେଳ

ପ୍ରମୋଦ-ସୁକାନ୍ତ ନମ୍ବରଓ୍ବାନ୍‌

ଭୁବନେଶ୍ୱର, ୨୦।୪ (କ୍ରୀଡ଼ା ପ୍ରତିନିଧି): ଭାରତୀୟ ଯୋଡ଼ି ପ୍ରମୋଦ ଭଗତ ଓ ସୁକାନ୍ତ କଦମ ପାରା ବ୍ୟାଡ୍‌ମିଣ୍ଟନ ପୁରୁଷ ଡବଲ୍ସରେ ବିଶ୍ୱର ନମ୍ବରଓ୍ବାନ ହୋଇଛନ୍ତି। ବୁଧବାର ବ୍ୟାଡ୍‌ମିଣ୍ଟନ ଓ୍ବାଲର୍‌ଡ ଫେଡେରେଶନ ପକ୍ଷରୁ ଏହା ଘୋଷଣା କରାଯାଇଛି। ବ୍ରାଜିଲରେ ନିକଟରେ ଅନୁଷ୍ଠିତ...

ସିରାଜଙ୍କୁ ଯୋଗାଯୋଗ କରିଥିଲେ ବୁକି

ନୂଆଦିଲ୍ଲୀ,୨୦ା୪(ପି.ଟି.): ପେସ୍‌ ବୋଲର ମହମ୍ମଦ ସିରାଜ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)ର ଦୁର୍ନୀତି ନିବାରଣ ବିଭାଗ(ଏସିୟୁ)ର ଦ୍ୱାରସ୍ଥ ହୋଇଥିଲେ ବୋଲି ଜଣାପଡିଛି। ଫେବୃୟାରୀ ମାସରେ ଅଷ୍ଟ୍ରେଲିଆ ଗସ୍ତର ଠିକ୍‌ ପୂର୍ବରୁ ଜଣେ ବ୍ୟକ୍ତି ତାଙ୍କୁ ଦଳର ଭିତିରି ସୂଚନା...

୧୦ ରନରେ ଲକ୍ଷ୍ନୌ ବିଜୟୀ….

ଜୟପୁର,୧୯।୪ : ବୁଧବାର ଆଇପିଏଲ୍ ୨୦୨୩ର ସିଜନ ୧୬ର ୨୬ ତମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ(ଆରଆର)କୁ ହରାଇ ଲକ୍ଷ୍ନୌ ସୁପର ଜ୍ୟାଣ୍ଟସ(ଏଲଏସଜି)ବିଜୟ ହୋଇଛି। ଏଲଏସଜି ୨୦ ଓଭରରେ ୭ ଉଇକେଟ୍ ହରାଇ ୧୫୪ ରନ୍‌ କରିଥିଲା। ଫଳରେ ଆରଆର ପାଇଁ...

ଦିଲ୍ଲୀ କ୍ୟାପିଟାଲ୍ସକୁ ଆଉ ଏକ ଝଟକା: ଆଇପିଏଲ୍‌ରୁ ବାଦ୍‌ ପଡିଲେ ଏହି ଦ୍ରୁତ ବୋଲର

ନୂଆଦିଲ୍ଲୀ,୧୯।୪: ପୁଣି ଦିଲ୍ଲୀ କ୍ୟାପିଟାଲ୍ସକୁ ଝଟକା। ଦଳର ଗୁରୁତ୍ୱପୂର୍ଣ୍ଣ ଦ୍ରୁତ ବୋଲର କମଳେଶ ନାଗରକୋଟିଙ୍କ ପିଠିରେ ଆଘାତ ଯୋଗୁ ସେ ଆଇପିଏଲ୍‌ର ପୂରା ସିଜନରୁ ବାଦ୍‌ ପଡିଛନ୍ତି। ଦିଲ୍ଲୀ କ୍ୟାପିଟାଲ୍ସ ପାଇଁ ଏହି ସିଜନ ଭଲ ହୋଇନାହିଁ। ଦଳ ଏ...

ରାଜସ୍ଥାନ ଆଗରେ ୧୫୫ ରନର ଟାର୍ଗେଟ୍‌ ରଖିଲା ଲକ୍ଷ୍ନୌ…

ଜୟପୁର,୧୯।୪: ଆଇପିଏଲ ୨୦୨୩ ସିଜିନ ୧୬ର ୨୬ ତମ ମ୍ୟାଚ ରାଜସ୍ଥାନ ରୟାଲ୍ସ(ଆରଆର) ଏବଂ ଲକ୍ଷ୍ନୌ ସୁପର ଜ୍ୟାଣ୍ଟସ(ଏଲଏସଜି) ମଧ୍ୟରେ ଜୟପୁରର ସାଓ୍ବାଇ ମାନସିଂ ଷ୍ଟାଡିୟମରେ ଖେଳାଯାଉଛି। ମ୍ୟାଚରେ ପ୍ରଥମେ ଟସ୍‌ ଜିତି ରାଜସ୍ଥାନ ରୟାଲ୍ସ(ଆରଆର) ବୋଲିଂ କରିବାକୁ ନିଷ୍ପତ୍ତି...

ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଲା ରାଜସ୍ଥାନ ରୟାଲ୍ସ…

ଜୟପୁର,୧୯।୪: ଆଇପିଏଲ ୨୦୨୩ ସିଜିନ ୧୬ର ୨୬ ତମ ମ୍ୟାଚ ରାଜସ୍ଥାନ ରୟାଲ୍ସ(ଆରଆର) ଏବଂ ଲକ୍ଷ୍ନୌ ସୁପର ଜ୍ୟାଣ୍ଟସ(ଏଲଏସଜି) ମଧ୍ୟରେ ଜୟପୁରର ସାଓ୍ବାଇ ମାନସିଂ ଷ୍ଟାଡିୟମରେ ଖେଳାଯାଉଛି। ମ୍ୟାଚରେ ପ୍ରଥମେ ଟସ୍‌ ଜିତି ରାଜସ୍ଥାନ ରୟାଲ୍ସ(ଆରଆର) ବୋଲିଂ କରିବାକୁ ନିଷ୍ପତ୍ତି...

ଆଇପିଏଲ୍‌ ଖେଳିବାକୁ ସୁନୀଲ ଗାଭାସ୍କରଙ୍କ ଇଚ୍ଛା, ଏହି ଦୁଇଟି ଦଳର ନାଁ କହିଲେ

ନୂଆଦିଲ୍ଲୀ: ଭାରତର ପୂର୍ବତନ ଭେଟେରାନ ଓପନର୍‌ ବ୍ୟାଟ୍ସମ୍ୟାନ ତଥା ଅଧିନାୟକ ସୁନୀଲ ଗାଭାସ୍କର ଆଇପିଏଲ ଖେଳିବାକୁ ଇଚ୍ଛା ପ୍ରକାଶ କରିଛନ୍ତି। ଏଥିପାଇଁ ସେ ଦୁଇଟି ଦଳର ନାମ ରଖିଛନ୍ତି। ସୁନୀଲ କହିଛନ୍ତି, ସେ ଆଇପିଏଲରେ ମୁମ୍ବାଇ ଇଣ୍ଡିଆନ୍ସ କିମ୍ବା ଚେନ୍ନାଇ...

ପୁଅଙ୍କୁ ପଡ଼ିଆରେ ଦେଖି କାନ୍ଦିଲେ ସଚିନ

ମୁମ୍ବାଇ: ଆଇପିଏଲ ୨୦୨୩ର ୨୫ତମ ମ୍ୟାଚ୍‌ରେ ମୁମ୍ବାଇ ଇଣ୍ଡିଆନ୍ସ ୧୪ ରନ୍‌ରେ ସନରାଇଜର୍ସ ହାଇଦ୍ରାବାଦକୁ ପରାସ୍ତ କରିଛି। ଏହି ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦ ଟସ୍‌ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। ପ୍ରଥମେ ବ୍ୟାଟିଂ କରି ୨୦ ଓଭର...

ଆଇପିଏଲର ୨୬ ତମ ମ୍ୟାଚ: ଆରଆର-ଏଲଏସଜି ମୁହାଁମୁହିଁ…

ଜୟପୁର,୧୯।୪ : ଆଇପିଏଲ ୨୦୨୩ ସିଜିନ ୧୬ର ୨୬ ତମ ମ୍ୟାଚ ରାଜସ୍ଥାନ ରୟାଲ୍ସ(ଆରଆର) ଏବଂ ଲକ୍ଷ୍ନୌ ସୁପର ଜ୍ୟାଣ୍ଟସ(ଏଳଏସଜି) ମଧ୍ୟରେ ଜୟପୁରର ସାଓ୍ବାଇ ମାନସିଂ ଷ୍ଟାଡିୟମରେ ଖେଳାଯିବ। ଉଭୟ ଦଳ ଚଳିତ ସିଜନରେ ଭଲ ପ୍ରଦର୍ଶନ କରିଛନ୍ତି ଏବଂ...

ଟ୍ରାନ୍ସ ଆଥ୍‌ଲେଟଙ୍କ ଅଂଶଗ୍ରହଣ ଉପରେ ରୋକ୍‌

ମେଲବୋର୍ନ,୧୯।୪(ପି.ଟି.): ଅଷ୍ଟ୍ରେଲିଆନ୍‌ ବାସ୍କେଟବଲ୍‌ ଲିଗ୍‌ରେ ଜଣେ ଟ୍ରାନ୍ସ ଆଥ୍‌ଲେଟଙ୍କ ଅଂଶଗ୍ରହଣ ଉପରେ ରୋକ ଲଗାଇଛି। ଅଷ୍ଟ୍ରେଲୀୟ ମହିଳା ବାସ୍କେଟବଲ ଲିଗ୍‌ର ଦ୍ୱିତୀୟ ଟିଅର ଟୁର୍ନାମେଣ୍ଟରେ ଅଂଶଗ୍ରହଣ ପାଇଁ ଲେକ୍ସି ରୋଜର୍ସ ନାମକ ଜଣେ ମହିଳା ଖେଳାଳି ଆବେଦନ କରିଥିଲେ। ଏକ...

କୋହଲିଙ୍କ ମ୍ୟାଚ୍‌ ଫି’ର ୧୦ ପ୍ରତିଶତ କଟିଲା

ବେଙ୍ଗାଲୁରୁ,୧୯।୪(ପି.ଟି.): ଆଇପିଏଲ୍‌ ଫ୍ରାଞ୍ଚାଇଜି ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(ଆରସିବି) ଖେଳାଳି ବିରାଟ କୋହଲିଙ୍କ ୧୦ ପ୍ରତିଶତ ମ୍ୟାଚ୍‌ ଫି’ କଟାଯାଇଛି। ଆଚରଣବିଧି ଉଲ୍ଲଂଘନ କାରଣରୁ ଏଭଳି ନିଷ୍ପତ୍ତି ନିଆଯାଇଛି। ଚିନ୍ନାସ୍ବାମୀ ଷ୍ଟାଡିୟମରେ ସୋମବାର ଚେନ୍ନାଇ ସୁପରକିଙ୍ଗ୍ସ ବିପକ୍ଷ ମ୍ୟାଚରେ ଏକ ଉଇକେଟ...

ଭେଙ୍କଟରାମ ବୈଷୟିକ ନିର୍ଦ୍ଦେଶକ

ଭୁବନେଶ୍ୱର, ୧୯।୪(କ୍ରୀଡ଼ା ପ୍ରତିନିଧି): ଓଡ଼ିଶା କ୍ରିକେଟ ଏକାଡେମୀର ନୂଆ ବୈଷୟିକ ନିର୍ଦ୍ଦେଶକ ଭାବେ ନିଯୁକ୍ତ ହୋଇଛନ୍ତି ଭି. ଭେଙ୍କଟରାମ। ଓଡ଼ିଶା କ୍ରିକେଟ ଆସୋସିଏଶନ (ଓସିଏ)ର କ୍ରିକେଟ ଆଡ୍‌ଭାଇଜରି କମିଟି (ସିଏସି) ଭେଙ୍କଟରାମଙ୍କୁ ଏହି ନିଯୁକ୍ତି ଦେଇଛି। ସେ ନିଜ କ୍ରିକେଟ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri