ଖେଳ

ଆଜି ନ୍ୟୁଜିଲାଣ୍ଡ ବିପକ୍ଷରୁ ଭାରତର ଅଭିଯାନ ଆରମ୍ଭ

ପ୍ୟାରିସ, ୨୭।୭ : ପ୍ୟାରିସ ଅଲିମ୍ପିକ୍ସରେ ଭାରତୀୟ ହକି ଦଳର ଅଭିଯାନ ଶନିବାର ଆରମ୍ଭ ହେବ। ଟୋକିଓ ଅଲିମ୍ପିକ୍ସ ବ୍ରୋଞ୍ଜ ମେଡାଲିଷ୍ଟ ଭାରତର ପ୍ରଥମ ପ୍ରତିଦ୍ୱନ୍ଦ୍ୱୀ ହେଉଛି ନ୍ୟୁଜିଲାଣ୍ଡ। ‘ପୁଲ୍‌ ଅଫ୍‌ ଡେଥ୍‌’ରେ ସ୍ଥାନ ପାଇଥିଲେ ହେଁ ଭାରତୀୟ ପୁରୁଷ ଦଳ…

୧୭ ଶୁଟରଙ୍କ ପଦାର୍ପଣ

ପ୍ୟାରିସ୍‌,୨୭।୭: ପ୍ୟାରିସ୍‌ ଅଲିମ୍ପିକ୍ସ ୨୦୨୪ ଆରମ୍ଭ ହୋଇସାରିଥିବା ବେଳେ ଶନିବାର ଭାରତୀୟ ଶୁଟିଂ ଦଳ ଏହାର ଅଭିଯାନ ଆରମ୍ଭ କରିବ। ଭାରତ ଅଲିମ୍ପିକ୍ସରେ ସମୁଦାୟ ୩୫ଟି ପଦକ ହାସଲ କରିଥିବା ବେଳେ କେବଳ ଶୁଟିଂରୁ ୪ଟି ପଦକ ରହିଛି। ତେବେ ବିଗତ…

ଭବିଷ୍ୟତରେ ଟିମ୍‌ ଇଣ୍ଡିଆର ୩ ଫର୍ମାଟର ଅଧିନାୟକ ହେବେ ଗିଲ! ଟି୨୦- ଦିନିକିଆ ପରେ ଏବେ…

ନୂଆଦିଲ୍ଲୀ,୨୬।୭: ଭାରତୀୟ କ୍ରିକେଟ ଟିମ୍‌ର ୨୪ ବର୍ଷୀୟ ଓପନର ବ୍ୟାଟ୍ସମ୍ୟାନ୍‌ ଶୁଭମନ ଗିଲଙ୍କୁ ନିକଟରେ ଶ୍ରୀଲଙ୍କା ଗସ୍ତ ଲାଗି ଦିନିକିଆ ଏବଂ ଟି୨୦ରେ ଭାରତର ଉପଅଧିନାୟକ ନିଯୁକ୍ତ କରାଯାଇଛି। ସୂର୍ଯ୍ୟକୁମାର ଯାଦବଙ୍କୁ ଏହି ସିରିଜ ଲାଗି ଟି୨୦ ଅଧିନାୟକ ଏବଂ ରୋହିତଙ୍କୁ…

ବାଂଲାଦେଶକୁ ହରାଇ ଫାଇନାଲରେ ଭାରତ

ଦାମ୍ବୁଲା,୨୬ା୭: ବାଂଲାଦେଶକୁ ୧୦ ଉଇକେଟରେ ପରାସ୍ତ କରି ଗତଥରର ଚାମ୍ପିୟନ ଭାରତ ମହିଳା ଟି୨୦ କ୍ରିକେଟ ଏସିଆ କପ୍‌ ଟୁର୍ନାମେଣ୍ଟର ଫାଇନାଲରେ ପ୍ରବେଶ କରିଛି। ପ୍ରଥମେ ପେସ୍‌ ବୋଲର ରେଣୁକା ଠାକୁର ସିଂଙ୍କ ୩ ଉଇକେଟ ସଫଳତା ଏବଂ ପରେ ସ୍ମୃତି…

କ୍ୟାପ୍ଟେନ୍‌ଙ୍କ ଆଗରେ ରେକର୍ଡ ଭାଙ୍ଗିଲେ ଏହି ଖେଳାଳି, ହେଲେ ନମ଼୍ବର ୧

ନୂଆଦିଲ୍ଲୀ, ୨୬।୦୭: ଭାରତୀୟ ମହିଳା କ୍ରିକେଟ୍‌ ଟିମ୍‌ରେ ଟି-୨୦ ଅନ୍ତର୍ଜାତୀୟ ଫର୍ମାଟ୍‌ରେ ସବୁଠାରୁ ଅଧିକ ରନ୍‌ କରିଥିବା ଖେଳାଳି ଭାବେ ବ୍ୟଟ୍ସମ୍ୟାନ୍‌ ହରମନ୍‌ପ୍ରୀତ କୌରଙ୍କ ନାମରେ ରେକର୍ଡ ରହିଥିଲା । ହେଲେ ବର୍ତ୍ତମାନ ଏହି ରେକର୍ଡ ଭାଙ୍ଗିଛି । ସ୍ମୃତି ମାନ୍ଧନା…

‘କ୍ରିକେଟ କେବଳ ଏକ ଖେଳ, ଜୀବନ ନୁହେଁ…’ ଅଧିନାୟକ ହେବା ପରେ…

ନୂଆଦିଲ୍ଲୀ,୨୬।୭:ଶ୍ରୀଲଙ୍କା ବିପକ୍ଷରେ ଭାରତୀୟ କ୍ରିକେଟ ଟିମ୍‌ ପ୍ରଥମ ମ୍ୟାଚ୍‌ ଜୁଲାଇ ୨୭,୨୦୨୪ରୁ ଖେଳିବ। ମ୍ୟାଚ୍‌ ପୂର୍ବରୁ ଭାରତୀୟ ଟି୨୦ ଟିମ୍‌ର ନବନିଯୁକ୍ତ ଅଧିନାୟକ ସୂର୍ଯ୍ୟକୁମାର ଯାଦବ କହିଛନ୍ତି ଯେ ସେ ମଇଦାନରେ ଅଧିନାୟକ ଦାୟିତ୍ୱ ତୁଲାଇବାର ମଜା ନେଇଛନ୍ତି । ଏହାଛଡ଼ା…

ବାଂଲାଦେଶକୁ ହରାଇ ଫାଇନାଲ୍‌ରେ ପ୍ରବେଶ କଲା ଭାରତ, ପାକିସ୍ତାନ ସହ ହୋଇପାରେ ବଡ଼ ମୁକାବିଲା

ନୂଆଦିଲ୍ଲୀ,୨୬।୦୭: ବାଂଲାଦେଶକୁ ୧୦ ୱିକେଟ୍‌ରେ ହରାଇ ଭାରତୀୟ ଟିମ୍‌ ମହିଳା ଏସିଆ କପ୍‌ର ଫାଇନାଲ୍‌ରେ ପ୍ରବେଶ କରିଛି । ଫାଇନାଲ୍‌ରେ ଇଣ୍ଡିଆ ଟିମ୍‌ ପାକିସ୍ତାନକୁ ଭେଟିପାରେ । ସେମିଫାଇନାଲରେ ପାକିସ୍ତାନୀ ଦଳ ଆୟୋଜକ ଶ୍ରୀଲଙ୍କାକୁ ଭେଟିବ । ବାଂଲାଦେଶର ୮୧ ରନର ଲକ୍ଷ୍ୟକୁ…

ଅଲିମ୍ପିକ୍ସରେ ଏହି ଖେଳାଳି ଜିତିବେ ପଦକ: ପ୍ରକାଶ ପାଦ୍ୟୁକୋନ କଲେ ଭବିଷ୍ୟବାଣୀ

ନୂଆଦିଲ୍ଲୀ,୨୬।୭: ଭେଟେରାନ ବ୍ୟାଡମିଣ୍ଟନ ଖେଳାଳି ତଥା ଟପ ସଟଲର ପି.ଭି ସିନ୍ଧୁଙ୍କୁ ନେଇ ବଡ଼ ଭବିଷ୍ୟବାଣୀ କରିଛନ୍ତି କୋଚ ପ୍ରକାଶ ପାଦୁକୋନ। ପ୍ୟାରିସ ଅଲିମ୍ପିକ୍ସରେ ବ୍ୟାଡମିଣ୍ଟନରେ ତିନୋଟି ପଦକ ଜିତିବାର ଭାରତ ପାଖରେ ଏକ ବଡ଼ ସୁଯୋଗ ରହିଛି ଏବଂ ଏଥିରେ…

ମୁମ୍ବାଇରେ ରୋହିତ-ପାଣ୍ଡ୍ୟାଙ୍କ ଅଧିନାୟକ ବିବାଦକୁ ନେଇ ବଡ଼ ପୋଲ୍‌ ଖୋଲିଦେଲେ ବୁମ୍‌ରା, ଭୁଲ୍‌ରେ କହିଦେଲେ…

ନୂଆଦିଲ୍ଲୀ,୨୬।୭: ଆଇପିଏଲ ୨୦୨୪ ସମୟରେ ମୁମ୍ବାଇ ଇଣ୍ଡିଆନ୍ସରେ ବହୁତ କିଛି ଦେଖିବାକୁ ମିଳିଥିଲା। ମୁମ୍ବାଇ ପାଞ୍ଚ ଥର ଟାଇଟଲ ଜିତିଥିବା ଅଧିନାୟକ ରୋହିତ ଶର୍ମାଙ୍କୁ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସ୍ଥାନ ଦେଇଥିଲା। ମୁମ୍ବାଇ ଗୁଜରାଟ ଟାଇଟାନ୍ସରୁ ହାର୍ଦ୍ଦିକଙ୍କୁ ଦଳରେ ଯୋଡିଥିଲା। ହାର୍ଦ୍ଦିକଙ୍କୁ ଅଧିନାୟକ…

ଆମେ ବହୁତ ଭଲ ଲୋକ, ଦୟାକରି ପାକିସ୍ତାନ ଆସନ୍ତୁ: ଭାରତକୁ ଏମିତି ଅନୁରୋଧ କଲେ ପାକିସ୍ତାନ ଖେଳାଳି

ଇସଲାମାବାଦ୍‌,୨୬।୭: ପାକିସ୍ତାନ ଚାମ୍ପିଅନ୍ସ ଟ୍ରଫି ୨୦୨୫ ଆୟୋଜନ କରୁଛି। କିନ୍ତୁ ଟିମ ଇଣ୍ଡିଆ କୌଣସି ମୂଲ୍ୟରେ ଟୁର୍ନାମେଣ୍ଟ ପାଇଁ ପାକିସ୍ତାନ ଗସ୍ତ କରିବାକୁ ରାଜି ନୁହେଁ। ଏନେଇ ସମସ୍ତ ପାକିସ୍ତାନୀ କ୍ରିକେଟର ନିଜର ମତ ରଖିଛନ୍ତି। କେହି କେହି କହିଛନ୍ତି ଯେ…

ରାହୁଲ ଦ୍ରାବିଡଙ୍କ ପୁଅଙ୍କୁ ମିଳିଲା ବଡ଼ ଅଫର୍‌: ଏବେ ଏହି ଦଳ ପାଇଁ ଖେଳିବେ

ବେଙ୍ଗାଲୁରୁ,୨୬।୭: ଟିମ ଇଣ୍ଡିଆର ପୂର୍ବତନ ମୁଖ୍ୟ କୋଚ ରାହୁଲ ଦ୍ରାବିଡ ତାଙ୍କ କ୍ରିକେଟ କ୍ୟାରିୟରରେ ଏପର୍ଯ୍ୟନ୍ତ ଭାରତୀୟ କ୍ରିକେଟ ପାଇଁ ଅନେକ ଅବଦାନ ରଖିଛନ୍ତି। ତାଙ୍କ ବଡ଼ ପୁଅ ସମିତ ଦ୍ରାବିଡ ମଧ୍ୟ କ୍ରିକେଟରେ ନିଜର କ୍ୟାରିୟର କରୁଛନ୍ତି। କର୍ନାଟକରେ ଆୟୋଜିତ…

କୋରିଆ ଖେଳାଳିଙ୍କୁ ଟ୍ରେନିଂ ଦେଇ ବିବାଦରେ ଅଷ୍ଟ୍ରେଲିଆ କୋଚ୍‌

ପ୍ୟାରିସ୍‌,୨୬ା୭(ପି.ଟି.): ପ୍ୟାରିସ୍‌ ଅଲିମ୍ପିକ୍ସ ପୂର୍ବରୁ ଅଷ୍ଟ୍ରେଲିଆର ଜଣେ ସୁଇମିଂ କୋଚ୍‌ ସମାଲୋଚନାର ଶିକାର ହୋଇଛନ୍ତି। ନିଜ ଦଳର ଖେଳାଳିଙ୍କୁ ପ୍ରଶିକ୍ଷଣ ନ ଦେଇ କୋରିଆ ଖେଳାଳିଙ୍କୁ ପ୍ରଶିକ୍ଷଣ ଦେଇ ବିବାଦ ଘେରକୁ ଆସିଛନ୍ତି କୋଚ୍‌ ମାଇକେଲ୍‌ ପାଲଫ୍ରେ। ଏହି ଘଟଣାକୁ ଅଷ୍ଟ୍ରେଲିଆ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri