ଖେଳ

ବ୍ରିସ୍‌ବେନ୍‌ ଟେଷ୍ଟ ପୂର୍ବରୁ ନେଟ୍ସରେ ଝାଳ ବୁହାଇଲେ କୋହଲି-ରୋହିତ

ଆଡିଲେଡ୍‌, ୧୧ା୧୨ (ପି.ଟି.): ପିଙ୍କ୍‌ ବଲ୍‌ ଟେଷ୍ଟରେ ଲଜ୍ଜାଜନକ ପରାଜୟ ପରେ ଚଳିତ ବର୍ଡର-ଗାଭାସ୍କର ଟ୍ରଫିରେ ସିରିଜକୁ ପ୍ରତ୍ୟାବର୍ତ୍ତନ କରିବା ଲକ୍ଷ୍ୟରେ ରହିଛି ଭାରତ। ରୋହିତ ଶର୍ମା ଓ ବିରାଟ କୋହଲିଙ୍କ ନେତୃତ୍ୱରେ ବ୍ୟାଟରମାନେ ଏଠାରେ ମଙ୍ଗଳବାର ଅନୁଷ୍ଠିତ ନେଟ୍‌ ସେସନରେ…

ବିନା ମ୍ୟାଚ୍‌ ଖେଳି ବିଶ୍ୱରେକର୍ଡ କଲା ଭାରତ: ୨୦୦ ଦିନ ପୂର୍ବରୁ…

ନୂଆଦିଲ୍ଲୀ,୧୧।୧୨: ଭାରତୀୟ କ୍ରିକେଟ ଦଳ ବର୍ତ୍ତମାନ ବର୍ଡର-ଗାଭାସ୍କର ଟ୍ରଫିରେ ବ୍ୟସ୍ତ ଅଛି। ଉଭୟ ଭାରତ ଏବଂ ଅଷ୍ଟ୍ରେଲିଆ ଗୋଟିଏ ମ୍ୟାଚ୍‌ ଜିତିଛନ୍ତି। ଏହି ସିରିଜର ଶେଷ ମ୍ୟାଚ ଜାନୁଆରୀ ୩ରୁ ସିଡନୀରେ ଖେଳାଯିବ। ଆସନ୍ତା ବର୍ଷ ଜୁନ୍‌ରେ ଟିମ ଇଣ୍ଡିଆ ଇଂଲଣ୍ଡ…

ଆହତ ହେଲେ ପନ୍ତ, ଗାବା ଟେଷ୍ଟ ପୂର୍ବରୁ ଆସିଲା ଏମିତି ଖବର

ନୂଆଦିଲ୍ଲୀ,୧୦।୧୨: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯାଉଥିବା ବର୍ଡର-ଗାଭାସ୍କର ସିରିଜର ତୃତୀୟ ଟେଷ୍ଟ ମ୍ୟାଚ ଗାବାରେ ଖେଳାଯିବାକୁ ଯାଉଛି, ଯେଉଁଥିପାଇଁ ସମସ୍ତେ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। କିନ୍ତୁ, ଏହି ମ୍ୟାଚ ଆରମ୍ଭ ପୂର୍ବରୁ ଅଭ୍ୟାସ ଅଧିବେଶନରେ ଋଷଭ ଆହତ ହେବାପରେ…

ଡବ୍ଲ୍ୟୁଟିସି ଫାଇନାଲ ଖେଳିବା ଆଶାରେ ଦକ୍ଷିଣ ଆଫ୍ରିକାର

ଜିକ୍‌ବରା,୯ା୧୨: ସ୍ଥାନୀୟ ସେଣ୍ଟ ଜର୍ଜ ପାର୍କଠାରେ ଅନୁଷ୍ଠିତ ଦ୍ୱିତୀୟ କ୍ରିକେଟ ଟେଷ୍ଟରେ ଦକ୍ଷିଣ ଆଫ୍ରିକା ୧୦୯ ରନ୍‌ରେ ଶ୍ରୀଲଙ୍କାକୁ ପରାସ୍ତ କରି ୨-୦ରେ ସିରିଜ ବିଜୟ ହୋଇଛି। ଏଥିସହିତ ପ୍ରଥମ ଥର ଓ୍ବାଲର୍‌ଡ ଟେଷ୍ଟ ଚାମ୍ପିୟନଶିପ୍‌(ଡବ୍ଲ୍ୟୁଟିସି) ଫାଇନାଲ ଖେଳିବା ଲାଗି ଦଳର…

ପଡ଼ିଆରେ ଝଗଡା କରି ସିରାଜ-ହେଡ୍‌ଙ୍କୁ ପଡ଼ିଲା ମହଙ୍ଗା: ଲାଗିଲା ଜୋରିମନା

ଆଡିଲେଡ,୯।୧୨: ଆଡିଲେଡ ଟେଷ୍ଟ ସମୟରେ ଟିମ ଇଣ୍ଡିଆର ଦ୍ରୁତ ବୋଲର ମହମ୍ମଦ ସିରାଜ ଏବଂ ଅଷ୍ଟ୍ରେଲୀୟ ବ୍ୟାଟ୍ସମ୍ୟାନ ଟ୍ରାଭିସ ହେଡଙ୍କ ମଧ୍ୟରେ ବାକ୍‌ଯୁଦ୍ଧ ଲାଗି ରହିଥିଲା। ହେଡଙ୍କୁ ଆଉଟ୍‌ କରିବା ପରେ ସିରାଜ ଆକ୍ରମଣାତ୍ମକ ଶୈଳୀ ପ୍ରଦର୍ଶନ କରିଥିଲେ। ହେଡ୍‌ ମଧ୍ୟ…

ମହମ୍ମଦ ସିରାଜ- ଟ୍ରାଭିସ ହେଡ୍‌ଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନେବ ଆଇସିସି! ମ୍ୟାଚ ସମୟରେ କରିଥିଲେ ଏମିତି କାମ

ନୂଆଦିଲ୍ଲୀ,୯।୧୨: ବ୍ରିସବେନ ଟେଷ୍ଟ ପୂର୍ବରୁ ମହମ୍ମଦ ସିରାଜ ଏବଂ ଟ୍ରାଭିସ ହେଡ୍‌ଙ୍କ ମଧ୍ୟରେ ହୋଇଥିବା ବିବାଦ ବନ୍ଦ ହେବାର କୌଣସି ନା ନେଉନାହିଁ। ବାସ୍ତବରେ, ଆଡିଲେଡରେ ଖେଳାଯାଇଥିବା ବର୍ଡର-ଗାଭାସ୍କର ଟ୍ରଫିର ଦ୍ୱିତୀୟ ଟେଷ୍ଟ ମ୍ୟାଚ ସମୟରେ ଭାରତୀୟ ଦ୍ରୁତ ବୋଲର ମହମ୍ମଦ…

ଆଡିଲେଡ ଟେଷ୍ଟ ହାରିବାର ଅସଲ କାରଣ କହିଲେ ରୋହିତ ଶର୍ମା

ଆଡିଲେଡ,୮।୧୨: ଆଡିଲେଡ ଓଭାଲରେ ଅଷ୍ଟ୍ରେଲିଆ ହାତରେ ଭାରତ ପରାଜୟର ସମ୍ମୁଖୀନ ହୋଇଛି। ବର୍ତ୍ତମାନ ସିରିଜର ତୃତୀୟ ଟେଷ୍ଟ ମ୍ୟାଚ ୧୪ ଡିସେମ୍ବରରୁ ଖେଳାଯିବ। ପିଙ୍କ ବଲ ଟେଷ୍ଟରେ ପରାଜୟ ସହ ଭାରତୀୟ ଦଳ ହାତରୁ ଅଗ୍ରଣୀ ହେବାର ଆଶା ମଉଳି ଯାଇଛି।…

କୋହଲିଙ୍କୁ ନେଇ ଏମିତି କମେଣ୍ଟ କଲେ ଗାଭାସ୍କର, କ୍ରିକେଟ ଜଗତରେ ଉଠିଲା ଝଡ଼

ନୂଆଦିଲ୍ଲୀ,୭।୧୨: ଅଷ୍ଟ୍ରେଲିଆ ବିପକ୍ଷରେ ପର୍ଥ ଟେଷ୍ଟ ମ୍ୟାଚରେ ବିରାଟ କୋହଲି ଶତକ ସହ ଫର୍ମକୁ ଫେରିଥିଲେ। ଆଡିଲେଡରେ ଅନୁଷ୍ଠିତ ଦ୍ୱିତୀୟ ମ୍ୟାଚରେ ପ୍ରଶଂସକମାନେ ତାଙ୍କଠାରୁ ସମାନ ବ୍ୟାଟିଂ ଆଶା କରୁଥିଲେ, ଯାହା ମଧ୍ୟ ତାଙ୍କର ଫେବରେଟ ଗ୍ରାଉଣ୍ଡ। କିନ୍ତୁ ଏହା ଘଟିଲା…

ଟ୍ରାଭିସ ହେଡଙ୍କୁ କାହିଁକି ଗାଳିଦେଲେ ମହମ୍ମଦ ସିରାଜ? ଭାଇରାଲ ହେଉଛି ଭିଡିଓ

ନୂଆଦିଲ୍ଲୀ,୭।୧୨: ଆଡିଲେଡରେ ଖେଳାଯାଉଥିବା ଦିନରାତି ଟେଷ୍ଟ ମ୍ୟାଚରେ ଅଷ୍ଟ୍ରେଲୀୟ ବ୍ୟାଟ୍ସମ୍ୟାନ ଟ୍ରାଭିସ ହେଡ ଏକ ଚମତ୍କାର ଶତକ ଖେଳିଥିଲେ। ଏହି ଇନିଂସ ଭାରତର ଚିନ୍ତାକୁ ବଢାଇ ଦେଇଥିଲା। ହେଡଙ୍କ ଶତକ ସହିତ ଅଷ୍ଟ୍ରେଲିଆ ଭାରତ ଉପରେ ଅଗ୍ରଣୀ ହାସଲ କରିଛି ଏବଂ…

ଟ୍ରାଭିସ ହେଡଙ୍କ ଚମତ୍କାର ଶତକ: ଅଷ୍ଟ୍ରେଲିଆ ୩୩୭ ରନରେ ଅଲଆଉଟ୍‌

ଆଡିଲେଡ,୭।୧୨: ବର୍ଡର-ଗାଭାସ୍କର ଟ୍ରଫିର ଦ୍ୱିତୀୟ ଟେଷ୍ଟରେ ଅଷ୍ଟ୍ରେଲିଆ ପ୍ରଥମ ଇନିଂସରେ ୩୩୭ ରନରେ ଅଲଆଉଟ୍‌ ହୋଇଛି। ଭାରତ ପ୍ରଥମ ଇନିଂସରେ ୧୮୦ ରନ ସଂଗ୍ରହ କରିଥିଲା। ଏହି ପରିପ୍ରେକ୍ଷୀରେ ଅଷ୍ଟ୍ରେଲିଆ ୧୫୭ ରନର ଅଗ୍ରଣୀ ରହିଛି। ଅଷ୍ଟ୍ରେଲିଆ ପକ୍ଷରୁ ଟ୍ରାଭିସ ହେଡ…

ଷ୍ଟାର୍କଙ୍କ ଆଗରେ ଆତ୍ମସମର୍ପଣ କଲେ ଭାରତୀୟ ବ୍ୟାଟର୍‌

ଆଡିଲେଡ,୬।୧୨: ବର୍ଡର-ଗାଭାସ୍କର ଟେଷ୍ଟ ସିରିଜ୍‌ର ଦ୍ୱିତୀୟ ମ୍ୟାଚ୍‌ରେ ଟସ ଜିତି ପ୍ରଥମେ ବ୍ୟାଟିଂ କରିଥିବା ଟିମ ଇଣ୍ଡିଆର ପ୍ରଥମ ଇନିଂସ ୧୮୦ ରନ୍‌ରେ ଅଲଆଉଟ୍‌ ହୋଇଯାଇଛି। ନୀତୀଶ ରେଡ୍ଡୀ ସର୍ବାଧିକ ୪୨ ରନ ସ୍କୋର କରିଥିବାବେଳେ କେଏଲ ରାହୁଲ ୩୭ ରନ…

ମିଚେଲ ଷ୍ଟାର୍କଙ୍କ ଚମତ୍କାର ବୋଲିଂ: ଭୁଶୁଡିଲା ଟିମ୍‌ ଇଣ୍ଡିଆର ଟପ୍‌ ଅର୍ଡର

ଆଡିଲେଡ,୬।୧୨: ଆଡିଲେଡରେ ଖେଳାଯାଉଥିବା ବର୍ଡର-ଗାଭାସ୍କର ଟ୍ରଫିରେ ଟିମ ଇଣ୍ଡିଆର ଆରମ୍ଭ କିଛି ବିଶେଷ ନ ଥିଲା। ପ୍ରଥମ ଅଧିବେଶନରେ ଦଳ ଚାରିଟି ଉଇକେଟ ହରାଇଥିଲା। ମିଚେଲ ଷ୍ଟାର୍କ ଭାରତୀୟ ଟପ ଅର୍ଡର ଧ୍ୱସ୍ତ କରିଛନ୍ତି। ଷ୍ଟାର୍କ ପ୍ରଥମ ୩ଟି ଉଇକେଟ ନେଇଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?