ଖେଳ

ଓଡ଼ିଶାର ପ୍ରତୀକଙ୍କୁ ସ୍ବର୍ଣ୍ଣ

ଭୁବନେଶ୍ୱର, ୧୯।୬(ତପନ ସ୍ବାଇଁ): ଛତିଶଗଡ଼ର ବିଳାସପୁରସ୍ଥିତ ବାହତରାଇ ଆଥଲେଟିକ୍ସ ଷ୍ଟାଡିୟମରେ ସୋମବାର ଶେଷ ହୋଇଥିବା ୧୯ଶ ଜାତୀୟ ଯୁବ ଆଥଲେଟିକ୍ସ ଚାମ୍ପିୟନଶିପ୍‌ରେ ସ୍ବର୍ଣ୍ଣ ପଦକ ହାସଲ କରିଛନ୍ତି ଓଡ଼ିଶାର ପ୍ରତୀକ ମହାରଣା। ତୃତୀୟ ତଥା ଅନ୍ତିମ ଦିବସରେ ଅନୁଷ୍ଠିତ ବାଳକ ୨୦୦…

ଆର୍ମେନିଆରେ ଟାଇଟଲ ଜିତିଲେ ଏରିଗାସି

ନୂଆଦିଲ୍ଲୀ, ୧୯ା୬(ପି.ଟି.): ଭାରତୀୟ ଗ୍ରାଣ୍ଡମାଷ୍ଟର ଅର୍ଜୁନ ଏରିଗାସିଙ୍କଠାରୁ ଆଉ ଏକ ଚମତ୍କାର ପ୍ରଦର୍ଶନ ଦେଖିବାକୁ ମିଳିଛି। ଆର୍ମେନିଆର ଜର୍ମୁକ୍‌ଠାରେ ମଙ୍ଗଳବାର ଶେଷ ହୋଇଥିବା ଆଭାଜ୍ଞାନ ମେମୋରିଆଲ ଚେସ୍‌ ଟୁର୍ନାମେଣ୍ଟର ଟାଇଟଲ ବିଜୟୀ ହୋଇଛନ୍ତି। ଫାଇନାଲ ରାଉଣ୍ଡରେ ସେ ସ୍ଥାନୀୟ ଖେଳାଳି ମାନୁଆଲ…

ଲିଗ୍‌ ପର୍ଯ୍ୟାୟ ଶେଷ, ଆଜିଠୁ ସୁପର-୮

ଗ୍ରସ୍‌ ଆଇଲେଟ୍‌,୧୯ା୬(ପି.ଟି.): ଟି୨୦ ବିଶ୍ୱକପ୍‌ର ଲିଗ୍‌ ପର୍ଯ୍ୟାୟ ମଙ୍ଗଳବାର ଶେଷ ହୋଇଛି। ନିକୋଲାସ୍‌ ପୁରନଙ୍କ ୯୮ ରନ୍‌ ବଳରେ ଆଫଗାନିସ୍ତାନକୁ ୧୦୪ ରନ୍‌ରେ ପରାସ୍ତ କରିଛି ଓ୍ବେଷ୍ଟଇଣ୍ଡିଜ୍‌। ପ୍ରଥମେ ବ୍ୟାଟିଂ କରିଥିବା ଓ୍ବେଷ୍ଟଇଣ୍ଡିଜ୍‌ ୨୦ ଓଭରରେ ୫ ଉଇକେଟ ହରାଇ ୨୧୮…

ଟିମ୍‌ ଇଣ୍ଡିଆ ହେଡ୍‌ କୋଚ୍‌ ପାଇଁ ସାକ୍ଷାତକାର ଦେଲେ ଗମ୍ଭୀର, ଖୁବ୍‌ଶୀଘ୍ର ହୋଇପାରେ ଘୋଷଣା

ନୂଆଦିଲ୍ଲୀ,୧୮।୬: ଟିମ୍‌ ଇଣ୍ଡିଆର ଆଗାମୀ ହେଡ୍‌ କୋଚ୍‌ ହେବେ ଗୌତମ ଗମ୍ଭୀର। ଏହା ସ୍ପଷ୍ଟ ହୋଇଥିଲେ ହେଁ କୋଚ୍‌ ନିଯୁକ୍ତି ନେଇ ସମସ୍ତ ପ୍ରକ୍ରିୟାକୁ ଅନୁସରଣ କରୁଛି ବିସିସିଆଇ। ଏକମାତ୍ର ଆବେଦନକାରୀ ହୋଇଥିଲେ ହେଁ ଗମ୍ଭୀରଙ୍କ ସାକ୍ଷାତକାର ନିଆଯାଉଛି। ମଙ୍ଗଳବାର ଗମ୍ଭୀର…

ୟୁରୋ କପ୍‌ ଫୁଟବଲ ଫ୍ରାନ୍ସ, ସ୍ଲୋଭାକିଆ ବିଜୟୀ: ମ୍ୟାଚ୍‌ରେ ଆହତ ହୋଇଛନ୍ତି ଏମ୍‌ବାପେ

ଡସେଲ୍‌ଡର୍ଫ,୧୮ା୬: ଜର୍ମାନରେ ଅନୁଷ୍ଠିତ ୟୁରୋ କପ୍‌ ଫୁଟବଲ ୨୦୨୪ରେ ଫ୍ରାନ୍ସ ଓ ସ୍ଲୋଭାକିଆ ବିଜୟୀ ହୋଇଛନ୍ତି। ମାକ୍ସିମିଲିଆନ୍‌ ଓବରଙ୍କ ଆତ୍ମଘାତୀ ଗୋଲ ବଳରେ ଫ୍ରାନ୍ସ ୧-୦ରେ ଅଷ୍ଟ୍ରିଆକୁ ପରାସ୍ତ କରି ଏହାର ଅଭିଯାନ ଆରମ୍ଭ କରିଛି। ଅନ୍ୟ ପକ୍ଷରେ ଶକ୍ତିଶାଳୀ ବେଲଜିୟମକୁ…

ଟି-୨୦ରେ ବିଶ୍ୱରେକର୍ଡ କଲେ ଏହି ବୋଲର୍‌

ତ୍ରିନିଦାଦ,୧୮ା୬: ଲୋକି ଫର୍ଗୁସନଙ୍କ ବିଶ୍ୱ ରେକର୍ଡ ସହିତ ଅନ୍ତିମ ଗ୍ରୁପ୍‌ ମ୍ୟାଚରେ ପପୁଆ ନ୍ୟୁ ଗିନି(ପିଏନ୍‌ଜି)କୁ ୭ ଉଇକେଟରେ ପରାସ୍ତ କରିଛି ନ୍ୟୁଜିଲାଣ୍ଡ। ଟସ୍‌ ହାରି ପ୍ରଥମେ ବ୍ୟାଟିଂ କରିଥିବା ପିଏନ୍‌ଜି ୧୯.୪ ଓଭରରେ ୭୮ ରନ୍‌ କରି ଅଲଆଉଟ ହୋଇଥିଲା।…

ସୁପର-୮ ଲାଇନ୍‌ଅପ୍‌ ଚୂଡ଼ାନ୍ତ

ସେଣ୍ଟ ଭିନ୍‌ସେଣ୍ଟ, ୧୮ା୬ (ପି.ଟି.): ଟି୨୦ ବିଶ୍ୱକପରେ ସୋମବାର ବାଂଲାଦେଶ ୨୧ ରନ୍‌ରେ ନେପାଳକୁ ପରାସ୍ତ କରିଛି। ଶେଷ ଦଳ ଭାବେ ସୁପର-୮ରେ ପ୍ରବେଶ କରିଥିବା ବେଳେ ଲାଇନ୍‌ ଅପ୍‌ ମଧ୍ୟ ଚୂଡାନ୍ତ ହୋଇଛି। ସେଣ୍ଟ ଭିନ୍‌ସେଣ୍ଟରେ ଖେଳାଯାଇଥିବା ଲୋ ସ୍କୋରିଂ…

ଶ୍ରୀଲଙ୍କାର ସହଜ ବିଜୟ

ଗ୍ରସ୍‌ ଆଇଲେଟ୍‌, ୧୮ା୬ (ପି.ଟି.): ଟି୨୦ ବିଶ୍ୱକପରେ ସୋମବାର ଅନ୍ତିମ ଲିଗ୍‌ ମ୍ୟାଚ୍‌ରେ ନେଦରଲାଣ୍ଡ୍ସକୁ ୮୩ ରନ୍‌ରେ ପରାସ୍ତ କରିଛି ଶ୍ରୀଲଙ୍କା। ଉଭୟ ଦଳ ସୁପର-୮ ଦୌଡରୁ ବାଦ୍‌ ପଡି ସାରିଥିବା ବେଳେ ଶ୍ରୀଲଙ୍କା ପ୍ରଥମେ ବ୍ୟାଟିଂ କରିଥିଲା। ୬ ଉଇକେଟ…

ସୁପର-୮ ପର୍ଯ୍ୟାୟ ପୂର୍ବରୁ କ୍ରିକେଟ୍‌ ନୁହେଁ, ଏହି ଗେମ୍‌ ଖେଳିଲେ ଟିମ୍‌ ଇଣ୍ଡିଆର ଖେଳାଳି

ନୂଆଦିଲ୍ଲୀ,୧୭।୬: ଭାରତୀୟ ଦଳ ଟି-୨୦ ବିଶ୍ୱକପ ୨୦୨୪ରେ ଚମତ୍କାର ପ୍ରଦର୍ଶନ କରିଛି। ରୋହିତ ଶର୍ମାଙ୍କ ଅଧିନାୟକତ୍ୱରେ ଭାରତୀୟ ଦଳ କ୍ରମାଗତ ତିନିଟି ମ୍ୟାଚ ଜିତି ସୁପର-୮ରେ ସ୍ଥାନ ପାଇଛି। ଭାରତୀୟ ଦଳ ସୁପର-୮ ପାଇଁ ଗ୍ରୁପ-୧ରେ ଅଛି। ଏଠାରେ ଭାରତୀୟ ଦଳ…

ଫାଦର୍ସ ଡେ’ରେ କୋହଲିଙ୍କୁ ମିଳିଲା ବଡ଼ ଉପହାର: ଫଟୋ ଶେୟାର କଲେ ଅନୁଷ୍କା

ଆଜିକାଲି ଅଭିନେତ୍ରୀ ଅନୁଷ୍କା ଶର୍ମା ନିଜ ପିଲାମାନଙ୍କ ସହ ନ୍ୟୁୟର୍କରେ ଅଛନ୍ତି। ତାଙ୍କ ସ୍ବାମୀ ତଥା କ୍ରିକେଟର ବିରାଟ କୋହଲିଙ୍କୁ ଟି-୨୦ ବିଶ୍ୱକପରେ ସମର୍ଥନ କରିବାକୁ ସେମାନେ ସେଠାରେ ପହଞ୍ଚିଛନ୍ତି। ତେବେ ଫାଦର୍ସ ଡେ’ ଅବସରରେ କୋହଲିଙ୍କ ଏକ ବଡ଼ ଉପହାର…

ଟି-୨୦ ବିଶ଼୍ବକପ୍‌: ସୁପର ୮ରେ ଭାରତ, ଜାଣନ୍ତୁ କେବେ କାହାକୁ ଭେଟିବ

ନୂଆଦିଲ୍ଲୀ, ୧୭।୬: ଜାରି ରହିଥିବା ଟି-୨୦ ବିଶ଼୍ବକପ୍‌ରେ ଭାରତ ସୁପର-୮ରେ ସ୍ଥାନ ପକ୍କା କରିସାରିଛି । ଏ ପର୍ଯ୍ୟନ୍ତ ୩୮ଟି ମ୍ୟାଚ୍‌ ଖେଳାଯାଇଥିବା ବେଳେ ଆଜି ନ୍ୟୁଜିଲ୍ୟାଣ୍ଡ ଏବଂ ପାପୁଆ ନ୍ୟୁ ଗିନି ମଧ୍ୟରେ ଟକ୍କର ହେବ । ୧୮ ଜୁନ୍‌ରେ…

ବିଜୟ ସହ ଟି-୨୦ ବିଶ୍ୱକପ୍‌ରୁ ବିଦାୟ ନେଲା ପାକିସ୍ତାନ

ଫ୍ଳୋରିଡା,୧୭ା୬: ପାକିସ୍ତାନ ଅନ୍ତିମ ଗ୍ରୁପ୍‌ ମ୍ୟାଚ୍‌ରେ ଆୟର୍ଲାଣ୍ଡକୁ ୩ ଉଇକେଟରେ ପରାସ୍ତ କରି ଟି୨୦ ବିଶ୍ୱକପ ଅଭିଯାନ ଶେଷ କରିଛି। ଆୟର୍ଲାଣ୍ଡ ପ୍ରଥମେ ବ୍ୟାଟିଂ କରି ୨୦ ଓଭରରେ ୯ ଉଇକେଟ ହରାଇ ୧୦୬ ରନ୍‌ କରିଥିଲା। ଜବାବରେ ପାକିସ୍ତାନ ୧୮.୫…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri