ହାଇବ୍ରିଡ୍ ମଡେଲ ପାଇଁ ରାଜି ହେଲା ପାକିସ୍ତାନ, କିନ୍ତୁ ଭାରତକୁ ଲାଗିଲା ବଡ଼ ଝଟକା
ମୁମ୍ବାଇ,୬।୧୨: ପାକିସ୍ତାନରେ ଚାମ୍ପିୟନ୍ସ ଟ୍ରଫି ଆୟୋଜନ ହେବାର ରାସ୍ତା ଏକ ପ୍ରକାର ପରିସ୍କାର ହୋଇଛି। କିନ୍ତୁ ଏହା ସମୁର୍ଣ୍ଣ ଭାବେ ପାକିସ୍ତାନରେ ଆୟୋଜିତ ହେବନାହିଁ। ଭାରତ ପାକିସ୍ତାନ ଗସ୍ତ ନ କରୁଥିବାରୁ ହାଇବ୍ରିଡ୍ ମଡେଲରେ ଏହା ଅନୁଷ୍ଠିତ ହେବ। ଭାରତ ଏହାର…
ଟସ୍ ଜିତିଲା ଭାରତ: ଦଳରେ ବଡ଼ ପରିବର୍ତ୍ତନ କଲେ ରୋହିତ ଶର୍ମା
ଆଡିଲେଡ୍,୬।୧୨: ବର୍ଡର-ଗାଭାସ୍କର ଟେଷ୍ଟ ସିରିଜ୍ର ଦ୍ୱିତୀୟ ମ୍ୟାଚ୍ରେ ଭାରତ ଟସ ଜିତି ଅଷ୍ଟ୍ରେଲିଆ ବିପକ୍ଷରେ ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛି। ଏହି ମ୍ୟାଚ୍ରେ ରୋହିତ ଶର୍ମା ଫେରିଛନ୍ତି। ଟସ ବେଳେ ସେ କହିଛନ୍ତି, ସେ ମଧ୍ୟମ କ୍ରମରେ ବ୍ୟାଟିଂ କରିବେ।…
ଆଜି ଭାରତ-ଅଷ୍ଟ୍ରେଲିଆ ଦ୍ୱିତୀୟ ଟେଷ୍ଟ: ଜାଣନ୍ତୁ କେତେବେଳେ, କେଉଁଠି ଦେଖିପାରିବେ ମ୍ୟାଚ୍
ଆଡିଲେଡ,୬।୧୨: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ବର୍ଡର-ଗାଭାସ୍କର ଟ୍ରଫିର ଦ୍ୱିତୀୟ ଟେଷ୍ଟ ଡିସେମ୍ବର ୬ରୁ ଆଡିଲେଡର ଓଭାଲରେ ଖେଳାଯିବ। ଏହା ପିଙ୍କ୍ ବଲ ଦିନରାତି ଟେଷ୍ଟ ହେବ। ଏହାପୂର୍ବରୁ ପର୍ଥରେ ଖେଳାଯାଇଥିବା ସିରିଜର ପ୍ରଥମ ଟେଷ୍ଟରେ ଟିମ ଇଣ୍ଡିଆ ୨୯୫ ରନ…
କିଏ ହେବ ବିସିସିଆଇର ପରବର୍ତ୍ତୀ ସମ୍ପାଦକ: ରେସ୍ରେ ଅଛି ଏହି ନାଁ
ନୂଆଦିଲ୍ଲୀ,୫ା୧୨(ପି.ଟି.): ଆଇସିସି ମୁଖ୍ୟ ଭାବରେ ବିସିସିଆଇ ସମ୍ପାଦକ ଜୟ ଶାହା ଦାୟିତ୍ୱ ଗ୍ରହଣ କରିବା ପରେ ଏହି ପଦବୀ ଖାଲି ରହିଛି। ଡିସେମ୍ବର ୧ ତାରିଖରେ ଶାହା ଆଇସିସି ଚେୟାରମ୍ୟାନ ଦାୟିତ୍ୱ ଗ୍ରହଣ କରିଥିଲେ। ବିସିସିଆଇର ଏହି ସର୍ବଶକ୍ତିଶାଳୀ ପଦବୀରେ କିଏ…
ପାକିସ୍ତାନର ଗର୍ବ ଭାଙ୍ଗିଦେଲା ଭାରତ: ଫାଇନାଲ୍ରେ ଶକ୍ତିଶାଳୀ ପ୍ରଦର୍ଶନ
ମସ୍କଟ,୫ା୧୨: ଓମାନର ମସ୍କଟରେ ଅନୁଷ୍ଠିତ ଜୁନିୟର ଏସିଆ କପ୍ ହକି ଫାଇନାଲରେ ପାରମ୍ପରିକ ପ୍ରତିଦ୍ୱନ୍ଦ୍ୱୀ ପାକିସ୍ତାନକୁ ୫-୩ ଗୋଲରେ ପରାସ୍ତ କରି କ୍ରମାଗତ ଥର ଚାମ୍ପିୟନ ଆଖ୍ୟା ଅର୍ଜନ କରିଛି ଭାରତ। ଗତ ସଂସ୍କରଣର ଚାମ୍ପିୟନ ଭାରତ ଚମତ୍କାର ପ୍ରଦର୍ଶନ କରିଥିବା…
ବିସିସିଆଇର ଅଭ୍ୟାସ ସେସନ୍କୁ ଆସିବେନି ଦର୍ଶକ
ଡିଲେଡ୍,୪ା୧୨: ବର୍ଡର-ଗାଭାସ୍କର ଟ୍ରଫିରେ ଭାରତୀୟ ଦଳର ଅଭ୍ୟାସ ସେସନ୍ରେ ଏଣିକି ଦର୍ଶକଙ୍କୁ ଦେଖିବାକୁ ମିଳିବ ନାହିଁ। କିଛି ଦର୍ଶକଙ୍କ ଖରାପ ବ୍ୟବହାର କାରଣରୁ ଏଭଳି ନିଷ୍ପତ୍ତି ନିଆଯାଇଛି। ଶୁକ୍ରବାର ଦ୍ୱିତୀୟ ଟେଷ୍ଟ ମ୍ୟାଚ୍ ପୂର୍ବରୁ ବିସିସିଆଇ ଏହି ନିଷ୍ପତ୍ତି ନେଇଛି। ମଙ୍ଗଳବାରର…
ପାକିସ୍ତାନ ଦାବିକଲା ହାଇବ୍ରିଡ୍ ମଡେଲ: ଭାରତ ଦେଲା କଡ଼ା ଜବାବ
ନୂଆଦିଲ୍ଲୀ,୪।୧୨: ଚାମ୍ପିୟନ୍ସ ଟ୍ରଫିକୁ ନେଇ ପାକିସ୍ତାନ କ୍ରିକେଟ ବୋର୍ଡ, ଅନ୍ତର୍ଜାତୀୟ କ୍ରିକେଟ ପରିଷଦ ଏବଂ ବିସିସିଆଇ ମଧ୍ୟରେ ଚାଲିଥିବା ବିବାଦ ସମାଧାନ ହେବାର ସମ୍ଭାବନା ବାଟ ଫିଟୁନାହିଁ। ହାଇବ୍ରିଡ୍ ମଡେଲ ଗ୍ରହଣ କରିବାକୁ ପାକିସ୍ତାନ ରାଜି ହେବା ପରେ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ…
ସାରା ତେନ୍ଦୁଲକରଙ୍କୁ ନେଇ ଗର୍ବ କରୁଛନ୍ତି ସଚିନ, ଏହି କାମ ପାଇଁ କଲେ ପ୍ରଶଂସା! ଏକ୍ସରେ ଫଟୋ ଭାଇରାଲ
ନୂଆଦିଲ୍ଲୀ,୪।୧୨: ଗଡ ଅଫ କ୍ରିକେଟ ବା କ୍ରିକେଟର ଭଗବାନ ଭାବରେ ଜଣାଶୁଣା ସଚିନ ତେନ୍ଦୁଲକର ବୁଧବାର ତାଙ୍କ ଝିଅ ସାରା ତେନ୍ଦୁଲକରଙ୍କ ପାଇଁ ଏକ ସୁନ୍ଦର ଟୁଇଟ କରିଛନ୍ତି। ସେ ଏକ୍ସରେ କହିଛନ୍ତି ଯେ ସେ ସଚିନ ତେନ୍ଦୁଲକର ଫାଉଣ୍ଡେସନର ନିର୍ଦ୍ଦେଶକ…
କ୍ରିକେଟ ଜଗତକୁ ଆଶ୍ଚର୍ଯ୍ୟ କଲାଭଳି ବୟାନ ଦେଲେ ହରଭଜନ, କହିଲେ ମୁଁ ୧୦ ବର୍ଷ ହେଲା ଧୋନିଙ୍କ ସହ..
ନୂଆଦିଲ୍ଲୀ,୪।୧୨: ଭାରତୀୟ କ୍ରିକେଟରେ ଏକଦା ମ୍ୟାଚ ଜିତିଥିବା ଯୋଡି ହରଭଜନ ସିଂ ଏବଂ ଏମଏସ ଧୋନି ଅଲଗା ହୋଇଯାଇଛନ୍ତି। ଉଭୟେ ୨୦୦୭ ରେ (ଟି -୨୦ ବିଶ୍ୱକପ) ଏବଂ ୨୦୧୧ (ODI ବିଶ୍ୱକପ) ରେ ଦେଶ ପାଇଁ ବିଶ୍ୱକପ ଜିତିଛନ୍ତି ।…
ଇତିହାସ ରଚିଲା ବାଂଲାଦେଶ: ୧୫ ବର୍ଷ ପରେ କଲା ଏମିତି କାରନାମା
ଆଣ୍ଟିଗୁଆ,୪।୧୨: ୱେଷ୍ଟଇଣ୍ଡିଜରେ ବାଂଲାଦେଶ କ୍ରିକେଟ ଦଳ ଇତିହାସ ସୃଷ୍ଟି କରିଛି। ଦ୍ୱିତୀୟ ଟେଷ୍ଟରେ ବାଂଲାଦେଶ ୱେଷ୍ଟଇଣ୍ଡିଜକୁ ୧୦୧ ରନରେ ପରାସ୍ତ କରିଛି। ୧୫ ବର୍ଷ ପରେ ୱେଷ୍ଟଇଣ୍ଡିଜରେ ବାଂଲାଦେଶ ଜିତିଛି। ନାହିଦ ରାଣା ଏବଂ ତାଇଜୁଲ ଇସଲାମ ବାଂଲାଦେଶର ଏହି ଐତିହାସିକ…
ମୁମ୍ବାଇ ଇଣ୍ଡିଆନ୍ସଙ୍କୁ ବଡ଼ ଝଟ୍କା, ପ୍ରଥମ ମ୍ୟାଚ ଖେଳିପାରିବେନି ହାର୍ଦ୍ଦିକ ପାଣ୍ଡ୍ୟା
ନୂଆଦିଲ୍ଲୀ,୪।୧୨: ଆଇପିଏଲ ୨୦୨୫ର ମେଗା ନିଲାମ ପୂର୍ବରୁ ମୁମ୍ବାଇ ଇଣ୍ଡିଆନ୍ସ ସ୍ପଷ୍ଟ କରି ଦେଇଛି ଯେ ଆସନ୍ତା ସିଜନରେ ମଧ୍ୟ ଦଳର କମାଣ୍ଡ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ହାତରେ ରହିବ। କିନ୍ତୁ, ଏହା ପୂର୍ବରୁ ମୁମ୍ବାଇ ପାଇଁ ଏକ ଖରାପ ଖବର ଆସିଛି…
ସାର୍ ଡନ୍ ବ୍ରାଡମ୍ୟାନଙ୍କ ଟୋପି ଏତିକି କୋଟି ଟଙ୍କାରେ ବିକ୍ରି
ସିଡ୍ନୀ, ୩ା୧୨ (ପି.ଟି.): ସାର୍ ଡନ୍ ବ୍ରାଡମ୍ୟାନଙ୍କ ଆଇକନିକ ବ୍ୟାଗି ଗ୍ରୀନ କ୍ୟାପ୍ ୨.୬୩ କୋଟି ଟଙ୍କା ମୂଲ୍ୟରେ ନିଲାମ ହୋଇଛି। ନିଲାମକାରୀ ସଂସ୍ଥା ବନହାମାସ କହିଛି, ବ୍ରାଡ୍ମ୍ୟାନ ତାଙ୍କର ଏହି ଟୋପିକୁ ୮୦ ବର୍ଷ ପୂର୍ବେ ଅର୍ଥାତ ୧୯୪୭-୪୮ରେ ଭାରତର…

