ଖେଳ

ଫୁଟବଲ ମ୍ୟାଚ ସମୟରେ ସଂଘର୍ଷ, ୧୦୦ରୁ ଅଧିକ ମୃତ

ଗୁଇନିଆ,୨।୧୨: ଗୁଇନିଆର ଦ୍ୱିତୀୟ ବୃହତ୍ତମ ସହର ଏନ ଜିରିକୋରେ(N’Zerekore) ରେ ଏକ ଫୁଟବଲ ମ୍ୟାଚ ରେ ପ୍ରଶଂସକଙ୍କ ମଧ୍ୟରେ ସଂଘର୍ଷରେ ରବିବାର ଡଜନେରୁ ଅଧିକ ଲୋକଙ୍କର ମୃତ୍ୟୁ ଘଟିଛି ବୋଲି ଡାକ୍ତରଖାନା ସୂତ୍ରରୁ ପ୍ରକାଶ। ଡାକ୍ତରଖାନାରେ ଆଖି ନ ପାଇବା ପର୍ଯ୍ୟନ୍ତ…

ICC ଅଧ୍ୟକ୍ଷ ପଦ ସମ୍ଭାଳିଲେ ଜୟ ଶାହା, ଚାମ୍ପିୟନ୍ସ ଟ୍ରଫିକୁ ନେଇ ନିଷ୍ପତ୍ତି ପୂର୍ବରୁ…

ନୂଆଦିଲ୍ଲୀ,୧।୧୨: ଆଇସିସି ଅଧ୍ୟକ୍ଷ ଭାବେ ନିଜର କାର୍ଯ୍ୟକାଳ ଆରମ୍ଭ କରିଛନ୍ତି ଜୟ ଶାହା। ତାଙ୍କୁ ଏବେ ୩୫ ବର୍ଷ ହୋଇଥିବା ଯୋଗୁ ସେ ସବୁଠାରୁ କମ୍‌ ବୟସର ଆଇସିସି ଅଧ୍ୟକ୍ଷ ପାଲଟିଛନ୍ତି। ଚାମ୍ପିୟନ୍ସ ଟ୍ରଫିକୁ ନେଇ ବିବାଦ ଚାଲିଥିବା ବେଳେ ଶାହା…

ଶେଷ ହେଲା ଏହି ୩ ଭାରତୀୟ ଖେଳାଳିଙ୍କ ଆଇପିଏଲ କ୍ୟାରିୟର, ସମସ୍ତଙ୍କୁ ଆଶ୍ଚର୍ଯ୍ୟ କଲା ଏମାନଙ୍କ ଅନସୋଲ୍ଡ

ନୂଆଦିଲ୍ଲୀ,୧।୧୨: ଇଣ୍ଡିଆନ ପ୍ରିମିୟର ଲିଗ ୨୦୨୫ ମେଗା ନିଲାମରେ ଖେଳାଳିଙ୍କ ଉପରେ ବହୁ ଟଙ୍କା ବର୍ଶା ହୋଇଛି। ଦଳ ପ୍ରାୟ ୬୪୦କୋଟି ଟଙ୍କା ଖର୍ଚ୍ଚ କରି ୧୮୩ ଖେଳାଳି କିଣିଥିଲେ। ଆଇପିଏଲ ଇତିହାସରେ ଋଷଭ ପନ୍ତ ସବୁଠାରୁ ମହଙ୍ଗା ଖେଳାଳି ହୋଇଥିବାବେଳେ…

କ୍ରିକେଟ ମଇଦାନରେ WWE ଭଳି ଦୃଶ୍ୟ, ଫାଫ୍‌ ଡୁ ପ୍ଲେସିସ୍‌ଙ୍କୁ ଉଠାଇ ବାହାରେ ଫିଙ୍ଗିଲେ ବଲ ବଏ;Video

ଆବୁଧାବି,୩୦।୧୧: ଆବୁଧାବି ଟି୨୦ ଲିଗ୍‌ ୨୦୨୪ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଶନିବାର ଏହି ଲିଗ୍‌ରେ ଗ୍ରୁପ୍‌ ଷ୍ଟେଜ୍‌ର ଅନ୍ତିମ ଦିନର ମୁକାବିଲା ଖେଳାଯାଇଥିଲା। ଏହାପରେ ଡିସେମ୍ବର ପହିଲାରେ ପ୍ଲେଅଫ୍‌ ମ୍ୟାଚ୍‌ ଆରମ୍ଭ ହେବ। ଏସବୁ ମଧ୍ୟରେ ସୋସିଆଲ ମିଡିଆରେ ଦକ୍ଷିଣ ଆଫ୍ରିକା…

ଭାରତ ଜିଦ୍‌ ଆଗରେ ନଇଁଲା ପାକିସ୍ତାନ, ହାଇବ୍ରିଡ୍‌ ମଡେଲ ପାଇଁ ହେଲା ରାଜି , ରଖିଲା ବଡ଼ ସର୍ତ୍ତ…

ଦୁବାଇ,୩୦।୧୧: ଆସନ୍ତା ବର୍ଷ ପାକିସ୍ତାନରେ ଖେଳାଯିବାକୁ ଥିବା ଆଇସିସି ଚାମ୍ପିୟନ୍ସ ଟ୍ରଫି ଆୟୋଜନକୁ ନେଇ ଲାଗି ରହିଥିବା ଦ୍ୱନ୍ଦ୍ୱରେ ପଡିଛି ପୂର୍ଣ୍ଣଚ୍ଛେଦ। ଆଇସିସି ମଧ୍ୟସ୍ଥତାରେ ଅନୁଷ୍ଠିତ ବୈଠକରେ ହାଇବ୍ରିଡ ମଡେଲ ପାଇଁ ସହମତି ପ୍ରକାଶ କରିଛନ୍ତି ପାକିସ୍ତାନ କ୍ରିକେଟ ବୋର୍ଡ(ପିସିବି) ମୁଖ୍ୟ…

IPL ୨୦୨୫ ପୂର୍ବରୁ ବିବାହ କଲେ ଏହି କ୍ରିକେଟର, ରିଟେନ୍‌ କରିଛି ଲକ୍ଷ୍ନୌ

ନୂଆଦିଲ୍ଲୀ,୩୦।୧୧: ଆଇପିଏଲ୍‌ ୨୦୨୫ ପୂର୍ବରୁ ଲକ୍ଷ୍ନୌ ସୁପର ଜାଏଣ୍ଟସର ତାରକା ବୋଲର ମୋହସିନ ଖାନ୍‌ ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ସୋସିଆଲ ମିଡିଆରେ ଫଟୋ ପୋଷ୍ଟ କରି ସେ ଏନେଇ ପ୍ରଶଂସକଙ୍କୁ ଜଣାଇଛନ୍ତି। ଫଟୋରେ ‘୧୪/୧୧/୨୪) କ୍ୟାପ୍‌ଶନ ଦେଇଥିବାରୁ ସେ ୧୪…

ପାକିସ୍ତାନକୁ ଘାରିଛି ଭୟ: ହାତରୁ ଯିବ….

ନୂଆଦିଲ୍ଳୀ,୩୦।୧୧: ୨୦୨୫ ଚାମ୍ପିଅନ୍ସ ଟ୍ରଫି ଆୟୋଜନକୁ ନେଇ ଦ୍ୱନ୍ଦ୍ୱ ବଢିବାରେ ଲାଗିଛି। ପାକିସ୍ତାନ ଏହି ସମ୍ମାନଜନକ ଆଇସିସି ଟୁର୍ନାମେଣ୍ଟ ଆୟୋଜନ କରୁଛି। ତେବେ ଏହି ବିଶ୍ୱସ୍ତରୀୟ ଟୁର୍ନାମେଣ୍ଟ ପାଇଁ ଟିମ ଇଣ୍ଡିଆ ପାକିସ୍ତାନ ଯିବ ନାହିଁ ବୋଲି ଘୋଷଣା କରିଛି। ଏଭଳି…

ଜିଦ୍‌ରେ ଅଟଳ ପାକିସ୍ତାନ, ହାଇବ୍ରିଡ୍‌ ମଡେଲକୁ କଲା ନା: ଏବେ ଚାମ୍ପିୟନ୍ସ ଟ୍ରଫିକୁ ନେଇ…

ଦୁବାଇ,୩୦ା୧୧(ପି.ଟି.):ପାକିସ୍ତାନରେ ଆୟୋଜିତ ଚାମ୍ପିୟନ୍ସ ଟ୍ରଫି ପାଇଁ ଯିବାକୁ ଭାରତ ମନା କରିସାରିଥିବା ବେଳେ ବର୍ତ୍ତମାନ ଆଇସିସି କୋର୍ଟରେ ରହିଛି ବଲ୍‌। ଆଇସିସି ମଧ୍ୟସ୍ଥତାରେ ଶୁକ୍ରବାର ବୈଠକ ହୋଇଥିବା ବେଳେ ହାଇବ୍ରିଡ୍‌ ମଡେଲକୁ ନେଇ ପାକିସ୍ତାନ ଅନିଚ୍ଛା ଜାହିର କରିଥିଲା। ଏହାସହିତ ନିଜ…

ଚୌକା-ଛକା ବର୍ଷା କଲେ ଇଶାନ କିଶାନ: ୫ ଓଭର ଭିତରେ ଜିତିଗଲା ମ୍ୟାଚ୍‌

ନୂଆଦିଲ୍ଲୀ,୩୦।୧୧: ସୟଦ ମୁସ୍ତାକ ଅଲି ଟ୍ରଫି ୨୦୨୪ରେ ଝାଡଖଣ୍ଡ ରନ ପଛରେ ପକାଇ ମାତ୍ର ୪.୩ ଓଭରରେ ଜିତିଥିଲା। ଦଳ ଜିତିବାରେ ସାହାଯ୍ୟ କରିବାରେ ଇଶାନ କିଶନ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ। ୯ଟି ଛକା ଓ ୫ ଚୌକା…

ମ୍ୟାଚ ଫିକ୍ସିଂ କରି ବନ୍ଧା ହେଲେ ୩ କ୍ରିକେଟର୍‌

ନୂଆଦିଲ୍ଲୀ,୩୦।୧୧: କ୍ରିକେଟ ଭଳି ଖେଳରେ ମ୍ୟାଚ ଫିକ୍ସିଂ ଏକ ବଡ ଅପରାଧ। ଏହା ପ୍ରକାଶ ପାଇବା ପରେ ଏହି ଅପରାଧ କରୁଥିବା ଖେଳାଳିମାନେ ମଧ୍ୟ ଜେଲକୁ ଯାଆନ୍ତି। ଦକ୍ଷିଣ ଆଫ୍ରିକା କ୍ରିକେଟରେ ମଧ୍ୟ ଏଭଳି ଘଟଣା ଦେଖିବାକୁ ମିଳିଛି। ଏଠାରେ ୮…

ଭାରତ ବିପକ୍ଷ ଦ୍ୱିତୀୟ ଟେଷ୍ଟ ପୂର୍ବରୁ ଅଷ୍ଟ୍ରେଲିଆକୁ ଶକ୍ତ ଝଟ୍‌କା

ସିଡନୀ,୩୦।୧୧: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ପିଙ୍କ୍‌ ବଲ ଟେଷ୍ଟ ଡିସେମ୍ବର ୬ରୁ ଖେଳାଯିବ। ପାଞ୍ଚ ମ୍ୟାଚ ଟେଷ୍ଟ ସିରିଜର ଏହା ଦ୍ୱିତୀୟ ମ୍ୟାଚ ହେବ। ଏହି ଟେଷ୍ଟ ମ୍ୟାଚ ପୂର୍ବରୁ ଅଷ୍ଟ୍ରେଲିଆ ଦଳକୁ ଏକ ବଡ଼ ଝଟ୍‌କା ଲାଗିଛି। ଆହତ…

ଦଳର ସମସ୍ତ ୧୧ ଖେଳାଳି କଲେ ବୋଲିଂ, ଉଇକେଟକିପରଙ୍କୁ ବି ମିଳିଲା ଉଇକେଟ; ନିଆରା ବିଶ୍ୱ ରେକର୍ଡ କଲା…

ନୂଆଦିଲ୍ଲୀ,୨୯।୧୧: ଟି୨୦ କ୍ରିକେଟ ବେଶ ରୋମାଞ୍ଚକର। କାରଣ ଏଥିରେ ବ୍ୟାଟିଂ, ବୋଲିଂ ସହ ଫିଲ୍ଡିରେ ଏକାଧିକ ରେକର୍ଡ ହୁଏ। ହେଲେ ଏବେ ସୈୟଦ ମୁସ୍ତାକ ଅଲି ଟୁର୍ନାମେଣ୍ଟରେ ବିଶ୍ୱ ରେକର୍ଡ ହୋଇଛି। ମଣିପୁର ବିପକ୍ଷ ମୁକାବିଲାରେ ଦିଲ୍ଲୀର ଟିମ୍‌ ୧୧ଜଣ ଖେଳାଳିଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?