ଖେଳ

ସଲିମ୍‌ ଦୁରାନୀ ଏକ ଅନୁଷ୍ଠାନ: ମୋଦି

ନୂଆଦିଲ୍ଲୀ,୩ା୪(ପି.ଟି.): ଭାରତର କିମ୍ବଦନ୍ତୀ କ୍ରିକେଟର ସଲିମ୍‌ ଦୁରାନୀଙ୍କ ପରଲୋକରେ ଶୋକବ୍ୟକ୍ତ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସେ ଦୁରାନୀଙ୍କୁ ଜଣେ କିମ୍ବଦନ୍ତୀ ଭାବେ ବର୍ଣ୍ଣନା କରିବା ସହ ନିଜ ମଧ୍ୟରେ ଏକ ଅନୁଷ୍ଠାନ ବୋଲି କହିଥିଲେ। କ୍ରିକେଟ୍‌ରେ ଭାରତର ଉନ୍ନତିରେ...

ମୁମ୍ବାଇକୁ ୮ ଉଇକେଟରେ ହରାଇଲା ଆର୍‌ସିବି

ବେଙ୍ଗାଲୁରୁ,୨।୪: ବେଙ୍ଗାଲୁରୁର ଏମ୍‌.ଚିନ୍ନାସ୍ବାମୀ ଷ୍ଟାଡିୟମରେ ରବିବାର ଖେଳାଯାଇଥିବା ଆଇପିଏଲର ପଞ୍ଚମ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(ଆର୍‌ସିବି) ୮ ଉଇକେଟରେ ବିଜୟୀ ହୋଇଛି। ପ୍ରଥମେ ବ୍ୟାଟିଂ କରିଥିବା ମୁମ୍ବାଇ ନିର୍ଦ୍ଧାରିତ ୨୦ ଓଭରରେ ୭ ଉଇକେଟ ହରାଇ ୧୭୧ ରନ୍‌ କରିଥିଲା।...

ଆର୍‌ସିବି ଆଗରେ ୧୭୨ ରନ୍‌ର ଟାର୍ଗେଟ୍‌

ବେଙ୍ଗାଲୁରୁ,୨।୪: ବେଙ୍ଗାଲୁରୁର ଏମ୍‌ ଚିନ୍ନାସ୍ବାମୀ ଷ୍ଟାଡିୟମରେ ରବିବାର ଖେଳାଯାଉଥିବା ଆଇପିଏଲର ପଞ୍ଚମ ମ୍ୟାଚରେ ଆର୍‌ସିବି ଅଧିନାୟକ ଫାଫ ଡୁପ୍ଲେସିସ ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଇଥିଲେ। ଫଳରେ ଆମନ୍ତ୍ରଣ ପାଇ ମୁମ୍ବାଇ ଇଣ୍ଡିଆନ୍ସ ନିର୍ଦ୍ଧାରିତ ୨୦ ଓଭରରେ ୭ ଉଇକେଟ...

ବିଜୟର ସହ ସିଜିନ୍‌ ଆରମ୍ଭ କଲା ରାଜସ୍ଥାନ

ହାଇଦ୍ରାବାଦ୍‌,୨।୪: ଆଇପିଏଲ ୨୦୨୩ର ଚତୁର୍ଥ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ସନରାଇଜର୍ସ ହାଇଦ୍ରାବାଦକୁ ୭୨ ରନ୍‌ରେ ପରାସ୍ତ କରିଛି। ରାଜସ୍ଥାନ ରୟାଲ୍ସ ପ୍ରଥମେ ବ୍ୟାଟିଂ କରି ୨୦୩ ରନ ସଂଗ୍ରହ କରିଥିଲା। ଏହାର ଜବାବରେ ହାଇଦ୍ରାବାଦ ଦଳ ନିର୍ଦ୍ଧାରିତ ୨୦ ଓଭରରେ...

ଟସ୍‌ ଜିତିଲା ଆରସିବି

ବେଙ୍ଗାଲୁରୁ,୨।୪: ଆଇପିଏଲର ପଞ୍ଚମ ମ୍ୟାଚରେ ପାଞ୍ଚ ଥର ଚାମ୍ପିଅନ ମୁମ୍ବାଇ ଇଣ୍ଡିଆନ୍ସ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆରସିବି) ଭେଟୁଛି। ଦୁଇ ଦଳ ମଧ୍ୟରେ ଏହି ମ୍ୟାଚ ବେଙ୍ଗାଲୁରୁର ଏମ ଚିନ୍ନାସ୍ବାମୀ ଷ୍ଟାଡିୟମରେ ଖେଳାଯାଉଛି। ଏହି ମ୍ୟାଚ୍‌ରେ ଆରସିବି ଅଧିନାୟକ ଫାଫ...

ହାଇଦ୍ରାବାଦକୁ ୨୦୪ ରନ୍‌ ଟାର୍ଗେଟ୍‌ ଦେଲା ରାଜସ୍ଥାନ

ହାଇଦ୍ରାବାଦ୍‌,୨।୪: ଆଇପିଏଲ ୨୦୨୩ର ଚତୁର୍ଥ ମ୍ୟାଚ ରାଜସ୍ଥାନ ରୟାଲ୍ସ ଏବଂ ସନରାଇଜର୍ସ ହାଇଦ୍ରାବାଦ ମଧ୍ୟରେ ଖେଳାଯାଉଛି। ରାଜସ୍ଥାନ ରୟାଲ୍ସ ସନରାଇଜର୍ସ ହାଇଦ୍ରାବାଦ ସମ୍ମୁଖରେ ୨୦୪ ରନ ଲକ୍ଷ୍ୟ ରଖିଛି। ଟସ୍‌ ହାରି ପ୍ରଥମେ ବ୍ୟାଟିଂ କରିଥିବା ରାଜସ୍ଥାନ ନିର୍ଦ୍ଧାରିତ ୨୦...

ଆଇପିଏଲ୍‌ ଆରମ୍ଭରୁ ଗୁଜରାଟ ଟାଇଟନ୍ସକୁ ବଡ଼ ଝଟ୍‌କା

ଅହମ୍ମଦାବାଦ୍‌,୨।୪: ଆଇପିଏଲ୍‌ର ୧୬ତମ ସଂସ୍କରଣର ଆରମ୍ଭରୁ ଗୁଜରାଟ ଟାଇଟନ୍ସକୁ ବଡ଼ ଝଟ୍‌କା ଲାଗିଛି। ଦଳର ବ୍ୟାଟ୍ସମ୍ୟାନ୍‌ କେନ୍‌ ଓ୍ବିଲିୟମସନ ଆହତ ଯୋଗୁ ଚଳିତ ଆଇପିଏଲ୍‌ରୁ ବାଦ୍‌ ପଡିଛନ୍ତି। ଏନେଇ ଦଳ ପକ୍ଷରୁ ସୂଚନା ଦିଆଯାଇଛି। ଚେନ୍ନାଇ ସୁପର କିଙ୍ଗ୍ସ ଓ...

ସଲିମ ଦୁରାନିଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୋଦି

ନୂଆଦିଲ୍ଲୀ,୨।୪: ପୂର୍ବତନ କ୍ରିକେଟର ସଲିମ ଦୁରାନଙ୍କ ପରଲୋକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୋକ ପ୍ରକାଶ କରିଛନ୍ତି। ପ୍ରଧାମନ୍ତ୍ରୀ ମୋଦି କହିଛନ୍ତି ପୂର୍ବତନ କ୍ରିକେଟର ଦୁରାନି ନିଜେ ଜଣେ ଅନୁଷ୍ଠାନ ଥିଲେ। ପ୍ରଧାନମନ୍ତ୍ରୀ ତାଙ୍କ ଶୋକ ବାର୍ତ୍ତାରେ କହିଛନ୍ତି, ଦୁରାନି ତାଙ୍କ...

ଟସ୍‌ ଜିତିଲା ସନରାଇଜର୍ସ ହାଇଦ୍ରାବାଦ

ହାଇଦ୍ରାବାଦ୍‌,୨।୪: ଆଇପିଏଲ ୨୦୨୩ର ଚତୁର୍ଥ ମ୍ୟାଚ ରାଜସ୍ଥାନ ରୟାଲ୍ସ ଏବଂ ସନରାଇଜର୍ସ ହାଇଦ୍ରାବାଦ ମଧ୍ୟରେ ଖେଲାଯାଉଛି। ଏହି ମ୍ୟାଚରେ ଟସ୍‌ ଜିତି ହାଇଦ୍ରାବାଦ୍‌ ପ୍ରଥମେ ବୋଳିଂ ନିଷ୍ପତ୍ତି ନେଇଛି। ଉଭୟ ଦଳ ସେମାନଙ୍କର କିଛି ପ୍ରମୁଖ ଖେଳାଳିଙ୍କ ବିନା ଖେଳୁଛନ୍ତି।...

ପନ୍ତଙ୍କୁ ସ୍ବତନ୍ତ୍ର ଢଙ୍ଗରେ ମନେପକାଇଲା ଦିଲ୍ଲୀ କ୍ୟାପିଟାଲ୍ସ ଟିମ୍‌

ଲକ୍ଷ୍ନୌ,୨।୪: ଆଇପିଏଲ ୨୦୨୩ରେ ଦିଲ୍ଲୀ କ୍ୟାପିଟାଲ୍ସର ପ୍ରଥମ ମ୍ୟାଚ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ ମଧ୍ୟରେ ହୋଇଥିଲା। ଏହି ସିଜିନଥରେ ଡେଭିଡ ୱାର୍ନର ଦିଲ୍ଲୀର ଅଧିନାୟକ ଅଛନ୍ତି। ଦଳର ନିୟମିତ ଅଧିନାୟକ ରିଷଭ ପନ୍ତ ଗତ ବର୍ଷ ଏକ କାର ଦୁର୍ଘଟଣାର...

ପଞ୍ଚମ ମ୍ୟାଚ: ଆରସିବି ବନାମ ଏମଆଇ…

ବେଙ୍ଗାଲୁରୁ,୨।୪ : ଇଣ୍ଡିଆନ ପ୍ରିମିୟର ଲିଗ ୨୦୨୩ର ପଞ୍ଚମ ମ୍ୟାଚ୍‌ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(ଆରସିବି) ଏବଂ ମୁମ୍ବାଇ ଇଣ୍ଡିଆନ୍ସ(ଏମଆଇ) ମଧ୍ୟରେ ବେଙ୍ଗାଲୁରୁର ଏମ.ଚେନାସ୍ବାମୀ ଷ୍ଟାଡିୟମରେ ସନ୍ଧ୍ୟା ୭ଟା ୩୦ରେ ଖେଳାଯିବ। ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଦଳରେ ଫାଫ ଡୁ ପ୍ଲେସିସ...

ଏସଆରଏଚ ବନାମ ଆରଆର: ଭୁବନେଶ୍ୱର କୁମାର ସଞ୍ଜୁ ସାମସନ ମୁକାବିଲା…

ହାଇଦ୍ରାବାଦ,୨।୪ : ଇଣ୍ଡିଆନ ପ୍ରିମିୟର ଲିଗ ୨୦୨୩ର ଚତୁର୍ଥ ମ୍ୟାଚ୍‌ ସନରାଇଜର୍ସ ହାଇଦ୍ରାବାଦ(ଏସଆରଏଚ) ଏବଂ ରାଜସ୍ଥାନ ରୟାଲ୍ସ(ଆରଆର) ମଧ୍ୟରେ ହାଇଦ୍ରାବାଦର ରାଜୀବ ଗାନ୍ଧୀ ଇଣ୍ଟରନ୍ୟାଶନାଲ ଷ୍ଟିଡିୟମରେ ଅପରାହ୍ନ ୩ଟା ୩୦ରେ ଖେଳାଯିବ। ଏସଆରଏଚ ଅଧିନାୟକ ଭୁବନେଶ୍ୱର କୁମାର ଏବଂ ଆରଆର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri