ଖେଳ

ଛାଡପତ୍ର ଚର୍ଚ୍ଚା ଭିତରେ ଟିମ୍‌ ଇଣ୍ଡିଆରେ ଯୋଗଦେଲେ ହାର୍ଦ୍ଦିକ ପାଣ୍ଡ୍ୟା

ନୂଆଦିଲ୍ଲୀ,୨୯।୪: ଗତ କିଛି ଦିନ ହେବ ହାର୍ଦ୍ଦିକ ପାଣ୍ଡ୍ୟା ଚର୍ଚ୍ଚାରେ ରହିଆସିଛନ୍ତି। ପ୍ରଥମେ ସେ ମୁମ୍ବାଇ ଇଣ୍ଡିଆନ୍ସର ଅଧିନାୟକ ଭାବରେ ମନୋନୀତ ହୋଇଥିଲେ। ପ୍ରଶଂସକମାନେ ତାଙ୍କୁ ଟ୍ରୋଲ କରିଥିଲେ। ଏହା ପରେ ମୁମ୍ବାଇ ଇଣ୍ଡିଆନ୍ସର ଖରାପ ପ୍ରଦର୍ଶନ ପାଇଁ ତାଙ୍କୁ ସମାଲୋଚନାର…

ଦଳକୁ ଚାମ୍ପିୟନ୍‌ କରିବା ପରେ ଏହି ସୁନ୍ଦରୀ ମହିଳାଙ୍କ ସହ ନଜର ଆସିଲେ ଶେୟାସ୍‌ ଆୟର

ନୂଆଦିଲ୍ଲୀ,୨୯।୪: ଶ୍ରେୟାସ ଆୟର ତାଙ୍କ ଅଧିନାୟକତ୍ୱରେ କୋଲକାତା ନାଇଟ ରାଇଡର୍ସକୁ ଆଇପିଏଲ ୨୦୨୪ର ଚାମ୍ପିଅନ କରିଥିଲେ। ଗତ ରବିବାର କୋଲକାତା ଆଇପିଏଲ ୨୦୨୪ ର ଫାଇନାଲରେ ସନରାଇଜର୍ସ ହାଇଦ୍ରାବାଦକୁ ପରାସ୍ତ କରି ଟ୍ରଫି ଜିତିଥିଲା। କେକେଆର୍‌ ଚାମ୍ପିଅନ ହେବା ପରେ ଲୋକମାନେ…

ଟି-୨୦ ବିଶ୍ୱକପ ପୂର୍ବରୁ ବଡ଼ ଓଲଟପାଲଟ: ଶ୍ରୀଲଙ୍କାକୁ ଧୂଳି ଚଟେଇଲା ନେଦରଲାଣ୍ଡ

ନୂଆଦିଲ୍ଲୀ,୨୯।୫: ଟି-୨୦ ବିଶ୍ୱକପ ୨୦୨୪ ପୂର୍ବରୁ ଏକ ବଡ଼ ଓଲଟପାଲଟ ହୋଇଛି। ନେଦରଲାଣ୍ଡ ଶ୍ରୀଲଙ୍କାକୁ ୨୦ ରନରେ ପରାସ୍ତ କରିଛି। ଏହି ମ୍ୟାଚରେ ନେଦରଲାଣ୍ଡ ପ୍ରଥମେ ବ୍ୟାଟିଂ କରିଥିଲା ଏବଂ ଟାର୍ଗେଟକୁ ପିଛା କରିବାବେଳେ ଶ୍ରୀଲଙ୍କାକୁ ପରାଜୟର ସାମ୍ନା କରିବାକୁ ପଡିଥିଲା।…

ଇଣ୍ଡୋନେସିଆକୁ ହରାଇଲା ଭାରତ

ଭୁବନେଶ୍ୱର, ୨୯।୫ (ତପନ ସ୍ବାଇଁ): ଫିଲିପାଇନ୍ସର ମାନିଲାଠାରେ ଚାଲିଥିବା ୫ମ ଏସୀୟ ମହିଳା ଭଲିବଲ (ଏଭିସି) ଚ୍ୟାଲେଞ୍ଜ କପ୍‌ରେ ଭାରତୀୟ ଦଳ ମଙ୍ଗଳବାର ଇଣ୍ଡୋନେସିଆକୁ ପରାସ୍ତ କରିଛି। ୫-୮ ସ୍ଥାନ ପାଇଁ ଅନୁଷ୍ଠିତ ଏହି କ୍ଲାସିଫିକେଶନ ମ୍ୟାଚରେ ଭାରତ ୩-୧ (୨୫-୧୬,…

ଆଲିଜ୍‌ କର୍ନେଟଙ୍କ ଅବସର

ପ୍ୟାରିସ୍‌,୨୯ା୫: ଗ୍ରାଣ୍ଡସ୍ଲାମ ଇଭେଣ୍ଟ ଫ୍ରେଞ୍ଚ ଓପନ ଟେନିସ ଟୁର୍ନାମେଣ୍ଟର ପ୍ରଥମ ରାଉଣ୍ଡରେ ପରାଜୟ ସହ ଅବସର ଘୋଷଣା କରିଛନ୍ତି ଫ୍ରେଞ୍ଚ ଖେଳାଳି ଆଲିଜ୍‌ କର୍ନେଟ୍‌। ବିଶ୍ୱ ମାନ୍ୟତାର ୭ ନମ୍ବର ସ୍ଥାନରେ ଥିବା ଚାଇନାର କ୍ୱିନଓ୍ବେନ୍‌ ଝେଙ୍ଗଙ୍କ ନିକଟରୁ ୬-୨, ୬-୧ରେ…

ରୁଡ୍‌, ମେଡଭେଡେଭଙ୍କ ସହଜ ବିଜୟ

ପ୍ୟାରିସ୍‌,୨୯ା୫: ଗ୍ରାଣ୍ଡସ୍ଲାମ ଇଭେଣ୍ଟ ଫ୍ରେଞ୍ଚ ଓପନ ଟେନିସ ଟୁର୍ନାମେଣ୍ଟର ତୃତୀୟ ଦିନ ପୁରୁଷ ସିଙ୍ଗଲ୍ସ ଇଭେଣ୍ଟରେ ସହଜ ବିଜୟ ହାସଲ କରିଛନ୍ତି କାସ୍ପର ରୁଡ୍‌ ଓ ଡାନିଲ ମେଡଭେଡେଭ୍‌। ଦିନର ଅର୍ଦ୍ଧାଧିକ ମ୍ୟାଚ୍‌ ବର୍ଷା କାରଣରୁ ସସ୍‌ପେଣ୍ଡ ହୋଇଥିବା ବେଳେ ଦୁଇ…

କେକେଆର୍‌ ଛାଡ଼ି ଟିମ୍‌ ଇଣ୍ଡିଆ ହେଡ୍‌ କୋଚ୍‌ ହେବାକୁ ଗମ୍ଭୀର ରାଜି, ଏହା ହେଉଛି ବଡ଼ କାରଣ… 

ନୂଆଦିଲ୍ଲୀ,୨୮।୫: ଟିମ୍‌ ଇଣ୍ଡିଆର ଆଗାମୀ ମୁଖ୍ୟ କୋଚ୍‌ କିଏ ହେବ? ଏହି ପ୍ରଶ୍ନର ଉତ୍ତର ବୋଧହୁଏ ମିଳିସାରିଛି। କାରଣ ଜାତୀୟ ଗଣମାଧ୍ୟମ ରିପୋର୍ଟ ଅନୁଯାୟର ଗୌତମ ଗମ୍ଭୀର ଏହି ଦାୟିତ୍ୱ ତୁଲାଇବା ଲାଗି ସହମତି ପ୍ରକାଶ କରିଛନ୍ତି। ଏଣୁ ରାହୁଲ ଦ୍ରାବିଡଙ୍କ…

ଦୁର୍ଘଟଣା ପରର ଅଭିଜ୍ଞତା ବଖାଣିଲେ ପନ୍ତ…

ନୂଆଦିଲ୍ଳୀ,୨୮ା୫: ଭାରତୀୟ କ୍ରିକେଟ ଦଳର ଉଇକେଟ କିପର ବ୍ୟାଟର ରିଷଭ ପନ୍ତ ଦୁର୍ଘଟଣା ପରର ଅଭିଜ୍ଞତା ବଖାଣିଛନ୍ତି। ଦୁର୍ଘଟଣାରେ ଗୁରୁତର ଆହତ ହୋଇଥିବା ବେଳେ କିଭଳି ଲୋକମାନଙ୍କ ସାମ୍ନା କରିବାକୁ ନର୍ଭସ ଥିଲେ ତାହା କହିଛନ୍ତି। ଭାରତୀୟ କ୍ରିକେଟ ଦଳର ଓପନର…

ସଚିନ ତେନ୍ଦୁଲକର, ନରେନ୍ଦ୍ର ମୋଦି, ଧୋନି… ଟିମ ଇଣ୍ଡିଆ ହେଡ କୋଚ ପାଇଁ ଏମିତି ସବୁ ଆବେଦନ, ଚମକି ପଡିଲା ବିସିସିଆଇ

ନୂଆଦିଲ୍ଲୀ,୨୮।୫: ଭାରତୀୟ କ୍ରିକେଟ ଦଳର କୋଚ ପାଇଁ ବିସିସିଆଇ ୩୦୦୦ରୁ ଅଧିକ ଆବେଦନ ଗ୍ରହଣ କରିଛି। ଯେଉଁମାନେ ଆବେଦନ କରିଥିଲେ ସେମାନଙ୍କ ମଧ୍ୟରେ ସଚିନ ତେନ୍ଦୁଲକର, ଏମଏସ ଧୋନି, ନରେନ୍ଦ୍ର ମୋଦୀ, ଅମିତ ଶାହାଙ୍କ ନାମ ରହିଛି। ଏକ ରିପୋର୍ଟ ଅନୁଯାୟୀ,…

୨ ମାସ ପର୍ଯ୍ୟନ୍ତ ବ୍ରଶ କରି ନ ଥିଲେ, ସବୁଠାରୁ ଖରାପ ସମୟକୁ ମନେପକାଇ ଭାବୁକ ହେଲେ ପନ୍ତ

ନୂଆଦିଲ୍ଲୀ,୨୮।୫: ଭାରତୀୟ କ୍ରିକେଟ ଦଳର ତାରକା ୱିକେଟ କିପର ବ୍ୟାଟ୍ସମ୍ୟାନ ଋଷଭ ପନ୍ତ ତାଙ୍କ ଜୀବନର ସବୁଠାରୁ କଷ୍ଟଦାୟକ ସମୟ ବିଷୟରେ ପ୍ରକାଶ କରିଛନ୍ତି। ନିକଟରେ ପନ୍ତ ଶିଖର ଧାୱନଙ୍କ ନୂଆ ସୋ ‘ଧାୱନ କରେଙ୍ଗେ’ରେ ଭାଗ ନେଇଥିଲେ। ଏହି ସମୟରେ,…

ଏହି ୫ ଖେଳାଳି ଭାରତକୁ ଜିତାଇପାରନ୍ତି ଟି-୨୦ ବିଶ୍ୱକପ୍‌

ନୂଆଦିଲ୍ଲୀ,୨୮।୫: ଟି-୨୦ ବିଶ୍ୱକପ ୨୦୨୪ ବହୁତ ନିକଟତର। ବର୍ତ୍ତମାନ ଟୁର୍ନାମେଣ୍ଟ ଆରମ୍ଭ ପାଇଁ ଆଉ କିଛି ଦିନ ବାକି ଅଛି। ଏହି ଟୁର୍ନାମେଣ୍ଟ ମାଧ୍ୟମରେ ପୁଣିଥରେ ଟିମ ଇଣ୍ଡିଆ ଦୀର୍ଘ ଦିନ ଧରି ଚାଲିଥିବା ଆଇସିସି ଟ୍ରଫି ମରୁଡ଼ିକୁ ଶେଷ କରିବାକୁ…

ଭାରତୀୟ ଟିମ୍‌ର କୋଚ ପାଇଁ ଆବେଦନ ସମୟ ସୀମା ଶେଷ

ନୂଆଦିଲ୍ଲୀ,୨୮।୫: ଆମେରିକା ଏବଂ ୱେଷ୍ଟଇଣ୍ଡିଜରେ ଅନୁଷ୍ଠିତ ହେବାକୁ ଥିବା ଟି -୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ବର୍ତ୍ତମାନ ନ୍ୟୁୟର୍କରେ ଅଛନ୍ତି। ବର୍ତ୍ତମାନର ଦଳର ମୁଖ୍ୟ ରାହୁଲ ଦ୍ରାବିଡଙ୍କ କାର୍ଯ୍ୟକାଳ ଏହି ବିଶ୍ୱସ୍ତରୀୟ ଟୁର୍ନାମେଣ୍ଟ ପରେ ଶେଷ ହେଉଛି ଏବଂ ବୋର୍ଡ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri