ଖେଳ

ପର୍ଥରେ ହଠାତ୍‌ ଏ କ’ଣ ହେଲା? ଦୌଡ଼ି ଦୌଡ଼ି ନେଟ୍ସରୁ ପଳାଇଲେ କୋହଲି, ରୋକିବାକୁ ପଡ଼ିଲା…

ପର୍ଥ,୧୯।୧୧: ଦିନ କେଇଟା ପରେ ବର୍ଡର-ଗାଭାସ୍କର ଟ୍ରଫି। ନଭେମ୍ବର ୨୨ରୁ ଜାନୁଆରୀ ୭ ଯାଏ ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ୫ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ ଖେଳାଯିବ। ଏହାର ପ୍ରଥମ ମୁକାବିଲା ଲାଗି ଟିମ୍‌ ଇଣ୍ଡିଆର ଖେଳାଳିମାନେ ଅପ୍ଟସ ଷ୍ଟାଡିୟମରେ ଅଭ୍ୟାସ କରିଛନ୍ତି।…

ବାରବାଟୀରେ ଭାରତ-ଇଂଲଣ୍ଡ ମ୍ୟାଚ୍‌ ପାଇଁ ଟିକେଟ ଦର କମାଇଲା ଓସିଏ, ଜାଣନ୍ତୁ…

ଭୁବନେଶ୍ୱର,୧୯।୧୧: ବାରବାଟୀ ଦିନିକିଆ ପାଇଁ କମିଲା ଟିକେଟ ଦର। ଓସିଏ ଫେବୃୟାରୀ ୯ରେ ହେବାକୁ ଥିବା ଭାରତ-ଇଂଲଣ୍ଡ ମ୍ୟାଚ୍‌ ପାଇଁ ଟିକେଟ ଦର ସର୍ବନିମ୍ନ ୧୦୦ ଟଙ୍କା ହ୍ରାସ କରିଛି। ପ୍ରଥମେ ଗ୍ୟାଲେରୀ ୧ ଓ ୩ର ଟିକେଟ ଦର ୧୨୦୦…

ଗାଭାସ୍କର କହିଲେ ଟଙ୍କା ପାଇଁ ଦିଲ୍ଲୀ କ୍ୟାପିଟାଲ୍ସ ଛାଡିଛନ୍ତି ଋଷଭ ପନ୍ତ

ନୂଆଦିଲ୍ଲୀ,୧୯।୧୧: ଆଇପିଏଲ ୨୦୨୫ ପାଇଁ ହେବାକୁ ଥିବା ନିଲାମୀ ପୂର୍ବରୁ ଦିଲ୍ଲୀ କ୍ୟାପିଟାଲ୍ସ ଏହାର ରିଟେନସନ୍ ତାଲିକା ଜାରି କରିଛି। ଏଥିରେ ଦଳର ପୂର୍ବତନ ଅଧିନାୟକ ଋଷଭ ପନ୍ତଙ୍କ ନାମ ନଥିବା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଥିଲା। ତେବେ କେଉଁ କାରଣରୁ ପନ୍ତଙ୍କୁ…

ରିଟେନ୍‌ କଲାନି କୋଲକାତା, ଚୁପ୍‌ଚାପ୍‌ ଆର୍‌ସିବି ପାଖରେ ପହଞ୍ଚିଲେ ଏହି ଖେଳାଳି; ଲାଗିପାରେ…

ନୂଆଦିଲ୍ଲୀ,୧୯।୧୧: ଆଇପିଏଲ୍‌ ୨୦୨୫ ମେଗା ଅକ୍ସନ ପାଇଁ ଆର୍‌ସିବି ପ୍ରସ୍ତୁତି ଜୋରଦାର କରିଛି। ଦଳ ୩ ଖେଳାଳିଙ୍କୁ ରିଟେନ୍‌ କରିଥିବା ବେଳେ ଅକ୍ସନରେ ୮୩ କୋଟି ଟଙ୍କା ଏବଂ ୩ ରାଇଟ୍‌ ଟୁ ମ୍ୟାଚ୍‌ କାର୍ଡ ସହ ଓହ୍ଲାଇବ। ବିଶେଷକରି ଯୁବ…

ଭାରତର ଏହି ବୋଲରଙ୍କୁ ଡରୁଛି ଅଷ୍ଟ୍ରେଲିଆ: ଟ୍ରାଭିସ ହେଡ କହିଦେଲେ ମନର କଥା

ପର୍ଥ,୧୯।୧୦:ଭାରତ ବିପକ୍ଷ ସିରିଜ ପୂର୍ବରୁ ଅଷ୍ଟ୍ରେଲୀୟ କ୍ରିକେଟ ଜଗତରେ ଦ୍ରୁତ ବୋଲର ଜସପ୍ରୀତ ବୁମ୍‌ରାଙ୍କ ବିଷୟରେ ଆଲୋଚନା ଆରମ୍ଭ ହୋଇଛି। ଅଷ୍ଟ୍ରେଲିଆର ଆକ୍ରମଣାତ୍ମକ ବ୍ୟାଟ୍ସମ୍ୟାନ ଟ୍ରାଭିସ ହେଡ ତାଙ୍କୁ ‘ଏକ୍ସ ଫ୍ୟାକ୍ଟର୍‌’ ବୋଲି କହିଥିବାବେଳେ ପୂର୍ବତନ ଫାଷ୍ଟ ବୋଲର ବ୍ରେଟ ଲି…

ଶେଷରେ ହାର୍‌ ମାନିବ ପାକିସ୍ତାନ! ଭାରତ କଥା ମାନି…

ନୂଆଦିଲ୍ଲୀ,୧୯।୧୧:ଆଇସିସି ଚାମ୍ପିଅନ୍ସ ଟ୍ରଫି ୨୦୨୫ ପାକିସ୍ତାନ ଦ୍ୱାରା ଆୟୋଜିତ ହେବ। କିନ୍ତୁ ଏହି ଟୁର୍ନାମେଣ୍ଟ ବିଷୟରେ ଏପର୍ଯ୍ୟନ୍ତ କୌଣସି ସମାଧାନ ମିଳିନାହିଁ। ଭାରତୀୟ କ୍ରିକେଟ ଦଳ ପଡୋଶୀ ଦେଶ ଭ୍ରମଣ କରିବାକୁ ମନା କରିସାରିଛି। ଏଥି ସହିତ ପାକିସ୍ତାନ ମଧ୍ୟ ହାଇବ୍ରିଡ…

କୋହଲିଙ୍କୁ ନେଇ ବଡ଼ ଭବିଷ୍ୟବାଣୀ କରିଦେଲେ ଗାଙ୍ଗୁଲି

ନୂଆଦିଲ୍ଲୀ,୧୯।୧୦: ବର୍ଡର-ଗାଭାସ୍କର ଟ୍ରଫି ପୂର୍ବରୁ ବିରାଟ କୋହଲିଙ୍କ ଫର୍ମ ତାଙ୍କୁ ଅନେକ ମ୍ୟାଚ ପାଇଁ ସମର୍ଥନ କରୁନାହିଁ। ୨୦୨୪ ବର୍ଷ ମଧ୍ୟ କୋହଲିଙ୍କ ପାଇଁ ଭଲ ବୋଲି ପ୍ରମାଣିତ ହୋଇନାହିଁ । କୋହଲିଙ୍କ ବ୍ୟାଟ ନା ବାଂଲାଦେଶ ବିପକ୍ଷ ଟେଷ୍ଟ ସିରିଜରେ…

ଆଜିର ଦିନରେ ମଉଳିଥିଲା ବିଶ୍ୱକପ ଆଶା, ଭାଙ୍ଗିଥିଲା ୧୪୦ କୋଟି ଭାରତୀୟଙ୍କ ହୃଦୟ

ନୂଆଦିଲ୍ଲୀ,୧୯।୧୧: ଭାରତୀୟ କ୍ରିକେଟ ଦଳ ଗତ ବର୍ଷ ଅର୍ଥାତ୍‌ ୨୦୨୩ ଏହି ଦିନ (୧୯ ନଭେମ୍ବର) ଦିନିକିଆ ବିଶ୍ୱକପର ଫାଇନାଲ ହରାଇଥିଲା। ଭାରତର ପରାଜୟ ଯୋଗୁ ୧୪୦ କୋଟି ଭାରତୀୟ ପ୍ରଶଂସକଙ୍କ ହୃଦୟ ଭାଙ୍ଗି ଯାଇଥିଲା। ଅଷ୍ଟ୍ରେଲିଆ ବିପକ୍ଷ ଭାରତକୁ ଟାଇଟଲ…

ଚାମ୍ପିୟନ୍ସ ଟ୍ରଫି ବିବାଦ: ଆଇସିସିର ସ୍ପଷ୍ଟୀକରଣ ଲୋଡ଼ିଲା ପିସିବି

ଲାହୋର,୧୮ା୧୧(ପି.ଟି.): ଆଇସିସି ଚାମ୍ପିୟନ୍ସ ଟ୍ରଫିରେ ପାକିସ୍ତାନ ନ ଯିବା ପାଇଁ ଭାରତ ଘୋଷଣା କରି ସାରିଥିବା ବେଳେ ଆଇସିସିର ସ୍ପଷ୍ଟୀକରଣ ଲୋଡିଛି ପାକିସ୍ତାନ କ୍ରିକେଟ ବୋର୍ଡ(ପିସିବି)। ସୋମବାର ପିସିବି ମୁଖ୍ୟ ମୋହସିନ୍‌ ନକ୍‌ଭୀ ଏହା ଉପରେ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ଭାରତ…

କୋକେନ ବ୍ୟବହାର କରୁଥିଲେ ଏହି କ୍ରିକେଟର୍‌: ଲାଗିଲା ବ୍ୟାନ୍‌

ନୂଆଦିଲ୍ଲୀ,୧୮।୧୧:ନ୍ୟୁଜିଲାଣ୍ଡର ପୂର୍ବତନ ଦ୍ରୁତ ବୋଲର ଡଗ ବ୍ରେସୱେଲ କୋକେନ ବ୍ୟବହାରକୁ ନେଇ ପାଇଁ ନ୍ୟୁଜିଲାଣ୍ଡର ପୂର୍ବତନ ପେସ୍‌ ବୋଲର ଡଗ୍‌ ବ୍ରେସ୍‌ଓ୍ବେଲ ଇତିମଧ୍ୟରେ କ୍ରିକେଟରୁ ୧ମାସ ବାସନ୍ଦ ଦଣ୍ଡ ଭୋଗି ସାରିଛନ୍ତି। ମାତ୍ର ନ୍ୟୁଜିଲାଣ୍ଡ ସ୍ପୋର୍ଟ ଇଣ୍ଟିଗ୍ରିଟି କମିଶନ ସୋମବାର ପ୍ରଥମ…

‘ମୁଁ ହୋଇଥିଲେ…’, ରୋହିତ ଶର୍ମା ବାପା ହେବା ଉପରେ ଏମିତି କିଛି କହିଦେଲେ ଟ୍ରାଭିସ ହେଡ୍‌

ନୂଆଦିଲ୍ଲୀ,୧୮।୧୧: ବର୍ଡର-ଗାଭାସ୍କର ଟ୍ରଫି ୨୦୨୪ ନଭେମ୍ବର ୨୨ରୁ ଆରମ୍ଭ ହେବାକୁ ଯାଉଛି, ଯେଉଁଥିରେ ରୋହିତ ଶର୍ମା ଖେଳିବେ ନାହିଁ ବୋଲି ନିଶ୍ଚିତ କରିଛନ୍ତି। ତାଙ୍କ ସ୍ଥାନରେ ଜସପ୍ରୀତ ବୁମ୍‌ରାଙ୍କୁ ଟିମ ଇଣ୍ଡିଆର ଅଧିନାୟକ ନଜର ଆସିବେ। କହିରଖୁଛୁ ଯେ ରୋହିତ ଶର୍ମା…

ଠକେଇ ମାମଲାରେ ଫସିଲେ ଗୌତମ ଗମ୍ଭୀର: ହାଇକୋର୍ଟ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୧୮।୧୧:ଭାରତୀୟ କ୍ରିକେଟ ଦଳର ମୁଖ୍ୟ କୋଚ ଗୌତମ ଗମ୍ଭୀରଙ୍କ ଅଡୁଆ ଥମିବାର ନାଁ ଧରୁନି। ନ୍ୟୁଜିଲାଣ୍ଡ ବିପକ୍ଷ ଟେଷ୍ଟ ସିରିଜ ଏବଂ ଶ୍ରୀଲଙ୍କା ବିପକ୍ଷ ଦିନିକିଆ ସିରିଜ ହାରିବା ପରେ ସେ ସମାଲୋଚନାର ସମ୍ମୁଖୀନ ହେଉଛନ୍ତି। ବର୍ତ୍ତମାନ ଦିଲ୍ଲୀ ହାଇକୋର୍ଟର ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?