ଖେଳ

ବୁମ୍‌ରାଙ୍କ ସହ ୮୦୦୦ ଟଙ୍କାର ବାଜି ଲଗାଇଲେ ପନ୍ତ, ପରେ ଯାହା ଘଟିଲା…

ନୂଆଦିଲ୍ଲୀ,୧୫।୧୧: ବର୍ଡର-ଗାଭାସ୍କର ଟ୍ରଫିରେ ଅଷ୍ଟ୍ରେଲିଆର ମୁକାବିଲା ଲାଗି ଟିମ୍‌ ଇଣ୍ଡିଆ ଖୁବ୍‌ ଝାଳ ବୁହାଉଛି। ନଭେମ୍ବର ୨୨ରେ ଆରମ୍ଭ ହେବାକୁ ଥିବା ପର୍ଥ ଟେଷ୍ଟ ପୂର୍ବରୁ ସମସ୍ତ ଖେଳାଳି ନେଟ୍ସରେ ଅଭ୍ୟାସ କରୁଛନ୍ତି। ଟୁର୍ନାମେଣ୍ଟର ସିଧାସଳଖ ପ୍ରଭାବ ବିଶ୍ୱ ଟେଷ୍ଟ ଚାମ୍ପିଅନ୍ସ…

IPL ପୂର୍ବରୁ ଏହି ଟିମ୍‌ର ଅଧିନାୟକ ହେଲେ ପନ୍ତ! ୬ ଖେଳାଳିଙ୍କ ଉପରେ ୭୦ କୋଟି ଦାମ୍‌ ଲଗାଇଲା ପଞ୍ଜାବ

ନୂଆଦିଲ୍ଲୀ,୧୫।୧୧: ଆଇପିଏଲ୍‌ ୨୦୨୫ ପୂର୍ବରୁ ମେଗା ଅକ୍ସନର ଆୟୋଜନ ସାଉଦି ଆରବରେ କରାଯିବ। ନଭେମ୍ବର ୨୪ ଏବଂ ୨୫ ତାରିଖ ଏଥିଲାଗି ଚୟନ କରାଯାଇଛି। ଏଥର ୧୫୭୪ ଖେଳାଳି ନିଜ ନାମ ପଞ୍ଜିକୃତ କରିଥିବା ବେଳେ କିଏ କିଏ ବାଜି ମାରିବେ…

ଘୋଷଣା ହେଲା ଆଇପିଏଲ ୨୦୨୫ରେ ନିଲାମୀ ହେବାକୁ ଥିବା ଖେଳାଳିଙ୍କ ତାଲିକା

ମୁମ୍ବାଇ,୧୫ା୧୧: ବହୁ ପ୍ରତୀକ୍ଷିତ ଟାଟା ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ୍) ଖେଳାଳିଙ୍କ ନିଲାମ ତାଲିକା ପ୍ରକାଶ ପାଇଛି। ଆଗାମୀ ସିଜିନ୍ ପାଇଁ ସମୁଦାୟ ୫୭୪ ଖେଳାଳିଙ୍କ ଭାଗ୍ୟ ସାଉଦି ଆରବିଆରେ ହେବାକୁ ଥିବା ନିଲାମୀରେ ନିର୍ଦ୍ଧାରଣ ହେବ। ପଞ୍ଜିକୃତ କରିଥିବା ଖେଳାଳିଙ୍କ…

ପିଓକେ ଯିବ ନାହିଁ ଚାମ୍ପିୟନ୍ସ ଟ୍ରଫି, ଭାରତର ପ୍ରତିବାଦ ପରେ ଆଇସିସିର ନିଷ୍ପତ୍ତି

ନୂଆଦିଲ୍ଲୀ,୧୫ା୧୧: ଆସନ୍ତା ବର୍ଷ ପାକିସ୍ତାନ ଦ୍ୱାରା ଚାମ୍ପିଅନ୍ସ ଟ୍ରଫି ଆୟୋଜିତ ହେବ। ଏହା ପୂର୍ବରୁ ପ୍ରଚାର,ପ୍ରସାର ବା ସହର ପରିକ୍ରମା କରିବା ଆନ୍ତର୍ଜାତୀୟ କ୍ରିକେଟ୍ ପରିଷଦ (ଆଇସିସି) ପାକିସ୍ତାନକୁ ଟୁର୍ନାମେଣ୍ଟ ଟ୍ରଫି ପଠାଇଛି। ଏହି ଟ୍ରଫି ଗୁରୁବାର (୧୪ ନଭେମ୍ବର) ଇସଲାମାବାଦରେ…

ରିଙ୍କୁଙ୍କ ପାଇଁ ଅଶୁଭ ପାଲଟିଲା କୋହଲିଙ୍କ ଏହି ଜିନିଷ

ନୂଆଦିଲ୍ଲୀ,୧୫।୧୧: ଭାରତୀୟ କ୍ରିକେଟର ବିରାଟ କୋହଲିଙ୍କ ସହ ରିଙ୍କୁ ସିଂଙ୍କ ସମ୍ପର୍କ ବେଶ ନିବିଡ଼। ନିକଟରେ ରିଙ୍କୁ ତାଙ୍କ ସହ ଖେଳିବାକୁ ଇଚ୍ଛା ପ୍ରକାଶ କରିଥିଲେ। ହେଲେ ଏହି ଇଚ୍ଛା ପୂରଣ ହେବା ପୂର୍ବରୁ ବିରାଟଙ୍କ ଗୋଟିଏ ଉପହାର ଅଶୁଭ ପାଲଟିଛି।…

ବୁମ୍‌ରାଙ୍କୁ ଏମିତି ବାଉନ୍ସର ମାରିଲେ ରିଷଭ ପନ୍ତ: ପରିଣାମ ହେଲା ଏମିତି….

ସିଡନୀ,୧୫।୧୧: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ବର୍ଡର-ଗାଭାସ୍କର ଟ୍ରଫି ନଭେମ୍ବର ୨୨ରୁ ଆରମ୍ଭ ହେଉଛି। ପ୍ରଥମ ଟେଷ୍ଟ ମ୍ୟାଚ ପର୍ଥ ଷ୍ଟାଡିୟମରେ ଖେଳାଯିବ ଏବଂ ଟିମ ଇଣ୍ଡିଆ ଆଜିକାଲି ପଡ଼ିଆରେ ଅଭ୍ୟାସ କରୁଛି। ଏହି ସମୟରେ ଖେଳାଳିମାନେ ମଧ୍ୟ ଏକ ମଜାଦାର…

ଆଜି ଭାରତ-ଦକ୍ଷିଣ ଆଫ୍ରିକା ଚତୁର୍ଥ ଟି-୨୦: ଜାଣନ୍ତୁ କେତେବେଳେ କେଉଁଠି ଦେଖିପାରିବେ ମ୍ୟାଚ୍‌

ଜୋହାନ୍ସବର୍ଗ, ୧୫ା୧୧ (ପି.ଟି.): ଦକ୍ଷିଣ ଆଫ୍ରିକା ଓ ଭାରତ ମଧ୍ୟରେ ଚତୁର୍ଥ ତଥା ଅନ୍ତିମ ଅନ୍ତର୍ଜାତୀୟ ଟି୨୦ ଏଠାରେ ଶୁକ୍ରବାର ହେବ। ସିରିଜରେ ଭାରତ ୨-୧ରେ ଆଗୁଆ ରହିଛି। ବର୍ତ୍ତମାନ ରିଙ୍କୁ ସିଂଙ୍କ ଫର୍ମ ଓ ବ୍ୟାଟିଂ ପୋଜିଶନ ଭ୍ରମଣକାରୀ ଦଳ…

ଗୋଟିଏ ଭୁଲ୍‌ ପାକିସ୍ତାନକୁ ପଡ଼ିବ ଭାରି: ଭାରତକୁ ମିଳିପାରେ ଚାମ୍ପିଅନ୍ସ ଟ୍ରଫି ଆୟୋଜନ ଦାୟିତ୍ୱ

ନୂଆଦିଲ୍ଲୀ,୧୫।୧୧: ଚାମ୍ପିଅନ୍ସ ଟ୍ରଫି ମାମଲା ଏବେ ଏକ ଭିନ୍ନ ମୋଡ଼ ନେଇଛି। ଏହି ଆଇସିସି ଟୁର୍ନାମେଣ୍ଟ ବର୍ତ୍ତମାନ ପାକିସ୍ତାନରେ ନୁହେଁ, ବରଂ ଭାରତରେ ଆୟୋଜିତ ହୋଇପାରିବ। ଏହି ଅପ୍‌ଡେଟ୍‌ ଏପରି ଏକ ସମୟରେ ଆସିଛି,ଯେତେବେଳେ ଚାମ୍ପିଅନ୍ସ ଟ୍ରଫି ଆୟୋଜନ ନେଇ ଭାରତ…

ରବି ଶାସ୍ତ୍ରୀଙ୍କ ଚେତାବନୀ, କହିଲେ ‘ନିଜ ସାମ୍ରାଜ୍ୟକୁ ଫେରିଛନ୍ତି ରାଜା’

ନୂଆଦିଲ୍ଲୀ,୧୪।୧୧: ପୂର୍ବତନ ଭାରତୀୟ କ୍ରିକେଟ ଟିମ୍‌ର ପ୍ରଶିକ୍ଷକ ରବି ଶାସ୍ତ୍ରୀ ବିରାଟ କୋହଲିଙ୍କ ସମାଲୋଚକଙ୍କୁ ଉପଯୁକ୍ତ ଉତ୍ତର ଦେଇଛନ୍ତି। ରବି ଶାସ୍ତ୍ରୀ ବିରାଟ କୋହଲିଙ୍କୁ ସମର୍ଥନ କରିଥିଲେ ଏବଂ ତାଙ୍କ ପ୍ରିୟ ଦେଶ ବିପକ୍ଷରେ କ୍ରିକେଟ ଖେଳିବାକୁ ସେ ନିଜ ମାଟିରେ…

ଟିମ ଇଣ୍ଡିଆକୁ ଫେରିବେ ସଚିନ ତେନ୍ଦୁଲକର! ବିସିସିଆଇକୁ ବଡ଼ ପ୍ରସ୍ତାବ ଦେଲେ ପୂର୍ବତନ କ୍ରିକେଟର

ନୂଆଦିଲ୍ଲୀ,୧୪।୧୧: ଅଷ୍ଟ୍ରେଲିଆ ବିପକ୍ଷ ବର୍ଡର-ଗାଭାସ୍କର ଟ୍ରଫି ଆରମ୍ଭ ହେବାକୁ ଯାଉଛି। ଆସନ୍ତା ୨୨ ତାରିଖରୁ ପର୍ଥରେ ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ପ୍ରଥମ ଟେଷ୍ଟ ଆରମ୍ଭ ହେବ। ଏହା ପୂର୍ବରୁ ପୂର୍ବତନ ଭାରତୀୟ କ୍ରିକେଟର ଡବ୍ଲ୍ୟୁଭି ରମଣ ଦଳକୁ ଭଲ ଫର୍ମକୁ…

ଏବେ ଏହି ଦେଶ ପାଇଁ କାମ କରିବେ ସାନିଆ ମିର୍ଜା

ନୂଆଦିଲ୍ଲୀ,୧୪।୧୧: ଭାରତର ଟେନିସ ତାରକା ସାନିଆ ମିର୍ଜାଙ୍କ ଖେଳରୁ ଅବସର ନେଇଛନ୍ତି। କିନ୍ତୁ ତଥାପି ସେ ସକ୍ରିୟ ଅଛନ୍ତି। ନିକଟରେ ସାନିଆଙ୍କୁ ଦୁବାଇରେ ଏକ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ଦିଆଯାଇଛି। ତାଙ୍କ ସହ ପୂର୍ବତନ ଭାରତୀୟ ଖେଳାଳି ହରଭଜନ ସିଂ ମଧ୍ୟ ଏହି…

ବର୍ଡର-ଗାଭାସ୍କର ଟ୍ରଫି ପୂର୍ବରୁ ଅଷ୍ଟ୍ରେଲିଆକୁ ଚେତାବନୀ ଦେଲା ଟିମ୍‌ ଇଣ୍ଡିଆ

ନୂଆଦିଲ୍ଲୀ,୧୪।୧୧: ନଭେମ୍ବର ୨୨ରୁ ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ବର୍ଡର-ଗାଭାସ୍କର ଟ୍ରଫି ୨୦୨୪ର ପ୍ରଥମ ଟେଷ୍ଟ ଆରମ୍ଭ ହେବ। ବିଶ୍ୱ ଟେଷ୍ଟ ଚାମ୍ପିଅନଶିପ୍‌ ଫାଇନାଲ୍‌ ଖେଳିବାକୁ ହେଲେ ଏହି ସିରିଜ ଜିତିବା ଟିମ ଇଣ୍ଡିଆ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଯଦି ଭାରତୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?