ଖେଳ

ସନ୍ତୋଷ କଶ୍ୟପ ଓଏଫ୍‌ସିର ସହକାରୀକୋଚ୍‌ ନିଯୁକ୍ତ

ଭୁବନେଶ୍ୱର,୨୯ା୩(ସ୍ପୋଟର୍‌ସ ବ୍ୟୁରୋ): ପୂର୍ବତନ ଭାରତୀୟ ଖେଳାଳି ସନ୍ତୋଷ କଶ୍ୟପଙ୍କୁ ମଙ୍ଗଳବାର ଓଡ଼ିଶା ଏଫ୍‌ସି(ଓଏଫ୍‌ସି)ର ସହକାରୀ କୋଚ୍‌ ଭାବରେ ନିଯୁକ୍ତ କରାଯାଇଛି। ଚଳିତ ସିଜନ ପାଇଁ ମିରାଣ୍ଡା କ୍ଲିଫର୍ଡଙ୍କୁ ମୁଖ୍ୟ କୋଚ୍‌ ଭାବରେ ପୂର୍ବରୁ ନିଯୁକ୍ତ କରାଯାଇଥିଲା। ୫୬ ବର୍ଷୀୟ ଏହି...

ଜାତୀୟ ସିନିୟର ଥ୍ରୋ ବଲ୍‌: ଓଡ଼ିଶାକୁ ବ୍ରୋଞ୍ଜ

ଭୁବନେଶ୍ୱର, ୨୯ା୩(କ୍ରୀଡ଼ା ପ୍ରତିନିଧି): ବିହାରର ଗୋପାଳଗଞ୍ଜଠାରେ ଅନୁଷ୍ଠିତ ୪୪ତମ ଜାତୀୟ ସିନିୟର ଥ୍ରୋ ବଲ୍‌ ଚାମ୍ପିୟନଶିପ୍‌ରେ ଓଡ଼ିଶା ପୁରୁଷ ଦଳ ବ୍ରୋଞ୍ଜ ପଦକ ହାସଲ କରିଛି। ନିଜ ପୁଲ୍‌ରେ ସମସ୍ତ ମ୍ୟାଚ ଜିତି ଓଡ଼ିଶା କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଥିଲା।...

ତ୍ରିରାଷ୍ଟ୍ରୀୟ ଫୁଟବଲ୍‌: ଭାରତ ଚାମ୍ପିୟନ୍‌

ଇମ୍ଫାଲ,୨୯ା୩: ଅନ୍ତିମ ମ୍ୟାଚରେ କିର୍ଗିଜସ୍ତାନକୁ ୨-୦ରେ ପରାସ୍ତ କରିବା ସହିତ ଇମ୍ଫାଲରେ ଅନୁଷ୍ଠିତ ତ୍ରିରାଷ୍ଟ୍ରୀୟ ଫୁଟବଲ ସିରିଜ୍‌ ଜିତି ନେଇଛି ଭାରତ। ପ୍ରଥମ ମ୍ୟାଚରେ ମ୍ୟାନମାରକୁ ୧-୦ଗୋଲରେ ହରାଇଥିବା ଭାରତକୁ ଚାମ୍ପିୟନ ହେବା ପାଇଁ ଏକ ଡ୍ରର ଆବଶ୍ୟକତା ଥିଲା।...

ବ୍ରୋଞ୍ଜ ଜିତିଲେ ଚନ୍ଦନ କୁମାର

ଭୁବନେଶ୍ୱର, ୨୯ା୩ (କ୍ରୀଡ଼ା ପ୍ରତିନିଧି): ନୂଆଦିଲ୍ଲୀରେ ଅନୁଷ୍ଠିତ ୨୦ତମ ଜାତୀୟ ସିନିୟର ପାରା ଶକ୍ତି ଉତ୍ତୋଳନ ପ୍ରତିଯୋଗିତାରେ ଓଡ଼ିଶାର ଚନ୍ଦନ କୁମାର ବେହେରା ବ୍ରୋଞ୍ଜ ପଦକ ପାଇଛନ୍ତି। ମଙ୍ଗଳବାର ଶେଷ ଦିବସରେ ସେ ୯୭ କେଜି ବର୍ଗରେ ୧୫୫ କେଜି...

ଭାରତକୁ ‘ଫେୟାର ପ୍ଲେ’ ପୁରସ୍କାର

ଢାକା, ୨୯ା୩: ଏଠାରେ ମଙ୍ଗଳବାର ଅନୁଷ୍ଠିତ ୧୭ ବର୍ଷରୁ କମ୍‌ ସାଫ୍‌ ମହିଳା ଫୁଟବଲ ଟୁର୍ନାମେଣ୍ଟର ଏକ ମ୍ୟାଚରେ ଭାରତ ୦-୨ ଗୋଲରେ ଶକ୍ତିଶାଳୀ ରୁଷିଆ ନିକଟରୁ ହାରି ଯାଇଛି। ରୁଷିଆ ପକ୍ଷରୁ ଭାସିଲିସା ଆଭଲିଏଙ୍କୋ ୧୦ ଓ ଡାରିଆ...

ସ୍ବସ୍ତି ସିଂଙ୍କୁ ରୌପ୍ୟ ପଦକ

ଭୁବନେଶ୍ୱର, ୨୯ା୩(କ୍ରୀଡ଼ା ପ୍ରତିନିଧି): ପଟିଆଲାସ୍ଥିତ ପଞ୍ଜାବୀ ବିଶ୍ୱବିଦ୍ୟାଳୟ ଆନୁକୂଲ୍ୟରେ ସର୍ବଭାରତୀୟ ଆନ୍ତଃ ବିଶ୍ୱବିଦ୍ୟାଳୟ ସାଇକ୍ଲିଂ ଟ୍ରାକ୍‌ (ମହିଳା ଓ ପୁରୁଷ) ଚାମ୍ପିୟନଶିପ୍‌ ମଙ୍ଗଳବାର ଆରମ୍ଭ ହୋଇଛି। ଏହା ୩୧ ତାରିଖ ପର୍ଯ୍ୟନ୍ତ ଚାଲିବ। ପ୍ରତିଯୋଗିତାର ପ୍ରଥମ ଦିବସରେ କିଟ୍‌ ବିଶ୍ୱବିଦ୍ୟାଳୟ...

ସେମିଫାଇନାଲରେ ମୁକ୍ତେଶ୍ୱର

ଭୁବନେଶ୍ୱର,୨୯ା୩(ସ୍ପୋଟର୍‌ସ ବ୍ୟୁରୋ): ରାମେଶ୍ୱର ସ୍ପୋର୍ଟିଂ ଆନୁକୂଲ୍ୟରେ ଅନୁଷ୍ଠିତ ପଞ୍ଚମ ରାମେଶ୍ୱର କପ୍‌ ତଥା କମଳା ପରିଡ଼ା ମେମୋରିଆଲ କ୍ରିକେଟ ଟୁର୍ନାମେଣ୍ଟର ସେମି ଫାଇନାଲରେ ପ୍ରବେଶ କରିଛି ମୁକ୍ତେଶ୍ୱର। ମଙ୍ଗଳବାର ଅନୁଷ୍ଠିତ ବର୍ଷା ବାଧାପ୍ରାପ୍ତ ତୃତୀୟ କ୍ୱାର୍ଟର ଫାଇନାଲକୁ ଡର୍କଓ୍ବର୍ଥ ଲୁଇସ୍‌...

ଆଇପିଏଲ୍‌ ପୂର୍ବରୁ ଇଞ୍ଜେକ୍ସନ ନେବେ ଷ୍ଟୋକ୍ସ

ଲଣ୍ଡନ, ୨୯ା୩ : ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ରେ ଖେଳିବା ଲାଗି ଭାରତ ଯିବା ପୂର୍ବରୁ ଇଂଲଣ୍ଡ ଟେଷ୍ଟ ଅଧିନାୟକ ବେନ୍‌ ଷ୍ଟୋକ୍ସଙ୍କୁ ଏକ ଇଞ୍ଜେକ୍ସନ ନେବାକୁ ପଡ଼ିବ। ଷ୍ଟୋକ୍ସଙ୍କର ଦୀର୍ଘ ଦିନ ହେଲା ବାମ ଆଣ୍ଠୁରେ ସମସ୍ୟା ଦେଖା...

ଜାତୀୟ ଶକ୍ତି ଉତ୍ତୋଳନ ପାଇଁ ଓଡ଼ିଶା ଦଳ

ଭୁବନେଶ୍ୱର, ୨୯ା୩ (ସ୍ପୋଟର୍‌ସ ବ୍ୟୁରୋ): କେରଳ ରାଜ୍ୟ ଅନ୍ତର୍ଗତ କୋଝିକୋଡ୍‌ଠାରେ ଏପ୍ରିଲ ୧ରୁ ୫ ତାରିଖ ପର୍ଯ୍ୟନ୍ତ ଜାତୀୟ ଶକ୍ତିଉତ୍ତୋଳନ ପ୍ରତିଯୋଗିତା ଅନୁଷ୍ଠିତ ହେବ। ଏଥି ପାଇଁ ଓଡ଼ିଶା ଶକ୍ତିଉତ୍ତୋଳନ ସଂଘ ତରଫରୁ ମନୋନୀତ ୧୫ ଜଣିଆ ଖେଳାଳି ଦଳ...

କ୍ରିକେଟର୍‌ କେଦାର ଯାଦବଙ୍କ ନିଖୋଜ ପିତା ସୁରକ୍ଷିତ ଉଦ୍ଧାର

ନୂଆଦିଲ୍ଲୀ,୨୮।୩: ଭାରତୀୟ କ୍ରିକେଟର କେଦାର ଯାଦବଙ୍କ ପିତା ମହାଦେବ ଯାଦବ ମହାରାଷ୍ଟ୍ରର ପୁଣେସ୍ଥିତ ଘରୁ ନିଖୋଜ ହୋଇଯାଇଥିଲେ। ଅଭିଯୋଗ ପାଇବା ପରେ ପୋଲିସ ସର୍ଚ୍ଚ ଅପରେସନ ଆରମ୍ଭ କରିଥିଲା ଏବଂ କିଛି ଘଣ୍ଟା ମଧ୍ୟରେ ପୁଣେ ସହରର ମୁଣ୍ଡୱା ଅଞ୍ଚଳରୁ...

ଜ୍ୟୋତ୍ସ୍ନା ଶବରଙ୍କୁ ରୌପ୍ୟ, ବ୍ରୋଞ୍ଜ୍‌

ଭୁବନେଶ୍ୱର, ୨୮।୩ (କ୍ରୀଡ଼ା ପ୍ରତିନିଧି): ଅନ୍ତର୍ଜାତୀୟ ଭାରୋତ୍ତୋଳନ ମହାସଂଘ ଆନୁକୂଲ୍ୟରେ ଆଲ୍‌ବାନିଆର ଡୁରେସ୍‌ଠାରେ ଚାଲିଥିବା ଓ୍ବାଲର୍‌ଡ ୟୁଥ୍‌ ଭାରୋତ୍ତୋଳନ ଚାମ୍ପିୟନଶିପ୍‌ରେ ଜ୍ୟୋସ୍ନା ଶବର ଗୋଟିଏ ଲେଖାଏ ରୌପ୍ୟ ଓ ବ୍ରୋଞ୍ଜ୍‌ ପଦକ ହାସଲ କରିଛନ୍ତି। କଳିଙ୍ଗ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ସୋସିଆଲ...

ହୃଦୟ ଜିତିଲେ ଧୋନୀ

ଚେନ୍ନାଇ୨୮।୩: ଆଇପିଏଲର ୧୬ତମ ସଂସ୍କରଣ ଚଳିତ ବର୍ଷ ୩୧ ମାର୍ଚ୍ଚରୁ ଆରମ୍ଭ ହେଉଛି। ଆଇପିଏଲ ୨୦୨୩ରେ ଭାରତୀୟ କ୍ରିକେଟ୍‌ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ପୁଣି କ୍ରିକେଟ ପଡ଼ିଆକୁ ଫେରିବେ। ସେ ଚେନ୍ନାଇ ସୁପର କିଙ୍ଗ୍ସର ନେତୃତ୍ୱ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri