ଖେଳ

ବେଦାନ୍ତ ଲାଞ୍ଜିଗଡ଼ ଜୋନାଲ ସ୍ପୋଟର୍‌ସ ମିଟ୍‌

ଭୁବନେଶ୍ୱର, ୧୨ା୧୧ (ବିଜୟ ରଣା): ବେଦାନ୍ତ ଆଲୁମିନିୟମ ଲିମିଟେଡ୍‌ ଲାଞ୍ଜିଗଡ଼ ଆନୁକୂଲ୍ୟରେ ଡିଏଭି ବେଦାନ୍ତ ଅନ୍ତର୍ଜାତୀୟ ବିଦ୍ୟାଳୟ ପରିସରରେ ଜୋନାଲ ସ୍ପୋଟର୍‌ସ ମିଟ୍‌ ଇତିମଧ୍ୟରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ୮ଟି ଜିଲାର ୧୯୦ ଛାତ୍ରଛାତ୍ରୀ ଅଂଶଗ୍ରହଣ କରିଥିଲେ। ବେଦାନ୍ତ ଆଲୁମିନା ବିଜ୍‌ନେସ୍‌ର…

ଚାମ୍ପିୟନ୍ସ ଟ୍ରଫିରୁ ଓହରିଯିବ ପାକିସ୍ତାନ! ଭାରତ ଯିବାକୁ ମନା କରିବା ପରେ ନିଷ୍ପତ୍ତି

ନୂଆଦିଲ୍ଲୀ,୧୧।୧୧: ଆଗାମୀ ଚାମ୍ପିୟନ୍ସ ଟ୍ରଫିରୁ ଓହରିପାରେ ପାକିସ୍ତାନ। ସ୍ଥାନୀୟ ଗଣମାଧ୍ୟମ ରିପୋର୍ଟ ଅନୁସାରେ ଭାରତ ଆସିବାକୁ ମନା କରିବାରୁ ପରେ ପାକିସ୍ତାନ ଚାମ୍ପିୟନ୍ସ ଟ୍ରଫି ଆୟୋଜନ କରି କୌଣସି ଲାଭ ପାଇବ ନାହିଁ। ପ୍ରୟୋଜକମାନେ ମଧ୍ୟ ଏଥିରୁ ଓହରି ଯାଇପାରନ୍ତି। ଏହି…

ଆଇପିଏଲର ଏହି ଦଳରେ ଅଛନ୍ତି ୪ ଅଧିନାୟକ

ନୂଆଦିଲ୍ଲୀ,୧୧।୧୧: ମୁମ୍ବାଇ ଇଣ୍ଡିଆନ୍ସ ପାଞ୍ଚ ଥର ଆଇପିଏଲ ଚାମ୍ପିୟନ ହୋଇଛି ଏବଂ ବର୍ତ୍ତମାନ ପର୍ଯ୍ୟନ୍ତ ରୋହିତ ଶର୍ମାଙ୍କ ଅଧିନାୟକତ୍ୱରେ ଏମଆଇ ପ୍ରତ୍ୟେକ ଥର ଟାଇଟଲ ଜିତିଛି। କିନ୍ତୁ ବର୍ତ୍ତମାନ ମୁମ୍ବାଇ ଦଳ ମଧ୍ୟରେ ଏକ ନୂଆ ଯୁଗ ଆରମ୍ଭ ହୋଇଛି କାରଣ…

ଆଇପିଏଲ ୨୦୨୫ ଖେଳିପାରିବେନି ହାର୍ଦ୍ଦିକ ପାଣ୍ଡ୍ୟା, ଆସିଲା ଏହି ବଡ଼ କାରଣ

ନୂଆଦିଲ୍ଲୀ,୧୧।୧୧: ଆଇପିଏଲ ୨୦୨୫ର ୧୮ତମ ସିଜନ ପାଇଁ ବିଗୁଲ ବାଜିସାରିଛି। ଚଳିତ ମାସରେ ଆଗାମୀ ସିଜନ ପାଇଁ ଏକ ମେଗା ନିଲାମ ହେବ। ସମସ୍ତ ୧୦ଟି ଦଳ ନିଜର ରିଟେନ ଖେଳାଳିଙ୍କ ତାଲିକା ପ୍ରକାଶ କରି ସାରିଛନ୍ତି। ମୁମ୍ବାଇ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ…

ବଡ଼ ଖବର: ଏହି ଖେଳାଳି ହେବେ ଦିଲ୍ଲୀ କ୍ୟାପିଟାଲ୍ସର ଅଧିନାୟକ! ହେଲା ଖୁଲାସା

ନୂଆଦିଲ୍ଲୀ,୧୧।୧୧: ଆଇପିଏଲ ୨୦୨୫ମେଗା ନିଲାମ ପୂର୍ବରୁ ଦିଲ୍ଲୀ କ୍ୟାପିଟାଲ୍ସ ସମୁଦାୟ ଚାରିଜଣ ଖେଳାଳିଙ୍କୁ ରିଟେନ କରିଥିଲା। ଏହି ୪ ଖେଳାଳିଙ୍କ ନାମ ଅକ୍ଷର ପଟେଲ, ଟ୍ରିଷ୍ଟନ ଷ୍ଟବ୍ସ, ଅଭିଷେକ ପୋରେଲ ଏବଂ କୁଲଦୀପ ଯାଦବ। ନିଲାମର ତାରିଖ ପାଖେଇ ଆସୁଛି ଏବଂ…

ଲିଙ୍ଗ ପରିବର୍ତ୍ତନ କରି ପୁଅରୁ ଝିଅ ହେଲେ ଏହି କ୍ରିକେଟର୍‌ଙ୍କ ପୁଅ

ନୂଆଦିଲ୍ଲୀ,୧୧।୧୧:ଭାରତୀୟ କ୍ରିକେଟର ସଞ୍ଜୟ ବାଙ୍ଗରଙ୍କ ପୁଅ ଆର୍ଯ୍ୟନ ନିକଟରେ ଲିଙ୍ଗ ପରିବର୍ତ୍ତନ କରି ପୁଅରୁ ଝିଅ ହୋଇଛନ୍ତି। ଲିଙ୍ଗ ପରିବର୍ତ୍ତନ ପରେ ଆର୍ଯ୍ୟନ ବଙ୍ଗର ତାଙ୍କ ନାମ ଅନାୟା ବାଙ୍ଗର କରିଛନ୍ତି। ଅନାୟା ନିଜ ଇନଷ୍ଟାଗ୍ରାମରେ ନିଜର ଯାତ୍ରା ବିଷୟରେ ପ୍ରକାଶ…

ଭାରତ ଉପରେ ରାଗିକି ନିଆଁବାଣ ପାକିସ୍ତାନ: ଏବେ ନେବ ଆକ୍ସନ

ଇସଲାମାବାଦ୍‌,୧୧।୧୧:ଚାମ୍ପିଅନ୍ସ ଟ୍ରଫି ସମ୍ପର୍କରେ ବିସିସିଆଇ ନିଜର ଆଭିମୁଖ୍ୟ ସ୍ପଷ୍ଟ କରିଛି। ବିସିସିଆଇ ଆଇସିସିକୁ କହିଛି ଯେ, ଟିମ ଇଣ୍ଡିଆ କୌଣସି ପରିସ୍ଥିତିରେ ପାକିସ୍ତାନ ଯିବ ନାହିଁ। ଏଥିପାଇଁ ଭାରତୀୟ ବୋର୍ଡ ସୁରକ୍ଷା କାରଣ ଦର୍ଶାଇଛି। ଭାରତ ପାକିସ୍ତାନ ଯିବାକୁ ମନା କରିବା…

ବ୍ୟାକ୍‌-ଟୁ-ବ୍ୟାକ୍‌ ଶତକ ହାସଲ ପରେ ଲଜ୍ଜାଜନକ ରେକର୍ଡ କଲେ ସଞ୍ଜୁ ସାମସନ

ଡର୍ବାନ,୧୧।୧୧: ଭାରତୀୟ କ୍ରିକେଟ ଦଳ ବର୍ତ୍ତମାନ ଦକ୍ଷିଣ ଆଫ୍ରିକା ଗସ୍ତରେ ଅଛି ଏବଂ ୪ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳୁଛି। ସିରିଜର ପ୍ରଥମ ମ୍ୟାଚ ଡର୍ବାନରେ ଖେଳାଯାଇଥିଲା। ଏହି ମ୍ୟାଚ୍‌ରେ ସଞ୍ଜୁ ସାମସନଙ୍କ ବିସ୍ଫୋରକ ଶତକ ଯୋଗୁ ଭାରତ ଦକ୍ଷିଣ…

ରୋହିତଙ୍କ ଅନୁପସ୍ଥିତିରେ କିଏ ହେବ ଭାରତୀୟ ଦଳର ଅଧିନାୟକ: ଗମ୍ଭୀର ନିଜେ କଲେ ଖୁଲାସା

ନୂଆଦିଲ୍ଲୀ,୧୧।୧୧:ବର୍ଡର-ଗାଭାସ୍କର ଟ୍ରଫି ପାଇଁ ଅଳ୍ପ ଦିନ ବାକି ଅଛି। ଟିମ ଇଣ୍ଡିଆର ଅନେକ ଖେଳାଳି ମଧ୍ୟ ଏହି ସିରିଜ ପାଇଁ ଅଷ୍ଟ୍ରେଲିଆ ଯାଇଛନ୍ତି। ଏସବୁ ମଧ୍ୟରେ ଗୌତମ ଗମ୍ଭୀର ଏକ ସାମ୍ବାଦିକ ସମ୍ମିଳନୀ ମାଧ୍ୟମରେ ସମସ୍ତ ପ୍ରଶ୍ନର ଉତ୍ତର ଦେଇଥିଲେ। ସିରିଜ…

ଟିମ୍ ସହିତ ଅଷ୍ଟ୍ରେଲିଆ ଯିବେ ନାହିଁ ରୋହିତ; ପ୍ରଥମ ଟେଷ୍ଟ ନ ଖେଳିବା ଆଶଙ୍କା

ନୂଆଦିଲ୍ଲୀ,୧୦।୧୧: ଭାରତୀୟ ଦଳର ଅଧିନାୟକ ରୋହିତ ଶର୍ମା ଅଷ୍ଟ୍ରେଲିଆ ଗସ୍ତରେ ଟିମ୍ ସହିତ ଯିବେ ନାହିଁ। ନଭେମ୍ବର ୧୧ କିମ୍ବା ୧୨ ତାରିଖରେ ଭାରତୀୟ ଦଳ ଅଷ୍ଟ୍ରେଲିଆ ଯିବାକୁ ଥିବା ବେଳେ ସେଥିରେ ରୋହିତ ଯାଉ ନାହାନ୍ତି ବୋଲି ବିସିସିଆଇ ବିଶ୍ୱସ୍ତ…

ଚାମ୍ପିଅନ୍ସ ଟ୍ରଫି ୨୦୨୫ ପାଇଁ ଭାରତ ପାକିସ୍ତାନ ଗସ୍ତ କରିବ ନାହିଁ: ପିସିବି’କୁ ଜଣାଇଲା ଆଇସିସି

ନୂଆଦିଲ୍ଲୀ,୧୦।୧୧: ପାକିସ୍ତାନରେ ହେବାକୁ ଥିବା ଆଇସିସି ଚାମ୍ପିୟନ୍ସ ଟ୍ରଫିରେ ଭାରତ ଯୋଗ ଦେବାକୁ ମନା କରି ଦେବା ପରେ ପାକିସ୍ତାନ କ୍ରିକେଟ ବୋର୍ଡ(ପିସିବି) ବର୍ତ୍ତମାନ ସରକାରଙ୍କ ପରାମର୍ଶ ଲୋଡିଛି। ଭାରତ ସରକାରଙ୍କ ପକ୍ଷରୁ ଅନୁମତି ମିଳି ନ ଥିବା ଦର୍ଶାଇ ଭାରତୀୟ…

ପାକିସ୍ତାନ ଯିବାକୁ ମନା କଲା ବିସିସିଆଇ; ଏବେ କୋର୍ଟରେ ହୋଇପାରେ ଲଢେଇ

ନୂଆଦିଲ୍ଲୀ,୧୦।୯: ଆଇସିସି ଚାମ୍ପିୟନ୍ସ ଟ୍ରଫିରେ ଅଂଶ ଗ୍ରହଣ କରିବା ପାଇଁ ପାକିସ୍ତାନ ଗସ୍ତ କରିବାକୁ ବିସିସିଆଇ ମନା କରିଦେବା ପରେ ପାକିସ୍ତାନ କ୍ରିକେଟ ବୋର୍ଡ(ପିସିବି) କୋର୍ଟ ଅଫ ଆର୍ବିଟେସନ ଫର ସ୍ପୋର୍ଟ(କାସ୍) ଦ୍ୱାରସ୍ତ ହୋଇପାରେ। ଏହି ପ୍ରତିଯୋଗିତାରେ ଭାରତୀୟ କ୍ରିକେଟ୍ ଦଳର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?