ବଡ଼ ଖବର: ବିରାଟ କୋହଲିଙ୍କ ସୁରକ୍ଷା ପ୍ରତି ବିପଦ ଥିବାରୁ ଅଭ୍ୟାସ, ପ୍ରେସ୍ମିଟ୍ ବାତିଲ କଲା ଆର୍ସିବି…
ନୂଆଦିଲ୍ଲୀ,୨୨।୫: ରାଜସ୍ଥାନ ରୟାଲ୍ସ(ଆର୍ଆର୍) ବିପକ୍ଷରେ ଆଇପିଏଲ୍ ୨୦୨୪ ଏଲିମିନେଟର୍ ପ୍ରତିଯୋଗିତା ଲାଗି ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୁରୁ(ଆର୍ସିବି) ପ୍ରସ୍ତୁତ ହେଉଥିବା ବେଳେ ବଡ଼ ଖବର ସାମ୍ନାକୁ ଆସିଛି। ବିରାଟ କୋହଲିଙ୍କ ସୁରକ୍ଷାକୁ ନେଇ ବିପଦ ଥିବାରୁ ଆର୍ସିବି ପକ୍ଷରୁ ଏହାର ଏକମାତ୍ର ଅଭ୍ୟାସ…
ସିଏସ୍କେ ହାରିବା ପରେ ପରେ ବ୍ରାଭୋଙ୍କୁ ମିଳିଲା ଖୁସିଖବର, ଟି୨୦ ବିଶ୍ୱକପ୍ରେ…
ନୂଆଦିଲ୍ଲୀ,୨୨।୫: ୱେଷ୍ଟଇଣ୍ଡିଜର କିମ୍ବଦନ୍ତୀ କ୍ରିକେଟର ଡୱେନ ବ୍ରାଭୋ ଆଇପିଏଲ୍ରେ ଚେନ୍ନାଇ ସୁପର କିଙ୍ଗ୍ସର ବୋଲିଂ କୋଚ୍ ଭାବେ ଦାୟିତ୍ୱ ତୁଲାଉଥିଲେ। ଦଳ ଟୁର୍ନାମେଣ୍ଟରୁ ବାହାରିବାର ୪ ଦିନ ହୋଇଥିବା ବେଳେ ତାଙ୍କୁ ନୂଆ ଖୁସିଖବର ମିଳିଛି। ଟି-୨୦ ବିଶ୍ୱକପରେ ଆଫଗାନିସ୍ତାନ ଟିମର…
ପାଓ୍ବାର ପ୍ଲେରେ ଚମତ୍କାର କଲେ ଆଇପିଏଲ୍ର ସବୁଠୁ ଦାମୀ ଖେଳାଳି
ଅହମ୍ମଦାବାଦ,୨୨।୫: ଆଇପିଏଲ ୨୦୨୪ର ପ୍ଲେ ଅଫର ପ୍ରଥମ କ୍ୱାଲିଫାୟର୍ରେ କୋଲକାତା ନାଇଟ ରାଇଡର୍ସ ସନରାଇଜର୍ସ ହାଇଦ୍ରାବାଦକୁ ପରାସ୍ତ କରି ଫାଇନାଲ୍ ଟିକେଟ୍ କାଟିଛି। ଏହି ମ୍ୟାଚ ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଇଥିଲା। ସନରାଇଜର୍ସ ହାଇଦ୍ରାବାଦ ହୁଏତ ଟସ ଜିତି ପ୍ରଥମେ…
ପାକିସ୍ତାନ ଯିବାକୁ ନେଇ ଏମିତି କହିଦେଲେ ରୋହିତ ଶର୍ମା
ନୂଆଦିଲ୍ଲୀ,୨୨।୫: ଭାରତ ଏବଂ ପାକିସ୍ତାନ ମ୍ୟାଚ୍ ଦେଇଖିବାକୁ ପ୍ରଶଂସକ ଚାହିଁ ବସିଥାନ୍ତି। ଦୁଇ ଦେଶ ମଧ୍ୟରେ ମ୍ୟାଚ ସମୟରେ ଷ୍ଟାଡିୟମ ପ୍ୟାକ ଥାଏ । ଗତ ଦୁଇ ଦଶନ୍ଧି ମଧ୍ୟରେ କେବଳ ଆଇସିସି ଟୁର୍ନାମେଣ୍ଟରେ ଏହି ଦୁଇ ଦଳ ମୁହାଁମୁହିଁ ହୋଇଛନ୍ତି।…
ବାଂଲାଦେଶକୁ ଶୋଚନୀୟ ଭାବେ ପରାସ୍ତ କଲା କ୍ରିକେଟର୍ ଜଗତର ଶିଶୁ
ହ୍ୟୁଷ୍ଟନ,୨୨।୫:ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ପାଇଁ ବାଂଲାଦେଶ ଦଳ ଆମେରିକା ଗସ୍ତରେ ଅଛି। ସିରିଜର ପ୍ରଥମ ମ୍ୟାଚରେ କ୍ରିକେଟ ଜଗତର ଶିଶୁ କହାଯାଉଥିବା ଆମେରିକା ଏକ ବଡ ବିପର୍ଯ୍ୟୟ ସୃଷ୍ଟି କରି ବାଂଲାଦେଶକୁ ୫ ଉଇକେଟରେ ପରାସ୍ତ କରିଛି। ଆମେରିକାର…
ବେଲଜିୟମକୁ ହରାଇଲା ଭାରତ
ଆଣ୍ଟ୍ବେର୍ପ, ୨୨।୫: ଭାରତୀୟ ଜୁନିୟର ପୁରୁଷ ହକି ଦଳ ବିଜୟ ସହ ଏହାର ୟୁରୋପ ଟୁର୍ ଆରମ୍ଭ କରିଛି। ଉପ-ଅଧିନାୟକ ଶାରଦାନନ୍ଦ ତିଓ୍ବାରୀଙ୍କ ଡବଲ ଗୋଲ ବଳରେ ଭାରତ ଶୁଟ୍ ଆଉଟ ୪-୨ ଗୋଲରେ ବେଲଜିୟମକୁ ପରାସ୍ତ କରିଛି। ନିର୍ଦ୍ଧାରିତ ସମୟରେ…
ଟାଇଟଲ ବଜାୟ ରଖିଲେ ସୁମିତ
କୋବ୍ (ଜାପାନ), ୨୨ା୫ : ଭାରତର ସୁମିତ ଅଣ୍ଟିଲ ଏଠାରେ ଚାଲିଥିବା ବିଶ୍ୱ ପାରା ଆଥ୍ଲେଟିକ୍ସ ଚାମ୍ପିୟନଶିପ୍ରେ ତାଙ୍କ ଏଫ୍୬୪ ଜାଭେଲିନ୍ ଥ୍ରୋ ବିଶ୍ୱ ଟାଇଟଲ ବଜାୟ ରଖିବାରେ ସମର୍ଥ ହୋଇଛନ୍ତି। ଅନ୍ୟପକ୍ଷରେ ଥାଙ୍ଗାଭେଲୁ ମାରିୟାପ୍ପାନ ଓ ଏକତା ଭ୍ୟାନ ଯଥାକ୍ରମେ…
ନମ୍ବର ଓ୍ବାନକୁ ଫେରିଲେ ସାତ୍ତ୍ୱିକ-ଚିରାଗ
ନୂଆଦିଲ୍ଲୀ, ୨୨ା୫ (ପି.ଟି.): ଥାଇଲାଣ୍ଡ ଓପନରେ ସଫଳତା ପରେ ଭାରତର ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ପୁଣି ବିଶ୍ୱର ନମ୍ବର ଓ୍ବାନ ର଼୍ୟାଙ୍କିଙ୍ଗ ପୁରୁଷ ଡବଲ୍ସ ବ୍ୟାଡମିଣ୍ଟନ ଯୋଡ଼ି ହୋଇପାରିଛନ୍ତି। ଅଲ୍ ଇଂଲଣ୍ଡ ଚାମ୍ପିୟନଶିପ୍ର ଦ୍ୱିତୀୟ ରାଉଣ୍ଡରେ ପରାଜୟ ପରେ…
କେକେଆର୍କୁ ଫାଇନାଲ ଟିକେଟ, ହାଇଦ୍ରାବାଦ ପାଖରେ ଆଉ ଏକ ସୁଯୋଗ
ଅହମ୍ମଦାବାଦ,୨୧।୫: ଆଇପିଏଲ୍ ୨୦୨୪ ସିଜନର ପ୍ରଥମ ଫାଇନାଲ ଟିକେଟ ପାଇଛି ଶ୍ରେୟସ ଆୟର ନେତୃତ୍ୱାଧୀନ କୋଲକାତା ନାଇଟ ରାଇଡର୍ସ(କେକେଆର୍)। ଏହା ଦଳ ପାଇଁ ଆଇପିଏଲ୍ ଇତିହାସରେ ଚତୁର୍ଥ ଫାଇନାଲ ମୁକାବିଲା ହେବ। ପ୍ରଥମ କ୍ୱାଲିଫାୟରରେ କୋଲକାତା ଏବଂ ସନରାଇଜର୍ସ ହାଇଦ୍ରାବାଦ ମୁହାଁମୁହିଁ…
ଆଇପିଏଲ୍ ୨୦୨୪ ଫାଇନାଲ ଖେଳିବ ଏହି ଦୁଇ ଟିମ୍!
ନୂଆଦିଲ୍ଲୀ,୨୧।୫: ଆଇପିଏଲ୍ ୨୦୨୪ ଏହାର ଅନ୍ତିମ ଚରଣରେ ପହଞ୍ଚିଛି। ୧୦ ଟିମ୍ ମଧ୍ୟରେ ଆରମ୍ଭ ହୋଇଥିବା ଟୁର୍ନାମେଣ୍ଟରେ ଏବେ କେବଳ ୪ ଟିମ୍ ପ୍ଲେ ଅଫ୍ ଖେଳୁଛନ୍ତି। ମେ’ ୨୬ରେ ଟୁର୍ନାମେଣ୍ଟର ଫାଇନାଲ ଖେଳାଯିବ, ଯେଉଁଥିରେ ପ୍ଲେ ଅଫ୍ ଜିତି ଆଗକୁ…
କ୍ୱାଲିଫାୟରରେ ଆଣ୍ଠେଇଲା ହାଇଦ୍ରାବାଦ; ବ୍ୟାଟିଂ ଫାୟାର ପାଓ୍ବାର୍ ଫେଲ୍, କୋଲକାତାକୁ ମାତ୍ର ଏତିକି ରନ୍ର ସହଜ ଟାର୍ଗେଟ…
ଅହମ୍ମଦାବାଦ,୨୧।୫: ଆଇପିଏଲ୍ ୨୦୨୪ ସିଜନରେ ପ୍ଲେଅଫ୍ର ରୋମାଞ୍ଚ ଆରମ୍ଭ ହୋଇଛି। ପ୍ରଥମ କ୍ୱାଲିଫାୟରରେ କୋଲକାତା ନାଇଟ ରାଇଡର୍ସ(କେକେଆର୍) ଏବଂ ସନରାଇଜର୍ସ ହାଇଦ୍ରାବାଦ ମୁହାଁମୁହିଁ ହେଉଛି। ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଉଥିବା ଏହି ମୁକାବିଲାରେ ହାଇଦ୍ରାବାଦ ଅଧିନାୟକ ପ୍ୟାଟ୍ କମିନ୍ସ ଟସ୍ ଜିତି…
କୋଲକାତା ବିପକ୍ଷରେ ଟସ୍ ଜିତିଲା ହାଇଦ୍ରାବାଦ, ନେଲା ଏହି ନିଷ୍ପତ୍ତି
ଅହମ୍ମଦାବାଦ,୨୧।୫: ଆଇପିଏଲ୍ କ୍ୱାଲିଫାୟର- ୧ ମୁକାବିଲା ମଙ୍ଗଳବାର କୋଲକାତା ନାଇଟ୍ ରାଇଡର୍ସ(କେକେଆର୍) ଏବଂ ସନରାଇଜର୍ସ ହାଇଦ୍ରାବାଦ ମଧ୍ୟରେ ଖେଳାଯାଉଛି। ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଉଥିବା ଏହି ମୁକାବିଲାରେ ସନରାଇଜର୍ସ ହାଇଦ୍ରାବାଦ ଟସ୍ ଜିତି ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଛି। ପ୍ରକାଶ…
Archives


