ଖେଳ

ହୋଇଗଲା ନିଷ୍ପତ୍ତି! ଚାମ୍ପିୟନ୍ସ ଟ୍ରଫି ପାଇଁ ପାକିସ୍ତାନ ଯିବ ନାହିଁ ଭାରତ, ଜାଣନ୍ତୁ କେଉଁଠି ହେବ ମ୍ୟାଚ

ନୂଆଦିଲ୍ଲୀ,୮।୧୧: ଚାମ୍ପିୟନ୍ସ ଟ୍ରଫି ୨୦୨୫ ସମ୍ବନ୍ଧରେ ଗୁରୁତ୍ୱପୂର୍ଣ୍ଣ ସୂଚନା ସାମ୍ନାକୁ ଆସିଛି । ପାକିସ୍ତାନ କ୍ରିକେଟ ବୋର୍ଡକୁ ଟିମ ଇଣ୍ଡିଆ ଏକ ବଡ ଝଟକା ଦେଇଛି। ରିପୋର୍ଟ ଅନୁଯାୟୀ, ଭାରତୀୟ ଦଳ ଚାମ୍ପିୟନ୍ସ ଟ୍ରଫି ପାଇଁ ପାକିସ୍ତାନ ଯିବ ନାହିଁ। ଟିମ…

ବାପା ହେଲେ ଟ୍ରାଭିସ ହେଡ୍‌

ସିଡନୀ,୮।୧୧: ଅଷ୍ଟ୍ରେଲିଆର ତାରକା ବ୍ୟାଟ୍ସମ୍ୟାନ ଟ୍ରାଭିସ ହେଡ୍‌ ଦ୍ୱିତୀୟ ଥର ପାଇଁ ପିତା ହୋଇଛନ୍ତି। ହେଡ୍‌ଙ୍କ ପତ୍ନୀ ଜେସିକା ଡେଭିସ ଦ୍ୱିତୀୟ ସନ୍ତାନକୁ ଜନ୍ମ ଦେଇଛନ୍ତି। କ୍ରିକେଟ ପଡ଼ିଆରେ ହେଡ୍‌ଙ୍କୁ ଭାରତର ‘ଶତ୍ରୁ’ ମଧ୍ୟ କୁହାଯାଏ। ଅନେକ ଥର ଉଜ୍ଜ୍ୱଳ ଇନିଂସ…

ସଚିନଙ୍କ ଗୋଡ଼ ତଳେ ପଡ଼ିଗଲେ କୋହଲି: ଖୋଲିଲା ସବୁ ଗୁମର

ନୂଆଦିଲ୍ଲୀ,୮।୧୧: ଭାରତୀୟ କ୍ରିକେଟ୍‌ ଦଳର ଷ୍ଟାର କ୍ରିକେଟର୍‌ ବିରାଟ କୋହଲି ଜଣେ ମଜାଳିଆ ବ୍ୟକ୍ତିତ୍ୱ। ପଡ଼ିଆରେ ହେଉ କି ପଡ଼ିଆ ବାହାରେ ତାଙ୍କ ମଜାଳିଆ ଭିଡିଓ ପ୍ରାୟତଃ ସୋସିଆଲ ମିଡିଆରେ ଭାଇରାଲ ହୁଏ। ୨୦୦୮ରେ ଇଂଲଣ୍ଡ ବିପକ୍ଷ ଦିନିକିଆ ସିରିଜ ସମୟରେ…

ଭାରତ ଆଗରେ ମୁଣ୍ଡ ନୁଆଁଇଲା ପାକିସ୍ତାନ: ଏହି କଥାରେ ହେଲା ରାଜି

ନୂଆଦିଲ୍ଲୀ,୮।୧୧: ଚାମ୍ପିଅନ୍ସ ଟ୍ରଫି ୨୦୨୫ ପାକିସ୍ତାନରେ ଖେଳାଯିବ। କିନ୍ତୁ ଏହି ଟୁର୍ନାମେଣ୍ଟରେ ଟିମ ଇଣ୍ଡିଆର ମ୍ୟାଚ କେଉଁଠାରେ ଖେଳାଯିବ ତାହା ସ୍ପଷ୍ଟ ହୋଇନାହିଁ। ଭାରତୀୟ ଟିମ୍‌ ଟୁର୍ନାମେଣ୍ଟ ପାଇଁ ପାକିସ୍ତାନ ଗସ୍ତ କରିବାକୁ ଏପର୍ଯ୍ୟନ୍ତ ରାଜି ହୋଇନାହିଁ। ଏହାକୁ ଦୃଷ୍ଟିରେ ଏବେ…

ସନ୍ନ୍ୟାସ ନେବେ ଦିନିକିଆର ନମ୍ବର ୧ ଅଲରାଉଣ୍ଡର, ଚମକାଇଲା ନିଷ୍ପତ୍ତି

ନୂଆଦିଲ୍ଲୀ,୮।୧୧: ଆସନ୍ତା ବର୍ଷ ପାକିସ୍ତାନ ଦ୍ୱାରା ଆୟୋଜିତ ହେବାକୁ ଥିବା ଚାମ୍ପିଅନ୍ସ ଟ୍ରଫି ପରେ ଭେଟେରାନ ଆଫଗାନିସ୍ତାନ କ୍ରିକେଟର ମହମ୍ମଦ ନବୀ ଦିନିକିଆ କ୍ରିକେଟରୁ ଅବସର ନେବେ। ନବୀ ବର୍ତ୍ତମାନ ଆଇସିସି ଦିନିକିଆ ର଼୍ୟାଙ୍କିଙ୍ଗରେ ନମ୍ବର ୧ ଅଲରାଉଣ୍ଡର। ସେ ୨୦୦୯ରେ…

ଏହି ୪ ଖେଳାଳିଙ୍କ ଉପରେ ଟଙ୍କା ବର୍ଷା କରିବ ଆରସିବି: ଡିଭିଲିୟର୍ସଙ୍କ ପ୍ରସ୍ତାବ

ନୂଆଦିଲ୍ଲୀ,୭।୧୧: ଆଇପିଏଲ ୨୦୨୫ର ମେଗା ନିଲାମ ୨୪ ଏବଂ ୨୫ ନଭେମ୍ବରରେ ଅନୁଷ୍ଠିତ ହେବ। ସମସ୍ତ ଦଳ ଏଥିପାଇଁ ପ୍ରାୟ ପ୍ରସ୍ତୁତି ଶେଷ କରିଛନ୍ତି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏହା ବିରାଟ କୋହଲିଙ୍କ ସମେତ ୩ ଖେଳାଳିଙ୍କୁ ରଖିଛି। ଡି ଭିଲିୟର୍ସ…

ଆର୍‌ସିବିରୁ ରିଲିଜ ହେବା ସତ୍ତ୍ୱେ ଖପ୍ପା ନୁହନ୍ତି ମ୍ୟାକ୍ସଓ୍ବେଲ, କହିଲେ ମନକଥା

ନୂଆଦିଲ୍ଲୀ,୭।୧୧: ଅଷ୍ଟ୍ରେଲିଆ ଅଲରାଉଣ୍ଡର ଗ୍ଲେନ୍‌ ମ୍ୟାକ୍ସଓ୍ବେଲ ଙ୍କୁ ଚଳିତ ମାସରେ ହେବାକୁ ଥିବା ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌) ୨୦୨୫ର ମେଗା ନିଲାମୀ ପୂର୍ବରୁ ରିଲିଜ କରିଦିଆଯାଇଛି। ଆର୍‌ସିବି କେବଳ ବିରାଟ କୋହଲି, ଯଶ ଦୟାଲ ଏବଂ ରଜତ ପାଟିଦାରଙ୍କୁ ରିଟେନ୍‌ କରିଛି।…

ଖୋଜାପଡ଼ିଲାଣି ରୋହିତଙ୍କ ଉତ୍ତରାଧିକାରୀ: ଏହି ଖେଳାଳିଙ୍କ ଉପରେ ବିସିସିଆଇର ନଜର

ନୂଆଦିଲ୍ଳୀ,୭।୧୧: ବିସିସିଆଇ ରୋହିତ ଶର୍ମାଙ୍କ ପାଇଁ ବିକଳ୍ପ ଖୋଜିବା ଆରମ୍ଭ କରିଛି। ନ୍ୟୁଜିଲାଣ୍ଡଠାରୁ ସିରିଜ ହାରିବା ପରେ ସମାନ ସୂଚକାଙ୍କ ଦେଖିବାକୁ ମିଳିଛି। ୩୭ ବର୍ଷୀୟ ରୋହିତ ନ୍ୟୁଜିଲାଣ୍ଡ ବିପକ୍ଷରେ ବିଫଳ ହୋଇଥିଲେ। ସେ ୬ଟି ଇନିଂସରେ ମାତ୍ର ୯୧ ରନ…

କ୍ରିକେଟରେ ହାଇଡ୍ରାମା! ଅଧିନାୟକ କଥା ନ ଶୁଣିବାରୁ ମଇଦାନ ଛାଡ଼ି ପଳାଇଲେ ବୋଲର୍‌

ନୂଆଦିଲ୍ଲୀ,୭।୧୧: ଇଂଲଣ୍ଡ ବିପକ୍ଷରେ ଖେଳାଯାଉଥିବା ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜର ଶେଷ ମ୍ୟାଚ୍‌ରେ ଓ୍ବେଷ୍ଟଇଣ୍ଡିଜ୍‌ ଦଳ ଚମତ୍କାର ପ୍ରଦର୍ଶନ କରି ବିଜେତା ହୋଇଥିଲା। ଏଥିସହିତ ସେମାନେ ସିରିଜକୁ ୨-୧ରେ ଜିିତିଥିଲେ। ତେବେ ମ୍ୟାଚ୍‌ରେ ଦଳର ପ୍ରଦର୍ଶନ ଜବରଦସ୍ତ ଥିଲେ ହେଁ…

‘ଅଷ୍ଟ୍ରେଲିଆରେ ବି ଫେଲ୍‌ ମାରିବେ ରୋହିତ-ବିରାଟ’

ନୂଆଦିଲ୍ଲୀ,୬।୧୧: ଭାରତୀୟ ବ୍ୟାଟ୍ସମ୍ୟାନ ବିରାଟ କୋହଲି ଏବଂ ରୋହିତ ଶର୍ମାଙ୍କ ସମୟ ଠିକ୍‌ ଚାଲିନାହିଁ। ବାଲାଂଦେଶ ବିପକ୍ଷରେ ଉଭୟ ରନ୍‌ କରିବାରେ ବିଫଳ ହୋଇଥିବା ବେଳେ ନ୍ୟୁଜିଲାଣ୍ଡ ବିପକ୍ଷରେ ମଧ୍ୟ ସମାନ ଘଟିଥିଲା। ଫଳସ୍ବରୂପ ଏବେ ଦୁହେଁ ପ୍ରଶ୍ନ ଘେରରେ ଅଛନ୍ତି।…

ବୁଢା ହୋଇଗଲେଣି ରୋହିତ ଶର୍ମା, ଅବସର ନେଇଯାନ୍ତୁ: ହିଟ୍‌ମ୍ୟାନଙ୍କ ଉପରେ ବର୍ଷିଲେ ପୂର୍ବତନ କ୍ରିକେଟର୍‌

ନୂଆଦିଲ୍ଲୀ,୬।୧୧: ନ୍ୟୁଜିଲାଣ୍ଡ ବିପକ୍ଷ ଟେଷ୍ଟ ସିରିଜରେ ରୋହିତ ଶର୍ମା ଏବଂ ବିରାଟ କୋହଲିଙ୍କ ଖରାପ ଫର୍ମ ଦଳ ପାଇଁ ବୁମେରାଂ ସାବ୍ୟସ୍ତ ହୋଇଥିଲା। ଫଳରେ ଭାରତ ୩-୦ରେ ପରାଜୟବରଣ କରିଥିଲା। ବିରାଟ ଏବଂ ରୋହିତଙ୍କ ଏହି ଖରାପ ଫର୍ମକୁ ନେଇ ଭାରତୀୟ…

ଭଡାଟିଆଙ୍କୁ ହଇରାଣ କରିପାରିବେ ନାହିଁ ଘର ମାଲିକ, ରହିଛି ଏସବୁ ଅଧିକାର

ନୂଆଦିଲ୍ଲୀ,୬।୧୧: ଭଡା ଘର ଏବଂ ଦୋକାନରେ, ଘର ମାଲିକ ଏବଂ ଭଡାଟିଆଙ୍କ ମଧ୍ୟରେ କିଛି ପ୍ରସଙ୍ଗକୁ ନେଇ ଅନେକ ସମୟରେ ବିବାଦ ଉପୁଜେ। ବେଳେବେଳେ ଏହା କୋର୍ଟକୁ ଯିବା ପର୍ଯ୍ୟନ୍ତ ମଧ୍‌ୟ କଥା ଯାଇଥାଏ। ଭାରତରେ ମଡେଲ ଟେନିସି ଆକ୍ଟ (ଟେନିସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?