ପାରାମାଉଣ୍ଟ-ରାମେଶ୍ୱର ଫାଇନାଲ ଆଜି
ଭୁବନେଶ୍ୱର, ୩୦।୩,(ତପନ ସ୍ବାଇଁ): ରାମେଶ୍ୱର ସ୍ପୋର୍ଟିଂ ଆନୁକୂଲ୍ୟରେ ବିଏମ୍ ହାଇସ୍କୁଲ ପଡ଼ିଆରେ ଚାଲିଥିବା କମଳା ପରିଡ଼ା ସ୍ମାରକୀ ରାମେଶ୍ୱର କପ୍ ଜୁନିୟର କ୍ରିକେଟ ୧୪ ବର୍ଷରୁ କମ୍ ବର୍ଗର ୨ଟି ଯାକ ସେମିଫାଇନାଲ ଶେଷ ହୋଇଛି। ଏଥିରେ ବିଜୟୀ ହୋଇ...
ଡବଲ୍ସରେ ଆହାନଙ୍କୁ ଟାଇଟଲ
ଭୁବନେଶ୍ୱର, ୩୦।୩, (ତପନ ସ୍ବାଇଁ): କୋଲକାତାର ଶ୍ୟାମ ବଜାରଠାରେ ୧୪ ବର୍ଷରୁ କମ୍ ଏସିଆନ ର଼୍ୟାଙ୍କିଙ୍ଗ ଟେନିସ ଟୁର୍ନାମେଣ୍ଟ ଅନୁଷ୍ଠିତ ହୋଇଯାଇଛି। ଶୁକ୍ରବାର ଶେଷ ହୋଇଥିବା ପ୍ରତିଯୋଗିତାର ଡବଲ୍ସରେ ଓଡ଼ିଶାର ଆହାନ ମିଶ୍ର ଟାଇଟଲ ହାସଲ କରିଛନ୍ତି। ଏଥିରେ ଆହାନଙ୍କର...
ଓଡ଼ିଶା ଏଫ୍ସି-ବେଙ୍ଗାଲୁରୁ ମ୍ୟାଚ ଆଜି
ଭୁବନେଶ୍ୱର, ୩୦।୩,(ତପନ ସ୍ବାଇଁ): ଚଳିତ ଇଣ୍ଡିଆନ ସୁପର ଲିଗ୍ (ଆଇଏସ୍ଏଲ୍)ରେ ଶନିବାର ଓଡ଼ିଶା ଏଫ୍ସି ଓ ବେଙ୍ଗାଲୁରୁ ଏଫ୍ସି ମଧ୍ୟରେ ମ୍ୟାଚ ଅନୁଷ୍ଠିତ ହେବ। ବେଙ୍ଗାଲୁରୁସ୍ଥିତ ଶ୍ରୀ କାନ୍ତିରଭା ଷ୍ଟାଡିୟମରେ ଏହି ମ୍ୟାଚ ଖେଳାଯିବ। ଭାରତର ଅନ୍ତର୍ଜାତୀୟ ମ୍ୟାଚ ପାଇଁ...
ହ୍ୟାଣ୍ଡବଲ୍ ପ୍ରତିଯୋଗିତା: ଭାଗ ନେବ ଓଡ଼ିଶା
ଭୁବନେଶ୍ୱର,୨୯ା୩: ବିହାର ରାଜ୍ୟ ଅଧୀନ ବେଗୁସରାଇଠାରେ ମାର୍ଚ୍ଚ ୩୧ରୁ ୫୨ତମ ଜାତୀୟ ସିନିୟର ପୁରୁଷ ହ୍ୟାଣ୍ଡବଲ୍ ପ୍ରତିଯୋଗିତା ଅନୁଷ୍ଠିତ ହେବ। ଏଥିରେ ଓଡ଼ିଶାର ଏକ ୧୮ ଜଣିଆ ଦଳ ଭାଗ ନେବ। ସେମାନେ ହେଲେ ରୁଦ୍ରପ୍ରତାପ ରାଉତ, ମହମ୍ମଦ ଓସମାନ,...
ଟ୍ରୋଲିଂକୁ ନେଇ ରାଗରେ ନିଆଁବାଣ ହେଲେ ସୋନୁ, କହିଲେ ‘ସେ ଆମ ହିରୋ’
ବମ୍ବେ,୨୯।୩: ଆରମ୍ଭରୁ ଇଣ୍ଡିଆନ ପ୍ରିମିୟର ଲିଗ୍(ଆଇପିଏଲ୍)ର ୧୭ତମ ସିଜନ ଚର୍ଚ୍ଚାରେ ରହିଆସୁଛି। ସୋସିଆଲ ମିଡିଆରେ ମୁମ୍ବାଇ ଇଣ୍ଡିଆନ୍ସ ଅଧିନାୟକ ଏବଂ ଭାରତୀୟ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଘୃଣାର ଶିକାର ହେବାକୁ ପଡ଼ୁଛି। ରୋହିତ ଶର୍ମାଙ୍କ ସ୍ଥାନରେ ସେ ଅଧିନାୟକ ହୋଇଥିବାରୁ...
ପାନ ଦୋକାନିଙ୍କ ପୁଅ ଆଜି ମ୍ୟାଚ ଓ୍ବିନର
ନୂଆଦିଲ୍ଲୀ,୨୯।୩: ଆଇପିଏଲ ୨୦୨୪ର ନବମ ମ୍ୟା ରେ ରାଜସ୍ଥାନ ରୟାଲ୍ସକୁ ଜିତାଇବାରେ ଆବେଶ ଖାନ ଏକ ଗୁରୁତ୍ୱପୂର୍ଣ୍ଣ ଅବଦାନ ରହିଛି। ଦଳ ପାଇଁ ଶେଷ ଓଭରରେ ୧୭ରନ ଡିଫେଣ୍ଡ କରୁଥିବାବେଳେ ସେ ମାତ୍ର ୪ରନ ଖର୍ଚ୍ଚ କରିଥିଲେ। ଅକ୍ଷୟ ପଟେଲ...
ବିବାହ ପୂର୍ବରୁୁ ଦୀପିକାଙ୍କ ସହ ଥିଲା ଧୋନିଙ୍କର ସମ୍ପର୍କ?
ନୂଆଦିଲ୍ଲୀ,୨୯।୩: ମହେନ୍ଦ୍ର ସିଂ ଧୋନି ଆଇପିଏଲ ୨୦୨୪ ରେ ଚେନ୍ନାଇ ସୁପର କିଙ୍ଗ୍ସ ପାଇଁ ଖେଳାଳି ଭାବରେ ଖେଳୁଛନ୍ତି। ୧୭ ତମ ସିଜିନ ଆରମ୍ଭ ହେବାର ଗୋଟିଏ ଦିନ ପୂର୍ବରୁ ଧୋନି ଅଧିନାୟକ ପଦରୁ ଇସ୍ତଫା ଦେବାକୁ ନିଷ୍ପତ୍ତି ନେଇଥିଲେ।...
ଦୁଇଫାଳ ମୁମ୍ବାଇ ଇଣ୍ଡିଆନ୍ସ: ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସମର୍ଥନରେ ମାଲିକ
ନୂଆଦିଲ୍ଲୀ,୨୯।୩: ପାଞ୍ଚ ଥର ଚାମ୍ପିଅନ୍ ତଥା ତାରକା ବ୍ୟାଟ୍ସମ୍ୟାନ୍ ରୋହିତ ଶର୍ମାଙ୍କଠାରୁ ଅଧିନାୟକତ୍ୱ ଦାୟିତ୍ୱ ଛଡ଼ାଇବା ନିଷ୍ପତିକୁ ମୁମ୍ବାଇ ଇଣ୍ଡିଆନ୍ସର ପ୍ରଶଂସକମାନେ ଗ୍ରହଣ କରି ପାରୁ ନାହାନ୍ତି। ଚାଲିଥିବା ଆଇପିଏଲର ପ୍ରଥମ ଦୁଇଟି ମ୍ୟାଚ୍ ସମୟରେ ଏହା ସ୍ପଷ୍ଟ ହୋଇଥିଲା,...
ଏହି ମହଙ୍ଗା ବୋଲରଙ୍କୁ ଘାରିଛି କୋହଲି ଭୟ: ଆଇପିଏଲ ଇତିହାସରେ ପ୍ରଥମଥର ହେବ ସାମ୍ନା
ବେଙ୍ଗାଲୁରୁ,୨୯।୩: ଆଇପିଏଲ ୨୦୨୪ର ଦଶମ ମ୍ୟାଚ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏବଂ କୋଲକାତା ନାଇଟ ରାଇଡର୍ସ ମଧ୍ୟରେ ଖେଳାଯିବ। ଆରସିବି ଚଳିତ ସିଜନରେ ଏପର୍ଯ୍ୟନ୍ତ ଦୁଇଟି ମ୍ୟାଚ ଖେଳିଛି। ଏହି ଅବଧି ମଧ୍ୟରେ ଗୋଟିଏ ମ୍ୟାଚ ଜିତିଛି ଏବଂ ଗୋଟିଏ...
ରାଗିଯାଇ କାନ୍ଥରେ ବ୍ୟାଟ୍ ପିଟିଦେଲେ ରିଷଭ ପନ୍ତ: ଦେଖନ୍ତୁ ଭିଡିଓ
ନୂଆଦିଲ୍ଲୀ,୨୯।୩; ରାଜସ୍ଥାନ ରୟାଲ୍ସ ବିପକ୍ଷରେ ଦିଲ୍ଲୀ କ୍ୟାପିଟାଲ୍ସକୁ ପରାଜୟର ସାମ୍ନା କରିବାକୁ ପଡିଥିଲା। ରାଜସ୍ଥାନ ରୟାଲ୍ସ ଦିଲ୍ଲୀ କ୍ୟାପିଟାଲକୁ ୧୨ ରନରେ ପରାସ୍ତ କରିଛି। ଏହିପରି ଭାବରେ ରିଷଭ ପନ୍ତଙ୍କ ନେତୃତ୍ୱରେ ଦିଲ୍ଲୀ କ୍ୟାପିଟାଲ୍ସ କ୍ରମାଗତ ଦ୍ୱିତୀୟ ପରାଜୟର ସମ୍ମୁଖୀନ...
ଜାତୀୟ ପିକଲବଲ୍ରେ ଓଡ଼ିଶାର ସଫଳତା
ଭୁବନେଶ୍ୱର, ୨୮।୩(ତପନ ସ୍ବାଇଁ):ପିକଲବଲ୍ ଆସୋସିଏଶନ ଅଫ୍ ଓଡ଼ିଶା ଆନୁକୂଲ୍ୟରେ ଆୟୋଜିତ ପ୍ରଥମ ଜାତୀୟ ପିକଲବଲ୍ ଟୁର୍ନାମେଣ୍ଟରେ ଓଡ଼ିଶା ପ୍ରତିଯୋଗୀମାନେ ପ୍ରଦର୍ଶନର ଛାପ ଛାଡ଼ିଛନ୍ତି। ଏହି ସମ୍ମାନଜନକ ପ୍ରତିଯୋଗିତାରେ ଓଡ଼ିଶା, ବିହାର, ଗୁଜରାଟ, ମହାରାଷ୍ଟ୍ର, ଦିଲ୍ଲୀ ଓ କେରଳ ଆଦି ୬...
ଲାଟିନ୍ ଆମେରିକା ଲିଗ୍ରେ ବିଜୟ ପ୍ରଥମ ଭାରତୀୟ
ଚେନ୍ନାଇ,୨୮ା୩(ପି.ଟି.):ଡିଫେଣ୍ଡର ବିଜୟ ଛେତ୍ରୀ ପ୍ରଥମ ଭାରତୀୟ ଖେଳାଳି ଭାବରେ ଏକ ଲାଟିନ୍ ଆମେରିକୀୟ କ୍ଲବରେ ସାମିଲ ହେବାକୁ ଯାଉଛନ୍ତି। ଉରୁଗୁଏର କ୍ଲବ କଲୋନା ଏଫ୍ସି ସହିତ ସେ ସାମିଲ ହେବେ ବୋଲି ଜଣାପଡିଛି। ବିଜୟ ବର୍ତ୍ତମାନ ଆଇଏସ୍ଏଲ୍ରେ ଚେନ୍ନାଇନ୍ ଏଫ୍ସି...
Archives


