କାହିଁକି ଶାମିଙ୍କୁ ମିଳିଲାନି ଭାରତୀୟ ଦଳରେ ସ୍ଥାନ
ନୂଆଦିଲ୍ଲୀ,୨୬।୧୦: କ୍ରିକେଟ ବୋର୍ଡ ଅଫ ଇଣ୍ଡିଆ (ବିସିସିଆଇ) ବର୍ଡର-ଗାଭାସ୍କର ଟ୍ରଫି ପାଇଁ ୧୮ ଜଣିଆ ଟିମ ଇଣ୍ଡିଆ ଘୋଷଣା କରିଛି। ଅଷ୍ଟ୍ରେଲିଆ ଗସ୍ତରେ ଖେଳାଯାଇଥିବା ଏହି ସିରିଜ ପାଇଁ ଦ୍ରୁତ ବୋଲର ମହମ୍ମଦ ଶାମି ଟିମ ଇଣ୍ଡିଆରେ ସ୍ଥାନ ହରାଇଲେ। ଏବେ…
ସଙ୍କଟରେ ଟିମ୍ ଇଣ୍ଡିଆ: ସ୍ପିନ୍ ଖେଳିବାରେ ବିଫଳ
ପୁଣେ, ୨୬।୧୦:କ୍ୱାଲିଟି ସ୍ପିନ୍ ବୋଲିଂକୁ ମୁକାବିଲା କରିବାରେ ଭାରତୀୟ ବ୍ୟାଟରଙ୍କ ବିଫଳତା ପଦାରେ ପଡ଼ିଛି। ନ୍ୟୁଜିଲାଣ୍ଡ ବିପକ୍ଷ ଦ୍ୱିତୀୟ ଟେଷ୍ଟର ପ୍ରଥମ ଇନିଂସରେ ମାତ୍ର ୧୫୬ ରନରେ ଅଲ୍ଆଉଟ ହୋଇଛି ଟିମ୍ ଇଣ୍ଡିଆ। ଫଳରେ ଘରୋଇ ମାଟିରେ ନ୍ୟୁଜିଲାଣ୍ଡଠାରୁ ସର୍ବପ୍ରଥମ ଟେଷ୍ଟ…
ଅଷ୍ଟ୍ରେଲିଆ ଗସ୍ତ ପାଇଁ ଭାରତୀୟ ଦଳ ଘୋଷଣା: ଜାଣନ୍ତୁ କାହାକୁ ମିଳିଲା ସ୍ଥାନ
ନୂଆଦିଲ୍ଲୀ, ୨୬।୧୦:ଅଷ୍ଟ୍ରେଲିଆ ବିପକ୍ଷ ଟେଷ୍ଟ ସିରିଜ ବର୍ଡର-ଗାଭାସ୍କର ଟ୍ରଫି ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ଦିଲ୍ଲୀ ସ୍ପିଡ୍ଷ୍ଟର ହର୍ଷିତ ରାଣା ଓ ଆନ୍ଧ୍ର ସିମ୍ ବୋଲିଂ ଅଲ୍ରାଉଣ୍ଡର ନୀତୀଶ କୁମାର ରେଡ୍ଡୀଙ୍କୁ ପ୍ରଥମଥରପାଇଁ ୧୮ ଜଣିଆ ଦଳରେ ସାମିଲ କରାଯାଇଛି।…
ଖୋ ଖୋ ବିଶ୍ୱକପ୍ରେ ଭାଗ ନେବେ ୨୪ ଦେଶ
ନୂଆଦିଲ୍ଲୀ, ୨୬ା୧୦: ସ୍ଥାନୀୟ ଇନ୍ଦିରାଗାନ୍ଧୀ ଇଣ୍ଟରନ୍ୟାଶନାଲ ଷ୍ଟାଡିୟମରେ ଆସନ୍ତାବର୍ଷ ଜାନୁଆରୀ ୧୩ରୁ ୧୯ ତାରିଖ ପର୍ଯ୍ୟନ୍ତ ଖୋଖୋ ବିଶ୍ୱକପ୍ର ପ୍ରଥମ ସଂସ୍କରଣ ଅନୁଷ୍ଠିତ ହେବ। ଏଥିରେ ଇଂଲଣ୍ଡ, ଜର୍ମାନୀ, ନେଦରଲାଣ୍ଡ୍ସ ଓ ଆମେରିକା ସମେତ ୨୪ଟି ଦେଶର ଦଳ ଭାଗ ନେବେ।…
ବିଶ୍ୱ ଚାମ୍ପିୟନଶିପ୍ରେ ଭାଗ ନେବ ଭାରତ
ନୂଆଦିଲ୍ଲୀ,୨୬ା୧୦(ପି.ଟି.): ଭାରତୀୟ କୁସ୍ତି ଦଳ ବିଶ୍ୱ ଚାମ୍ପିୟନଶିପ୍ରେ ଅଂଶଗ୍ରହଣ କରିବ। ସରକାର ଶୁକ୍ରବାର ଏହା ସ୍ପଷ୍ଟ କରିଛନ୍ତି। ରେସ୍ଲିଂ ଫେଡେରେଶନ ଅଫ୍ ଇଣ୍ଡିଆ(ଡବ୍ଲ୍ୟୁଏଫ୍ଆଇ) ବୁଧବାର ଆଗାମୀ ବିଶ୍ୱ ଚାମ୍ପିୟନଶିପ୍ରୁ ଭାରତୀୟ ଦଳକୁ ପ୍ରତ୍ୟାହାର କରିନେଇଥିଲା। ଫଳତଃ ଏହାଦ୍ୱାରା ପ୍ରଭାବିତ ସମସ୍ତ ୧୨…
ଟେଷ୍ଟ ଖେଳିବାକୁ ଆଶା ରଖିଥିବା ଓ୍ବାର୍ନରଙ୍କୁ ନେଇ କ୍ରିକେଟ ଅଷ୍ଟ୍ରେଲିଆର ବଡ଼ ନିଷ୍ପତ୍ତି
ସିଡନୀ,୨୫।୧୦: କ୍ରିକେଟ ଅଷ୍ଟ୍ରେଲିଆ ଭେଟେରାନ ବ୍ୟାଟ୍ସମ୍ୟାନ୍ ଡେଭିଡ୍ ଓ୍ବାର୍ନରଙ୍କ ଉପରେ ଲଗାଯାଇଥିବା ଆଜୀବନ ପ୍ରତିବନ୍ଧକକୁ ହଟାଇ ଦେଇଛି। ଏଥିଲାଗି ଟେଷ୍ଟ କ୍ରିକେଟରୁ ଅବସର ନେଇଥିବା ଏହି ବ୍ୟାଟ୍ସମ୍ୟାନ୍ ଟି୨୦ ବିଗ୍ ବ୍ୟାଶ୍ ଲିଗ୍ରେ ସିଡନୀ ଥଣ୍ଡର୍ସର ଅଧିନାୟକ ହୋଇପାରିବେ। ୨୦୧୮ରେ ଦକ୍ଷିଣ…
ଇତିହାସ ରଚିଲେ ଯଶସ୍ବୀ ଜୟସ୍ବାଲ, ପ୍ରଥମ ଭାରତୀୟ ଭାବେ…
ପୁଣେ,୨୫।୧୦: ଭାରତୀୟ ବ୍ୟାଟ୍ସମ୍ୟାନ୍ ଯଶସ୍ବୀ ଜୟସ୍ବାଲ ୨୦୨୪ରେ ଟେଷ୍ଟ କ୍ରିକେଟରେ ୧୦୦୦ ରନ୍ ପୂରଣ କରିଥିବା ଦ୍ୱିତୀୟ ବ୍ୟାଟ୍ସମ୍ୟାନ୍ ପାଲଟିଛନ୍ତି। ବାମହାତୀ ଏହି ବ୍ୟାଟ୍ସମ୍ୟାନ୍ ନ୍ୟୁଜିଲାଣ୍ଡ ବିପକ୍ଷ ପୁଣେ ଟେଷ୍ଟର ଦ୍ୱିତୀୟ ଦିନରେ ଏହି ଉପଲବ୍ଧି ହାସଲ କରିଛନ୍ତି। ତେବେ ସେ…
ସାଣ୍ଟନର୍ଙ୍କ ଆଗରେ ମୁଣ୍ଡ ନୁଆଁଇଲା ଟିମ୍ ଇଣ୍ଡିଆ: ନ୍ୟୁଜିଲାଣ୍ଡର ଦବ୍ଦବା ଜାରି
ପୁଣେ,୨୫।୧୦: ଭାରତ-ନ୍ୟୁଜିଲାଣ୍ଡ ପୁଣେ ଟେଷ୍ଟରେ ଦ୍ୱିତୀୟ ଦିନର ଖେଳ ଶେଷ ହେବା ବେଳକୁ ନ୍ୟୁଜିଲାଣ୍ଡ ୫ ଉଇକେଟ ହରାଇ ୧୯୮ ରନ ସଂଗ୍ରହ କରିଥିଲା। ଦ୍ୱିତୀୟ ଇନିଂସରେ ନ୍ୟୁଜିଲାଣ୍ଡର ମୋଟ ଅଗ୍ରଣୀ ବର୍ତ୍ତମାନ ୩୦୧ ରନ୍ରେ ପହଞ୍ଚିଛି। ଏହି କାରଣରୁ କିୱି…
ମୁଁ ଖୁବ୍ଶୀଘ୍ର କରିବି ବଡ଼ ଘୋଷଣା:ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ପୋଷ୍ଟକୁ ନେଇ ବଢୁଛି ଚର୍ଚ୍ଚା
ନୂଆଦିଲ୍ଲୀ,୨୫।୧୦: ଭାରତୀୟ ଦଳର ତାରକା ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ବର୍ତ୍ତମାନ ବ୍ରେକ୍ରେ ଅଛନ୍ତି। କିନ୍ତୁ ଶୁକ୍ରବାର ସେ ଇନଷ୍ଟାଗ୍ରାମରେ ଏକ ପୋଷ୍ଟ କରିଛନ୍ତି, ଯାହାକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। ଚଳିତ ବର୍ଷ ପାଣ୍ଡ୍ୟାଙ୍କ ପାଇଁ ଅତ୍ୟନ୍ତ ଖରାପ ଥିଲା। ଆଇପିଏଲରେ…
କୋହଲିଙ୍କୁ ନଚାଉଛନ୍ତି ସ୍ପିନର୍ସ: ୨୬ ପାଳିରେ ୨୧ଥର ଆଉଟ୍
ପୁଣେ,୨୫।୧୦: ନ୍ୟୁଜିଲାଣ୍ଡ ବିପକ୍ଷରେ ପୁଣେ ଟେଷ୍ଟର ପ୍ରଥମ ଇନିଂସରେ ବିରାଟ କୋହଲି କିଛି ବିଶେଷ କରିପାରି ନ ଥିଲେ। ସେ ମାତ୍ର ଏକ ରନ ସ୍କୋର କରି ଆଉଟ ହୋଇଥିଲେ। ୧୫୬ ରନ ସ୍କୋରରେ ଟିମ ଇଣ୍ଡିଆ ପ୍ରଥମ ଇନିଂସରେ ଅଲଆଉଟ…
ଦ୍ୱିତୀୟ ଟେଷ୍ଟରେ ପୁଣି ଭାରତର ବ୍ୟାଟିଂ ବିପର୍ଯ୍ୟୟ; ୧୫୬ ରେ ଅଲଆଉଟ
ପୁଣେ,୨୫ା୧୦: ପୁଣେର ମହାରାଷ୍ଟ୍ର କ୍ରିକେଟ୍ ଆସୋସିଏସନ୍ (ଏମସିଏ) ଷ୍ଟାଡିୟମରେ ଟିମ୍ ଇଣ୍ଡିଆ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ଦ୍ୱିତୀୟ ମ୍ୟାଚ୍ ଖେଳାଯାଉଛି। ଶୁକ୍ରବାର ମ୍ୟାଚର ଦ୍ୱିତୀୟ ଦିନ। ବର୍ତ୍ତମାନ ନ୍ୟୁଜିଲାଣ୍ଡ ଦଳ ଦ୍ୱିତୀୟ ଇନିଂସରେ ବ୍ୟାଟିଂ କରୁଛି। ଟମ୍ ଲାଥାମ୍ ଏବଂ ରାଚିନ୍…
ଷ୍ଟାଡିୟମ୍ରେ ପାଣି ପାଇଁ ହାହାକାର: ୨୦ ଦର୍ଶକ ମେଡିକାଲ୍ରେ ଆଡମିଟ୍
ପୁଣେ,୨୫ା୧୦: ପାଣି ବୋତଲ ପହଞ୍ଚିବାରେ ବିଳମ୍ବ କାରଣରୁ ଭାରତ-ନ୍ୟୁଜିଲାଣ୍ଡ ଦ୍ୱିତୀୟ ଟେଷ୍ଟରେ ଦର୍ଶକଙ୍କୁ ହଇରାଣ ହେବାକୁ ପଡିଛି। ଷ୍ଟାଡିୟମରେ ପାଣି ଅଭାବ ଯୋଗୁ ପରିସ୍ଥିତି ବିଗିଡି ଚାଲିଥିଲା। ପରିସ୍ଥିତି ଏପରି ହୋଇଥିଲା ଯେ, ପାଣି ଅଭାବରୁ ପ୍ରାୟ ୨୦ ଜଣଙ୍କୁ ଡାକ୍ତରଖାନାରେ…

