ଖେଳ

ଏସିଆନ ଗେମ୍ସ ଉଦ୍‌ଯାପନୀ ଉତ୍ସବରେ ନୀରୁ ଧଣ୍ଡା ହେବେ ପତାକା ବାହକ, ଜାଣନ୍ତୁ ନୀରୁ କିଏ…

ନାଗୋୟା,୨ା୧୦: ରବିବାର ହେବାକୁ ଥିବା ଏସିଆନ ଗେମ୍ସ ଉଦ୍‌ଯାପନୀ ଉତ୍ସବରେ ଭାରତର ଅଗ୍ରଣୀ ଟ୍ରାପ୍‌ ଶୁଟର ନୀରୁ ଧଣ୍ଡା ଭାରତୀୟ ଦଳର ମହିଳା ପତାକା ବାହକ ହେବେ। ମହାଦେଶୀୟ କ୍ରୀଡ଼ା ଇଭେଣ୍ଟରେ ତାଙ୍କୁ ଅନ୍ୟତମ ସଫଳ ଆଥଲେଟ୍‌ ଭାବେ ବିବେଚନା କରାଯାଉଛି।…

ଗୋଟିଏ ଦିନରେ ଭାରତକୁ ମିଳିଲା ୬ ସ୍ବର୍ଣ୍ଣ ପଦକ

ନିଶିଓ,୨।୧୦: ଏସିଆନ ଗେମ୍ସରେ ଶୁକ୍ରବାର ଭାରତ ଚମତ୍କାର ପ୍ରଦର୍ଶନ କରିଛି। ଭାରତ ଗୋଟିଏ ଦିନରେ ୬ ସ୍ବର୍ଣ୍ଣ ପଦକ ହାସଲ କରିଛି। ଭାରତୀୟ ବକ୍ସର ହ୍ୟାଟ୍ରିକ ସ୍ବର୍ଣ୍ଣ ପଦକ ହାସଲ କରିଥିବା ବେଳେ ମହିଳା ହକି, ଆର୍ଚେରୀ ଓ କୁସ୍ତିରୁ ଗୋଟିଏ…

IND vs WI Playing 11: ତୃତୀୟ ଦିନିକିଆରେ ଅଧିନାୟକ ନେବେ ସାହସିକ ପଦକ୍ଷେପ! Playing 11ରେ ପରିବର୍ତ୍ତନ ନିଶ୍ଚିତ !

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟ ଇଣ୍ଡିଜ ମଧ୍ୟରେ ତୃତୀୟ ଦିନିକିଆ ମ୍ୟାଚ ଶନିବାର, ଅକ୍ଟୋବର ୩ରେ ଖେଳାଯିବ। ନିୟୁ ଚଣ୍ଡିଗଡ଼ସ୍ଥିତ ପିସିଏ (PCA) ଆନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମ (ଗ୍ରାଉଣ୍ଡ A) ରେ ହେବାକୁ ଥିବା ଏହି ମ୍ୟାଚରେ ଭାରତୀୟ ଦଳ ସିରିଜକୁ…

୪୪ ବର୍ଷ ପରେ ସ୍ବର୍ଣ୍ଣ ପଦକ ଜିତି ଇତିହାସ ସୃଷ୍ଟି କଲା ଭାରତୀୟ ମହିଳା ହକି ଦଳ

ନୂଆଦିଲ୍ଲୀ,୨।୧୦: ଭାରତୀୟ ମହିଳା ହକି ଦଳ ୨୦୨୬ ଏସୀୟ କ୍ରୀଡ଼ାରେ ଇତିହାସ ସୃଷ୍ଟି କରିଛି। ଫାଇନାଲ ମ୍ୟାଚରେ ଚାଇନାକୁ ୧-୦ ଗୋଲରେ ପରାସ୍ତ କରି ଭାରତୀୟ ଦଳ ସ୍ବର୍ଣ୍ଣ ପଦକ ହାସଲ କରିଛି। ଏହି ବିଜୟ ସହିତ ଭାରତୀୟ ମହିଳା ହକି…

ରାଜ୍ୟସ୍ତରୀୟ ବକ୍ଦିଂରେ ସ୍ବର୍ଣ୍ଣ ଜିତି ଜାତୀୟସ୍ତରକୁ ମନୋନୀତ ହେଲେ ମିକି

ଛତ୍ରପୁର,୨ା୧୦(ଦିଲ୍ଲୀପ ସାମଲ): ବ୍ରହ୍ମପୁର ମହାତ୍ମା ଗାନ୍ଧୀ ଷ୍ଟାଡିୟମରେ ସେପ୍ଟେମ୍ବର ୨୯ରୁ ଅକ୍ଟୋବର ୨ ପର୍ଯ୍ୟନ୍ତ ଅନୁଷ୍ଠିତ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ବକ୍ସିଂ ଚାମ୍ପିଅନଶିପ୍‌ରେ ଛତ୍ରପୁର ଅନସ୍ଲୋ ସରକାରୀ ପିଏମ୍‌ ଶ୍ରୀ ଉଚ୍ଚ ବିଦ୍ୟାଳୟର ଦଶମ ଶ୍ରେଣୀ ଛାତ୍ରୀ ମିକି ବେହେରା…

IND vs PAK: ଡେବ୍ୟୁ ମ୍ୟାଚରେ ପାକିସ୍ତାନର ଖେଳ ବିଗାଡ଼ିବେ ବୈଭବ ସୂର୍ଯ୍ୟବଂଶୀ; ଭାରତୀୟ ଦଳର ଏହି ଖେଳାଳି ଅଛନ୍ତି ଆକ୍ସନରେ!

ନୂଆଦିଲ୍ଲୀ,୨।୧୦: ୨୦୨୬ ଏସୀୟ କ୍ରୀଡ଼ାରେ ଶନିବାର ଦିନଟି ଏପର୍ଯ୍ୟନ୍ତ ସବୁଠାରୁ ରୋମାଞ୍ଚକର ଦିନ ହେବ ବୋଲି ଆଶା କରାଯାଉଛି, କାରଣ ଏହି ଦିନ ଏକ ଉତ୍ତେଜନାପୂର୍ଣ୍ଣ ମୁକାବିଲା ହେବାକୁ ଯାଉଛି ଯାହା ପାଇଁ ସମଗ୍ର ବିଶ୍ୱ ଉତ୍ସାହର ସହ ଅପେକ୍ଷା କରି…

କୁସ୍ତିରେ ବଡ଼ ବିପର୍ଯ୍ୟୟ ଘଟାଇଲେ ମଲ୍ଲଯୋଦ୍ଧା ସୁଜିତ, ଭାରତକୁ ମିଳିଲା ପୁଣି ସ୍ବର୍ଣ୍ଣ

ନାଗୋୟା,୨ା୧୦: ଭାରତୀୟ ମଲ୍ଲଯୋଦ୍ଧା ସୁଜିତ କାଲ୍‌କାଲ୍‌ ୨୦୨୬ ଏସୀୟ କ୍ରୀଡ଼ାରେ ବଡ଼ ବିପର୍ଯ୍ୟୟ ଘଟାଇଛନ୍ତି। ସୁଜିତ ପୁରୁଷ ୬୫ କିଲୋଗ୍ରାମ ଫ୍ରିଷ୍ଟାଇଲ କୁସ୍ତି ବର୍ଗରେ ସ୍ବର୍ଣ୍ଣ ପଦକ ଜିତିଛନ୍ତି। ସ୍ବର୍ଣ୍ଣ ପଦକ ମ୍ୟାଚ୍‌ରେ ସୁଜିତ ତାଜିକିସ୍ତାନର ଅବଦୁଲମାଜିଦ କୁଡିଭଙ୍କ ବିପକ୍ଷରେ ପ୍ରଥମେ…

ବ୍ରିଟିଶ ରାଜ ପରିବାରର ଅତିଥି ହେବେ ସୌରଭ ଗାଙ୍ଗୁଲି; ଆରମ୍ଭ ହେଲାଣି ସଜବାଜ

ନୂଆଦିଲ୍ଲୀ,୨।୧୦: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ସୌରଭ ଗାଙ୍ଗୁଲିଙ୍କୁ ବ୍ରିଟିଶ ରାଜ ପରିବାର ପକ୍ଷରୁ ଏକ ଚାରିଟି ମ୍ୟାଚ (ପରୋପକାରୀ ଉଦ୍ଦେଶ୍ୟରେ ଆୟୋଜିତ ମ୍ୟାଚ) ପାଇଁ ନିମନ୍ତ୍ରଣ କରାଯାଇଛି। ପ୍ରିନ୍ସ ଅଫ ୱେଲ୍ସ ୱିଲିୟମ ଏବଂ ପ୍ରିନ୍ସେସ ଅଫ ୱେଲ୍ସ…

ବର୍ଷା ପାଇଁ ଯଦି ଭାରତ-ପାକିସ୍ତାନ ଫାଇନାଲ ମ୍ୟାଚ ବାତିଲ ହୋଇଯାଏ, ତେବେ କିଏ ସ୍ବର୍ଣ୍ଣ ପଦକ ପାଇବ? ଜାଣନ୍ତୁ…

ନୂଆଦିଲ୍ଲୀ,୨।୧୦: ୨୦୨୬ ଏସୀୟ କ୍ରୀଡ଼ାରେ ସ୍ବର୍ଣ୍ଣ ପଦକ ପାଇଁ ଭାରତ ଓ ପାକିସ୍ତାନ ଦଳ ମୁହାଁମୁହିଁ ହେବାକୁ ଯାଉଛନ୍ତି। ପ୍ରଶଂସକମାନେ ଏହି ଗୁରୁତ୍ୱପୂର୍ଣ୍ଣ ମୁକାବିଲାକୁ ଉତ୍ସାହର ସହ ଅପେକ୍ଷା କରିଛନ୍ତି, କିନ୍ତୁ ଫାଇନାଲ ମ୍ୟାଚ ପୂର୍ବରୁ ବର୍ଷା ଚିନ୍ତା ବଢ଼ାଇ ଦେଇଛି।…

ଗିଲ୍‌ ମାରିବେ ୧୦ ଦ୍ୱିଶତକ: ଭବିଷ୍ୟବାଣୀ କଲେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୨।୧୦: ଭାରତୀୟ କ୍ରିକେଟ ଦଳର ଅଧିନାୟକ ଶୁବମନ ଗିଲ ଆଜିକାଲି ଜବରଦସ୍ତ ଫର୍ମରେ ଅଛନ୍ତି। ୱେଷ୍ଟଇଣ୍ଡିଜ ବିପକ୍ଷ ଦିନିକିଆ ସିରିଜରେ ତାଙ୍କ ବ୍ୟାଟ୍‌ରୁ ଏହାର ପ୍ରମାଣ ମଧ୍ୟ ମିଳିଛି। ପ୍ରଥମ ମ୍ୟାଚରେ ଶତକ ହାସଲ କରିଥିବା ଗିଲ ଦ୍ୱିତୀୟ ମ୍ୟାଚରେ ଦ୍ୱିଶତକ…

ଭାରତ-ପାକିସ୍ତାନ ମ୍ୟାଚ ପୂର୍ବରୁ କ୍ରିକେଟ ଜଗତରେ ହଇଚଇ: ହଠାତ୍‌ ସନ୍ନ୍ୟାସ ଘୋଷଣା କରି ଚମକାଇଲେ ଏହି ଭାରତୀୟ ଖେଳାଳି

ନୂଆଦିଲ୍ଲୀ, ୨।୧୦: ଭାରତର ଦିଗ୍ଗଜ ସ୍ପିନର ଯୁଜବେନ୍ଦ୍ର ଚହଲ ଫର୍ଷ୍ଟ-କ୍ଲାସ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ଅର୍ଥାତ୍‌ ଏଣିକି କ୍ରିକେଟପ୍ରେମୀମାନେ ତାଙ୍କୁ ରେଡ-ବଲ କ୍ରିକେଟରେ ଖେଳୁଥିବା ଦେଖିପାରିବେ ନାହିଁ। ଚହଲ କେବେ ବି ଭାରତ ପାଇଁ ଟେଷ୍ଟ ମ୍ୟାଚ ଖେଳିନାହାନ୍ତି। ତେବେ…

ଫାଇନାଲରେ ବର୍ଷା ଭୟ: ଭାରତ-ପାକିସ୍ତାନ ମ୍ୟାଚ ବାତିଲ ହେଲେ କାହାକୁ ମିଳିବ ସ୍ବର୍ଣ୍ଣ ପଦକ, ଜାଣନ୍ତୁ ନୂଆ ନିୟମ

ନୂଆଦିଲ୍ଲୀ, ୨।୧0୦: ଏସିଆନ ଗେମ୍ସ ୨୦୨୬ର ପୁରୁଷ କ୍ରିକେଟରେ ଯେଉଁ ମହାମୁକାବିଲାକୁ ଫ୍ୟାନ୍ସ ଅପେକ୍ଷା କରିଥିଲେ, ଶେଷରେ ସେହି ମ୍ୟାଚ ପାଇଁ ମଞ୍ଚ ପ୍ରସ୍ତୁତ। ଶନିବାର ସ୍ବର୍ଣ୍ଣ ପଦକ ପାଇଁ ଚିର ପ୍ରତିଦ୍ୱନ୍ଦ୍ୱୀ ପାକିସ୍ତାନକୁ ଭେଟିବ ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ଭାରତୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?