ରାସ୍ତା ମଝିରେ ଭାଙ୍ଗଡା ଡ୍ୟାନ୍ସ କଲେ ସୂର୍ଯ୍ୟକୁମାର, ଆଶ୍ଚର୍ଯ୍ୟ ହୋଇଗଲା ଦିଲ୍ଲୀ ପୋଲିସ
ନୂଆଦିଲ୍ଲୀ,୪।୭: ଆଜି ସାରା ଭାରତ ଉତ୍ସବମୁଖର। କାରଣ ଟି୨୦ ବିଶ୍ୱକପ ଧରି ଭାରତ ପହଞ୍ଚିଛି ଟିମ୍ ଇଣ୍ଡିଆ। ଦିଲ୍ଲୀରୁ ମୁମ୍ବାଇ ପର୍ଯ୍ୟନ୍ତ ସେଲିବ୍ରେଶନ ହେବାକୁ ଯାଉଛି। ରୋହିତ ଶର୍ମାଙ୍କ ନେତୃତ୍ୱରେ ଭାରତୀୟ କ୍ରିକେଟ ଦଳ ଗୁରୁବାର ସକାଳେ ଦିଲ୍ଲୀରେ ପହଞ୍ଚିଛନ୍ତି। ଦିଲ୍ଲୀ…
ଆଜି ଭାରତୀୟ ଦଳର ବିଜୟ ପରେଡ; ପ୍ରଧାନମନ୍ତ୍ରୀଙ୍କୁ ଭେଟିବେ, ଓ୍ବାଙ୍ଖଡେରେ ସମ୍ବର୍ଦ୍ଧନା
ମୁମ୍ବାଇ,୪ା୭: ଟି୨୦ ବିଶ୍ୱକପ୍ ବିଜେତା ଭାରତୀୟ ଦଳ ଶେଷରେ ବାର୍ବାଡୋସ୍ ଛାଡିଛି। ବାତ୍ୟା ହରିକେନ୍ କାରଣରୁ ଭାରତୀୟ ଦଳ ହୋଟେଲରେ ଅଟକି ରହିଥିଲା। ବୁଧବାର ଏୟାର ଇଣ୍ଡିଆର ଏକ ସ୍ବତନ୍ତ୍ର ବିମାନ ସହାୟତାରେ ଭାରତୀୟ ଦଳର ସମସ୍ତ ଖେଳାଳି ଓ ସପୋର୍ଟ…
ବିଶ୍ୱକପ ଟ୍ରଫି ସହ ଭାରତ ପହଞ୍ଚିଲା ଟିମ୍ ଇଣ୍ଡିଆ
ନୂଆଦିଲ୍ଲୀ,୪।୭: ଭାରତରେ ପହଞ୍ଚିଲା ବିଶ୍ୱ ବିଜେତା ଟିମ୍ ଇଣ୍ଡିଆ। ଟି ୨୦ ବିଶ୍ୱକପ ଟ୍ରଫି ସହ ଟିମ୍ ଇଣ୍ଡିଆ ବାର୍ବାଡୋସରୁ ଭାରତ ଫେରିଛି। ଏନେଇ ବିସିସିଆଇ ଏକ୍ସ ପୋଷ୍ଟ କରିଛି। ଟିମ୍ର ସମସ୍ତ ଖେଳାଳୀ ଟ୍ରଫି ସହ ଏକ ଭିଡିଓ ଶେୟାର…
ଭିଏତନାମରେ ତ୍ରିରାଷ୍ଟ୍ରୀୟ ଖେଳିବ ଭାରତ
ନୂଆଦିଲ୍ଲୀ, ୩।୭: ଭାରତୀୟ ଫୁଟବଲ ଦଳ ଭିଏତନାମ ଯାଇ ଏକ ତ୍ରିରାଷ୍ଟ୍ରୀୟ ଟୁର୍ନାମେଣ୍ଟ ଖେଳିବ। ଏଥିରେ ତୃତୀୟ ଦଳଭାବେ ଲେବାନନ ଅଂଶଗ୍ରହଣ କରିବ। ଫିଫା ଓ୍ବିଣ୍ଡୋକୁ ଦୃଷ୍ଟିରେ ରଖି ଆସନ୍ତା ଅକ୍ଟୋବରରେ ଏହି ତ୍ରିରାଷ୍ଟ୍ରୀୟ ରଖା ଯାଇଥିବା ସର୍ବଭାରତୀୟ ଫୁଟବଲ ଫେଡେରେଶନ…
ବିଶ୍ୱଚାମ୍ପିୟନ୍ ଖେଳାଳିଙ୍କୁ କରାଯିବ ଜୋରଦାର ସ୍ବାଗତ: ଜାଣନ୍ତୁ କେତେବେଳେ, କେଉଁଠି ଦେଖିପାରିବେ ଲାଇଭ୍ ଶୋ’
ନୂଆଦିଲ୍ଲୀ,୩।୭: ଭାରତୀୟ ଦଳ ଟି-୨୦ ବିଶ୍ୱକପ ଟାଇଟଲ ଜିତିଛି। ଫାଇନାଲରେ ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରି ୧୭ ବର୍ଷ ପରେ ଟିମ ଇଣ୍ଡିଆ ଟାଇଟଲ ହାସଲ କରିଛି। ଚାମ୍ପିୟନ୍ ହେବାପେରେ ଟିମ ଇଣ୍ଡିଆ ଜୁଲାଇ ୪ରେ ଭାରତରେ ପହଞ୍ଚିବ। ଟିମ ଇଣ୍ଡିଆକୁ…
ପୁଣି ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ: ଏହି ତାରିଖରେ ଖେଳାଯାଇପାରେ ମ୍ୟାଚ୍
ନୂଆଦିଲ୍ଲୀ,୩।୭: ଚାମ୍ପିଅନ୍ସ ଟ୍ରଫି ୨୦୨୫ରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ମ୍ୟାଚ ମାର୍ଚ୍ଚ ୧ରେ ଖେଳାଯିବାର ସମ୍ଭାବନା ରହିଛି। ଏ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ସୂଚନା ସାମ୍ନାକୁ ଆସିଛି। ଏକ ରିପୋର୍ଟ ଅନୁଯାୟୀ, ପାକିସ୍ତାନ କ୍ରିକେଟ ବୋର୍ଡ ଭାରତ ଏବଂ ପାକିସ୍ତାନ…
ମୋଦିଙ୍କୁ ଭେଟିବେ ଟିମ୍ ଇଣ୍ଡିଆର ଖେଳାଳି: ବିଶ୍ୱଚାମ୍ପିୟନ୍ ଟିମ୍ର ଏମିତି ହେବ ଗ୍ରାଣ୍ଡ୍ ଓ୍ବେଲ୍କମ୍
ବାର୍ବାଡୋସ୍,୩।୭: ଟି-୨୦ ବିଶ୍ୱକପ୍ ଟାଇଟଲ ଜିତିବା ପରେ ଭାରତୀୟ କ୍ରିକେଟ ଦଳ ଦିଲ୍ଲୀ ଅଭିମୁଖେ ବାହାରିଛନ୍ତି। ଟିମ ଇଣ୍ଡିଆ ନେବା ପାଇଁ ବିସିସିଆଇ ଏକ ସ୍ବତନ୍ତ୍ର ବିମାନ ପଠାଇଛି। ସମଗ୍ର ଦଳ ସାଇକ୍ଲୋନିକ ଷ୍ଟର୍ମ ବେରିଲ କାରଣରୁ ବାର୍ବାଡୋସ୍ରେ ଅଟକି ରହିଥିଲେ।…
ବିଶ୍ୱର ନମ୍ବର-୧ ଅଲରାଉଣ୍ଡର ହେଲେ ହାର୍ଦ୍ଦିକ ପାଣ୍ଡ୍ୟା
ନୂଆଦିଲ୍ଲୀ,୩।୭: ଆଇସିସି ବୁଧବାର ଟି-୨୦ ରାଙ୍କିଙ୍ଗ ପ୍ରକାଶ କରିଛି। ଭାରତୀୟ ଟି-୨୦ ଦଳର ଉପ-ଅଧିନାୟକ ତଥା ତାରକା ହାର୍ଦ୍ଦିକ ପାଣ୍ଡ୍ୟା ବିଶ୍ୱର ଏକ ନମ୍ବର ଅଲରାଉଣ୍ଡର ହୋଇଛନ୍ତି। ର଼୍ୟାଙ୍କିଙ୍ଗରେ ସେ ଶ୍ରୀଲଙ୍କାର ୱାନିନ୍ଦୁ ହାସରଙ୍ଗାଙ୍କ ସହ ମିଳିତ ନମ୍ବର ୱାନ ହୋଇଛନ୍ତି।…
ଶେଷରେ ଭାରତ ଫେରୁଛନ୍ତି ଚାମ୍ପିୟନ୍ ଟିମ୍: ବିମାନରେ ଟ୍ରଫି ସହ ଫଟୋ କ୍ରେଜ୍
ବାର୍ବାଡୋସ୍,୩।୭: ଶେଷରେ ଓ୍ବେଷ୍ଟଇଣ୍ଡିଜ୍ରୁ ଭାରତୀୟ ଦଳ ଘରକୁ ଫେରୁଛି। ବାର୍ବାଡୋସ୍ରେ ଘୂର୍ଣ୍ଣିବଳୟ ବେରିଲ ଯୋଗୁ ଭାରତୀୟ ଦଳ ସେଠାରେ ଅଟକି ରହିଥିଲେ। ବର୍ତ୍ତମାନ ଏୟାର ଇଣ୍ଡିଆର ସ୍ବତନ୍ତ୍ର ବିମାନ ଭାରତୀୟ ଖେଳାଳିଙ୍କୁ ଧରି ଭାରତ ଅଭିମୁଖେ ବାହାରିଛି। ଆସନ୍ତାକାଲି ସକାଳ ସୁଦ୍ଧା…
ପତ୍ନୀ ଅନୁଷ୍କାଙ୍କୁ ମନେ ପକାଇଲେ କୋହଲି, ତୁରନ୍ତ ଫୋନ୍ କରି କଲେ ଏହି କାମ, ଭିଡିଓ ଭାଇରାଲ
ନୂଆଦିଲ୍ଲୀ,୩।୭: ଟି-୨୦ ବିଶ୍ୱକପ୍ ଟ୍ରଫି ଜିତିବା ପରେ ଭାରତୀୟ ଦଳ ବାର୍ବାଡୋସରେ ଫସି ରହିଛନ୍ତି। ଭାରତ ଟି -୨୦ ବିଶ୍ୱକପ୍ ୨୦୨୪ର ଫାଇନାଲରେ ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରି ଏହି ସଫଳତା ହାସଲ କରିଛି। ଏହା ପରେ ଭାରତୀୟ ଦଳକୁ ଭାରତକୁ…
ଆସିଲା ନୂଆ ଅପଡେଟ୍: ଗୁରୁବାର ସକାଳେ ଦିଲ୍ଲୀରେ ପହଞ୍ଚିବେ ବାର୍ବାଡୋସରେ ଫସିଥିବା ବିଶ୍ୱ ବିଜେତା ଦଳ
ନୂଆଦିଲ୍ଲୀ,୩।୭: ଭାରତୀୟ ଦଳ ଗତ କିଛି ଦିନ ହେବ ବାର୍ବାଡୋସରେ ଫସି ରହିଛନ୍ତି। ଟି -୨୦ ବିଶ୍ୱକପ୍ ଟାଇଟଲ ଜିତିଥିବା ଟିମ ଇଣ୍ଡିଆ ସାଇକ୍ଲୋନିକ ଝଡ଼ ଯୋଗୁ ବାର୍ବାଡୋସରେ ଅଟକି ରହିଛନ୍ତି। ଟୁର୍ନାମେଣ୍ଟର ଟାଇଟଲ ମ୍ୟାଚ ବାର୍ବାଡୋସରେ ଶନିବାର ଅର୍ଥାତ୍ ଜୁନ…
ଇତିହାସ ରଚିଲେ ବୁମ୍ରା, ଗୋଟିଏ ରନ୍ ନକରି ମଧ୍ୟ ହେଲେ ମ୍ୟାନ୍ ଅଫ୍ ଦି ମ୍ୟାଚ୍
ନୂଆଦିଲ୍ଲୀ, ୦୩।୦୭: ଆଇସିସି ଟି-୨୦ ବିଶ଼୍ବକପ୍ରେ ବୋଲରମାନଙ୍କ ଉଚ୍ଚକୋଟୀର ପ୍ରଦର୍ଶନ ଦେଖିବାକୁ ମିଳିଥିବା ବେଳେ ବ୍ୟାଟ୍ସମ୍ୟାନ୍ମାନଙ୍କ ପାଇଁ ଟୁର୍ଣ୍ଣାମେଣ୍ଟ ସେତେ ଭଲ ନଥିଲା । ତଥାପି ଲଗାତାର ୯ ଟି ମ୍ୟାଚ୍ ବିଜୟ ସହ ଟିମ୍ ଇଣ୍ଡିଆ ଚାମ୍ପିୟନ୍ ହୋଇଛି ଏବଂ…
Archives


