ଖେଳ

ଶତକ ମାରି ଚମକାଇ ଦେଲେ ଅଲରାଉଣ୍ଡର, ନ୍ୟୁଜିଲାଣ୍ଡ ବିପକ୍ଷ ଟେଷ୍ଟ ପାଇଁ ଟିମରେ ସାମିଲ କଲା ବିସିସିଆଇ

ମୁମ୍ବାଇ,୨୦ା୧୦: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପ୍ରଥମ ଟେଷ୍ଟ ମ୍ୟାଚ୍ ବେଙ୍ଗାଲୁରୁ ଏମ. ଚିନ୍ନାସ୍ୱାମୀ ଷ୍ଟାଡିୟମରେ ଖେଳାଯାଇଥିଲା। ଏହି ମ୍ୟାଚରେ ଭାରତକୁ ୮ ଉଇକେଟରେ ପରାଜୟର ସାମ୍ନା କରିବାକୁ ପଡିଛି। ନ୍ୟୁଜିଲାଣ୍ଡ ୩୬ ବର୍ଷ ପରେ ଭାରତ ମାଟିରେ ଟେଷ୍ଟ ମ୍ୟାଚରେ…

୩୬ ବର୍ଷ ପରେ ଭାରତରେ ଇତିହାସ ରଚିଲା ନ୍ୟୁଜିଲାଣ୍ଡ

ବେଙ୍ଗାଲୁରୁ, ୨୦।୧୦: ଟିମ୍‌ ଇଣ୍ଡିଆକୁ ହରାଇ ନ୍ୟୁଜିଲାଣ୍ଡ ବେଙ୍ଗାଲୁରୁ ଟେଷ୍ଟ ଜିତି ଇତିହାସ ରଚିଛି। ୩୬ ବର୍ଷ ଦଳ ଭାରତରେ ଟେଷ୍ଟ ମ୍ୟାଚ୍‌ରେ ବିଜେତା ହୋଇଛି। ୧୯୮୮ରେ ନ୍ୟୁଜିଲାଣ୍ଡ ଶେଷଥର ପାଇଁ ଭାରତରେ ଟେଷ୍ଟ ମ୍ୟାଚ୍‌ ଜିତିଥିଲା। ତେବେ ଏହି ମ୍ୟାଚ୍‌କୁ…

ଜିଲା ପାଇଁ ଗୌରବ: ୩ ସ୍ବର୍ଣ୍ଣ ପଦକ ଜିତିଲେ ମୁକେଶ

ଭବାନୀପାଟଣା,୧୯ା୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ପିଏମ୍‌ଶ୍ରୀ କେନ୍ଦ୍ରୀୟ ବିଦ୍ୟାଳୟର ନବମ ଶ୍ରେଣୀ ଛାତ୍ର ମୁକେଶ ମହାନନ୍ଦ କେଭିଏସ୍‌ ଜାତୀୟ କ୍ରୀଡ଼ା ପ୍ରତିଯୋଗିତାରେ ତିନୋଟି ସ୍ବର୍ଣ୍ଣ ଓ ଗୋଟିଏ ରୌପ୍ୟ ପଦକ ହାସଲ କରି ଜିଲା ତଥା ସ୍କୁଲ ପାଇଁ…

ଧୋନୀଙ୍କୁ ପଛରେ ପକାଇ ପନ୍ତ ହେଲେ ‘ନମ୍ବର ୧’

ନୂଆଦିଲ୍ଲୀ,୧୯।୧୦: ନ୍ୟୁଜିଲାଣ୍ଡ ବିପକ୍ଷ ଟେଷ୍ଟ ସିରିଜରେ ଜବରଦସ୍ତ କମ୍‌ବ୍ୟାକ୍‌ କରିଛି ଟିମ୍‌ ଇଣ୍ଡିଆ। ପ୍ରଥମ ଇନିଂସରେ ମାତ୍ର ୪୬ ରନ୍‌ରେ ଅଲଆଉଟ୍‌ ହେବା ପରେ ଭାରତୀୟ ବ୍ୟାଟ୍ସମ୍ୟାନ୍‌ ଦ୍ୱିତୀୟ ଇନିଂସରେ ବଡ଼ ଟାର୍ଗେଟ ଦେବାକୁ ଯାଉଛନ୍ତି। ଚତୁର୍ଥ ଦିନ ଲଞ୍ଚ ସୁଦ୍ଧା…

ପିଚ୍‌ରେ ଡିଆଁ ମାରି ରିଷଭ ପନ୍ତଙ୍କୁ ରକ୍ଷା କଲେ ସରଫରାଜ: ଦେଖନ୍ତୁ ଭିଡିଓ

ବେଙ୍ଗାଲୁରୁ,୧୯।୧୦: ନ୍ୟୁଜିଲାଣ୍ଡ ବିପକ୍ଷ ବେଙ୍ଗାଲୁରୁ ଟେଷ୍ଟରେ ଟିମ ଇଣ୍ଡିଆ ପାଇଁ ସରଫରାଜ ଖାନ ଶତକ ହାସଲ କରିଛନ୍ତି। ସରଫରାଜଙ୍କ ଏହି ଇନିଂସ ସହ ଜଡିତ ଏକ ମଜାଦାର ଭିଡିଓ ସାମ୍ନାକୁ ଆସିଛି। ଏଥିରେ ସେ ରିଷଭ ପନ୍ତଙ୍କୁ ରନ ସ୍କୋର କରିବାରେ…

ଚମକିଲେ ସରଫରାଜ: ଭାରତକୁ ବିପଦରୁ କଲେ ରକ୍ଷା

ବେଙ୍ଗାଲୁରୁ,୧୯।୧୦: ବେଙ୍ଗାଲୁରୁ ଟେଷ୍ଟ ଭାରତୀୟ ଷ୍ଟାର ଖେଳାଳିଙ୍କ ସରଫରାଜ ଖାନ୍‌ କ୍ୟାରିୟର ପ୍ରଥମ ଶତକ ମାରିଛନ୍ତି। ଦ୍ୱିତୀୟ ଇନିଂସରେ ଟିମ ଇଣ୍ଡିଆ ରୋହିତ ଶର୍ମାଙ୍କ ରୂପରେ ଦ୍ୱିତୀୟ ଉଇକେଟ ହରାଇଥିଲା, ଯାହା ପରେ ସରଫରାଜ ଖାନ ଚତୁର୍ଥ ନମ୍ବରରେ କ୍ରିଜକୁ ଆସିଥିଲେ।…

‘ଧୋନୀଙ୍କ ଭଳି କ୍ୱାଲିଟି ଆଣ’

ନୂଆଦିଲ୍ଲୀ,୧୮।୧୦: ବେଙ୍ଗାଲୁରୁ ଟେଷ୍ଟର ପ୍ରଥମ ଇନିଂସରେ ନ୍ୟୁଜିଲାଣ୍ଡ ୩୫୬ ରନ୍‌ରେ ଅଗ୍ରଣୀ ରହିଥିଲା। ଏହାକୁ ନେଇ ପୂର୍ବତନ କ୍ରିକେଟର ସଞ୍ଜୟ ମାଞ୍ଜରେକର ରୋହିତ ଶର୍ମାଙ୍କ ଅଧିନାୟକତ୍ୱ ଉପରେ ପ୍ରଶ୍ନ ଉଠାଇଛନ୍ତି। ରୋହିତଙ୍କୁ ତାଙ୍କ ନେତୃତ୍ୱରେ ଧୋନୀଙ୍କ ଭଳି କ୍ୱାଲିଟି ଆଣିବାର ଆବଶ୍ୟକତା…

ଇତିହାସ ରଚିଲେ ବିରାଟ କୋହଲି… ହାସଲ କଲେ ସ୍ବତନ୍ତ୍ର ରେକର୍ଡ

ବେଙ୍ଗାଲୁରୁ,୧୮।୧୦: ବିରାଟ କୋହଲି ତାଙ୍କ ଟେଷ୍ଟ କ୍ୟାରିୟରରେ ୯୦୦୦ ରନ ପୂରଣ କରିଛନ୍ତି। ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ବାଙ୍ଗାଲୋରରେ ଖେଳାଯାଉଛି। ଟିମ ଇଣ୍ଡିଆର ପ୍ରଥମ ଇନିଂସରେ ବିରାଟ ଶୂନ୍ୟରେ ଆଉଟ ହୋଇଥିଲେ। କିନ୍ତୁ ସେ…

ଜେଏସ୍‌ଡବ୍ଲ୍ୟୁ ସ୍ପୋଟର୍‌ସ କ୍ରିକେଟ ନିର୍ଦ୍ଦେଶକ ଭାବେ ଗାଙ୍ଗୁଲି ନିଯୁକ୍ତ

ନୂଆଦିଲ୍ଲୀ, ୧୮ା୧୦: ଭାରତର ପୂର୍ବତନ ଅଧିନାୟକ ସୌରଭ ଗାଙ୍ଗୁଲି ଗୁରୁବାର ଜେଏସ୍‌ଡବ୍ଲ୍ୟୁ ସ୍ପୋଟର୍‌ସର କ୍ରିକେଟ ନିର୍ଦ୍ଦେଶକ ଭାବେ ନିଯୁକ୍ତି ପାଇଛନ୍ତି। ସଂସ୍ଥାର ସେ ସମସ୍ତ କ୍ରିକେଟ ସମ୍ପତ୍ତିର ଦେଖାଚାହଁା କରିବେ। ତନ୍ମଧ୍ୟରେ ଆଇପିଏଲ୍‌ ଓ ଡବ୍ଲ୍ୟୁପିଏଲ୍‌(ଓମେନ୍ସ ପ୍ରିମିୟର ଲିଗ୍‌)ରେ ଦିଲ୍ଲୀ ଟିମ୍‌…

ଅଶ୍ୱିନଙ୍କ କ୍ୟାରିୟରର ସବୁଠୁ ଖରାପ ଦିନ, ପ୍ରଥମ ଥର ପାଇଁ ଘଟିଲା ଏଭଳି

ନୂଆଦିଲ୍ଲୀ,୧୮।୧୦: ଟିମ୍‌ ଇଣ୍ଡିଆର ଭେଟେରାନ ସ୍ପିନର ଆର୍‌. ଅଶ୍ୱିନଙ୍କ ପାଇଁ ନ୍ୟୁଜିଲାଣ୍ଡ ବିପକ୍ଷରେ ଖେଳାଯାଉଥିବା ଟେଷ୍ଟ ମ୍ୟାଚ୍‌ ସ୍ମରଣୀୟ ହୋଇ ରହିବ। କାରଣ ମ୍ୟାଚ୍‌ର ପ୍ରଥମ ଇନିଂସରେ ତାଙ୍କ ସହ ଏଭଳି କିଛି ଘଟିଛି ଯାହା ସେ କେବେ ସ୍ବପ୍ନରେ ବି…

ବଡ଼ ଗେମ୍‌ ଖେଳିବା ଯୋଜନାରେ କେ ଏଲ୍‌ ରାହୁଲ, ୧୩ ଦିନ ମଧ୍ୟରେ LSG ମାଲିକଙ୍କୁ ଲାଗିପାରେ ଝଟ୍‌କା

ନୂଆଦିଲ୍ଲୀ,୧୮।୧୦: ଆଇପିଏଲ୍‌ ୨୦୨୫ର ମେଗା ଅକ୍ସନ ପୂର୍ବରୁ ସବୁ ଟିମ୍‌ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି। କେଉଁ ଦଳ ପ୍ରଥମେ କାହାକୁ ରିଟେନ୍‌ କରିବେ ତାହାର ତାଲିକା କରିବା ଆରମ୍ଭ କରିଛନ୍ତି। ଏଥିଲାଗି ଅକ୍ଟୋବର ୩୧ ଯାଏ ସମୟ ଦିଆଯାଇଛି, ଯେଉଁଥିରୁ…

୧୪ ବର୍ଷ ପୂର୍ବରୁ ଟିମ୍‌ ଇଣ୍ଡିଆ ପାଇଁ ଭବିଷ୍ୟବାଣୀ କରିଥିଲେ ଜୋଫ୍ରା ଆର୍ଚର

ନୂଆଦିଲ୍ଲୀ,୧୮।୧୦: ନ୍ୟୁଜିଲ୍ୟାଣ୍ଡ ସହ ଖେଳାଯାଉଥିବା ବେଙ୍ଗାଲୁରୁ ଟେଷ୍ଟ ମ୍ୟାଚରେ ଟିମ ଇଣ୍ଡିଆ ପ୍ରଥମ ଇନିଂସରେ ନିରାଶାଜନକ ବ୍ୟାଟିଂର ସାକ୍ଷୀ ହୋଇଛି। ୪୬ ସ୍କୋରରେ ପୂରା ଦଳ ଆଉଟ ହୋଇଥିଲେ। ଏହି ସମୟରେ, ଇଂଲଣ୍ଡର ଷ୍ଟାର ପେସର ଜୋଫ୍ରା ଆର୍ଚରଙ୍କ ଏକ ଟୁଇଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?