ଖେଳ

ବୁମ୍‌ରାଙ୍କୁ ଉପଅଧିନାୟକ କରିବା ପଛର ରହସ୍ୟ ଖୋଲିଲେ ରୋହିତ ଶର୍ମା: ,ସବୁ ପଛରେ…

ବେଙ୍ଗାଲୁରୁ,୧୬।୧୦: ଭାରତ-ନ୍ୟୁଜିଲାଣ୍ଡ ମଧ୍ୟରେ ତିନି ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ ଆଜିଠୁ ଆରମ୍ଭ ହେଉଛ। ପ୍ରଥମ ଟେଷ୍ଟ ବେଙ୍ଗାଲୁରୁରେ ଖେଳାଯିବ, ଏହା ପୂର୍ବରୁ ଭାରତୀୟ ଅଧିନାୟକ ରୋହିତ ଶର୍ମା କିୱି ଦଳ ବିରୋଧରେ ସମ୍ପୂର୍ଣ୍ଣ ପ୍ରସ୍ତୁତ ବୋଲି ଦାବି କରିଛନ୍ତି। ବିରୋଧୀ…

ଆଜିଠୁ ଭାରତ-ନ୍ୟୁଜିଲାଣ୍ଡ ପ୍ରଥମ ଟେଷ୍ଟ: ଜାଣନ୍ତୁ କେତେବେଳେ, କେଉଁଠି ଦେଖିପାରିବେ ମ୍ୟାଚ୍‌

ବେଙ୍ଗାଲୁରୁ, ୧୬।୧୦ (ପି.ଟି.):ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଚଳିତ ସିରିଜର ପ୍ରଥମ କ୍ରିକେଟ ଟେଷ୍ଟ ବୁଧବାର ଏଠାରେ ଆରମ୍ଭ ହେବ। ସିରିଜରେ ୩ଟି ଟେଷ୍ଟ ଖେଳାଯିବାକୁ ଥିବାବେଳେ ଭଲ ଫର୍ମ ବଜାୟ ରଖିବା ଲକ୍ଷ୍ୟରେ ରହିଛନ୍ତି ଭାରତୀୟ ଦଳର ଦୁଇ ପ୍ରତିଭା…

‘ପରିବର୍ତନ କରିବାର ସମୟ ଆସିଛି’: ହର୍ମନପ୍ରୀତଙ୍କୁ ବିଦା କରିବାକୁ ଦାବି କଲେ ମିଥାଲି ରାଜ

ନୂଆଦିଲ୍ଲୀ,୧୫।୧୦: ଭାରତୀୟ ଦଳର କ୍ରିକେଟ୍ ଦଳର ପୂର୍ବତନ ଅଧିନାୟକ ମିତାଲି ରାଜ ନେତୃତ୍ୱରେ ପରିବର୍ତ୍ତନ ଆଣିବାକୁ ଆହ୍ୱାନ ଦେଇଛନ୍ତି। ସେ କହିଁଛନ୍ତି ଯେ, ‘ହରମାନପ୍ରୀତ କୌରଙ୍କୁ ଜାତୀୟ ଦଳର ଅଧିନାୟକ ଭାବରେ ବଦଳାଯିବା ଉଚିତ। ପିଟିଆଇକୁ ଦେଇଥିବା ଏକ ସାକ୍ଷାତକାରରେ ମିଥାଲି…

ଏଚ୍‌ଆଇଏଲ୍‌ ମହିଳା ଖେଳାଳି ନିଲାମ: ଉଦିତା ସବୁଠାରୁ ଦାମି

ନୂଆଦିଲ୍ଲୀ, ୧୫ା୧୦: ହକି ଇଣ୍ଡିଆ ଲିଗ୍‌ (ଏଚ୍‌ଆଇଏଲ୍‌) ମହିଳା ଖେଳାଳି ନିଲାମ ମଙ୍ଗଳବାର ସଫଳତାର ସହିତ ସମ୍ପନ୍ନ ହୋଇଛି। ଭାରତୀୟ ଡିଫେଣ୍ଡର ଉଦିତା ଦୁହାନ ସବୁଠାରୁ ଦାମୀ ଖେଳାଳି ବିବେଚିତ ହୋଇଛନ୍ତି। ଶ୍ରାଚି ରାର୍‌ ବେଙ୍ଗଲ ଟାଇଗର୍ସ ତାଙ୍କୁ ୩୨ ଲକ୍ଷ…

ଷ୍ଟାର୍‌ ଫୁଟ୍‌ବଲ୍‌ କିଲିଆନ୍‌ ଏମ୍‌ବାପ୍ପେଙ୍କ ନାଁରେ ବଳାତ୍କାର ଅଭିଯୋଗ

ନୂଆଦିଲ୍ଲୀ,୧୫।୧୦: ସ୍ଵିଡେନ ଷ୍ଟକହୋମର ବିଳାସପୂର୍ଣ୍ଣ ବ୍ୟାଙ୍କ ହୋଟେଲରେ ବଳାତ୍କାର ହୋଇଥିବା ସ୍ଥାନୀୟ ଗଣମାଧ୍ୟମ ରିପୋର୍ଟ କରିଛନ୍ତି। ତଦନ୍ତ ବେଳେ ଏକ କଳା ଟ୍ରାଉଜର, ଏକ ଟପ୍, ଏବଂ ମହିଳାଙ୍କ ଅନ୍ତଃବସ୍ତ୍ର ଜବତ କରାଯାଇଥିବା ଜଣାପଡିଛି। ତେବେ ଜବତ ହୋଇଥିବା ଏହି ଜିନିଷଗୁଡିକ…

ଧରାପଡ଼ିଲା ମହମ୍ମଦ ଶାମିଙ୍କ ମିଛ: ପୋଲ୍‌ ଖୋଲିଦେଲେ ରୋହିତ ଶର୍ମା

ନୂଆଦିଲ୍ଲୀ,୧୫।୧୦:ନିକଟରେ ଟିମ ଇଣ୍ଡିଆର ଦ୍ରୁତ ବୋଲର ମହମ୍ମଦ ଶାମି ପୁଣି ଆହତ ହୋଇଥିବା ଜଣାପଡ଼ିଛି। କିନ୍ତୁ ସାମି ଏହାକୁ ସମ୍ପୂର୍ଣ୍ଣ ଭାବେ ପ୍ରତ୍ୟାଖ୍ୟାନ କରିଥିଲେ। ଏବେ ଟିମ ଇଣ୍ଡିଆର ଅଧିନାୟକ ଶାମିଙ୍କୁ କଥାକୁ ଭୁଲ ସାବ୍ୟସ୍ତ କରିଛନ୍ତି। ରୋହିତ ଶର୍ମା ଏକ…

ଲାଇଭ୍‌ ମ୍ୟାଚ୍‌ ସମୟରେ ପଡ଼ିଆରେ ଭୋ ଭୋ ହୋଇ କାନ୍ଦିଲେ ଅଧିନାୟକ: ଜାଣନ୍ତୁ କାହିଁକି

ଦୁବାଇ,୧୫।୧୦: ନ୍ୟୁଜିଲାଣ୍ଡ ବିପକ୍ଷ ମ୍ୟାଚରେ ପାକିସ୍ତାନ ଅଧିନାୟକ ଫାତିମା ସନା କାନ୍ଦୁଥିବା ଦେଖିବାକୁ ମିଳିଥିଲା। ସେ ନ୍ୟୁଜିଲାଣ୍ଡ ବିପକ୍ଷି ମ୍ୟାଚ ପୂର୍ବରୁ ସେ ତାଙ୍କ ପିତାଙ୍କୁ ହରାଇଥିଲେ। ଏହି କାରଣରୁ ସେ ଟୁର୍ନାମେଣ୍ଟରେ ଶେଷ ମ୍ୟାଚ ଖେଳି ନ ଥିଲେ, କାରଣ…

ଭାରତ ବିପକ୍ଷ ଟେଷ୍ଟ ସିରିଜ୍‌ର ଗୋଟିଏ ଦିନ ପୂର୍ବରୁ ନ୍ୟୁଜିଲାଣ୍ଡକୁ ବଡ଼ ଝଟ୍‌କା

ନୂଆଦିଲ୍ଳୀ,୧୫।୧୦: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପ୍ରଥମ ଟେଷ୍ଟ ଆସନ୍ତାକାଲି ଅର୍ଥାତ୍‌ ବୁଧବାର, ଅକ୍ଟୋବର ୧୬ରେ ବେଙ୍ଗାଲୁରୁର ଏମ୍‌ ଚିନ୍ନାସ୍ବାମୀ ଷ୍ଟାଡିୟମରେ ଖେଳାଯିବ। ମ୍ୟାଚ୍‌ର ଗୋଟିଏ ଦିନ ପୂର୍ବରୁ ନ୍ୟୁଜିଲାଣ୍ଡକୁ ଦ୍ରୁତ ବୋଲର ବେନ ସିଆର୍ସଙ୍କ ରୂପରେ ଏକ ବଡ଼ ଝଟକା…

ଭାରତ ବିରୋଧରେ ବିଷ ଓଗାଳିଲା କାନାଡ଼ା: ବୈଦେଶିକ ମନ୍ତ୍ରୀ କହିଲେ, ଆମ ପାଖରେ ପ୍ରମାଣ ଅଛି

ନୂଆଦିଲ୍ଲୀ,୧୫/୧୦: ଭାରତ ଓ କାନାଡା ମଧ୍ୟରେ ତିକ୍ତତା ଏକ ନୂତନ ସ୍ତରରେ ପହଞ୍ଚିଛି। କାନାଡାର ୬ ଜଣ କୂଟନୀତିଜ୍ଞଙ୍କୁ ଭାରତ ସୋମବାର ବହିଷ୍କାର କରିଛି। ଏହାବ୍ୟତୀତ ଭାରତ କାନାଡାରୁ ହାଇକମିଶନରଙ୍କୁ ପ୍ରତ୍ୟାହାର କରିବା ସହ ଅନ୍ୟ କୂଟନୀତିଜ୍ଞ ଓ ଅଧିକାରୀମାନଙ୍କୁ ଟାର୍ଗେଟ…

ହଠାତ୍ ବିସିସିଆଇ ନେଲା ବଡ଼ ନିଷ୍ପତ୍ତି: କ୍ରିକେଟରୁ ହଟିଲା ଏହି ନିୟମ 

ନୂଆଦିଲ୍ଲୀ,୧୫/୧୦:ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଇମ୍ପାକ୍ଟ ପ୍ଲେୟାର ନିୟମକୁ ଉଚ୍ଛେଦ କରିବାକୁ ଏକ ଆଶ୍ଚର୍ଯ୍ୟଜନକ ନିଷ୍ପତ୍ତି ନେଇଛି। ଆଗାମୀ ସୟଦ ମୁସ୍ତାକ ଅଲ୍ଲୀ ଟ୍ରଫିରେ ଇମ୍ପାକ୍ଟ ପ୍ଲେୟର ନିୟମ କୌଣସି ପ୍ରକାରେ ଲାଗୁ ହେବ ନାହିଁ ବୋଲି ସମସ୍ତ ରାଜ୍ୟ…

କୋହଲିଙ୍କୁ ନେଇ ଏମିତି କହିଦେଲେ ବାବର୍ ଆଜମ୍: ଚାରିଆଡ଼େ ହେଉଛି ଚର୍ଚ୍ଚା 

ଇସାଲାମବାଦ୍,୧୫/୧୦: ବାବର ଆଜମଙ୍କୁ ଟେଷ୍ଟ ଦଳରୁ ବାଦ୍ ଦିଆଯିବା ପରେ ପାକିସ୍ତାନ କ୍ରିକେଟରେ ହଇଚଇ ସୃଷ୍ଟି ହୋଇଛି। ନିକଟରେ ଫଖର ଜମାନ ବାବରଙ୍କୁ ବିରାଟଙ୍କ ସହ ତୁଳନା କରିଥିଲେ, କିନ୍ତୁ ବର୍ତ୍ତମାନ ପାକିସ୍ତାନ ଦଳର ପୂର୍ବତନ ଅଧିନାୟକ ବାବର ନିଜେ ବିରାଟ…

ଗୌତମ ଗମ୍ଭୀରଙ୍କ ପୋଲ୍‌ ଖୋଲିଦେଲେ କାର୍ତ୍ତିକ: ତାଙ୍କ ଭଳି ଅଳସୁଆ….

ନୂଆଦିଲ୍ଲୀ,୧୪।୧୦: ଟିମ ଇଣ୍ଡିଆର ମୁଖ୍ୟ କୋଚ ଗୌତମ ଗମ୍ଭୀର ପ୍ରାୟତଃ ମ୍ୟାଚ ସମୟରେ ବହୁତ ଗମ୍ଭୀର ଦେଖାଯାନ୍ତି। ଏହା ଅତ୍ୟନ୍ତ ବିରଳ ଯେ ଗମ୍ଭୀର ଖୋଲାଖୋଲି ହସୁଥିବା ଦେଖାଯାଏ। ଏଥିରେ କୌଣସି ସନ୍ଦେହ ନାହିଁ ଯେ ତାଙ୍କର ପରିଶ୍ରମ ଯୋଗୁ ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?