ଟି-୨୦ ବିଶ୍ୱକପ୍ ପାଇଁ ଲଞ୍ଚ୍ ହେଲା ଟିମ୍ ଇଣ୍ଡିଆର ଜର୍ସି: ଏହି ଲୁକ୍ରେ ନଜର ଆସିବେ ଖେଳାଳି
ନୂଆଦିଲ୍ଲୀ,୭।୫: ଟି-୨୦ ବିଶ୍ୱକପକୁ ମାତ୍ର କିଛି ସପ୍ତାହ ବାକି ଅଛି ଏବଂ କିଛି ଘଣ୍ଟା ପୂର୍ବରୁ ଭାରତୀୟ ଦଳର ଜର୍ସି ଲଞ୍ଚ୍ ହୋଇଛି॥ ଭାରତୀୟ ଦଳର ଜର୍ସି ବିଶ୍ୱ କ୍ରୀଡ଼ା ପୋଷାକ ବ୍ରାଣ୍ଡ ଆଡିଡାସ ଦ୍ୱାରା ନିର୍ମିତ। ବର୍ତ୍ତମାନ ‘ଆଡିଡାସ ଇଣ୍ଡିଆ’…
ଚାମ୍ପିଅନ୍ସ ଟ୍ରଫି ଖେଳିବାକୁ ପାକିସ୍ତାନ ଯିବ କି ଟିମ୍ ଇଣ୍ଡିଆ? ବିସିସିଆଇ ନେଲା ଗୁରୁତ୍ୱପୂର୍ଣ୍ଣ ସୂଚନା
ନୂଆଦିଲ୍ଲୀ,୭।୫: ଆସନ୍ତା ବର୍ଷ ପାକିସ୍ତାନରେ ଚାମ୍ପିଅନ୍ସ ଟ୍ରଫି ଅନୁଷ୍ଠିତ ହେବ ଏବଂ ଏହି ଟୁର୍ନାମେଣ୍ଟ ପାଇଁ ଭାରତୀୟ ଦଳ ପାକିସ୍ତାନ ଯିବା ଉପରେ ସନ୍ଦେହ ରହିଛି। କ୍ରିକେଟ ବୋର୍ଡ ଅଫ ଇଣ୍ଡିଆ (ବିସିସିଆଇ) ଉପସଭାପତି ରାଜୀବ ଶୁକ୍ଲା ଏ ବାବଦରେ ଏକ…
ଜୁନିୟର ମହିଳା ହକି ଦଳରେ ଓଡ଼ିଶାର ୪
ନୂଆଦିଲ୍ଲୀ,୭ା୫ (ପି.ଟି.): ମେ ୨୧ରୁ ୨୯ ପର୍ଯ୍ୟନ୍ତ ୟୁରୋପ ଟୁର୍ ପାଇଁ ହକି ଇଣ୍ଡିଆ ସୋମବାର ୨୨ଜଣିଆ ଭାରତୀୟ ମହିଳା ଦଳ ଘୋଷଣା କରିଛି। ଏଥିରେ ଓଡ଼ିଶାର ୪ ଜଣ ଖେଳାଳି ଅଞ୍ଜଳୀ ବାରଓ୍ବା, ପୂଜା ସାହୁ, ମମିତା ଓରାମ ଓ…
ଧର୍ମଶାଳାରେ ଭାରତର ପ୍ରଥମ ହାଇବ୍ରିଡ ପିଚ୍
ଧର୍ମଶାଳା,୭।୫(ପି.ଟି.): ଭାରତର ସର୍ବପ୍ରଥମ ହାଇବ୍ରିଡ ପିଚ୍ ଧର୍ମଶାଳା କ୍ରିକେଟ ଷ୍ଟାଡିୟମରେ ଉଦ୍ଘାଟିତ ହୋଇଛି। ହିମାଚଳ ପ୍ରଦେଶ କ୍ରିକେଟ ଆସୋସିଏଶନ (ଏଚ୍ପିସିଏ) ପକ୍ଷରୁ ସୋମବାର ଏହି କାର୍ଯ୍ୟକ୍ରମ କରାଯାଇଛି। ଆଇପିଏଲ ଚେୟାରମ୍ୟାନ୍ ଅରୁଣ କୁମାର ଧୂମାଲ, ପୂର୍ବତନ ଇଂଲଣ୍ଡ କ୍ରିକେଟର ତଥା ଏସ୍ଆଇଏସ୍…
କ୍ୱାର୍ଟର ଫାଇନାଲରେ ସହିଦ ସ୍ପୋର୍ଟିଂ
ଭୁବନେଶ୍ୱର, ୭।୫ (ତପନ ସ୍ବାଇଁ): ପାରାମାଉଣ୍ଟ ସ୍ପୋର୍ଟିଂ ଆନୁକୂଲ୍ୟରେ ଏହାର ପଡ଼ିଆରେ ଚାଲିଥିବା ୬ଷ୍ଠ ଅରବିନ୍ଦ ସ୍ମାରକୀ ୧୬ ବର୍ଷରୁ କମ୍ ଜୁନିୟର କ୍ରିକେଟ ଟୁର୍ନାମେଣ୍ଟର ଦ୍ୱିତୀୟ ମ୍ୟାଚରେ ବିଜୟୀ ହୋଇ କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛି ସହିଦ ସ୍ପୋର୍ଟିଂ। ସୋମବାର…
ନୋରିସଙ୍କୁ ପ୍ରଥମ ଫର୍ମୁଲା ଓ୍ବାନ ସଫଳତା
ମାୟାମି ଗାର୍ଡେନ୍ସ, ୭ା୫: ବିଶ୍ୱ ଚାମ୍ପିୟନ ତଥା ରେଡ୍ବୁଲର ମାକ୍ସ ଭର୍ଷ୍ଟାପେନ୍ଙ୍କୁ ୭ ସେକେଣ୍ଡ ପଛରେ ପକାଇ ଲାଣ୍ଡୋ ନୋରିସ ଏଠାରେ ମାୟାମି ଗ୍ରଁା ପ୍ରି ଜିତିବା ସହ ତାଙ୍କ କ୍ୟାରିୟରର ପ୍ରଥମ ଫର୍ମୁଲା ଓ୍ବାନ ଟାଇଟଲ ହାସଲ କରିଛନ୍ତି। ମ୍ୟାକଲରେନ…
ମହମ୍ମଦ ଆମିରଙ୍କୁ ମିଳୁନି ଭିଜା: ସମସ୍ୟାରେ ପାକିସ୍ତାନ କ୍ରିକେଟ ବୋର୍ଡ
ଲାହୋର,୬ା୫: ମହମ୍ମଦ ଆମିରଙ୍କ ଲାଗି ଭିଜା ସମସ୍ୟା ଦେଖା ଦେଇଛି। ଫଳରେ ଆୟର୍ଲାଣ୍ଡରେ ୩ ମ୍ୟାଚ ବିଶିଷ୍ଟ ଟି୨୦ ସିରିଜ ଖେଳିବା ଲାଗି ମଙ୍ଗଳବାର ପାକିସ୍ତାନ ଦଳ ସହିତ ଯିବାକୁ ନେଇ ସମସ୍ୟା ଦେଖାଦେଇଛି। ତାଙ୍କ ବ୍ୟତୀତ ଦଳର ଅନ୍ୟ ସମସ୍ତ…
ଅରେଞ୍ଜ୍-ପର୍ପଲ କ୍ୟାପ୍ ରେସ୍ରେ ଚାଲିଛି ଆଗ-ପଛ: ଜାଣନ୍ତୁ କିଏ ଅଛନ୍ତି ଶୀର୍ଷରେ
ନୂଆଦିଲ୍ଲୀ,୬।୫:ଇଣ୍ଡିଆନ ପ୍ରିମିୟର ଲିଗର ୧୭ତମ ସିଜନରେ ପଏଣ୍ଟ ଟେବୁଲରେ କୋଲକାତା ନାଇଟ ରାଇଡର୍ସ ଭଲ ପ୍ରଦର୍ଶନ କରୁଛନ୍ତି। କେକେଆର ଟେବୁଲରେ ଭଲ ପ୍ରଦର୍ଶନ କରିବାରେ ସକ୍ଷମ ହୋଇଛି କାରଣ ଦଳର ଖେଳାଳିମାନେ ନିୟମିତ ଭାବେ ଭଲ ପ୍ରଦର୍ଶନ କରୁଛନ୍ତି। କୋଲକାତା ନାଇଟ…
କ୍ରିକେଟ୍ ଖେଳୁଥିବାବେଳେ ପ୍ରାଇଭେଟ୍ ପାର୍ଟରେ ବାଜିଲା ବଲ୍: ପଡ଼ିଆରେ ଚାଲିଗଲା ଜୀବନ
ନୂଆଦିଲ୍ଲୀ,୬।୫: ଆଜିକାଲି ଯୁବବର୍ଗଙ୍କୁ କ୍ରିକେଟ୍ ନିଶା ଘାରିଛି। କ୍ରିକେଟ୍ ଦେଖିବା ଏବଂ ଖେଳିବାକୁ ମଜା ଲାଗିଥାଏ। ବେଳେବେଳେ ଏହି ଖେଳ ବିପଜ୍ଜନକ ପ୍ରମାଣିତ ହୁଏ। କ୍ରିକେଟରେ ଖେଳାଳିମାନେ ବଲ ଦ୍ୱାରା ଆଘାତ ପାଇ ଅନେକ ସମୟରେ ଆହତ ହୁଅନ୍ତି। ମହାରାଷ୍ଟ୍ରରେ ଏଭଳି…
ଧୋନୀଙ୍କୁ ବୋଲ୍ଡ କରି ଘୃଣାର ଶିକାର ହେଲେ ଏହି ବୋଲର
ଧର୍ମଶାଳା,୬।୫: ଆଇପିଏଲ ୨୦୨୪ର ୫୩ତମ ମ୍ୟାଚ ଅତ୍ୟନ୍ତ ରୋମାଞ୍ଚକର ଏବଂ ଚମତ୍କାର ଥିଲା। ଏହି ମ୍ୟାଚ୍ରେ ବ୍ୟାଟ୍ସମ୍ୟାନ ନୁହଁନ୍ତି ବରଂ ବୋଲରମାନେ ଚମତ୍କାର ପ୍ରଦର୍ଶନ କରିଥିଲେ। ଏହି ମ୍ୟାଚ ପଞ୍ଜାବ କିଙ୍ଗସ ଏବଂ ଚେନ୍ନାଇ ସୁପର କିଙ୍ଗ୍ସ ମଧ୍ୟରେ ଖେଳାଯାଇଥିଲା। ଏଥିରେ…
ସୁପରମ୍ୟାନ୍ ସାଜିଲେ ରମନଦୀପ: ଏମିତି କ୍ୟାଚ୍ ନେଲେ ସମସ୍ତେ ରହିଗଲେ ଆଶ୍ଚର୍ଯ୍ୟ, ଦେଖନ୍ତୁ ଭିଡିଓ
ଲକ୍ଷ୍ନୌ,୬।୫: ଆଇପିଏଲ ୨୦୨୪ର ୫୪ତମ ମ୍ୟାଚ ଲକ୍ଷ୍ନୌ ସୁପର ଜିଆଣ୍ଟସ ଏବଂ କୋଲକାତା ନାଇଟ ରାଇଡର୍ସ ମଧ୍ୟରେ ଖେଳାଯାଇଥିଲା। ଏହି ମ୍ୟାଚ୍ରେ କୋଲକାତା ଏକ ବଡ଼ ବିଜୟ ହାସଲ କରିଛି, ଏହା ପରେ ଦଳ ପଏଣ୍ଟ ଟେବୁଲରେ ପ୍ରଥମ ସ୍ଥାନ ଅଧିକାର…
ଐତିହାସିକ ରେକର୍ଡ ହାସଲ କଲେ ସୁନୀଲ ନାରିନ
ଲକ୍ଷ୍ନୌ,୬।୫: ଆଇପିଏଲ ୨୦୨୪ରେ କୋଲକାତା ନାଇଟ ରାଇଡର୍ସ ପାଇଁ ବଲ ଅପେକ୍ଷା ସୁନୀଲ ନାରିନ ବ୍ୟାଟ ସହିତ ଅଧିକ ପ୍ରଭାବଶାଳୀ ବୋଲି ପ୍ରମାଣ କରୁଛନ୍ତି। ଚଳିତ ସିଜନରେ ସର୍ବାଧିକ ରନ ସଂଗ୍ରହ କରିଥିବା ବ୍ୟାଟ୍ସମ୍ୟାନ ତାଲିକାରେ ନାରିନ ତୃତୀୟ ସ୍ଥାନରେ ଅଛନ୍ତି।…
Archives


