‘ଦଳ ଚୟନରେ ଏଆଇ ବ୍ୟବହାର କରୁଛି ଇଂଲଣ୍ଡ’
ଲଣ୍ଡନ,୫୫: ମହିଳା କ୍ରିକେଟ ଦଳ ଚୟନରେ ଇଂଲଣ୍ଡ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ (ଏଆଇ) ବ୍ୟବହାର କରୁଛି ବୋଲି କହିଛନ୍ତି କୋଚ୍ ଜନ୍ ଲୁଇସ୍। ଚୂଡାନ୍ତ ଏକାଦଶ ଚୟନ କରିବା ତଥା ମ୍ୟାଚ୍ ଅପ୍ କରିବାରେ ଏଆଇ ଟେକ୍ନୋଲୋଜି ସହାୟତା କରିଥିବା କହିଛନ୍ତି ଜନ୍।…
ଆଇପିଏଲ୍ର ଅବଶିଷ୍ଟ ମ୍ୟାଚ ଖେଳିବେନି ମୟଙ୍କ ଯାଦବ,ଜାଣନ୍ତୁ କାରଣ…
ଲକ୍ଷ୍ନୌ, ୫ା୫: ପେସ୍ ସେନ୍ସେଶନ ମୟଙ୍କ ଯାଦବ ଇଣ୍ଡିଆନ ପ୍ରିମିୟର ଲିଗ୍ (ଆଇପିଏଲ୍)ର ଅବଶିଷ୍ଟାଂଶରୁ ବାଦ୍ ପଡ଼ିଛନ୍ତି। ଲକ୍ଷ୍ନୌ ସୁପର ଜାଏଣ୍ଟ୍ସର କୋଚ୍ ଜଷ୍ଟିନ ଲାଙ୍ଗର ଏହା ସ୍ପଷ୍ଟ କରିଛନ୍ତି। ମୟଙ୍କ ତାଙ୍କ ତଳିପେଟ ମାଂସପେଶୀରେ ଯନ୍ତ୍ରଣା ଅନୁଭବ କରୁଛନ୍ତି। ମୟଙ୍କ…
ଧୋନୀ ମୋ ବାପାଙ୍କ ଭଳି…କିଛି ଏଭଳି କହିଲେ…
ନୂଆଦିଲ୍ଲୀ,୪।୫: ୨୦୨୨ରେ ପ୍ରଥମ ଥର ଆଇପିଏଲ୍ ଖେଳିଥିବା ମଥିଶା ପଥିରାନା ନିଜର ବୋଲିଂକୁ ନେଇ ‘ବେବି ମଲିଙ୍ଗା’ ନାମରେ ଖ୍ୟାତ। ଶ୍ରୀଲଙ୍କା ଅଣ୍ଡର ୧୯ ଟିମ୍ରେ ଭଲ ପ୍ରଦର୍ଶନ କରି ସେ ଜାତୀୟ ଦଳରେ ସାମିଲ ହୋଇଥିଲେ। ହେଲେ ଆଶା ମୁତାବକ…
‘ଓ୍ବାର୍ନର ୭୦% ଭାରତୀୟ, ୩୦% ଅଷ୍ଟ୍ରେଲିୟ’
ନୂଆଦିଲ୍ଲୀ,୪।୫: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ୍ ତଥା ବର୍ତ୍ତମାନ ଦିଲ୍ଲୀ କ୍ୟାପିଟାଲ୍ସ ପାଇଁ ଆଇପିଏଲ୍ ଖେଳୁଥିବା ଡେଭିଡ୍ ଓ୍ବାର୍ନରଙ୍କୁ ଭାରତ କେତେ ପସନ୍ଦ, ସମସ୍ତେ ତାହା ଜାଣନ୍ତି। ପୁଷ୍ପା ଫିଲ୍ମକୁ ନେଇ ତାଙ୍କୁ ପାଗଳାମୀ ହେଉ ଅଥବା ବଲିଉଡ୍ ଗୀତରେ ରିଲ୍ସ କରିବାକୁ…
‘ହତାଶ ହୋଇପଡ଼ିଛନ୍ତି ପାଣ୍ଡ୍ୟା,ଅଛନ୍ତି ଚାପରେ’
ନୂଆଦିଲ୍ଲୀ,୪।୫: ହାର୍ଦ୍ଦିକ ପାଣ୍ଡ୍ୟା ଥକି ଯାଇଥିବା, ହତାଶ ଏବଂ ଚାପରେ ଥିବା ଭଳି ଦୃଶ୍ୟମାନ ହେଉଛନ୍ତି। କିଛି ଏଭଳି କହିଛନ୍ତି ପୂର୍ବତନ ଅଷ୍ଟ୍ରେଲିୟ କ୍ରିକେଟର ଆରୋନ ଫିଞ୍ଚ ଏବଂ ଗ୍ରିମ୍ ସ୍ମିଥ୍। ଶୁକ୍ରବାର ଓ୍ବାଙ୍ଖଡେ ଷ୍ଟାଡିୟମରେ ତାଙ୍କୁ ପୁଣିଥରେ ହୁଟିଂର ସମ୍ମୁଖୀନ…
ଇଣ୍ଡିଆନ୍ ସୁପର ଲିଗ୍: ମୁମ୍ବାଇ ସିଟି ଏଫ୍ସି ଚାମ୍ପିୟନ
କୋଲକାତା,୪ା୫: ଇଣ୍ଡିଆନ୍ ସୁପର ଲିଗ(ଆଇଏସ୍ଏଲ୍)ର ଦଶମ ସଂସ୍କରଣରେ ଡିଫେଣ୍ଡିଂ ଚାମ୍ପିୟନ ମୋହନ ବାଗାନ ସୁପର ଜାଏଣ୍ଟ୍ସକୁ ୩-୧ରେ ହରାଇ ଟାଇଟଲ ହାସଲ କରିଛି ମୁମ୍ବାଇ ସିଟି ଏଫ୍ସି। କୋଲକାତାର ସଲ୍ଟ ଲେକ୍ ଷ୍ଟାଡିୟମରେ ଖେଳା ଯାଇଥିବା ଫାଇନାଲରେ ମୋହନ ବାଗାନ ପ୍ରଥମେ…
ପାଣ୍ଡ୍ୟା-ବୁମ୍ରାଙ୍କୁ ଛାଡ଼ନ୍ତୁ, ଟିମ୍ ଇଣ୍ଡିଆର ଚିନ୍ତା ବଢ଼ାଇଲେଣି ରୋହିତ ଶର୍ମା…
ନୂଆଦିଲ୍ଲୀ,୪।୫: ଟି୨୦ ବିଶ୍ୱକପ୍ରେ ଜୁନ୍ ୫ରୁ ନିଜର ଅଭିଯାନ ଆରମ୍ଭ କରିବ ଟିମ୍ ଇଣ୍ଡିଆ। ପ୍ରଥମ ମ୍ୟାଚ୍ରେ ଦଳ ଆର୍ୟଲ୍ୟାଣ୍ଡକୁ ଭେଟିବ। ତେବେ ଏହା ପୂର୍ବରୁ ଟିମ୍ ଇଣ୍ଡିଆରେ ଚୟନ ହୋଇଥିବା ଖେଳାଳି ଆଇପିଏଲ୍ରେ ବ୍ୟସ୍ତ ଥିବାରୁ ସମସ୍ତେ ଫିଟ୍ ରୁହନ୍ତୁ…
ସଫେଇ ଦେଲେ ଚେସ ଚାମ୍ପିଅନ କାସପାରୋଭ
ନୂଆଦିଲ୍ଲୀ,୪।୫: ରୁଷିଆର ମହାନ ଚେସ ଖେଳାଳି ଗ୍ୟାରି କାସପାରୋଭ ନିକଟରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ବିଷୟରେ ଏକ ସୋସିଆଲ ମିଡିଆ ପୋଷ୍ଟ କରିଥିଲେ। ବର୍ତ୍ତମାନ ଏହି ପୋଷ୍ଟ ଭାଇରାଲ ହେବା ପରେ ଗ୍ୟାରି କାସପାରୋଭ ସ୍ପଷ୍ଟୀକରଣ ଦେଇଛନ୍ତି ଏବଂ କହିଛନ୍ତି…
ରାହୁଲଙ୍କୁ ଟାର୍ଗେଟ କଲେ ଚେସ ଚାମ୍ପିଅନ ଗ୍ୟାରି କାସପାରୋଭ, କହିଲେ ପ୍ରଥମେ ରାଏବରେଲିରେ ଜିତିକି ଦେଖାନ୍ତୁ…
ନୂଆଦିଲ୍ଲୀ,୪।୫: ଆନ୍ତର୍ଜାତୀୟ ଖେଳାଳି ତଥା ପୂର୍ବତନ ବିଶ୍ୱ ଚାମ୍ପିଅନ ଗ୍ୟାରି କାସପାରୋଭଙ୍କ ଏକ ପୋଷ୍ଟ ରାଜନୈତିକ ଆଲୋଡ଼ନ ସୃଷ୍ଟି କରିଛି। ସେ ରାଏବରେଲିରୁ ଲୋକ ସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବା ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ଉପରେ ଟାର୍ଗେଟ କରିଛନ୍ତି…
ଟି୨୦ ବିଶ୍ୱକପ୍: ଶ୍ରୀନାଥଙ୍କୁ ମିଳିଲା ପୁଣି ଗୁରୁଦାୟିତ୍ୱ
ଦୁବାଇ, ୪ା୫: ଆସନ୍ତା ମାସରେ ଆମେରିକା ଓ ଓ୍ବେଷ୍ଟଇଣ୍ଡିଜରେ ଅନୁଷ୍ଠିତ ହେଉଥିବା ଟି୨୦ କ୍ରିକେଟ ବିଶ୍ୱକପ୍ରେ ଆଇସିସି ମ୍ୟାଚ ରେଫରି ଜାଭାଗଲ ଶ୍ରୀନାଥଙ୍କ ସମେତ ଅମ୍ପାୟର ନୀତୀନ ମେନନ ଓ ଜୟରମଣ ମଦନଗୋପାଳ ଭାରତୀୟ ପ୍ରତିନିଧି ରହିବେ। ଜୁନ୍ ୧ରୁ ଆରମ୍ଭ…
ଆଜି ଇଣ୍ଡିଆନ ସୁପର ଲିଗ୍ ଫାଇନାଲ: ଏହି ଦୁଇ ଶକ୍ତିଶାଳୀ ଫୁଟବଲ କ୍ଲବ ମଧ୍ୟରେ ହେବ ମୁକାବିଲା
କୋଲକାତା, ୪।୫ ଇଣ୍ଡିଆନ ସୁପର ଲିଗ୍(ଆଇଏସ୍ଏଲ୍)ର ମେଗା ଫାଇନାଲ ଶନିବାର ସଲ୍ଟ ଲେକ୍ ଷ୍ଟାଡିୟମରେ ଅନୁଷ୍ଠିତ ହେବ। ପରସ୍ପରର ସମ୍ମୁଖୀନ ହେବେ ଦୁଇ ଶକ୍ତିଶାଳୀ ଫୁଟବଲ କ୍ଲବ ମୋହନ ବାଗାନ ସୁପର ଜାଏଣ୍ଟ ଓ ମୁମ୍ବାଇ ସିଟି ଏଫ୍ସି। ଘରୋଇ ପରିବେଶରେ…
ମୁମ୍ବାଇର ପ୍ଲେ-ଅଫ୍ ଆଶା ଧୂଳିସାତ, ଦ୍ୱିତୀୟରେ କୋଲକାତା
ମୁମ୍ବାଇ, ୩।୫: ସ୍ଥାନୀୟ ଓ୍ବାଙ୍ଖଡେ ଷ୍ଟାଡିୟମରେ ଶୁକ୍ରବାର ଅନୁଷ୍ଠିତ ଇଣ୍ଡିଆନ ପ୍ରିମିୟର ଲିଗ୍ ମ୍ୟାଚରେ କୋଲକାତା ନାଇଟ ରାଇଡର୍ସ ୨୪ ରନରେ ମୁମ୍ବାଇ ଇଣ୍ଡିଆନ୍ସକୁ ପରାସ୍ତ କରିଛି। ବୋଲରଙ୍କୁ ସୁହାଇଥିବା ପିଚ୍ରେ ୨ଟି ଯାକ ଦଳ ଅଲ୍ଆଉଟ ହୋଇଥିବାବେଳେ ବାଜି ମାରିଥିଲା…
Archives


