ଖେଳ

ଟିମ୍‌ ଇଣ୍ଡିଆର ଲଜ୍ଜାଜନକ ରେକର୍ଡ: ସବୁଠୁ ବଡ଼ ପରାଜୟ

ନୂଆଦିଲ୍ଲୀ,୫।୧୦:ମହିଳା ଟି-୨୦ ବିଶ୍ୱକପ ୨୦୨୪ର ପ୍ରଥମ ମ୍ୟାଚରେ ଭାରତକୁ ପରାଜୟର ସମ୍ମୁଖୀନ ହେବାକୁ ପଡିଛି। ନ୍ୟୁଜିଲାଣ୍ଡ ଭାରତକୁ ୫୮ ରନରେ ପରାସ୍ତ କରିଛି। ଏହି ପରାଜୟ ସହିତ ଭାରତ ନାମରେ ଏକ ଅଲୋଡା ରେକର୍ଡ ପଞ୍ଜିକୃତ ହୋଇଥିଲା। ଟି -୨୦ ବିଶ୍ୱକପ୍‌ରେ…

ଲାଇଭ୍‌ ମ୍ୟାଚ୍‌ ସମୟରେ ରାଗିଗଲେ ଅଧିନାୟକ: ଅମ୍ପାୟାରଙ୍କ ସହ କଲେ ଝଗଡ଼ା

ନୂଆଦିଲ୍ଲୀ,୫।୧୦:ମହିଳା ଟି-୨୦ ବିଶ୍ୱକପରେ ଭାରତ ବନାମ ନ୍ୟୁଜିଲାଣ୍ଡ ମ୍ୟାଚରେ ଏକ ମଜାଦାର ଘଟଣା ଘଟିଛି। ଭାରତୀୟ ଅଧିନାୟକ ହରମାନପ୍ରୀତ କୌର ଅମ୍ପାୟାରଙ୍କ ସହ ଝଗଡା କରିଥିଲେ। ଏହି ମାମଲା କିଓ୍ବି ବ୍ୟାଟ୍ସମ୍ୟାନ ଆମେଲିଆ କେରଙ୍କ ସହ ଜଡିତ। ସେ ୧୪ ତମ…

ସର୍ଭେରେ ଖୁଲାସା: ଧୋନୀଙ୍କ ସିଏସ୍‌କେ ନା ରୋହିତଙ୍କ ଏମ୍‌ଆଇ, ଜାଣନ୍ତୁ କିଏ ଆଇପିଏଲର ସବୁଠାରୁ ଲୋକପ୍ରିୟ ଟିମ୍‌

ନୂଆଦିଲ୍ଲୀ,୫।୧୦: ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ)ରେ, ପ୍ରତ୍ୟେକ ଦଳର ପ୍ରଶଂସକମାନେ ସେମାନଙ୍କ ଦଳକୁ ସବୁଠାରୁ ଲୋକପ୍ରିୟ ବୋଲି ବିବେଚନା କରନ୍ତି, କିନ୍ତୁ ନିକଟରେ ହୋଇଥିବା ଏକ ରିପୋର୍ଟରୁ ଜଣାପଡିଛି ଯେ କ୍ରୀଡ଼ାପ୍ରେମୀଙ୍କୁ କେଉଁ ଦଳ ଅଧିକ ପସନ୍ଦ ଆସିଛି। ପ୍ରତ୍ୟେକ ଆଇପିଏଲ…

ମହିଳା ଟି ୨୦ ବିଶ୍ୱକପରେ ଦୁର୍ଘଟଣା, ଗୁରୁତର ଆହତ ହେଲେ ଖେଳାଳି

ନୂଆଦିଲ୍ଲୀ,୫।୧୦: ଶୁକ୍ରବାର ୱେଷ୍ଟଇଣ୍ଡିଜ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଇଥିବା ଆଇସିସି ମହିଳା ଟି -୨୦ ବିଶ୍ୱକପ୍ର ତୃତୀୟ ମ୍ୟାଚରେ ଏକ ଦୁର୍ଘଟଣା ଘଟିଛି। ଦକ୍ଷିଣ ଆଫ୍ରିକା ବିପକ୍ଷ ଖେଳ ସମୟରେ ଅଲରାଉଣ୍ଡର ଜୈଦା ଜେମ୍ସଙ୍କ ମୁହଁରେ ଗଭୀର ଆଘାତ ଲାଗିଥିଲା।…

ମହିଳା ଟି୨୦ ବିଶ୍ୱକପ: ନ୍ୟୁଜିଲାଣ୍ଡଠାରୁ ହାରିଲା ଭାରତ

ଦୁବାଇ, ୪।୧୦: ଚଳିତ ମହିଳା ଟି୨୦ କ୍ରିକେଟ ବିଶ୍ୱକପରେ ଭାରତ ପରାଜୟ ସହ ଅଭିଯାନ ଆରମ୍ଭ କରିଛି। ଶୁକ୍ରବାର ଅନୁଷ୍ଠିତ ମ୍ୟାଚରେ ହରମନପ୍ରୀତ କୌରଙ୍କ ଦଳ ୫୮ ରନରେ ନ୍ୟୁଜିଲାଣ୍ଡଠାରୁ ହାରି ଯାଇଛି। ନ୍ୟୁଜିଲାଣ୍ଡ ୨୦ ଓଭରରେ ୪ ଉଇକେଟ ହରାଇ…

ଓଡ଼ିଶା ରଣଜୀ ଦଳ ଘୋଷିତ: ଗୋବିନ୍ଦ ପୋଦ୍ଦାର ଅଧିନାୟକ

ଭୁବନେଶ୍ୱର, ୪।୧୦ (ତପନ ସ୍ବାଇଁ): ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ ଘରୋଇ କ୍ରିକେଟର ସର୍ବୋଚ୍ଚ ଟୁର୍ନାମେଣ୍ଟ ରଣଜୀ ଟ୍ରଫି ୨୦୨୪-୨୫ ସିଜନର ପ୍ରଥମ ୨ଟି ମ୍ୟାଚ ପାଇଁ ଶୁକ୍ରବାର ଓଡ଼ିଶା ଦଳ ଘୋଷଣା କରାଯାଇଛି। ସିନିୟର ଚୟନ କମିଟି ମୁଖ୍ୟ ଅମିୟ…

ସାହାଣୀ କପ ଫୁଟବଲ: ରାଉରକେଲାକୁ ହରାଇ ବରଗଡ଼ ଫାଇନାଲରେ

ବରଗଡ଼,୪।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଲେଙ୍ଗୁ ମିଶ୍ର ମିନି ଷ୍ଟାଡିୟମରେ ଫୁଟବଲ ଆସୋସିଏସନ ଅଫ ଓଡ଼ିଶା ଓ ବରଗଡ଼ ଜିଲା କ୍ରୀଡ଼ା ସଂସଦର ମିଳିତ ଆୟୋଜନରେ ଅନୁଷ୍ଠିତ ହେଉଥିବା ଆନ୍ତଃଜିଲା ସାହାଣୀ କପ୍‌ ଫୁଟବଲ ପ୍ରତିଯୋଗିତାର ଶୁକ୍ରବାର ଅନୁଷ୍ଠିତ ସେମି ଫାଇନାଲ ମ୍ୟାଚରେ…

ରିଷଭ ପନ୍ତଙ୍କ ମୋଟ ସମ୍ପତ୍ତି କେତେ ଜାଣନ୍ତି

ନୂଆଦିଳ୍ଲୀ,୪।୧୦:ଭାରତୀୟ କ୍ରିକେଟର୍‌ ରିଷଭ ପନ୍ତ ଆଜି ୨୮ ବର୍ଷରେ ପଦାର୍ପଣ କରିଛନ୍ତି। ପନ୍ତ ୪ ଅକ୍ଟୋବର ୧୯୯୭ରେ ଉତ୍ତରାଖଣ୍ଡର ରୁର୍‌କିରେ ଜନ୍ମଗ୍ରହଣ କରିଥିଲେ। ପନ୍ତ ନିଜର ଆକ୍ରମଣାତ୍ମକ ବ୍ୟାଟିଂ ପାଇଁ ଜଣାଶୁଣା। ପନ୍ତ ୨୦୧୫ରେ ପ୍ରଥମ ଶ୍ରେଣୀ କ୍ରିକେଟରେ ଡେବ୍ୟୁ କରିଥିଲେ।…

କାଙ୍ଗାଳ ପାକିସ୍ତାନ: ୪ ମାସ ହେବ କ୍ରିକେଟର୍‌ଙ୍କୁ ମିଳିନି ଦରମା

ଇସଲାମାବାଦ୍‌,୪।୧୦: ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି)ରେ ବିବାଦ ଶେଷ ହେବାର ନାଁ ଧରୁନି। ପାକିସ୍ତାନର ଅନେକ ତାରକା ଖେଳାଳିଙ୍କୁ ଗତ ଚାରିମାସ ଧରି ଦରମା ଦିଆଯାଇ ନାହିଁ। ଏହି ଆର୍ଥିକ ସଙ୍କଟ ଏପରି ଏକ ସମୟରେ ଆସିଛି ଯେତେବେଳେ ପାକିସ୍ତାନ ଦଳରେ…

ଶାମିଙ୍କ ଉପରେ ବଡ଼ ଅଭିଯୋଗ ଆଣିଲେ ପତ୍ନୀ ହସିନ ଜହାଁ, ଝିଅଙ୍କ…

ନୂଆଦିଲ୍ଲୀ,୪।୧୦: ଭାରତୀୟ ତାରକା ବୋଲର୍‌ ମହମ୍ମଦ ଶାମିଙ୍କ ଉପରେ ଗମ୍ଭୀର ଅଭିଯୋଗ ଲଗାଇଛନ୍ତି ପତ୍ନୀ ହସିନ ଜହାଁ। ଝିଅ ଆୟରାଙ୍କ ପାସପୋର୍ଟ କରିବାକୁ ଶାମି ସହଯୋଗ କରି ନ ଥିବା ସେ ଅଭିଯୋଗ କରିଛନ୍ତି। ତାଙ୍କ ପାସପୋର୍ଟ ଅବଧି ଶେଷ ହୋଇଯାଇଥିବାରୁ…

ଅଷ୍ଟ୍ରେଲିଆ ଗସ୍ତ ପୂର୍ବରୁ କୋହଲିଙ୍କ ହୁଙ୍କାର: ଯୁଦ୍ଧ ଏବେ…

ନୂଆଦିଲ୍ଲୀ,୪।୧୦: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ବର୍ଡର-ଗାଭାସ୍କର ଟ୍ରଫି ଖେଳାଯିବ। ଏହି ଟ୍ରଫି ଅଧୀନରେ ଭାରତ ପାଞ୍ଚ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଖେଳିବାକୁ ଯାଉଛି। ଭାରତୀୟ କ୍ରିକେଟ ଦଳ ଅଷ୍ଟ୍ରେଲିଆ ଗସ୍ତ କରିବ। ଏହି ଟେଷ୍ଟ ସିରିଜ ନଭେମ୍ବର ୨୨ରୁ…

ମୋଦିଙ୍କୁ ଦେଖି ଏମିତି ପ୍ରତିକ୍ରିୟା ଦେଲେ ‘ଦ ୟୁନିଭର୍ସ ବସ୍‌’: ଭିଡିଓ ହେଉଛି ଭାଇରାଲ୍‌..

ନୂଆଦିଲ୍ଲୀ,୪।୧୦: ଭାରତୀୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜାମାଇକାରେ ପ୍ରଧାନମନ୍ତ୍ରୀ ଆଣ୍ଡ୍ରିୟୁ ହୋଲେନ୍ସଙ୍କୁ ଭେଟିଛନ୍ତି। ଏହି ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଘୋଷଣା କରିଛନ୍ତି, ନୂଆଦିଲ୍ଲୀରେ ଜାମାଇକା ହାଇ କମିଶନଙ୍କ ସମ୍ମୁଖରେ ଥିବା ରାସ୍ତାର ନାମ ‘ଜାମାଇକା ରୋଡ’ ରଖାଯାଇଛି, ଯାହାକି ଭାରତ-ଜାମାଇକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?