ଖେଳ

୩-୦ରେ ଭାରତର କ୍ଲିନ ସୁଇପ

ଚେନ୍ନାଇ,୨୦ା୬: ପ୍ରସିଦ୍ଧ କ୍ରିଷ୍ଣାଙ୍କ ୫ ଉଇକେଟ ସଫଳତା ଏବଂ ଯଶସ୍ବୀ ଜୟସ୍ବାଲଙ୍କ ଅପରାଜିତ ଶତକ ବଳରେ ତୃତୀୟ ଦିନିକିଆ ମ୍ୟାଚ୍‌ରେ ଭାରତ ୯ ଉଇକେଟରେ ଆଫଗାନିସ୍ତାନକୁ ପରାସ୍ତ କରିଛି। ଏହି ବିଜୟ ସହ ୩ ମ୍ୟାଚ୍‌ ବିଶିଷ୍ଟ ସିରିଜ୍‌କୁ ଭାରତ ୩-୦ରେ…

ବୈଭବ ସୂର୍ଯ୍ୟବଂଶୀ ବିବାଦ ଉପରେ ଶ୍ରୀଲଙ୍କା ଅଧିନାୟକଙ୍କ ଆଶ୍ଚର୍ଯ୍ୟଜନକ ବୟାନ, ଫାଇନାଲ ପୂର୍ବରୁ କହିଲେ, ‘ଆମେ କରିନାହୁଁ…’

ନୂଆଦିଲ୍ଲୀ,୨୦।୬: ଭାରତ ଏବଂ ଶ୍ରୀଲଙ୍କା ଦଳ ତ୍ରି-ସିରିଜ ଫାଇନାଲରେ ସେମାନଙ୍କର ସ୍ଥାନ ପକ୍କା କରିଛନ୍ତି। ଭାରତ ଏ ଏବଂ ଶ୍ରୀଲଙ୍କା ଏ ମଧ୍ୟରେ ଟାଇଟଲ ମୁକାବିଲା ଜୁନ ୨୧ରେ ହେବାକୁ ଯାଉଛି। ଏହା ଏକ ସାଧାରଣ ଫାଇନାଲ ହେବ ନାହିଁ, କାରଣ…

ବଦଳିଲେ ଦିଲ୍ଲୀ କ୍ୟାପିଟାଲ୍ସର ମାଲିକ, ପନ୍ତଙ୍କ ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରିବାକୁ ହେଲେଣି ସଜବାଜ

ନୂଆଦିଲ୍ଲୀ,୨୦।୬: ଏମିତି ସମୟ ଥିଲା ଯେତେବେଳେ ମୁମ୍ବାଇ ଇଣ୍ଡିଆନ୍ସ ଏବଂ ଗୁଜରାଟ ଟାଇଟାନ୍ସ ମଧ୍ୟରେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ନେଇ ଟ୍ରେଡ ହୋଇଥିଲା; ସେହି ସମୟରେ ଏହାକୁ IPL ଇତିହାସର ସବୁଠାରୁ ବଡ଼ ଟ୍ରେଡ ଭାବରେ ପ୍ରଶଂସା କରାଯାଇଥିଲା। ବର୍ତ୍ତମାନ, ରିଷଭ ପନ୍ତ…

Coach Yuvraj Singh: IPLରେ ଯୁବରାଜ ସିଂହଙ୍କ ଏଣ୍ଟ୍ରି, ଏହି ଦଳର ହେବେ କୋଚ୍‌ !

ନୂଆଦିଲ୍ଲୀ,୧୯।୬: ଆଇପିଏଲ୍ ୨୦୨୭କୁ ନେଇ କ୍ରିକେଟ୍ ପ୍ରେମୀଙ୍କ ମଧ୍ୟରେ ଏବେଠାରୁ ଚର୍ଚ୍ଚା ଆରମ୍ଭ ହୋଇଗଲାଣି । ସବୁଠାରୁ ବଡ଼ ଖବର ଆସୁଛି ଦିଲ୍ଲୀ କ୍ୟାପିଟାଲ୍ସ ଶିବିରରୁ । ପୂର୍ବତନ ବାମହାତୀ ବ୍ୟାଟର ଯୁବରାଜ ସିଂହ ଆଗାମୀ ସିଜନରେ ଦିଲ୍ଲୀ କ୍ୟାପିଟାଲ୍ସର କୋଚିଂ…

କ୍ରିକେଟକୁ ଫେରିବେ ପାକିସ୍ତାନର ଏହି ପୂର୍ବତନ ଅଧିନାୟିକା

କରାଚୀ,୧୯।୬- ପାକିସ୍ତାନର ପୂର୍ବତନ ଅଧିନାୟିକା ନିଦା ଦାର ପେସାଦାର କ୍ରିକେଟକୁ ଖୁବ ଶୀଘ୍ର ଫେରିବାକୁ ପ୍ରସ୍ତୁତ ଥିବା ଘୋଷଣା କରିଛନ୍ତି। ସେ ପ୍ରାୟ ଦେଢ଼ ବର୍ଷ ପୂର୍ବେ ମାନସିକ ସ୍ବାସ୍ଥ୍ୟ କାରଣ ଦର୍ଶାଇ କ୍ରିକେଟରୁ ଅନିର୍ଦ୍ଦିଷ୍ଟ ସମୟ ପାଇଁ ଦୂରେଇ ଯାଇଥିଲେ।…

ଟି୨୦ ବିଶ୍ୱକପ୍‌ରୁ ବାହାରିଗଲେ ଶ୍ରେୟଙ୍କା

ଲିଡ୍ସ, ୧୯ା୬: ଗୋଇଠିରେ ଆଘାତପ୍ରାପ୍ତ ଯୋଗୁ ଅଫ୍‌ ସ୍ପିନର ଶ୍ରେୟଙ୍କା ପାଟିଲ ଚଳିତ ମହିଳା ଟି୨୦ ବିଶ୍ୱକପ୍‌ରୁ ବାହାରି ଯାଇଛନ୍ତି। ଏହା ଭାରତୀୟ ଦଳକୁ ଏକ ଶକ୍ତ ଧକ୍କା ଲାଗିଛି। ତାଙ୍କ ସ୍ଥାନରେ ନୂଆ ଖେଳାଳି ଲେଗ୍‌ ସ୍ପିନର ପ୍ରେମା ରାଓ୍ବତଙ୍କୁ…

ହକି ତାରକା ମନପ୍ରୀତଙ୍କ ରେକର୍ଡ, ଫିଟନେସ ପାଇଁ କୋହଲିଙ୍କୁ ଦେଲେ ଶ୍ରେୟ

ନୂଆଦିଲ୍ଲୀ, ୧୮।୬: ଭାରତୀୟ ହକି ତାରକା ମନପ୍ରୀତ ସିଂ ନିକଟରେ ଭାରତ ପକ୍ଷରୁ ସର୍ବାଧିକ ୪୧୩ ମ୍ୟାଚ ଖେଳିବାର ରେକର୍ଡ ଅର୍ଜନ କରିଛନ୍ତି। ମନପ୍ରୀତ ପୂର୍ବତନ ଅଧିନାୟକ ତଥା ବର୍ତ୍ତମାନର ହକି ଇଣ୍ଡିଆ ସଭାପତି ଦିଲୀପ ତିର୍କୀଙ୍କ ୪୧୨ ମ୍ୟାଚର ରେକର୍ଡ…

୨୦୨୭ ଆଇପିଏଲ୍‌ ଆଗୁଆ ହୋଇପାରେ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୧୮ା୬- ମେ’ ମାସର ଅତ୍ୟଧିକ ଗ୍ରୀଷ୍ମ ପ୍ରବାହରୁ ବର୍ତ୍ତିବା ଲାଗି ବିସିସିଆଇ ଆଇପିଏଲ୍‌କୁ ଆଗୁଆ କରିବାକୁ ଯୋଜନା ଚଳାଇଛି। ଆସନ୍ତା ବର୍ଷଠାରୁ ପରବର୍ତ୍ତୀ ସଂସ୍କରଣ ଲାଗି ମାର୍ଚ୍ଚ ୧୦ରୁ ମେ ୧୫ ପର୍ଯ୍ୟନ୍ତ ଓ୍ବିଣ୍ଡୋକୁ ଟାର୍ଗେଟ କରାଯାଉଥିବା ବୋର୍ଡର ସମ୍ପାଦକ ଦେବଜିତ…

ମ୍ୟାଚ୍‌ ପୂର୍ବରୁ ଟ୍ରେନିଂ କ୍ୟାମ୍ପ ପାଖରେ ଖସିଲା ଡ୍ରୋନ

ଗୁଆଡାଲାଜାରା,୧୮ା୬: ମେକ୍ସିକୋ ବିପକ୍ଷ ମ୍ୟାଚ୍‌ ପୂର୍ବରୁ ଦକ୍ଷିଣ କୋରିଆର ଜାତୀୟ ଫୁଟବଲ ଦଳର ଟ୍ରେନିଂ କ୍ୟାମ୍ପ ପାଖରେ ଗୁରୁବାର ଉଡ଼ୁଥିବା ଏକ ଡ୍ରୋନକୁ ମେକ୍ସିକାନ ସାମରିକ ବାହିନୀ ଖସାଇ ଦେଇଛି। ବେସାମରିକ ବଳ ଏକ ଅପଞ୍ଜୀକୃତ ଡ୍ରୋନ ଚିହ୍ନଟ କରିବା ପାଇଁ…

Video: ପ୍ରକୃତ ବିଜୟ ପୂର୍ବରୁ ଉତ୍ସବ ପାଳିଲେ ଖେଳାଳି, ତା’ପରେ ପୁଣି ପଡ଼ିଆକୁ ଫେରିଲେ, ହେଲେ ପୂର୍ବରୁ ଷ୍ଟମ୍ପଗୁଡ଼ିକୁ ଟାଣି ସାରିଥିଲେ

ନୂଆଦିଲ୍ଲୀ,୧୮।୬: ଛତିଶଗଡ଼ କ୍ରିକେଟ ପ୍ରିମିୟର ଲିଗର ତୃତୀୟ ସଂସ୍କରଣରେ ଶେଷ ଓଭରର ଘଟଣାଗୁଡ଼ିକ ବହୁତ ମଜାଦାର ଥିଲା। ପରାଜିତ ଦଳ ସ୍ବାଭାବିକ ଭାବରେ ନିରାଶ ହୋଇଥିଲେ ମଧ୍ୟ, ସେମାନେ ପରିସ୍ଥିତିକୁ ଦେଖି ହସି ପାରିଲେ ନାହିଁ। ବିଳାସପୁର ବୁଲ୍ସ ବିଜୟର ଦ୍ୱାରରେ…

ଭାରତ ବିପକ୍ଷ ଟେଷ୍ଟ ପାଇଁ ଇଂଲଣ୍ଡ ଦଳ ଘୋଷଣା; ଦଳର ଅଧିନାୟକ ନୂଆ ଖେଳାଳି

ନୂଆଦିଲ୍ଲୀ,୧୮।୬: ଇଂଲଣ୍ଡ ଏବଂ ୱେଲ୍ସ କ୍ରିକେଟ ବୋର୍ଡ (ECB) ଗୁରୁବାର (ଜୁନ ୧୮) ଭାରତୀୟ ମହିଳା ଦଳ ବିପକ୍ଷରେ ଐତିହାସିକ ଏକମାତ୍ର ଟେଷ୍ଟ ପାଇଁ ୧୫ ଜଣିଆ ଦଳ ଘୋଷଣା କରିଛି। ଏହି ମ୍ୟାଚ ୧୦ ଜୁଲାଇରୁ ଲଣ୍ଡନର ଲର୍ଡସରେ ଅନୁଷ୍ଠିତ…

ବୈଭବ ସୂର୍ଯ୍ୟବଂଶୀଙ୍କ ଲଢ଼େଇ ଉପରେ ବିସିସିଆଇ ଦେଲା ଏଭଳି ବୟାନ, ସମସ୍ତେ ଚକିତ

ନୂଆଦିଲ୍ଲୀ, ୧୮।୬: ଭାରତୀୟ ’ଏ’ ଦଳ ବର୍ତ୍ତମାନ ଶ୍ରୀଲଙ୍କା ଗସ୍ତରେ ଅଛନ୍ତି, ଯେଉଁଠାରେ ତ୍ରିଦେଶୀୟ ସିରିଜ (ଟ୍ରାଇ-ନେସନ ସିରିଜ) ଖେଳାଯାଉଛି। ଏହି ସିରିଜରେ ଶ୍ରୀଲଙ୍କା ‘ଏ’ ଏବଂ ଆଫଗାନିସ୍ତାନ ’ଏ’ ଦଳ ମଧ୍ୟ ଭାଗ ନେଉଛନ୍ତି। ଶ୍ରୀଲଙ୍କା ’ଏ’ ବିପକ୍ଷରେ ଖେଳାଯାଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?