ଖେଳ

ଅର୍ଶଦୀପ-ବୁମ୍‌ରାଙ୍କ ଘାତକ ବୋଲିଂ: ଭାଙ୍ଗିଗଲା ୧୭ ବର୍ଷ ପୁରୁଣା ରେକର୍ଡ

ନୂଆଦିଲ୍ଲୀ,୨୮।୬: ଟି-୨୦ ବିଶ୍ୱକପ ୨୦୨୪ର ଦ୍ୱିତୀୟ ସେମିଫାଇନାଲ ମ୍ୟାଚ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଖେଳାଯାଇଥିଲା। ଏହି ମ୍ୟାଚରେ ଭାରତ ଗତ ଟି-୨୦ ବିଶ୍ୱକପର ସେମିଫାଇନାଲ ପାଇଁ ଇଂଲଣ୍ଡରୁ ପ୍ରତିଶୋଧ ନେଇଛି। ଭାରତୀୟ ଦଳ ସେମିଫାଇନାଲରେ ଇଂଲଣ୍ଡକୁ ପରାସ୍ତ କରି ଟି-୨୦…

ଟି-୨୦ ବିଶ୍ବକପ୍‌ ଫାଇନାଲରେ ଭାରତ, ଟାଇଟଲ୍ ପାଇଁ ଦକ୍ଷିଣ ଆଫ୍ରିକା ସହିତ ଫାଇଟ

ଜର୍ଜଟାଉନ,୨୮।୬: ଇଂଲଣ୍ଡକୁ ହରାଇ ଟି-୨୦ ବିଶ୍ବକପ୍‌ ଫାଇନାଲରେ ପହଞ୍ଚିଲା ଟିମ୍‌ ଇଣ୍ଡିଆ। ବର୍ଷା ବାଧାପ୍ରାପ୍ତ ମ୍ୟାଚରେ ଇଂଲଣ୍ଡକୁ ୬୮ ରନ୍‌ରେ ହରାଇଲା ଭାରତ। ଚଳିତ ବିଶ୍ୱକପରେ ଭାରତର ଏହା ସର୍ବଶେଷ୍ଠ ପ୍ରଦର୍ଶନ। ରୋହିତ ଶର୍ମାଙ୍କ ନେତୃତ୍ୱରେ ଡିଫେଣ୍ଡିଂ ଚାମ୍ପିଅନ୍ ଇଂଲଣ୍ଡକୁ ପରାସ୍ତ…

ଟି୨୦ କ୍ରିକେଟ ବିଶ୍ୱକପ୍‌ ସେମିଫାଇନାଲ: ଇଂଲଣ୍ଡ ଆଗରେ ୧୭୨ ରନ୍‌ର ଟାର୍ଗେଟ୍‌

ଜର୍ଜଟାଉନ,୨୬ା୬: ସ୍ଥାନୀୟ ପ୍ରୋଭିଡେନ୍ସ ଷ୍ଟାଡିୟମ, ଗୁଏନାରେ ଗୁରୁବାର ଖେଳାଯାଉଥିବା ଟି୨୦ କ୍ରିକେଟ ବିଶ୍ୱକପ୍‌ ସେମିଫାଇନାଲ ମ୍ୟାଚ୍‌ରେ ଇଂଲଣ୍ଡ ଟସ୍‌ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। ଫଳରେ ଆମନ୍ତ୍ରଣ ପାଇ ଭାରତ ପ୍ରଥମ ବ୍ୟାଟିଂ କରି ନିଦ୍ଧାରିତ ୨୦ ଓଭରରେ ୭…

ବିରାଟଙ୍କ ସହ ପ୍ରଥମ ଥର ହେଲା ଏମିତି, ଭାଙ୍ଗିଲେ କୋଟି କୋଟି ପ୍ରଶଂସକଙ୍କ ହୃଦୟ

ନୂଆଦିଲ୍ଲୀ,୨୭।୬: ଟି-୨୦ ବିଶ୍ୱକପ ୨୦୨୪ର ଦ୍ୱିତୀୟ ସେମିଫାଇନାଲରେ ଭାରତୀୟ ଦଳ ଇଂଲଣ୍ଡ ସହ ମୁହାଁମୁହିଁ ହୋଇଛନ୍ତି। ଗୁଏନାର ପ୍ରୋଭିଡେନ୍ସ ଷ୍ଟାଡିୟମରେ ଖେଳାଯାଉଥିବା ଏହି ମ୍ୟାଚରେ ଇଂଲଣ୍ଡ ଅଧିନାୟକ ଜୋସ ବଟଲର ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ପ୍ରଥମେ…

ସେମିଫାଇନାଲରେ ପ୍ରଥମେ ବ୍ୟାଟିଂ କରିବାକୁ ମଇଦାନକୁ ଓହ୍ଲାଇଲା ଭାରତ

ଜର୍ଜଟାଉନ,୨୬ା୬: ସ୍ଥାନୀୟ ପ୍ରୋଭିଡେନ୍ସ ଷ୍ଟାଡିୟମ, ଗୁଏନାରେ ଗୁରୁବାର ଖେଳାଯାଉଥିବା ଟି୨୦ କ୍ରିକେଟ ବିଶ୍ୱକପ ସେମିଫାଇନାଲ ମ୍ୟାଚ୍‌ରେ ଇଂଲଣ୍ଡ ଟସ୍‌ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି। ଫଳରେ ଆମନ୍ତ୍ରଣ ପାଇ ଭାରତ ବ୍ୟାଟିଂ କରିବାକୁ ମଇଦାନକୁ ଓହ୍ଲାଇବ। ଅନ୍ୟପକ୍ଷେ ଭାରତ ସେମିଫାଇନାଲରେ…

ପ୍ରତିଶୋଧ ଲକ୍ଷ୍ୟରେ ପଡ଼ିଆକୁ ଓହ୍ଲାଇବ ରୋହିତ ବିଗ୍ରେଡ୍‌

ଜର୍ଜଟାଉନ୍‌,୨୬ା୬: ଟି୨୦ କ୍ରିକେଟ ବିଶ୍ୱକପ୍‌ର ସେମିଫାଇନାଲରେ ପରସ୍ପରକୁ ଭେଟିବେ ଭାରତ ଓ ଇଂଲଣ୍ଡ। ଗୁଏନାରେ ଖେଳାଯିବାକୁ ଥିବା ସେମିଫାଇନାଲରେ ଇଂଲଣ୍ଡକୁ ହରାଇ ୨୦୨୨ ଟି୨୦ ବିଶ୍ୱକପ୍‌ର ପ୍ରତିଶୋଧ ନେବାକୁ ଚେଷ୍ଟା କରିବ ଭାରତ। ୨୦୨୨ରେ ଅନୁଷ୍ଠିତ ଗତ ବିଶ୍ୱକପ୍‌ର ସେମିଫାଇନାଲରେ ଭାରତକୁ…

ସେମିଫାଇନାଲ ନ ଖେଳି ବିଶ୍ୱକପ୍‌ ଫାଇନାଲ୍‌ ଯିବ ଭାରତ: କାହିଁକି ଏମିତି କହିଲେ ଇଂଲଣ୍ଡର ପୂର୍ବତନ ଅଧିନାୟକ

ନୂଆଦିଲ୍ଲୀ,୨୭।୬: ଟି-୨୦ ବିଶ୍ୱକପ୍‌ ୨୦୨୪ ଆଜି ସେମିଫାଇନାଲରେ ଭାରତ ଏବଂ ଇଂଲଣ୍ଡର ଦଳ ମୁହାଁମୁହିଁ ହେବେ। ଦୁଇ ଦଳ ମଧ୍ୟରେ ମ୍ୟାଚ ଭାରତୀୟ ସମୟ ରାତି ୮ଟାରୁ ଆରମ୍ଭ ହେବ। ତେବେ ଏହି ସେମିଫାଇନାଲ ପୂର୍ବରୁ ଇଂଲଣ୍ଡର ପୂର୍ବତନ ଅଧିନାୟକ ମାଇକେଲ…

ଭାରତ-ଇଂଲଣ୍ଡ ମଧ୍ୟରେ ଖେଳା ଯିବାକୁ ଥିବା ସେମିଫାଇନାଲରେ କାହିଁକି ନାହିଁ ରିଜର୍ଭ-ଡେ, କାରଣ କହିଲା ଆଇସିସି

ନୂଆଦିଲ୍ଲୀ,୨୭।୬: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ହେବାକୁ ଥିବା ଦ୍ୱିତୀୟ ସେମିଫାଇନାଲ ଉପରେ ସମସ୍ତଙ୍କ ନଜର ରହିଛି। ଏହି ମ୍ୟାଚ ଜିତିଥିବା ଦଳ ଟି -୨୦ ବିଶ୍ୱକପ ଫାଇନାଲରେ ଦକ୍ଷିଣ ଆଫ୍ରିକାକୁ ଭେଟିବ। ଭାରତୀୟ ସମୟ ଅନୁଯାୟୀ ଏହି ମ୍ୟାଚ ଗୁରୁବାର…

ପାକିସ୍ତାନକୁ ପାନେ ଦେଲା ଭାରତ

ନୂଆଦିଲ୍ଲୀ,୨୭।୬: ମିଳିତ ଜାତିସଂଘରେ ଭାରତ ପୁଣି ଥରେ ପାକିସ୍ତାନକୁ ନିନ୍ଦା କରିଛି। ମିଳିତ ଜାତିସଂଘର ଏକ ଅଧିବେଶନରେ ପାକିସ୍ତାନ ଜମ୍ମୁ କଶ୍ମୀର ପ୍ରସଙ୍ଗ ଉଠାଇଥିଲା। ଜମ୍ମୁ-କଶ୍ମୀର ଉପରେ ଭିତ୍ତିହୀନ ମନ୍ତବ୍ୟ ପାଇଁ ଭାରତ ପାକିସ୍ତାନକୁ ସମାଲୋଚନା କରିଛି। ଭାରତ ଏହି ମନ୍ତବ୍ୟକୁ…

ପାକିସ୍ତାନର ପୂର୍ବତନ ଅଧିନାୟକଙ୍କୁ ମୁହଁତୋଡ ଜବାବ ଦେଲେ ରୋହିତ ଶର୍ମା

ନୂଆଦିଲ୍ଲୀ,୨୭।୬: ଟି -୨୦ ବିଶ୍ୱକପ ୨୦୨୪ରେ ଭାରତୀୟ ଦଳ ବହୁତ ଭଲ ପ୍ରଦର୍ଶନ କରୁଛି। ଭାରତୀୟ ଦଳ ଆଜି ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ସେମିଫାଇନାଲ ମ୍ୟାଚ ଖେଳିବ। ଅଷ୍ଟ୍ରେଲିଆ ବିପକ୍ଷରେ ଖେଳାଯାଇଥିବା ଏକାଦଶ ସୁପର-୮ ମ୍ୟାଚରେ ଇଞ୍ଜାମାମ ଉଲ ହକ ଅର୍ଶଦୀପ…

ହାରିବା ସତ୍ତ୍ୱେ ଏହି କାମ କରି ସମସ୍ତଙ୍କ ହୃଦୟ ଜିତିଲା ଆଫଗାନିସ୍ତାନ

ନୂଆଦିଲ୍ଲୀ,୨୭।୬: ଟି-୨୦ ବିଶ୍ୱକପ ୨୦୨୪ର ସେମିଫାଇନାଲ ମ୍ୟାଚରେ ଆଫଗାନିସ୍ତାନକୁ ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରିଛି। ଦକ୍ଷିଣ ଆଫ୍ରିକା ରଶିଦ ଖାନଙ୍କ ଅଧିନାୟକ ଆଫଗାନିସ୍ତାନ ଦଳକୁ ୯ ଉଇକେଟରେ ପରାସ୍ତ କରିଛି। ଆଫ୍ରିକା ଏକପାଖିଆ ଜିତି ଫାଇନାଲକୁ ଟିକେଟ ସୁରକ୍ଷିତ କରିଛି। ଯଦିଓ…

ସେମିଫାଇନାଲ ମ୍ୟାଚ୍‌ ପରେ ପିଚ୍‌କୁ ନେଇ ବିବାଦ, ରଶିଦ ଖାନ୍‌ ଉଠାଇଲେ ବଡ଼ ପ୍ରଶ୍ନ

ତ୍ରିନିଦାଦ,୨୭।୬: ଟି୨୦ ବିଶ୍ୱକପ୍‌ର ପ୍ରଥମ ସେମିଫାଇନାଲ ମୁକାବିଲା ଶେଷ ହୋଇଛି। ଦକ୍ଷିଣ ଆଫ୍ରିକା ଏହି ମୁକାବିଲାକୁ ୯ ଉଇକେଟରେ ଜିତି ଫାଇନାଲରେ ପ୍ରବେଶ କରିଛି। ହେଲେ ଏହି ମୁକାବିଲା ଖେଳାଯାଇଥିବା ପିଚ୍‌କୁ ନେଇ ବିବାଦ ଉପୁଜିଛି। କାରଣ ଗୁରୁତ୍ୱପୂର୍ଣ୍ଣ ମୁକାବିଲାରେ ଆଫଗାନିସ୍ତାନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri