ପାଣ୍ଡ୍ୟାଙ୍କ ଏହି ଭୁଲ ଯୋଗୁ ମୁମ୍ବାଇକୁ ପଡ଼ିଲା ଭାରି, ଅଧିନାୟକ ସମେତ ଖେଳାଳିଙ୍କ ଉପରେ ଲାଗିଲା ମୋଟା ଅଙ୍କର ଫାଇନ୍
ନୂଆଦିଲ୍ଲୀ,୧।୫: ଆଇପିଏଲ ୨୦୨୪ରେ ମୁମ୍ବାଇ ଇଣ୍ଡିଆନ୍ସକୁ ଡବଲ ଝଟକା ଲାଗିଛି। ଟୁର୍ନାମେଣ୍ଟର ୪୮ତମ ମ୍ୟାଚରେ ମୁମ୍ବାଇକୁ ଲକ୍ଷ୍ନୌ ସୁପର ଜିଆଣ୍ଟସ ୪ ଉଇକେଟ୍ରେ ହରାଇଛି। ଏହି ପରାଜୟ ପରେ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ ମୁମ୍ବାଇ ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସମେତ…
ବିରାଟ କୋହଲି ଆମର ଜ୍ୱାଇଁ…କାହିଁକି ଏମିତି କହିଲେ ଶାହରୁଖ
କୋଲକାତା,୧।୫: ଆଇପିଏଲ ଦଳ କୋଲକାତା ନାଇଟ ରାଇଡର୍ସ ମାଲିକ ତଥା ବଲିଉଡ ଅଭିନେତା ଶାହାରୁଖ ଖାନ ବିରାଟ କୋହଲିଙ୍କ ଉପରେ ନିଜର ମତ ରଖିଛନ୍ତି। କୋହଲିଙ୍କୁ ବହୁତ ପ୍ରଶଂସା କରିଛନ୍ତି ଶାହାରୁଖ। ବିରାଟ କୋହଲିଙ୍କ ସହ ତାଙ୍କ ସମ୍ପର୍କ ବିଷୟରେ କହି…
ମୁମ୍ବାଇ ଇଣ୍ଡିଆନ୍ସ ଆଇପିଏଲ୍ରୁ ବିଦା! ଜାଣନ୍ତୁ କ’ଣ ରହିଛି ସମୀକରଣ
ଲକ୍ଷ୍ନୌ,୧।୫: ଆଇପିଏଲ ୨୦୨୪ର ୪୮ତମ ମ୍ୟାଚ ଲକ୍ଷ୍ନୌ ସୁପର ଜିଆଣ୍ଟସ ଏବଂ ମୁମ୍ବାଇ ଇଣ୍ଡିଆନ୍ସ ମଧ୍ୟରେ ଖେଳାଯାଇଥିଲା। ସୁପର ଜଏଣ୍ଟସ ଏହି ମ୍ୟାଚ ସହଜରେ ଜିତିଲା। ଲକ୍ଷ୍ନୌର ଏକାନା କ୍ରିକେଟ ଷ୍ଟାଡିୟମରେ ଖେଳାଯାଇଥିବା ଏହି ମ୍ୟାଚରେ ମୁମ୍ବାଇ ଇଣ୍ଡିଆନ୍ସ ଏହାକୁ ପ୍ଲେ…
ଟି-୨୦ ବିଶ୍ୱକପ ପାଇଁ ଅଷ୍ଟ୍ରେଲିଆ ଦଳ ଘୋଷଣା: ଜାଣନ୍ତୁ ଦଳରେ କାହାକୁ ମିଳିଲା ସ୍ଥାନ
ସିଡନୀ,୧।୫: ଅଷ୍ଟ୍ରେଲିଆ ମଧ୍ୟ ଟି-୨୦ ବିଶ୍ୱକପ ୨୦୨୪ ପାଇଁ ୧୫ ଜଣିଆ ଦଳ ଘୋଷଣା କରିଛି। ବିଶ୍ୱକପ୍ରେ ଦଳ ଅନ୍ତର୍ଜାତୀୟ ଟି-୨୦ ଅଧିନାୟକ ମିଚେଲ ମାର୍ଶଙ୍କ ଅଧିନାୟକତ୍ୱ ଅଧୀନରେ ପଡ଼ିଆକୁ ଓହ୍ଲାଇବ। ଏହିପରି ଅନେକ ଖେଳାଳି ଦଳରେ ସ୍ଥାନ ପାଇଛନ୍ତି, ଯେଉଁମାନେ…
ଆଦିତ୍ୟଙ୍କ ମାଉଣ୍ଟ କୋଜିଓସ୍କୋ ଆରୋହଣ
ଭୁବନେଶ୍ୱର, ୧।୫ (ତପନ ସ୍ବାଇଁ): ଅଷ୍ଟ୍ରେଲିଆ ମହାଦେଶର ଉଚ୍ଚତମ ଶୃଙ୍ଗ ମାଉଣ୍ଟ କୋଜିଓସ୍କୋକୁ ସଫଳତାର ସହ ଆରୋହଣ କରିଛନ୍ତି ଯୁବ ପର୍ବତାରୋହୀ ଆଦିତ୍ୟ ପ୍ରସାଦ ଖାଡ଼ଙ୍ଗା। ସେ ଅଷ୍ଟ୍ରେଲିଆନ ସମୟ ସକାଳ ୯ଟା ୧୫ରେ ଏହି ଆରୋହଣ ସମ୍ପୂର୍ଣ୍ଣ କରିଛନ୍ତି। ପେସାରେ…
ଦକ୍ଷିଣ ଆଫ୍ରିକା ଦଳରେ ଦୁଇ ନୂଆ ମୁହଁ
ଜୋହାନ୍ସବର୍ଗ, ୧ା୫ : ଓ୍ବେଷ୍ଟଇଣ୍ଡିଜ ଓ ଆମେରିକାରେ ହେବାକୁଥିବା ଟି୨୦ କ୍ରିକେଟ ବିଶ୍ୱକପ୍ ପାଇଁ ମଙ୍ଗଳବାର ଦକ୍ଷିଣ ଆଫ୍ରିକା କ୍ରିକେଟ ଦଳ ଘୋଷଣା କରାଯାଇଛି। ଆଘାତଜନିତ ସମସ୍ୟା ଯୋଗୁ ଖେଳରୁ ୯ ମାସ ହେଲା ଦୂରେଇଯାଇଥିବା ପେସର ଏନରିଚ୍ ନର୍ଜେ ଦଳକୁ…
ୟୁକେ’ରେ ନିର୍ବାଚନ ଲଢ଼ିବେ ପାନେସର
ଲଣ୍ଡନ, ୧ା୫: ଇଂଲଣ୍ଡର ପୂର୍ବତନ ସ୍ପିନର ମଣ୍ଟି ପାନେସର ରାଜନୀତିରେ ପ୍ରବେଶ କରିଛନ୍ତି। ୟୁନାଇଟେଡ କିଙ୍ଗଡମ୍ (ୟୁକେ) ନିର୍ବାଚନରେ ସେ ଜର୍ଜ ଗ୍ୟାଲୋଓ୍ବେଙ୍କ ଓ୍ବାର୍କର୍ସ ପାର୍ଟି ଅଫ୍ ବ୍ରିଟେନରୁ ପ୍ରାର୍ଥୀ ହେବେ ବୋଲି ଘୋଷଣା କରିଛନ୍ତି। ୪୨ବର୍ଷୀୟ ବାମହାତୀ ସ୍ପିନର ପାନେସର…
ଲକ୍ଷ୍ନୌ ବୋଲର ପ୍ରଭାବୀ
ଲକ୍ଷ୍ନୌ, ୧।୫: ଇଣ୍ଡିଆନ ପ୍ରିମିୟର ଲିଗ୍ର ମଙ୍ଗଳବାର ଅନୁଷ୍ଠିତ ମ୍ୟାଚରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ ବୋଲରମାନେ ପ୍ରଭାବୀ ପ୍ରଦର୍ଶନ କରିଛନ୍ତି। ଫଳରେ ମୁମ୍ବାଇ ଇଣ୍ଡିଆନ ଇନିଂସ ୨୦ ଓଭରରେ ୧୪୪/୭ରେ ସୀମିତ ରହିଛି। ରିପୋର୍ଟ ପ୍ରସ୍ତୁତ ହେବା ବେଳକୁ ଲକ୍ଷ୍ନୌ ଦଳ…
‘ମୁମ୍ବାଇ କ୍ୟାମ୍ପ ଦୁଇ ଫାଳ’
ମୁମ୍ବାଇ,୩୦ା୪: ଆଇପିଏଲ୍ ଫ୍ରାଞ୍ଚାଇଜ ମୁମ୍ବାଇ ଇଣ୍ଡିଆନ୍ସ କ୍ୟାମ୍ପ ଦୁଇ ଭାଗରେ ବିଭକ୍ତ ହୋଇଛି ବୋଲି କହିଛନ୍ତି ପୂର୍ବତନ ଅଷ୍ଟ୍ରେଲିଆ ଅଧିନାୟକ ମାଇକେଲ କ୍ଲାର୍କ। କ୍ରିକେଟ ଏକ ଟିମ୍ ଗେମ୍ ହୋଇଥିବା ବେଳେ ଏହା ମୁମ୍ବାଇର ପ୍ରଦର୍ଶନକୁ ପ୍ରଭାବିତ କରିଥିବା କହିଛନ୍ତି କ୍ଲାର୍କ।…
ଟି୨୦ ବିଶ୍ୱକପ୍ ପରେ ସନ୍ନ୍ୟାସ ନେବେ ରୋହିତ-କୋହଲି: ରିପୋର୍ଟ
ନୂଆଦିଲ୍ଲୀ,୩୦।୪: ଆମେରିକା ଏବଂ ଓ୍ବେଷ୍ଟଇଣ୍ଡିଜ୍ରେ ଖେଳାଯିବାକୁ ଥିବା ଟି୨୦ ବିଶ୍ୱକପ୍ ଲାଗି ମଙ୍ଗଳବାର ବିସିସିଆଇ ଟିମ୍ ଇଣ୍ଡିଆର ଘୋଷଣା କରିଛି। ଏଥିରେ ଅଧିନାୟକ ଭାବେ ରୋହିତ ଶର୍ମାଙ୍କୁ ଦାୟିତ୍ୱ ମିଳିଥିବା ବେଳେ ବିରାଟ କୋହଲି ଦଳରେ ସ୍ଥାନ ପାଇଛନ୍ତି। ତେବେ ଏହା…
ଯଦି ଏଥର ରାଜସ୍ଥାନ ଆଇପିଏଲ୍ ଜିତିଯାଏ, ଟିମ୍ ଇଣ୍ଡିଆ ଟି୨୦ ବିଶ୍ୱକପ୍ ଜିତିବା ନିଶ୍ଚିତ !
ନୂଆଦିଲ୍ଲୀ,୩୦।୪: ଆଇପିଏଲ୍ ୨୦୨୪ରେ ରାଜସ୍ଥାନ ରୟାଲ୍ସ ଜବରଦସ୍ତ ପ୍ରଦର୍ଶନ ଜାରି ରଖିଛି। ଯଦି ଏହିପରି ଚାଲେ ତେବେ ଦଳ ଟାଇଟଲ ଜିତିବା ଏକ ପ୍ରକାର ନିଶ୍ଚିତ ବୋଲି କୁହାଯାଉଛି। ଅନ୍ୟ ଏକ ସଂଯୋଗ କ୍ରମେ ରାଜସ୍ଥାନ ଟ୍ରଫି ଜିତିଲେ ଟିମ୍ ଇଣ୍ଡିଆ…
ଟିମ୍ ଇଣ୍ଡିଆରୁ କେ ଏଲ୍ ରାହୁଲ କାହିଁକି ପଡ଼ିଲେ ବାଦ୍? ଜାଣନ୍ତୁ ୫ କାରଣ…
ନୂଆଦିଲ୍ଲୀ,୩୦।୪: ବିଶ୍ୱକପ୍ ୨୦୨୪ ଲାଗି ଟିମ୍ ଇଣ୍ଡିଆ ଘୋଷଣା ହୋଇଛି। ବିସିସିଆଇ ରୋହିତ ଶର୍ମାଙ୍କ ନେତୃତ୍ୱରେ ୧୫ଜଣିଆ ସଦସ୍ୟ ବିିଶିଷ୍ଟ ଭାରତୀୟ ସ୍କ୍ବାର୍ଡ ଘୋଷଣା କରିଛି। ଚୟନ କମିଟି ଋଷଭ ପନ୍ତ ଏବଂ ସଞ୍ଜୁ ସାମସନଙ୍କୁ ଉଇକେଟକିପର ବ୍ୟାଟ୍ସମ୍ୟାନ୍ ଭାବେ ଚୟନ…
Archives


