ଖେଳ

ଭାରତ-ଇଂଲଣ୍ଡ ମଧ୍ୟରେ ଖେଳା ଯିବାକୁ ଥିବା ସେମିଫାଇନାଲରେ କାହିଁକି ନାହିଁ ରିଜର୍ଭ-ଡେ, କାରଣ କହିଲା ଆଇସିସି

ନୂଆଦିଲ୍ଲୀ,୨୭।୬: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ହେବାକୁ ଥିବା ଦ୍ୱିତୀୟ ସେମିଫାଇନାଲ ଉପରେ ସମସ୍ତଙ୍କ ନଜର ରହିଛି। ଏହି ମ୍ୟାଚ ଜିତିଥିବା ଦଳ ଟି -୨୦ ବିଶ୍ୱକପ ଫାଇନାଲରେ ଦକ୍ଷିଣ ଆଫ୍ରିକାକୁ ଭେଟିବ। ଭାରତୀୟ ସମୟ ଅନୁଯାୟୀ ଏହି ମ୍ୟାଚ ଗୁରୁବାର…

ପାକିସ୍ତାନକୁ ପାନେ ଦେଲା ଭାରତ

ନୂଆଦିଲ୍ଲୀ,୨୭।୬: ମିଳିତ ଜାତିସଂଘରେ ଭାରତ ପୁଣି ଥରେ ପାକିସ୍ତାନକୁ ନିନ୍ଦା କରିଛି। ମିଳିତ ଜାତିସଂଘର ଏକ ଅଧିବେଶନରେ ପାକିସ୍ତାନ ଜମ୍ମୁ କଶ୍ମୀର ପ୍ରସଙ୍ଗ ଉଠାଇଥିଲା। ଜମ୍ମୁ-କଶ୍ମୀର ଉପରେ ଭିତ୍ତିହୀନ ମନ୍ତବ୍ୟ ପାଇଁ ଭାରତ ପାକିସ୍ତାନକୁ ସମାଲୋଚନା କରିଛି। ଭାରତ ଏହି ମନ୍ତବ୍ୟକୁ…

ପାକିସ୍ତାନର ପୂର୍ବତନ ଅଧିନାୟକଙ୍କୁ ମୁହଁତୋଡ ଜବାବ ଦେଲେ ରୋହିତ ଶର୍ମା

ନୂଆଦିଲ୍ଲୀ,୨୭।୬: ଟି -୨୦ ବିଶ୍ୱକପ ୨୦୨୪ରେ ଭାରତୀୟ ଦଳ ବହୁତ ଭଲ ପ୍ରଦର୍ଶନ କରୁଛି। ଭାରତୀୟ ଦଳ ଆଜି ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ସେମିଫାଇନାଲ ମ୍ୟାଚ ଖେଳିବ। ଅଷ୍ଟ୍ରେଲିଆ ବିପକ୍ଷରେ ଖେଳାଯାଇଥିବା ଏକାଦଶ ସୁପର-୮ ମ୍ୟାଚରେ ଇଞ୍ଜାମାମ ଉଲ ହକ ଅର୍ଶଦୀପ…

ହାରିବା ସତ୍ତ୍ୱେ ଏହି କାମ କରି ସମସ୍ତଙ୍କ ହୃଦୟ ଜିତିଲା ଆଫଗାନିସ୍ତାନ

ନୂଆଦିଲ୍ଲୀ,୨୭।୬: ଟି-୨୦ ବିଶ୍ୱକପ ୨୦୨୪ର ସେମିଫାଇନାଲ ମ୍ୟାଚରେ ଆଫଗାନିସ୍ତାନକୁ ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରିଛି। ଦକ୍ଷିଣ ଆଫ୍ରିକା ରଶିଦ ଖାନଙ୍କ ଅଧିନାୟକ ଆଫଗାନିସ୍ତାନ ଦଳକୁ ୯ ଉଇକେଟରେ ପରାସ୍ତ କରିଛି। ଆଫ୍ରିକା ଏକପାଖିଆ ଜିତି ଫାଇନାଲକୁ ଟିକେଟ ସୁରକ୍ଷିତ କରିଛି। ଯଦିଓ…

ସେମିଫାଇନାଲ ମ୍ୟାଚ୍‌ ପରେ ପିଚ୍‌କୁ ନେଇ ବିବାଦ, ରଶିଦ ଖାନ୍‌ ଉଠାଇଲେ ବଡ଼ ପ୍ରଶ୍ନ

ତ୍ରିନିଦାଦ,୨୭।୬: ଟି୨୦ ବିଶ୍ୱକପ୍‌ର ପ୍ରଥମ ସେମିଫାଇନାଲ ମୁକାବିଲା ଶେଷ ହୋଇଛି। ଦକ୍ଷିଣ ଆଫ୍ରିକା ଏହି ମୁକାବିଲାକୁ ୯ ଉଇକେଟରେ ଜିତି ଫାଇନାଲରେ ପ୍ରବେଶ କରିଛି। ହେଲେ ଏହି ମୁକାବିଲା ଖେଳାଯାଇଥିବା ପିଚ୍‌କୁ ନେଇ ବିବାଦ ଉପୁଜିଛି। କାରଣ ଗୁରୁତ୍ୱପୂର୍ଣ୍ଣ ମୁକାବିଲାରେ ଆଫଗାନିସ୍ତାନ…

ବିଶ୍ୱରେକର୍ଡ ଭାଙ୍ଗିଲେ ଆଫଗାନିସ୍ତାନର ଏହି ବୋଲର୍‌: ପ୍ରଥମ ବୋଲର୍‌ ଭାବେ…

ନୂଆଦିଲ୍ଲୀ,୨୭।୬: ଆଫଗାନିସ୍ତାନର ଦ୍ରୁତ ବୋଲର ଫଜଲହକ ଫାରୁକି ଟି-୨୦ ବିଶ୍ୱକପ ୨୦୨୪ରେ ୧୭ ଉଇକେଟ ନେଇ ଇତିହାସ ସୃଷ୍ଟି କରିଛନ୍ତି। ଏହି ଟି-୨୦ ବିଶ୍ୱକପ୍‌ରେ ଏପର୍ଯ୍ୟନ୍ତ ସର୍ବାଧିକ ଉଇକେଟ ନେଇଥିବା ବୋଲର ହେଉଛନ୍ତି ଫାରୁକି। ୧୭ ଉଇକେଟ ନେଇ ଫାରୁକ ଟି…

ସେମିଫାଇନାଲରେ ଆଫଗାନିସ୍ତାନର ଆଶା ଧୂଳିସାତ, ଫାଇନାଲରେ ପ୍ରବେଶ କରି ଇତିହାସ ରଚିଲା ଦକ୍ଷିଣ ଆଫ୍ରିକା 

ତ୍ରିନିଦାଦ,୨୭।୬: ଟି୨୦ ବିଶ୍ୱକପ୍‌ ଫାଇନାଲରେ ପ୍ରବେଶ କରି ଇତିହାସ ରଚିଛି ଦକ୍ଷିଣ ଆଫ୍ରିକା। ଗୁରୁବାର ଆଫଗାନିସ୍ତାନ ବିପକ୍ଷରେ ଦଳ ପ୍ରଥମ ସେମିଫାଇନାଲରେ ପ୍ରତିଦ୍ୱନ୍ଦ୍ୱିତା କରି ବିଜୟୀ ହୋଇଛି। ଫଳରେ ଆଫଗାନିସ୍ତାନର ଫାଇନାଲ ଖେଳିବା ଆଶା ଧୂଳିସାତ ହୋଇଛି। ସେମିଫାଇନାଲରେ ଆଫଗାନିସ୍ତାନ ଟସ୍‌…

ଭାରତ ଉପରେ ବଲ୍ ଟାମ୍ପରିଂ ଅଭିଯୋଗ ଲଗାଇଲେ ପାକିସ୍ତାନର ଇଞ୍ଜାମାମ-ଉଲ-ହକ୍

ନୂଆଦିଲ୍ଲୀ,୨୬।୬: ପୂର୍ବତନ ପାକିସ୍ତାନ କ୍ରିକେଟର ତଥା ଅଧିନାୟକ ଇଞ୍ଜାମାମ-ଉଲ-ହକ ଏକ ବିଚିତ୍ର ଦାବି କରିଛନ୍ତି ଯେ ”ଭାରତର ଦ୍ରୁତ ବୋଲର ମାନେ ୨୦୨୪ ଟି -୨୦ ବିଶ୍ୱକପ ଅଭିଯାନରେ ଲଗାତାର ବଲରେ ଟାମ୍ପରିଂ କରୁଛନ୍ତି। ଇଞ୍ଜାମାମ କହିଛନ୍ତି ଯେ ଭାରତର ବୋଲରମାନେ…

ନୂଆ ସରକାର ଆସିବା ପରେ ହନୁମା ବିହାରୀଙ୍କ ୟୁ-ଟର୍ନ, ଏବେ ଏହି ରାଜ୍ୟରୁ ଖେଳିବେ…

ଅମରାବତି,୨୬।୬: ଭାରତୀୟ ଅଲରାଉଣ୍ଡର ହନୁମା ବିହାରୀ ଏବେ ଆନ୍ଧ୍ରପ୍ରଦେଶ ପାଇଁ ଖେଳିବେ। ୩ ବର୍ଷ ପୂର୍ବେ ସେ କେବେହେଲେ ଆନ୍ଧ୍ର ଲାଗି ଖେଳିବେ ନାହିଁ ବୋଲି ଘୋଷଣା କରିଥିଲେ। ହେଲେ ଏବେ ସେ ନୂଆ ସରକାର ଗଠନ ପରେ ୟୁ-ଟର୍ନ ମାରିଥିବା…

ସୂର୍ଯ୍ୟକୁମାରଙ୍କୁ ହଟାଇ ବିଶ୍ୱର ନମ୍ବର-୧ ବ୍ୟାଟ୍ସମ୍ୟାନ ହେଲେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୨୬।୬: ଟି -୨୦ ବିଶ୍ୱକପ ୨୦୨୪ ମଧ୍ୟରେ ଆଇସିସି ଦ୍ୱାରା ଟି-୨୦ ର଼୍ୟାଙ୍କିଙ୍ଗ୍‌ ପ୍ରକାଶ ପାଇଛି। ଏଥର ର଼୍ୟାଙ୍କିଙ୍ଗରେ ବହୁତ ବଡ ଓଲଟପାଲଟ ଘଟିଛି। ବିଶେଷ କଥା ହେଉଛି ଦୀର୍ଘ ଦିନ ଧରି ଏକ ନମ୍ବର ସ୍ଥାନ ଅଧିକାର କରିଥିବା ଭାରତର…

ପ୍ୟାରିସ ୨୦୨୪ ଅଲମ୍ପିକ୍ସ ପାଇଁ ଘୋଷଣା ହେଲା ଭାରତୀୟ ହକି ପୁରୁଷ ଦଳ, ଓଡ଼ିଶାରୁ ଅମିତ ରୋହିଦାସଙ୍କୁ ସୁଯୋଗ

ବେଙ୍ଗାଲୁରୁ, ୨୬।୦୬: ପ୍ୟାରିସ ଅଲମ୍ପିକ୍ସ ପାଇଁ ଘୋଷଣା ହୋଇଛି ଭାରତୀୟ ହକି ପୁରୁଷ ଦଳ। ୧୬ ଜଣିଆ ଦଳ ଘୋଷଣା ହୋଇଥିଲା ବେଳେ ଓଡ଼ିଶାରୁ ଏକମାତ୍ର ଖେଳାଳି ଭାବେ ଅମିତ ରୋହିଦାସଙ୍କୁ ସୁଯୋଗ ମିଳିଛି। ବେଙ୍ଗାଲୁରୁ କ୍ୟାମ୍ପରେ ଦୀର୍ଘ ଦିନର ପ୍ରସ୍ତୁତି…

ଭାରତ-ଇଂଲଣ୍ଡ ମ୍ୟାଚ୍‌: ବର୍ଷା ହେଲେ କିଏ ଖେଳିବ ଫାଇନାଲ୍‌ ?

ନୂଆଦିଲ୍ଲୀ, ୨୬।୦୬: ଟି-୨୦ ବିଶ଼୍ବକପ୍‌ରେ ଜୁନ୍‌ ୨୭ ଅର୍ଥାତ୍‌ ଗୁରୁବାର ଗୁଏନାରେ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ସେମିଫାଇନାଲ୍‌ ମ୍ୟାଚ୍‌ ଖେଳାଯିବ । ରୋହିତଙ୍କ ଅଧିନାୟକତ଼୍ବରେ ଭାରତ ପଡ଼ିଆକୁ ଓହ୍ଲାଇବା ସହିତ ଇଂଲଣ୍ଡକୁ ପରାସ୍ତ କରି ଫାଇନାଲ୍‌ ଖେଳିବାକୁ ଆଶା ରଖିଛି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri