ଖେଳ

ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଲାଗିପାରେ ବଡ଼ ଝଟ୍‌କା: ଏହି କ୍ରିକେଟର୍‌ ହୋଇପାରନ୍ତି ଉପଅଧିନାୟକ

ନୂଆଦିଲ୍ଲୀ,୩୦।୪: କିଛି ମାସ ପୂର୍ବରୁ ରିଷଭ ପନ୍ତ ଆଇପିଏଲ ୨୦୨୪ର ଅଂଶ ହେବେ କି ନାହିଁ ସେ ବିଷୟରେ ଆଲୋଚନା ହୋଇଥିଲା। କିନ୍ତୁ ଟି -୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା ହେବାର କିଛି ଦିନ ପୂର୍ବରୁ ପନ୍ତ ଉପ-ଅଧିନାୟକ…

ରୋହିତ ଶର୍ମାଙ୍କ ମୋଟ ସମ୍ପତ୍ତି କେତେ ଜାଣନ୍ତି

ଭାରତୀୟ କ୍ରିକେଟ ଦଳର ଅଧିନାୟକ ରୋହିତ ଶର୍ମା ଆଜି ୩୭ ବର୍ଷରେ ପଦାର୍ପଣ କରିଛନ୍ତି। କ୍ରିକେଟ୍‌ କ୍ୟାରିୟର୍‌ରେ ଅନେକ ରେକର୍ଡ ହାସଲ କରିଥିବା ରୋହିତଙ୍କ ସମ୍ପତ୍ତି ମୂଲ୍ୟ ପ୍ରାୟ ୨୧୪ କୋଟି ଟଙ୍କା। ଦରମା ଏବଂ ମ୍ୟାଚ ଫି’ ବ୍ୟତୀତ ଟିମ…

ଅରେଞ୍ଜ୍‌ କ୍ୟାପ୍‌ ରେସ୍‌ରେ ଏଣ୍ଟ୍ରି ମାରିଲେ ରିଷଭ ପନ୍ତ: ପର୍ପଲ କ୍ୟାପ୍‌ ରେସ୍‌ ହେଉଛି ରୋଚକ

କୋଲକାତା,୩୦।୪: କେକେଆର ବିପକ୍ଷରେ ଖେଳାଯାଇଥିବା ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସ ଅଧିନାୟକ ରିଷଭ ପନ୍ତ ୨୭ ରନର ଏକ ଇନିଂସ ଖେଳିଥିଲେ। ଏହି ଇନିଂସ ପାଇଁ ସେ ବର୍ତ୍ତମାନ ଅରେଞ୍ଜ କ୍ୟାପ୍‌ ରେସ୍‌ରେ ପ୍ରବେଶ କରିଛନ୍ତି। ସେ ଏହି ରେସ୍‌ରେ ଚତୁର୍ଥ ସ୍ଥାନରେ…

କୋଲକାତାର ଏକପାଖିଆ ବିଜୟ ପରେ ପଏଣ୍ଟ ଟେବୁଲରେ ହେଲା ପରିବର୍ତ୍ତନ: କିଏ କେଉଁ ସ୍ଥାନରେ ରହିଛି ଜାଣନ୍ତୁ

କୋଲକାତା,୩୦।୪: ଆଇପିଏଲ ୨୦୨୪ର ୪୭ତମ ମ୍ୟାଚରେ କୋଲକାତା ନାଇଟ ରାଇଡର୍ସ ଦିଲ୍ଲୀ କ୍ୟାପଟାଲ୍ସକୁ ପରାସ୍ତ କରିଛି। ଇଡେନ ଗାର୍ଡେନ୍ସରେ ଖେଳାଯାଇଥିବା ମ୍ୟାଚରେ କୋଲକାତା ୭ ଉଇକେଟରେ ଜିତିଛି। ଏହା କେକେଆର୍‌ ପାଇଁ ଏକପାଖିଆ ବିଜୟ ଥିଲା। ବର୍ତ୍ତମାନ ଏହି ବିଜୟ ପରେ…

ପ୍ରତ୍ୟେକ ଦିନ ଆମର ନୁହେଁ…କାହିଁକି ଏମିତି କହିଲେ ପନ୍ତ

କୋଲକାତା,୩୦।୪: ଆଇପିଏଲ ୨୦୨୪ରେ ଦିଲ୍ଲୀ କ୍ୟାପିଟାଲ୍ସ କୋଲକାତା ନାଇଟ ରାଇଡର୍ସ ବିପକ୍ଷରେ ଷଷ୍ଠ ପରାଜୟର ସମ୍ମୁଖୀନ ହୋଇଛି। ଇଡେନ ଗାର୍ଡେନ୍ସରେ ଖେଳାଯାଇଥିବା ଟୁର୍ଣ୍ଣାମେଣ୍ଟର ୪୭ତମ ମ୍ୟାଚରେ କୋଲକାତା ଦିଲ୍ଲୀକୁ ୭ ଉଇକେଟରେ ପରାସ୍ତ କରିଛି। ଏହି ମ୍ୟାଚରେ ଦିଲ୍ଲୀ ପ୍ରାୟ ଏକପାଖିଆ…

ସାଥୀ କ୍ରିକେଟର୍‌ଙ୍କ ଭଉଣୀଙ୍କୁ ମନ ଦେଇ ବସିଥିଲେ ହିଟ୍‌ମ୍ୟାନ୍‌

ଭାରତୀୟ କ୍ରିକେଟ ଦଳର ‘ହିଟ୍‌ମ୍ୟାନ୍‌’ ରୋହିତ ଶର୍ମା ଆଜି ୩୭ ବର୍ଷରେ ପଦାର୍ପଣ କରିଛନ୍ତି। ମୁମ୍ବାଇର ଏହି ବିସ୍ଫୋରକ ବ୍ୟାଟମ୍ୟାନ୍‌ ଅନେକ ରେକର୍ଡ ହାସଲ କରିଚନ୍ତି। ବିଶ୍ୱର ଏକମାତ୍ର କ୍ରିକେଟର୍‌ ଭାବେ ଏକଦିବସୀୟ କ୍ରିକେଟରେ ୩ଥର ଦ୍ୱିଶତକ ଅର୍ଜନ କରିଛନ୍ତି। କେବଳ…

କେକେଆର ବୋଲର ପ୍ରଭାବୀ

କୋଲକାତା,୩୦ା୪: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ)ରେ ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର) ବୋଲର ପ୍ରଭାବୀ ବୋଲିଂ କରିଛନ୍ତି। ବରୁନ ଚକ୍ରବର୍ତ୍ତୀଙ୍କ ୩/୧୬ ବୋଲିଂ କାରଣରୁ ଦିଲ୍ଳୀ ୨୦ ଓଭରରେ ୯ ଉଇକେଟ ହରାଇ ୧୫୩ ରନ୍‌ କରିଛି।…

ଇଂଲଣ୍ଡକୁ ହରାଇ କ୍ୱାର୍ଟରରେ ଭାରତ

ଚେଙ୍ଗଡୁ,୩୦ା୪(ପି.ଟି.): ଥୋମାସ୍‌ କପ୍‌ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟରେ ଡିଫେଣ୍ଡିଂ ଚାମ୍ପିୟନ ଭାରତ କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛି। ଇଂଲଣ୍ଡକୁ ଏକପାଖିଆ ୫-୦ରେ ପରାସ୍ତ କରିବା ସହ ଗ୍ରୁପ୍‌ ସି’ରେ ସ୍ଥାନ ପାଇଥିବା ଭାରତ କ୍ୱାର୍ଟରରେ ପ୍ରବେଶ କରିଛି। ପୂର୍ବରୁ ଭାରତ ଏହାର ପ୍ରଥମ…

୨୨ ଜଣିଆ ଓଡ଼ିଶା ମହିଳା ଦଳ ଘୋଷଣା

ଭୁବନେଶ୍ୱର,୩୦ା୪, (ସରୋଜ ଜେନା): ରାଜମାତା ଜିଜାବାଈ ଫୁଟବଲ ଟୁର୍ନାମେଣ୍ଟ ପାଇଁ ୨୨ ଜଣିଆ ଓଡ଼ିଶା ମହିଳା ଫୁଟବଲ ଦଳ ସୋମବାର ଘୋଷଣା କରାଯାଇଛି। ମେ ୧ରୁ ୧୫ ଯାଏ କୋଲକାତାରେ ଏହି ଫୁଟବଲ ଟୁର୍ନାମେଣ୍ଟ ଅନୁଷ୍ଠିତ ହେବ। ଓଡ଼ିଶା ଦଳରେ ୩…

କ୍ରିକେଟର ହେବେ ଅବରାମ! ଦେଖାଇଲେ ପ୍ରଥମ ଝଲକ

ନୂଆଦିଲ୍ଲୀ,୨୯।୪: କୋଲକାତା ନାଇଟ ରାଇଡର୍ସ ଆଇପିଏଲ ୨୦୨୪ ର ୪୭ ତମ ମ୍ୟାଚ ରେ ଦିଲ୍ଲୀ କ୍ୟାପିଟାଲ୍ସକୁ ଭେଟିବ । ଏହି ମ୍ୟାଚ କୋଲକାତାର ଇଡେନ ଗାର୍ଡେନ୍ସରେ ଖେଳାଯିବ। ଏହି ମ୍ୟାଚ ପୂର୍ବରୁ କେକେଆରର ଏକ ପ୍ରଶିକ୍ଷଣ ଅଧିବେଶନର ଏକ ଭିଡିଓ…

ଆଇପିଏଲ୍‌ ମଝିରେ ଆମେରିକା ଯିବ ଭାରତୀୟ ଟିମ୍‌!

ନୂଆଦିଲ୍ଲୀ,୨୯।୪: ଆଇପିଏଲ ୨୦୨୪ ପରେ ଟି-୨୦ ବିଶ୍ୱକପ ଆରମ୍ଭ ହେବ। ଆଇପିଏଲର ଫାଇନାଲ ମେ ୨୬ ଖେଳାଯିବ। ଏହାର ୫ ଦିନ ପରେ ଅର୍ଥାତ୍‌ ଜୁନ୍‌ ୧ରୁ ଟି-୨୦ ବିଶ୍ୱକପ ଆରମ୍ଭ ହେବ। ଏବେ ପ୍ରଶ୍ନ ଉଠିଛି ଯେ, ଭାରତୀୟ ଖେଳାଳିମାନେ…

ଏହି ଦିନ ହୋଇପାରେ ଟି-୨୦ ବିଶ୍ୱକପ୍‌ ପାଇଁ ଭାରତୀୟ ଦଳ ଘୋଷଣା

ନୂଆଦିଲ୍ଲୀ,୨୯।୪: ଜୁନ ୧ ରୁ ଟି-୨୦ ବିଶ୍ୱକପ ଆରମ୍ଭ ହେବାକୁ ଯାଉଛି। ଟି-୨୦ ବିଶ୍ୱକପ ୨୦୨୪ ପାଇଁ ଦଳ ଘୋଷଣା କରିଥିବା ନ୍ୟୁଜିଲାଣ୍ଡ ହେଉଛି ପ୍ରଥମ ଦେଶ। ମେ ୧ ପର୍ଯ୍ୟନ୍ତ ସମସ୍ତ ଦଳ ପାଇଁ ସମ୍ଭାବ୍ୟ ୧୫ ଘୋଷଣା ପାଇଁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri