ଖେଳ

ଆସିଲା ଆଇପିଏଲ ମେଗା ନିଲାମୀ ତାରିଖ: ଜାଣନ୍ତୁ କେବେ ହେବ ?

ନୂଆଦିଲ୍ଲୀ,୧୮ା୯: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ୍) ୨୦୨୫ ପାଇଁ ମେଗା ନିଲାମ ଖୁବଶୀଘ୍ର ଅନୁଷ୍ଠିଟି ହେବାକୁ ଯାଉଛି। ନଭେମ୍ବର ଶେଷ କିମ୍ବା ଡିସେମ୍ବର ଆରମ୍ଭରେ ଅନୁଷ୍ଠିତ ହେବ ବୋଲି ବିସିସିଆଇ ସୂତ୍ରରୁ ଜଣାପଡିଛି। ଏଥିପାଇଁ ନୀତି, ନିୟମ ଦୁଇ ଦିନ ମଧ୍ୟରେ…

ପଞ୍ଜାବ କିଙ୍ଗ୍ସର ମୁଖ୍ୟ କୋଚ୍‌ ହେଲେ ପଣ୍ଟିଂ

ନୂଆଦିଲ୍ଲୀ,୧୮ା୯: ଆଇପିଏଲ୍‌ ଫ୍ରାଞ୍ଚାଇଜ ପଞ୍ଜାବ କିଙ୍ଗ୍ସର ନୂତନ ମୁଖ୍ୟ କୋଚ୍‌ ଭାବରେ ବୁଧବାର ରିକି ପଣ୍ଟିଂଙ୍କ ନାମ ଘୋଷଣା କରାଯାଇଛି। ଟ୍ରେଭର ବେଲିସ୍‌ଙ୍କ ସ୍ଥାନରେ ପୂର୍ବତନ ଅଷ୍ଟ୍ରେଲୀୟ ଅଧିନାୟକ ପଣ୍ଟିଂଙ୍କୁ ନିଯୁକ୍ତ କରାଯାଇଛି। ପୂର୍ବରୁ ପଣ୍ଟିଂ ଦିଲ୍ଳୀ କ୍ୟାପିଟାଲ୍ସର ମୁଖ୍ୟ କୋଚ୍‌…

ପୁଣି ମୁହାଁମୁହିଁ ହେଲେ କୋହଲି-ଗମ୍ଭୀର: ଦେଖନ୍ତୁ ଟ୍ରେଲର୍‌…

ନୂଆଦିଲ୍ଲୀ,୧୮।୯: ଭାରତୀୟ ଦଳର କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ୍‌ଙ୍କ ମଧ୍ୟରୁ ବିରାଟ କୋହଲି ଅନ୍ୟତମ। ଗୌତମ ଗମ୍ଭୀର ଟିମ ଇଣ୍ଡିଆର ମୁଖ୍ୟ କୋଚ ଦାୟିତ୍ୱ ତୁଲାଉଛନ୍ତି। ଟିମ ଇଣ୍ଡିଆରେ ଉଭୟ ମହାନଙ୍କୁ ଏକାଠି ଦେଖାଯାଉଥିଲେ ମଧ୍ୟ ଉଭୟେ ପରସ୍ପରର ସବୁଠାରୁ ବଡ ‘ଶତ୍ରୁ’ ବୋଲି…

ତେଜସ୍ବୀଙ୍କ ଅଧିନାୟିକତ୍ୱରେ ଖେଳିଛନ୍ତି ବିରାଟ କୋହଲି, ଓଡ଼ିଶା ବିପକ୍ଷରେ…ଜାଣନ୍ତୁ

ନୂଆଦିଲ୍ଲୀ,୧୮।୯: ଭାରତୀୟ ରାଜନେତା ତେଜସ୍ବୀ ଯାଦବ ଏକ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି , ଟିମ ଇଣ୍ଡିଆର ବର୍ତ୍ତମାନର ଭେଟେରାନ ବ୍ୟାଟ୍ସମ୍ୟାନ ବିରାଟ କୋହଲି ତାଙ୍କ ଅଧିନାୟିକତ୍ୱରେ କ୍ରିକେଟ ଖେଳିଛନ୍ତି। ଆରଜେଡି ନେତା ଏକ ସାକ୍ଷାତକାରରେ ଏପରି କହି ନିଜର…

ଚାଇନାକୁ ହରାଇ ଭାରତ ଏସିଆ ଚାମ୍ପିୟନ

ନୂଆଦିଲ୍ଲୀ,୧୭।୯: ହରମନପ୍ରୀତ ସିଂହଙ୍କ ନେତୃତ୍ୱାଧୀନ ଭାରତୀୟ ହକି ଟିମ୍ ଚାଇନା ମାଟିରେ ଚାଇନାକୁ ପରାସ୍ତ କରି ପଞ୍ଚମ ଥର ଲାଗି ଏସିଆ ଚାମ୍ପିୟନ ହୋଇଛି। ଫାଇନାଲ ମୁକାବିଲାରେ ଚାଇନା ଭାରତୀୟ ଦଳ ସହିତ କଡ଼ା ମୁକାବିଲା କରିଥିଲା। ତୃତୀୟ କ୍ୱାର୍ଟର ସୁଦ୍ଧା…

ନୀରଜଙ୍କ ପାଇଁ ହୃଦୟର କଥା କହିଦେଲେ ମନୁ ଭାକର: ମୁଁ ତୁମର…

ନୂଆଦିଲ୍ଲୀ,୧୬।୯: ବ୍ରସେଲ୍ସରେ ଅନୁଷ୍ଠିତ ଡାଏମଣ୍ଡ ଲିଗ୍‌ ଫାଇନାଲରେ ଭାରତର ତାରକା ଜାଭେଲିନ ଖୋଳାଳି ନୀରଜ ଚୋପ୍ରା ଦ୍ୱିତୀୟ ସ୍ଥାନ ଅଧିକାର କରିଛନ୍ତି। ସେ ଏକ ସେଣ୍ଟିମିଟର ପାଇଁ ଚାମ୍ପିଅନ ହେବାକୁ ବଞ୍ଚିତ ହୋଇଥିଲେ। ଏହା ପରେ ନୀରଜ ଏକ ପୋଷ୍ଟ ମାଧ୍ୟମରେ…

ଟ୍ରକ୍‌ ଡ୍ରାଇଭରଙ୍କ କଲର୍‌ ଧରିଦେଇଥିଲେ ଗୌତମ ଗମ୍ଭୀର: ବଡ଼ ଖୁଲାସା କଲେ ଆକାଶ ଚୋପ୍ରା

ନୂଆଦିଲ୍ଲୀ,୧୬।୯: ଟ୍ରକ ଡ୍ରାଇଭରଙ୍କ ସହ ଦଳର ମୁଖ୍ୟ କୋଚ ଗୌତମ ଗମ୍ଭୀରଙ୍କ ଲଢେଇର ଏକ ମଜାଳିଆ କାହାଣୀ ପୂର୍ବତନ ଭାରତୀୟ କ୍ରିକେଟର ଆକାଶ ଚୋପ୍ରା ବର୍ଣ୍ଣନା କରିଛନ୍ତି। ନିକଟରେ ଏକ ସାକ୍ଷାତକାର ସମୟରେ ଆକାଶ ଚୋପ୍ରା ଗମ୍ଭୀରଙ୍କ ସହ ତାଙ୍କ ସମ୍ପର୍କକୁ…

ଭଙ୍ଗା ହାତରେ ବ୍ରୁସେଲ୍ ଡାଇମଣ୍ଡ ଲିଗ୍ ଖେଳିଲେ ନୀରଜ, କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୧୫।୯: ଭାରତର ତାରକା ଜାଭେଲିନ୍ ଫିଙ୍ଗାଳି ନୀରାଜ ଚୋପ୍ରା ପୁଣି ଆହତ ହୋଇଛନ୍ତି। ବ୍ରୁସେଲ୍ ଡାଇମଣ୍ଡ ଲିଗରେ ଲଗାତାର ଦ୍ୱିତୀୟ ଥର ପାଇଁ ରନର୍ସ ଅପ୍ ହୋଇଥିବା ନୀରଜ ଏହି ଖୁଲାସା କରିଛନ୍ତି। ରବିବାର ଏକ୍ସ’ରେ ଏକ ପୋଷ୍ଟ କରି ସେ…

ସାଫ୍‌ରେ ଓଡ଼ିଆ କ୍ରୀଡ଼ାବିତ୍‌ଙ୍କ ଚମକ

ଭୁବନେଶ୍ୱର, ୧୫।୯ (ତପନ ସ୍ବାଇଁ): ଚେନ୍ନାଇରେ ଶେଷ ହୋଇଥିବା ଜୁନିୟର ଦକ୍ଷିଣ ଏସୀୟ ଆଥ୍‌ଲେଟିକ୍ସ ଫେଡେରେଶନ୍‌ (ସାଫ୍‌) ଚାମ୍ପିୟନଶିପ୍‌ରେ ଭାରତ ଭଲ ପ୍ରଦର୍ଶନ କରିଛି। ମୋଟ ୪୮ ପଦକ ସହ ଭାରତ ଟେବୁଲର ଶୀର୍ଷସ୍ଥାନ ଅଧିକାର କରିଛି। ଓଡ଼ିଶାର ଯୁବ ଖେଳାଳିମାନେ…

ପାକିସ୍ତାନକୁ ହରାଇ ସେମିରେ ଭାରତ

ହୁଲୁନବୁଇର (ଚାଇନା), ୧୪।୯: ଏସିଆନ ପୁରୁଷ ଚାମ୍ପିୟନ୍ସ ଟ୍ରଫି ହକିରେ ଭାରତ କ୍ରମାଗତ ଚମତ୍କାର ପ୍ରଦର୍ଶନ କରିଆସୁଛି। ଶନିବାର ଖେଳାଯାଇଥିବା ମ୍ୟାଚ୍‌ରେ ଭାରତ ୨-୧ ଗୋଲ୍‌ରେ ପାକିସ୍ତାନକୁ ହରାଇ ସେମି ଫାଇନାଲରେ ପ୍ରବେଶ କରିଛି। ଭାରତର ଅଧିନାୟକ ହରମାନପ୍ରୀତ ସିଂ ୨ଟି…

ଆଜିଠୁ କଳିଙ୍ଗରେ ଓଡ଼ିଶା ଏଫ୍‌ସିର ଅଭିଯାନ

ଭୁବନେଶ୍ୱର, ୧୪।୯ (ତପନ ସ୍ବାଇଁ): ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌) ୨୦୨୩-୨୪ ଶୁକ୍ରବାର କୋଲକାତାରେ ଆରମ୍ଭ ହୋଇଛି। ଏହି ସମ୍ମାନଜନକ ଲିଗ୍‌ରେ ଭୁବନେଶ୍ୱରଭିତ୍ତିକ ଫ୍ରାଞ୍ଚାଇଜ୍‌ ଓଡ଼ିଶା ଏଫ୍‌ସିର ଅଭିଯାନ ଶନିବାର କଳିଙ୍ଗ ଷ୍ଟାଡିୟମରେ ଆରମ୍ଭ ହେବ। ଓଡ଼ିଶା ଏଫ୍‌ସିର ପ୍ରଥମ ପ୍ରତିଦ୍ୱନ୍ଦ୍ୱୀ…

ବାଂଲାଦେଶ ବିପକ୍ଷ ପ୍ରଥମ ଟେଷ୍ଟ ପାଇଁ ଚେନ୍ନାଇ ପହଞ୍ଚିଲେ ବିରାଟ, ସୁରକ୍ଷାକୁ ଦେଖିଲେ…, ଦେଖନ୍ତୁ ଭିଡିଓ

ଚେନ୍ନାଇ,୧୩।୯: ଭାରତୀୟ କ୍ରିକେଟ ଦଳର ଭେଟେରାନ ବ୍ୟାଟ୍ସମ୍ୟାନ ବିରାଟ କୋହଲି ଶ୍ରୀଲଙ୍କା ବିପକ୍ଷ ଏକ ଦିବସୀୟ ସିରିଜ ପରେ ଲଣ୍ଡନ ଯାଇଥିଲେ, କିନ୍ତୁ ସେ ୧୯ତାରିଖରୁ ବାଂଲାଦେଶ ବିପକ୍ଷ ଟେଷ୍ଟ ସିରିଜ ପାଇଁ ଭାରତ ଫେରିଛନ୍ତି ଏବଂ ଚେନ୍ନାଇରେ ଦଳରେ ଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?