ପରିବାର ସହ ପ୍ରଥମ ଆଇପିଏଲ ଫିଫ୍ଟିର ଉତ୍ସବ ପାଳିଲେ ଧ୍ରୁବ, ଭିଡିଓକୁ ମିଳୁଛି ଖୁବ ପ୍ରଶଂସା
ନୂଆଦିଲ୍ଲୀ,୨୮।୪: ଶନିବାର ଆଇପିଏଲ ୨୦୨୪ର ୪୪ ତମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ୱିକେଟ କିପର ବ୍ୟାଟ୍ସମ୍ୟାନ ଧ୍ରୁବ ଜୁରେଲ ଲକ୍ଷ୍ନୌ ସୁପରଜିଆଣ୍ଟସ ବିପକ୍ଷରେ ଆଇପିଏଲ କ୍ୟାରିୟରର ପ୍ରଥମ ଅର୍ଦ୍ଧଶତକ ହାସଲ କରିଛନ୍ତି। ଏକାନା ଷ୍ଟାଡିୟମରେ ଖେଳାଯାଇଥିବା ମ୍ୟାଚରେ ଜୁରେଲ ପାଞ୍ଚଟି ଚୌକା…
ଲଜ୍ଜାଜନକ ରେକର୍ଡ ହାସଲ କଲେ ମୁମ୍ବାଇ ଇଣ୍ଡିଆନ୍ସର ଏହି କ୍ରିକେଟର୍
ନୂଆଦିଲ୍ଲୀ,୨୮।୪: ଆଇପିଏଲ ୨୦୨୪ରେ ୪୩ତମ ମ୍ୟାଚ ମୁମ୍ବାଇ ଇଣ୍ଡିଆନ୍ସ ଏବଂ ଦିଲ୍ଲୀ କ୍ୟାପିଟାଲ୍ସ ମଧ୍ୟରେ ଖେଳାଯାଇଥିଲା। ଅରୁଣ ଜେଟଲୀ ଷ୍ଟାଡିୟମରେ ଖେଳାଯାଇଥିବା ମ୍ୟାଚ୍ରେ ମୁମ୍ବାଇକୁ ୧୦ ରନ୍ରେ ପରାଜୟର ସମ୍ମୁଖୀନ ହେବାକୁ ପଡିଥିଲା। ପରାଜୟ ସହିତ ମୁମ୍ବାଇର ଦ୍ରୁତ ବୋଲର ଲୁକ…
ଭାରତକୁ ଓ୍ବାର୍ଲଡ କପ ଜିତାଇ ଥିବା ଏବେ ପାକିସ୍ତାନର କୋଚ, ପିସିବି ଦେଲା ଏହି ଦାୟିତ୍ୱ
ନୂଆଦିଲ୍ଲୀ,୨୮।୪: ଟି -୨୦ ବିଶ୍ୱକପ ୨୦୨୪ପୂର୍ବରୁ ପାକିସ୍ତାନ ଦଳ ତା’ର କୋଚ ବଦଳାଇଛି । ହ୍ବାଇଟ ବଲ ଫର୍ମାଟ (ଓ୍ବାନଡେ ଏବଂ ଟି ୨୦) ରେ ଗ୍ୟାରି କ୍ରିର୍ଷ୍ଟେନ ପାକିସ୍ତାନ ଦଳର ନୂତନ କୋଚ ନିଯୁକ୍ତ ହୋଇଛନ୍ତି। ସୂଚନାଯୋଗ୍ୟ, ଗ୍ୟାରି କ୍ରିର୍ଷ୍ଟେନଙ୍କ…
ପ୍ଲେ ଅଫ୍ ରେସ୍ ହେଉଛି ରୋଚକ: ଏପର୍ଯ୍ୟନ୍ତ ସମସ୍ତ ଦଳ ପାଇଁ ରାସ୍ତା ଖୋଲା
ନୂଆଦିଲ୍ଲୀ,୨୮।୪: ଆଇପିଏଲ ୨୦୨୪ରେ ପ୍ଲେ ଅଫ ପାଇଁ ଯୋଗ୍ୟତା ଅର୍ଜନ କରୁଥିବା ଦଳର ଚିତ୍ର ସ୍ପଷ୍ଟ ହୋଇନାହିଁ। ୧୬ ପଏଣ୍ଟ ସହ ଏକ ନମ୍ବରରେ ଥିବା ରାଜସ୍ଥାନ ରୟାଲ୍ସ ଠାରୁ ଆରମ୍ଭ କରି ସର୍ବନିମ୍ନ ଦଶମ ସ୍ଥାନରେ ଥିବା ଆରସିବି ପର୍ଯ୍ୟନ୍ତ…
ଟି-୨୦ ଓ୍ବାର୍ଲଡ କପ ପାଇଁ ଭାରତୀୟ ଟିମ ଚୟନ କଲେ ହରଭଜନ, ମୟଙ୍କ ଯାଦବଙ୍କୁ ସାମିଲ କରି ସମସ୍ତଙ୍କୁ ଚମକାଇ ଦେଲେ
ନୂଆଦିଲ୍ଲୀ,୨୮।୪: ଟି -୨୦ ବିଶ୍ୱକପ ୨୦୨୪ ପାଇଁ କାଉଣ୍ଟଡାଉନ ଆରମ୍ଭ ହୋଇଛି। ଏହି ମେଗା ଇଭେଣ୍ଟ ଜୁନ ୧ ରୁ ୱେଷ୍ଟଇଣ୍ଡିଜ ଏବଂ ଆମେରିକାରେ ଆରମ୍ଭ ହେବ । ଟିମ ଇଣ୍ଡିଆକୁ ଆୟର୍ଲାଣ୍ଡ ବିପକ୍ଷରେ ୫ ଜୁନ ଅଭିଯାନ ଆରମ୍ଭ କରିବାକୁ…
ଦିଲ୍ଲୀ ବିପକ୍ଷ ମ୍ୟାଚରେ ପରାଜୟ ପାଇଁ ତିଳକ ବର୍ମା ଦାୟୀ ବୋଲି କହିଲେ ହାର୍ଦ୍ଦିକ ପାଣ୍ଡ୍ୟା, ଉଠାଇଲେ ବଡ଼ ପ୍ରଶ୍ନ
ଭୁବନେଶ୍ୱର, ୨୭।୪: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ୍) ର ୧୭ ତମ ସିଜନ୍ ମୁମ୍ବାଇ ଇଣ୍ଡିଆନ୍ସ ପ୍ରଦର୍ଶନ ଏତେ ଭଲ ନାହିଁ। ୨୮ ଏପ୍ରିଲରେ ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷ ମ୍ୟାଚ୍ରେ ଦଳକୁ ୧୦ ରନ୍ରେ ପରାଜୟର ସାମ୍ନା କରିବାକୁ ପଡିଥିଲା। ଏହି…
ରାଜସ୍ଥାନର ଅଷ୍ଟମ ବିଜୟ, ସଞ୍ଜୁ ସାମସନ୍ଙ୍କ ଅଧିନାୟକ ପାଳି
ନୂଆଦିଲ୍ଲୀ,୨୭ା୪: ଇଣ୍ଡିଆନ୍ ପ୍ରିମିୟର ଲିଗ୍ରେ ଶନିବାର ଲକ୍ଷ୍ନୌ ସୁପର ଜାଏଣ୍ଟ୍ସକୁ ୭ ଉଇକେଟରେ ହରାଇ ଅଷ୍ଟମ ବିଜୟ ହାସଲ କରିଛି ରାଜସ୍ଥାନ ରୟାଲ୍ସ। ଟସ୍ ହାରି ପ୍ରଥମେ ବ୍ୟାଟିଂ କରିଥିବା ଲକ୍ଷ୍ନୌ ୨୦ ଓଭରରେ ୫ ଉଇକେଟ ହରାଇ ୧୯୬ ରନ୍…
ହାଇସ୍କୋରିଂ ମ୍ୟାଚ୍ରେ କ୍ୟାପିଟାଲ୍ସ ବିଜୟୀ
ନୂଆଦିଲ୍ଲୀ,୨୭ା୪: ଇଣ୍ଡିଆନ ପ୍ରିମିୟର ଲିଗ୍ରେ ଶନିବାର ଅନୁଷ୍ଠିତ ଡବଲ୍ ହେଡରର ହାଇସ୍କୋରିଂ ମ୍ୟାଚ୍ରେ ମୁମ୍ବାଇ ଇଣ୍ଡିଆନ୍ସକୁ ୧୦ ରନ୍ରେ ପରାସ୍ତ କରିଛି ଦିଲ୍ଲୀ କ୍ୟାପିଟାଲ୍ସ। ପ୍ରଥମେ ବ୍ୟାଟିଂ କରି ଦିଲ୍ଲୀ କ୍ୟାପିଟାଲ୍ସ ୨୦ ଓଭରରେ ୪ ଉଇକେଟରେ ୨୫୭ ରନ୍ ସ୍କୋର…
ଆଇପିଏଲ୍ ୨୦୨୪ର ନୂଆ ହିରୋ ଶଶାଙ୍କ କିଏ? ୧୦୦ ଟେଷ୍ଟ ଖେଳିଥିବା କ୍ରିକେଟର ବି କରୁଛନ୍ତି ପ୍ରଶଂସା
ନୂଆଦିଲ୍ଲୀ,୨୭।୪: ଆଇପିଏଲ୍ ୨୦୨୪କୁ ମିଳିଛି ନୂଆ ହିରୋ। ସେ କୌଣସି ବିଦେଶୀ ଖେଳାଳି ନୁହନ୍ତି ବରଂ ପଞ୍ଜାବ କିଙ୍ଗ୍ସର ଅନ୍କ୍ୟାପ୍ଡ ଖେଳାଳି ଶଶାଙ୍କ ସିଂ। ଶଶାଙ୍କଙ୍କୁ ପଞ୍ଜାବ ୨୦ ଲକ୍ଷ ଟଙ୍କାରେ କିଣିଥିଲା। ହେଲେ କେକେଆର୍ ବିପକ୍ଷ ମ୍ୟାଚ୍ରେ ସେ ୨୮…
ସେମିରେ ଦୀପିକା କୁମାରୀ
ସାଂଘାଇ, ୨୭ା୪: ମାତୃତ୍ୱ ଲାଭ ପରେ ମଧ୍ୟ ଭାରତର ପୂର୍ବତନ ବିଶ୍ୱର ନମ୍ବର-୧ ତୀରନ୍ଦାଜ ଦୀପିକା କୁମାରୀ ତାଙ୍କ ଭଲ ପ୍ରଦର୍ଶନ ଜାରି ରଖିଛନ୍ତି। ଏଠାରେ ଚାଲିଥିବା ଆର୍ଚେରୀ ଓ୍ବାଲର୍ଡ କପ୍ ଷ୍ଟେଜ୍-୧ରେ ସେ ତାଙ୍କ କୋରିଆ ପ୍ରତିଦ୍ୱନ୍ଦ୍ୱୀ ଜିଅନ୍ ହୁନ୍ୟଙ୍ଗଙ୍କୁ…
ଆଜିଠାରୁ ଥୋମାସ୍, ଉବର କପ୍
ଚେଙ୍ଗ୍ଡୁ, ୨୭ା୪ ଥୋମାସ କପ୍ ଓ ଉବର କପ୍ ବ୍ୟାଡ୍ମିଣ୍ଟନ ପ୍ରତିଯୋଗିତା ଏଠାରେ ଶନିବାରଠାରୁ ଆରମ୍ଭ ହେବ। ଭାରତୀୟ ପୁରୁଷ ଦଳ ଏଥର ଥୋମାସ କପ୍ ଟାଇଟଲ ବଜାୟ ରଖିବାକୁ ଚେଷ୍ଟା କରିବ। ଅନ୍ୟପକ୍ଷରେ ମହିଳା ଦଳ ଅଦ୍ୱିତୀୟ ପି. ଭି.…
ବ୍ରାଜିଲିଆନ ଫୁଟ୍ବଲ ଷ୍ଟାର ମାର୍ଟା କଲେ ବଡ଼ ଘୋଷଣା
ସାଓ ପାଉଲୋ, ୨୭ା୪: ଛଅ ଥର ମହିଳା ବିଶ୍ୱକପ୍ ଖେଳିଥିବା ବ୍ରାଜିଲିଆନ ଫୁଟ୍ବଲ ଷ୍ଟାର ମାର୍ଟା ଚଳିତ ବର୍ଷ ଶେଷ ହେବା ପରେ ଜାତୀୟ ଦଳରୁ ଅବସର ନେବାଲାଗି ଯୋଜନା କରିଛନ୍ତି। ସିଏନ୍ଏନ୍ ବ୍ରାଜିଲକୁ ଏକ ସାକ୍ଷାତ୍କାରରେ କହିଛନ୍ତି, ପ୍ୟାରିସରେ ହେବାକୁଥିବା…
Archives


