ଖେଳ

ଭାରତର ୯୧ ବର୍ଷ ଟେଷ୍ଟ ଇତିହାସରେ ପ୍ରଥମଥର ଘଟିଲା ଏମିତି…

ଗ୍ରେଟର ନୋଏଡା,୧୩।୯: ଆଫଗାନିସ୍ତାନ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଗ୍ରେଟର ନୋଏଡା ଟେଷ୍ଟକୁ ରଦ୍ଦ କରାଯାଇଛି। ଏପରିକି ଶୁକ୍ରବାର ଗୋଟିଏ ବି ବଲ ବୋଲିଂ କରାଯାଇପାରି ନାହିଁ କିମ୍ବା ଏହି ଟେଷ୍ଟରେ ଟସ ମଧ୍ୟ ହୋଇନାହିଁ। ଆଜି ପ୍ରବଳ ବର୍ଷା ହେତୁ ଶେଷ…

ଇତିହାସ ରଚିଲେ କ୍ରିଷ୍ଟିଆନୋ ରୋନାଲଡୋ: ବିଶ୍ୱର ପ୍ରଥମ ବ୍ୟକ୍ତି ଭାବେ ଏମିତି କାରନାମା ହାସଲ କଲେ…

ନୂଆଦିଲ୍ଲୀ,୧୩।୯: ବିଶ୍ୱର ସର୍ବଶ୍ରେଷ୍ଠ ଫୁଟବଲରମାନଙ୍କ ମଧ୍ୟରେ କ୍ରିଷ୍ଟିଆନୋ ରୋନାଲଡୋଙ୍କ ନାମ ସାମିଲ ଅଛି। ପର୍ତ୍ତୁଗାଲ ପାଇଁ ଖେଳିଥିବା ଏହି କିମ୍ବଦନ୍ତୀ ଫୁଟବଲର୍‌ ସୋସିଆଲ ମିଡିଆରେ ଏକ ସ୍ବତନ୍ତ୍ର ରେକର୍ଡ ସୃଷ୍ଟି କରିଛନ୍ତି। ସୋସିଆଲ ମିଡିଆରେ ଏକ ବିଲିୟନ ଅର୍ଥାତ୍‌ ୧୦୦ କୋଟି…

ଭାରତ ବିପକ୍ଷ ଟେଷ୍ଟ୍‌ ସିରିଜ୍‌ ପାଇଁ ଟିମ୍‌ ଘୋଷଣା କଲା ବାଂଲାଦେଶ, ଏହି ଭେଟେରାନ୍‌ ଖେଳାଳି ପଡ଼ିଲେ ବାଦ୍‌

ଢାକା,୧୨ା୯: ଭାରତ ବିପକ୍ଷ ଟେଷ୍ଟ୍‌ ସିରିଜ୍‌ ପାଇଁ ବାଂଲାଦେଶ କ୍ରିକେଟ୍‌ ବୋର୍ଡ ଟିମ୍‌ ଘୋଷଣା କରିଛି। ବୋର୍ଡ ନାଜମୁଲ ହୁସେନ ଶାଣ୍ଟୋଙ୍କୁ ଅଧିନାୟକ କରିଛି। ଏହା ସହ ବାଂଲାଦେଶ ଏକ ଆଶ୍ଚର୍ଯ୍ୟଜନକ ନିଷ୍ପତ୍ତି ନେଇଛି। ଟିମ୍‌ ଜାକିର ଅଲିଙ୍କୁ ଏକ ସୁଯୋଗ…

ଟିମ୍‌ ଇଣ୍ଡିଆକୁ ଏହି କୋଚ୍‌ ଦେଇଥିଲେ ଶାରୀରିକ ସମ୍ପର୍କ ରଖିବାକୁ ପରାମର୍ଶ, ବଡ଼ ଖୁଲାସା

ନୂଆଦିଲ୍ଲୀ,୧୨।୯: ଆଶ୍ଚର୍ଯ୍ୟଜନକ ଲାଗୁଛି ଯେ, ବିଶ୍ୱକପ ପରି ଏକ ବଡ଼ ଟୁର୍ନାମେଣ୍ଟରେ ଦଳର କୋଚ୍‌ ଖେଳାଳିମାନଙ୍କୁ ଶାରୀରିକ ସମ୍ପର୍କ ରଖିବାକୁ ପରାମର୍ଶ ଦେଉଥିଲେ। ଏପରି ଘଟଣା ଘଟିଛି ଟିମ୍‌ ଇଣ୍ଡିଆରେ ଯାହା ଏବେ ଖୁଲାସା ହୋଇଛି। ଟିମ୍‌ ଇଣ୍ଡିଆ ଖେଳାଳିଙ୍କୁ ଏହି…

ପଦକ ବିଜେତାଙ୍କ ପାଇଁ ପୁରସ୍କାର ଘୋଷଣା

ନୂଆଦିଲ୍ଲୀ,୧୧ା୯(ପି.ଟି.): ପ୍ୟାରିସ୍‌ ପାରାଲିମ୍ପିକ୍ସରେ ପଦକ ଜିତିଥିବା ସମସ୍ତ ଭାରତୀୟ ଖେଳାଳିଙ୍କ ପାଇଁ ଆର୍ଥିକ ପୁରସ୍କାର ଘୋଷଣା କରିଛନ୍ତି କେନ୍ଦ୍ର ସରକାରଙ୍କ କ୍ରୀଡ଼ା ମନ୍ତ୍ରଣାଳୟ। କ୍ରୀଡ଼ାମନ୍ତ୍ରୀ ମନସୁଖ ମାଣ୍ଡବ୍ୟ ମଙ୍ଗଳବାର ଏହି ଘୋଷଣା କରିଛନ୍ତି। ସ୍ବର୍ଣ୍ଣ ବିଜେତାଙ୍କୁ ୭୫ ଲକ୍ଷ, ରୌପ୍ୟ ବିଜେତାଙ୍କୁ…

ଅନଓ୍ବର ଅଲୀ ୪ ମାସ ବାସନ୍ଦ

କୋଲକାତା,୧୧ା୯(ପି.ଟି.): ସର୍ବଭାରତୀୟ ଫୁଟବଲ ଫେଡେରେଶନ (ଏଆଇଏଫ୍‌ଏଫ୍‌) ପକ୍ଷରୁ ଚୁକ୍ତି ଉଲ୍ଲଂଘନ ମାମଲାରେ ଭାରତୀୟ ଡିଫେଣ୍ଡର ଅନଓ୍ବର ଅଲୀଙ୍କୁ ୪ ମାସ ପାଇଁ ବାସନ୍ଦ କରାଯାଇଛି। ଏହା ସହିତ ଫୁଟବଲ କ୍ଲବ ମୋହନବାଗାନ ସୁପର ଜାଏଣ୍ଟ୍ସକୁ ୧୨.୯୦ କୋଟି ଟଙ୍କାର କ୍ଷତିପୂରଣ ପାଇଁ…

ପାରାଲିମ୍ପିକ୍ସ ଚାମ୍ପିୟନଙ୍କୁ ଭବ୍ୟ ସ୍ବାଗତ

ନୂଆଦିଲ୍ଲୀ,୧୧ା୯(ପି.ଟି.): ପ୍ୟାରିସ୍‌ ପାରାଲିମ୍ପିକ୍ସରେ ଅପାର ସଫଳତା ପରେ ଭାରତୀୟ ଆଥଲେଟ୍‌ମାନେ ମଙ୍ଗଳବାର ଦେଶକୁ ପ୍ରତ୍ୟାବର୍ତ୍ତନ କରିଛନ୍ତି। ନୂଆଦିଲ୍ଲୀର ଇନ୍ଦିରା ଗାନ୍ଧୀ ଅନ୍ତର୍ଜାତୀୟ ବିମାନବନ୍ଦରରେ ଖେଳାଳିମାନେ ପହଞ୍ଚିବା ପରେ ସେମାନଙ୍କୁ ହିରୋର ସ୍ବାଗତ ମିଳିଥିଲା। ଭାରତ ୮୪ ଆଥ୍‌ଲେଟ ପ୍ରେରଣ କରିଥିବା ବେଳେ…

ଓଡ଼ିଶା ସହ ମିଶି ବିଶ୍ୱସ୍ତରରେ ହକିର ବିକାଶ ପାଇଁ ଏଫ୍‌ଆଇଏଚ୍‌ ପ୍ରତିଶ୍ରୁତିବଦ୍ଧ: ଇକ୍ରାମ

ଭୁବନେଶ୍ୱର, ୧୦।୯: ଅନ୍ତର୍ଜାତୀୟ ହକି ଫେଡେରେଶନ (ଏଫ୍‌ଆଇଏଚ୍‌) ସଭାପତି ଟାୟାବ ଇକ୍ରାମ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଏଠାରେ ସାକ୍ଷାତ କରିଛନ୍ତି। ବିଶ୍ୱ ହକିକୁ ଓଡ଼ିଶାର ଅବଦାନ ଏବଂ ରାଜ୍ୟରେ ହକିର ବିକାଶ ପାଇଁ ମିଳିତ ଉଦ୍ୟମ ସମ୍ପର୍କରେ ଏହି…

ପାରାଲିମ୍ପିକ୍ସରେ ପଦକ ବିଜେତାଙ୍କ ପାଇଁ ପୁରସ୍କାର ଘୋଷଣା

ନୂଆଦିଲ୍ଲୀ,୧୦ା୯: ପ୍ୟାରିସ୍‌ ପାରାଲିମ୍ପିକ୍ସରେ ପଦକ ଜିତିଥିବା ସମସ୍ତ ଭାରତୀୟ ଖେଳାଳିଙ୍କ ପାଇଁ ଆର୍ଥିକ ପୁରସ୍କାର ଘୋଷଣା କରିଛନ୍ତି କେନ୍ଦ୍ର ସରକାରଙ୍କ କ୍ରୀଡ଼ା ମନ୍ତ୍ରଣାଳୟ। କ୍ରୀଡ଼ାମନ୍ତ୍ରୀ ମନସୁଖ ମାଣ୍ଡବ୍ୟ ମଙ୍ଗଳବାର ଏହି ଘୋଷଣା କରିଛନ୍ତି। ସ୍ବର୍ଣ୍ଣ ବିଜେତାଙ୍କୁ ୭୫ ଲକ୍ଷ, ରୌପ୍ୟ ବିଜେତାଙ୍କୁ…

ଗାଙ୍ଗୁଲିଙ୍କ ବଡ଼ ଭବିଷ୍ୟବାଣୀ: ଏହି କ୍ରିକେଟର୍‌ ହେବେ ଟେଷ୍ଟର ବାଦ୍‌ଶାହା

ନୂଆଦିଲ୍ଲୀ,୯।୯: ଟିମ ଇଣ୍ଡିଆର ତାରକା ଖେଳାଳି ବିରାଟ କୋହଲିଙ୍କୁ ଆଧୁନିକ କ୍ରିକେଟର ଶ୍ରେଷ୍ଠ ଖେଳାଳି ଭାବେ ବିବେଚନା କରାଯାଏ। ଯେତେବେଳେ ଟେଷ୍ଟ ଫର୍ମାଟ କଥା ଆସେ, ଜୋ ରୁଟଙ୍କ ନାମ ଆଜିକାଲି ଆଗରେ ଅଛି। କୁହାଯାଏ ଯେ, ରୁଟ ଟେଷ୍ଟରେ ସର୍ବାଧିକ…

ଏସିଆନ ଚାମ୍ପିୟନ୍ସ ଟ୍ରଫି ହକି: ଚାଇନାକୁ ହରାଇଲା ଭାରତ

ହୁଲୁନ୍‌ବୁଇର(ଚାଇନା), ୮ା୯: ଏସିଆନ ଚାମ୍ପିୟନ୍ସ ଟ୍ରଫି ହକି ପ୍ରତିଯୋଗିତାରେ ଏଠାରେ ରବିବାର ଖେଳାଯାଇଥିବା ଏକ ମ୍ୟାଚରେ ଗତଥରର ଚାମ୍ପିୟନ ଭାରତୀୟ ପୁରୁଷ ଦଳ ୩-୦ ଗୋଲ୍‌ରେ ଆୟୋଜକ ଚାଇନାକୁ ପରାସ୍ତ କରିଛି। ଭାରତ ପକ୍ଷରୁ ସୁଖଜିତ୍‌ ସିଂ(୧୪ତମ ମିନିଟ), ଉତ୍ତମ ସିଂ…

ବାଂଲାଦେଶ ବିପକ୍ଷ ଟେଷ୍ଟ ସିରିଜ ପାଇଁ ଭାରତୀୟ ଦଳ ଘୋଷଣା, ଏହି ଖେଳାଳିଙ୍କୁ ପ୍ରଥମ ଥର ମିଳିଲା ସୁଯୋଗ

ମୁମ୍ବାଇ,୮।୯: ବାଂଲାଦେଶ ବିପକ୍ଷ ୨ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ ପାଇଁ ରବିବାର ଭାରତୀୟ ଦଳ ଘୋଷଣା କରାଯାଇଛି। ପ୍ରଥମ ଟେଷ୍ଟ ପାଇଁ ଘୋଷଣା କରାଯାଇଥିବା ଦଳକୁ ଉଇକେଟ କିପର ବ୍ୟାଟର ରିଷଭ ପନ୍ତ ପ୍ରତ୍ୟାବର୍ତ୍ତନ କରିଛନ୍ତି। ଦୁର୍ଘଟଣା କାରଣରୁ ଦୀର୍ଘ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?