ପଡ଼ିଆରେ ପରସ୍ପର ଧକ୍କା ହେଲେ ୨ ବ୍ୟାଟ୍ସମ୍ୟାନ୍: ଆଉ ତା’ପରେ ଘଟିଲା ଏମିତି…ଦେଖନ୍ତୁ ଭିଡିଓ
ଓ୍ବେଲିଙ୍ଗଟନ୍,୧।୩: ପ୍ରଥମ ଟେଷ୍ଟ ଅଷ୍ଟ୍ରେଲିଆ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଓ୍ବେଲିଙ୍ଗଟନ୍ରେ ଖେଳାଯାଉଛି। ଏହି ଟେଷ୍ଟର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ନ୍ୟୁଜିଲାଣ୍ଡର ସ୍କୋର ଗୋଟିଏ ଉଇକେଟ୍ ଉଇକେଟ ପାଇଁ ୧୨ ରନ ଥିଲା। ମିଚେଲ ଷ୍ଟାର୍କ...
୨୦ ବର୍ଷ ପୁରୁଣା ରେକର୍ଡ ଭାଙ୍ଗିଲେ ଗ୍ରୀନ-ହେଜଲଉଡ୍
ୱେଲିଙ୍ଗଟନ୍,୧।୩: କ୍ୟାମେରନ ଗ୍ରୀନ ଏବଂ ଜୋସ ହେଜେଲଉଡଙ୍କ ଯୋଡି ଶୁକ୍ରବାର ଇତିହାସ ସୃଷ୍ଟି କରିଛି। ନ୍ୟୁଜିଲାଣ୍ଡ ବିପକ୍ଷରେ ଚାଲିଥିବା ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚରେ ଦଶମ ଉଇକେଟ ପାଇଁ ଉଭୟ ୧୧୬ ରନ ଭାଗିଦାରୀ କରିଥିଲେ।...
ଦ୍ୱିଗୁଣିତ ହେବ ଭାରତ-ପାକିସ୍ତାନ ରୋମାଞ୍ଚ: ମୁକ୍ତିଲାଭ କଲା ନେଟଫ୍ଲିକ୍ସ ‘ଦି ଗ୍ରେଷ୍ଟ ରାଇଭଲରୀ’ର ଟିଜର
ନୂଆଦିଲ୍ଲୀ,୧।୩: କ୍ରିକେଟ ଭାରତରେ ଏକ ପର୍ବଠାରୁ କମ ନୁହେଁ। ଭାରତୀୟମାନେ ମଧ୍ୟ ଏହି ପର୍ବ ପାଳନ କରିବା ପାଇଁ ନିଜ କାର୍ଯ୍ୟ ଛାଡିଥାନ୍ତି। ବିଶେଷ କରି ଯେତେବେଳେ ପଡୋଶୀ ଦେଶ ପାକିସ୍ତାନ ସହିତ ପ୍ରତିଯୋଗିତା ହୁଏ, ସେତେବେଳେ ଉତ୍ସାହ ଶିଖରରେ...
କୋହଲିଙ୍କୁ ବିଶେଷ ଡିମାଣ୍ଡ କଲେ ଅଭିନେତ୍ରୀ, କ’ଣ ଏହାକୁ ପୂରା କରିପାରିବେ ବିରାଟ?
ନୂଆଦିଲ୍ଲୀ,୧।୩: ତାମିଲ ଏବଂ ତେଲୁଗୁ ଚଳଚ୍ଚିତ୍ରର ସୁପର ଷ୍ଟାର ବର୍ଷା ବୋଲମ୍ମା କ୍ରିକେଟକୁ ବହୁତ ଭଲ ପାଆନ୍ତି । ବିଶେଷକରି ତାଙ୍କୁ ଆଇପିଏଲରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋରର ମ୍ୟାଚରେ ପ୍ରାୟତଃ ଦେଖିବାକୁ ମିଳେ। ତେବେ ଆଇପିଏଲ ୨୦୨୪ ସିଜିନ ଆରମ୍ଭ...
ଏଲିନାଙ୍କୁ ଦିଲୀପଙ୍କ ପ୍ରଶଂସା
ରାଉରକେଲା,୧ା୩(ପି.ଟି.):ହକି ଇଣ୍ଡିଆର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ(ସିଇଓ) ଏଲିନା ନର୍ମାନ ମଙ୍ଗଳବାର ଇସ୍ତଫା ପ୍ରଦାନ କରିବା ପରେ ସଭାପତି ଦିଲୀପ ତିର୍କୀ ମୁହଁ ଖୋଲିଛନ୍ତି। ଜଣେ ସିଇଓ ଭାବରେ ଏଲିନା ଉଲ୍ଲେଖନୀୟ କାମ କରିବା ସହ ଭାରତରେ ହକିର ବିକାଶ କରିଛନ୍ତି...
ରୋନାଲ୍ଡୋ ଗୋଟିଏ ମ୍ୟାଚ୍ରୁ ବାସନ୍ଦ
ରିୟାଧ,୧ା୩(ପି.ଟି.):ଫ୍ୟାନ୍ଙ୍କ ଉଦ୍ଦେଶ୍ୟରେ ଆପତ୍ତିଜନକ ଭଙ୍ଗୀ ପ୍ରଦର୍ଶନ କରିବା କାରଣରୁ କ୍ରିଷ୍ଟିଆନୋ ରୋନାଲ୍ଡୋଙ୍କୁ ଗୋଟିଏ ମ୍ୟାଚ୍ରୁ ବାସନ୍ଦ କରାଯାଇଛି। ସାଉଦି ଆରବ ଲିଗ୍ର ଏକ ମ୍ୟାଚ୍ ସମୟରେ ଅଲ୍ ନାସର ଖେଳାଳି ରୋନାଲ୍ଡୋ ଦର୍ଶକ ଗ୍ୟାଲେରିରେ ଥିବା ଅଲ ଶବାବ ଫ୍ୟାନ୍ଙ୍କୁ...
ବିରାଟଙ୍କଠାରୁ ବି ଅଧିକ ପାଓ୍ବାରଫୁଲ ଜୟ ଶାହା? ଟପ ଟେନ ତାଲିକାରେ ଧୋନି-ନିରଜ ଚୋପ୍ରା ସାମିଲ
ନୂଆଦିଲ୍ଲୀ,୨୯।୨: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡର ସଚିବ ଜୟ ଶାହା ଦେଶର କ୍ରିକେଟ ଦୁନିଆର ସବୁଠାରୁ ଶକ୍ତିଶାଳୀ ବ୍ୟକ୍ତି ହୋଇପାରିଛନ୍ତି। ଏହି ପ୍ରସଙ୍ଗରେ ସେ ବିରାଟ କୋହଲିଙ୍କୁ ମଧ୍ୟ ପଛରେ ଛାଡିଛନ୍ତି। ନିକଟରେ ଏକ ରିପୋର୍ଟ ପ୍ରକାଶ ପାଇଛି। ଏଥିରେ...
ଡବ୍ଲ୍ୟୁଏଫ୍ଆଇ ଦ୍ୱାରା ଆୟୋଜିତ ଟ୍ରାଏଲ୍ସରେ ଭାଗ ନେବି ନାହିଁ: ବଜରଙ୍ଗ
ନୂଆଦିଲ୍ଲୀ,୨୯ା୨: ନ୍ୟାଶନାଲ ସିଲେକ୍ସନ ଟ୍ରାଏଲ୍ସରେ ଭାଗ ନେବେ ନାହିଁ ଅଗ୍ରଣୀ ଭାରତୀୟ କୁସ୍ତିଯୋଦ୍ଧା ବଜରଙ୍ଗ ପୁନିଆ। ଭାରତୀୟ କୁସ୍ତି ମହାସଂଘ (ଡବ୍ଲ୍ୟୁଏଫ୍ଆଇ)ପକ୍ଷରୁ ତାଙ୍କୁ କରାଯାଇଥିବା ଆମନ୍ତ୍ରଣକୁ ସେ ପ୍ରତ୍ୟାଖ୍ୟାନ କରିଛିନ୍ତି। ଅନ୍ୟପକ୍ଷରେ ମାର୍ଚ୍ଚ ୧୦-୧୧ରେ ଡବ୍ଲ୍ୟୁଏଫ୍ଆଇ ତରଫରୁ ଆୟୋଜିତ ସିଲେକ୍ସନ...
ପ୍ରଥମ ଦିନ ଖେଳ ଶେଷ ସୁଦ୍ଧା ଅଷ୍ଟ୍ରେଲିଆ ୨୭୯/୯
ଓ୍ବେଲିଂଟନ(ନ୍ୟୁଜିଲାଣ୍ଡ),୨୯ା୨: ବେସି ରିଜର୍ଭଠାରେ ଗୁରୁବାରଠାରୁ ଆରମ୍ଭ ହୋଇଥିବା ନ୍ୟୁଜିଲାଣ୍ଡ ବିପକ୍ଷ ପ୍ରଥମ କ୍ରିକେଟ ଟେଷ୍ଟରେ କାମେରନ ଗ୍ରୀନ୍ (୧୦୩*)ଙ୍କ ଅପରାଜିତ ଶତକ ସହାୟତାରେ ଅଷ୍ଟ୍ରେଲିଆ ପ୍ରଥମ ଦିନ ଖେଳ ଶେଷ ସୁଦ୍ଧା ୯ ଉଇକେଟ ବିନିମୟରେ ୨୭୯ରନ୍ କରିଛି। ଟସ୍ରେ...
‘କୁଳଦୀପ ଯାଦବ ବିସିସିଆଇର ଗ୍ରେଡ ‘ଏ’ କଣ୍ଟ୍ରାକ୍ଟ ପାଇବାକୁ ଯୋଗ୍ୟ, କିନ୍ତୁ…’
ନୂଆଦିଲ୍ଲୀ,୨୯।୨: ବୁଧବାର ବିସିସିଆଇ ଏହାର ସେଣ୍ଟ୍ରାଲ କଣ୍ଟ୍ରାକ୍ଟ ପ୍ରକାଶ କରିଛି। ବିସିସିଆଇର ସେଣ୍ଟ୍ରାଲ କଣ୍ଟ୍ରାକ୍ଟରେ କୁଳଦୀପ ଯାଦବଙ୍କୁ ଗ୍ରେଡ ବିରେ ଅନ୍ତର୍ଭୁକ୍ତ କରାଯାଇଛି। କିନ୍ତୁ କୁଳଦୀପ ଯାଦବଙ୍କ କୋଚ କପିଲ ଦେବ ପାଣ୍ଡେ ଏଥିରେ ସହମତ ନୁହଁନ୍ତି। କପିଲ ଦେବ...
‘ମୁଁ ରୋହିତ ଶର୍ମାକୁ ଟିମ ଇଣ୍ଡିଆର ଅଧିନାୟକ କରିଛି’
ନୂଆଦିଲ୍ଲୀ,୨୯।୨: ବିସିସିଆଇର ପୂର୍ବତନ ଅଧ୍ୟକ୍ଷ ସୌରଭ ଗାଙ୍ଗୁଲି ଦାବି କରିଛନ୍ତି ଯେ, ସେ ରୋହିତ ଶର୍ମାଙ୍କୁ ଟିମ ଇଣ୍ଡିଆର ଅଧିନାୟକ କରିଛନ୍ତି। ଗାଙ୍ଗୁଲି କହିଛନ୍ତି, ତାଙ୍କ ପାଇଁ ରୋହିତ ଶର୍ମା ଟିମ ଇଣ୍ଡିଆର ଅଧିନାୟକ ହୋଇଛନ୍ତି। ୨୦୨୧ରେ ରୋହିତ ଶର୍ମାଙ୍କୁ...
ଶ୍ରେୟସ-ଈଶାନ ନୁହନ୍ତି, କଣ୍ଟ୍ରାକ୍ଟରେ ଏହି ୨ ଖେଳାଳିଙ୍କ ‘ଗ୍ରେଡ୍’କୁ ନେଇ ବିତର୍କ ବଢ଼ୁଛି
ନୂଆଦିଲ୍ଲୀ,୨୯।୨: ବିସିସିଆଇର ସେଣ୍ଟ୍ରାଲ କଣ୍ଟ୍ରାକ୍ଟ ତାଲିକା ବୁଧବାର ପ୍ରକାଶ ପାଇବା ପରଠାରୁ ବିବାଦୀୟ ସ୍ଥିତି ଉପୁଜିଛି। ତାଲିକାରେ କିଛି ଖେଳାଳି ବାଦ୍ ପଡ଼ିଥିବା ବେଳେ କିଛି ପ୍ରଥମ ଥର ଲାଗି ସାମିଲ ହୋଇଛନ୍ତି। ସିଧାସଳଖ ଆଦେଶ ଅବମାନନା କରି ରଣଜୀ...
Archives


