ଖେଳ

ଏମିତି ରେକର୍ଡ କଲେ ସ୍ମୃତି ମନ୍ଧାନା, କୋଶେ ଦୂରରେ ରିହିବେ ପୁରୁଷ କ୍ରିକେଟର

ନୂଆଦିଲ୍ଲୀ,୧୮।୬: ସ୍ମୃତି ମନ୍ଧାନା ଆଇସିସି ମହିଳା ବିଶ୍ୱକପ 2026 ରେ ତାଙ୍କର କ୍ରମାଗତ ଦ୍ୱିତୀୟ ଅର୍ଦ୍ଧଶତକ ହାସଲ କରିଥିଲେ; ପାକିସ୍ତାନ ବିପକ୍ଷରେ ୬୮ ରନର ଇନିଂସ ପରେ, ସେ ବୁଧବାର ୭୪ ରନର ଏକ ଚମତ୍କାର ଇନିଂସ ଖେଳିଥିଲେ। ନେଦରଲ୍ୟାଣ୍ଡ ବିପକ୍ଷରେ…

ଫିଫା ବିଶ୍ୱକପ୍‌: ରୋନାଲ୍ଡୋଙ୍କ ରେକର୍ଡ ଭାଙ୍ଗିଲେ ମେସି

ଇଷ୍ଟ ରଦରଫୋର୍ଡ (ଆମେରିକା),୧୮।୬: ଫୁଟ୍‌ବଲ ସୁପର ଷ୍ଟାର ଲିଓନେଲ ମେସିଙ୍କ ହାଟ୍ରିକ୍‌ ଗୋଲ ବଳରେ ଡିଫେଣ୍ଡିଂ ଚାମ୍ପିୟନ ଆର୍ଜେଣ୍ଟିନା ୩-୦ ଗୋଲରେ ଆଲ୍‌ଜେରିଆକୁ ପରାସ୍ତ କରିଛି। ଏହି ମ୍ୟାଚ୍‌ ମେସିଙ୍କ ଲାଗି ଐତିହାସିକ ସାବ୍ୟସ୍ତ ହୋଇଛି। ଏହି ମ୍ୟାଚ୍‌ ଜରିଆରେ ମେସି…

ଦୋଷୀ ସାବ୍ୟସ୍ତ ହେବା ପରେ ବୈଭବ ସୂର୍ଯ୍ୟବଂଶୀଙ୍କ ଉପରେ ବଡ଼ କାର୍ଯ୍ୟାନୁଷ୍ଠାନ, କଟିଯିବ…

କଲମ୍ବୋ,୧୭।୬: ଶ୍ରୀଲଙ୍କାରେ ଚାଲିଥିବା ତ୍ରିଦେଶୀୟ (ଟ୍ରାଇ) ସିରିଜ ଦରମ୍ୟାନ ଏକ ବଡ଼ ବିବାଦ ସାମ୍ନାକୁ ଆସିଛି। ଇଣ୍ଡିଆ ‘ଏ’ ପକ୍ଷରୁ ଖେଳୁଥିବା ଯୁବ ବାମହାତୀ ବ୍ୟାଟ୍ସମ୍ୟାନ ବୈଭବ ସୂର୍ଯ୍ୟବଂଶୀ ମ୍ୟାଚ୍‌ ଶେଷରେ ପ୍ରତିପକ୍ଷ ଶ୍ରୀଲଙ୍କା ‘ଏ’ ଦଳର ଜଣେ ଖେଳାଳିଙ୍କୁ ଧକ୍କା…

ଅଧା ରହିଗଲା ବିଜୟର ଖୁସି! ସିରାଜ, ତିଳକଙ୍କ ସମେତ ୩ କ୍ରିକେଟରଙ୍କୁ ଲିଗାଲ ନୋଟିସ୍‌, ବଢ଼ିଲା… 

ହାଇଦ୍ରାବାଦ,୧୭।୬: ଶ୍ରୀଲଙ୍କାରେ ଖେଳାଯାଉଥିବା ତ୍ରିଦେଶୀୟ ସିରିଜ୍‌ର ଫାଇନାଲ୍‌ରେ ପ୍ରବେଶ କରି ଭାରତୀୟ ଏ-ଦଳ (India A) ଉତ୍ସବ ମନାଉଥିବା ବେଳେ ଅଧିନାୟକ ତିଲକ ବର୍ମାଙ୍କୁ ଏକ ବଡ଼ ଝଟ୍‌କା ଲାଗିଛି। ତିଲକଙ୍କ ନେତୃତ୍ୱରେ ଟିମ ଇଣ୍ଡିଆ ଆଫଗାନିସ୍ତାନକୁ ୧୦୧ ରନ୍‌ର ବୃହତ…

ଗର୍ଜିଲା ଶୁଭମନଙ୍କ ବ୍ୟାଟ୍‌; ଆଫଗାନିସ୍ତାନ ବିପକ୍ଷ ମ୍ୟାଚରେ କଲେ ଏମିତି କାରନାମା, ସବୁ ଚାହିଁକି ରହିଗଲେ…

ନୂଆଦିଲ୍ଲୀ,୧୭।୬: ଲକ୍ଷ୍ନୌରେ ଖେଳାଯାଉଥିବା ଭାରତ ବନାମ ଆଫଗାନିସ୍ତାନ ଦ୍ୱିତୀୟ ଦିନିକିଆ (ODI) ମ୍ୟାଚରେ ଶୁଭମନ ଗିଲ ଏକ ଚମତ୍କାର ଶତକ ହାସଲ କରିଛନ୍ତି। ସେ ୭୭ ବଲରେ ନିଜର ଶତକ ପୂରଣ କରିଛନ୍ତି, ଯାହାକି ତାଙ୍କ ଦିନିକିଆ କ୍ୟାରିୟରର ୯ମ ଏବଂ…

ପଦାର୍ପଣ ବିଶ୍ୱକପ୍‌ ମ୍ୟାଚ୍‌ରେ ଇତିହାସ ରଚିଲା କେପ୍‌ ଭର୍ଡେ

ଆଟଲାଣ୍ଟା,୧୫ା୬- ବିଶ୍ୱ ମାନ୍ୟତାର ୬୭ତମ ସ୍ଥାନରେ ଥିବା କେପ ଭର୍ଡେ ତା’ର ପଦାର୍ପଣ ବିଶ୍ୱକପ୍‌ ମ୍ୟାଚ୍‌ରେ ଇତିହାସ ରଚିଛି। ଟୁର୍ନାମେଣ୍ଟର ଅନ୍ୟତମ ଫେଭରିଟ ସ୍ପେନ ବିପକ୍ଷରେ ଖେଳାଯାଇଥିବା ମ୍ୟାଚ୍‌କୁ କେପ ଭର୍ଡେ ବିନା ଗୋଲରେ ଡ୍ର’ ଭାବେ ଶେଷ କରିଛି। ଚଳିତ…

Vaibhav Sooryavanshi: ବୈଭବଙ୍କ ଜେଜେ ଲେଖନ୍ତି ସିଂହ, ହେଲେ କାହିଁକି ନିଜର ସରନେମ ‘ସୂର୍ଯ୍ୟବଂଶୀ’ ବାଛିଲେ କ୍ରିକେଟର? ଜେଜେ କହିଲେ…

ନୂଆଦିଲ୍ଲୀ,୧୬।୬: ସମସ୍ତିପୁରର ତାଜପୁର ନଗର ପରିଷଦ ଅଞ୍ଚଳର ମୋତିପୁର ନିବାସୀ ବୈଭବ ସୂର୍ଯ୍ୟବଂଶୀଙ୍କ ଲୋକପ୍ରିୟତା ବଢ଼ିବା ସହିତ, ଲୋକଙ୍କ ମଧ୍ୟରେ ପ୍ରାୟତଃ ଏକ ପ୍ରଶ୍ନ ଉଠୁଥିଲା: ତାଙ୍କ ଜେଜେବାପା ଏବଂ ଅନ୍ୟ ପୂର୍ବପୁରୁଷମାନେ ସେମାନଙ୍କ ନାମ ସହିତ ‘ସିଂହ’ ସରନେମ ବ୍ୟବହାର…

ମେସି-ରୋନାଲ୍ଡୋ ଯଦି ଏକାଠି ହୁଅନ୍ତି ତେବେ ଫିକା ପଡିଯିବ BCCI! ଏମାନଙ୍କ ନେଟ ଓ୍ବର୍ଥ ଶୁଣିଲେ ହୋସ ଉଡିଯିବ

ନୂଆଦିଲ୍ଲୀ,୧୬।୬: ଫୁଟବଲ ବିଶ୍ୱର ସବୁଠାରୁ ଲୋକପ୍ରିୟ ଖେଳ, ପ୍ରାୟ ପ୍ରତ୍ୟେକ ଦେଶରେ ଖେଳାଯାଏ। କ୍ରିକେଟ ଦ୍ୱିତୀୟ ସ୍ଥାନରେ ଅଛି ଏବଂ ବିଶ୍ୱ ଦର୍ଶକଙ୍କ ଉପରେ ଏହାର କବଜାକୁ ସ୍ଥିର ଭାବରେ ମଜବୁତ କରୁଛି। ଉଭୟ ଖେଳର ସବୁଠାରୁ ଲୋକପ୍ରିୟ ଖେଳାଳିଙ୍କୁ ଦେଖିଲେ,…

ଆଉ ଖେଳିପାରିବେନି ବୈଭବ ସୂର୍ଯ୍ୟବଂଶୀ? ଶ୍ରୀଲଙ୍କା ଖେଳାଳିଙ୍କ ସହ ଝଗଡ଼ା ପରେ ବଡ଼ କାର୍ଯ୍ୟାନୁଷ୍ଠାନ ହେବାର ସମ୍ଭାବନା! ଜାଣନ୍ତୁ ଅପଡେଟ

ନୂଆଦିଲ୍ଲୀ,୧୬।୬: ଆୟରଲ୍ୟାଣ୍ଡ ଗସ୍ତ ପୂର୍ବରୁ ଶ୍ରୀଲଙ୍କାରେ ଖେଳୁଥିବା ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ ଏବେ ଶିରୋନାମାରେ ସ୍ଥାନ ପାଇଛନ୍ତି। ପୂର୍ବରୁ ତାଙ୍କର ଚମତ୍କାର ପ୍ରଦର୍ଶନ ପାଇଁ ଦୃଷ୍ଟି ଆକର୍ଷଣ କରିଥିବା ବୈଭବ ଏବେ ତାଙ୍କ ବ୍ୟାଟିଂ ପାଇଁ ନୁହେଁ, ବରଂ ପଡ଼ିଆରେ…

ଫିଫା ବିଶ୍ୱକପ୍‌ରେ ୨୫ ବର୍ଷୀୟ ଭାରତୀୟ ବଂଶୋଦ୍ଭବ ଖେଳାଳିଙ୍କ ପଦାର୍ପଣ

ମଣ୍ଟେରି,୧୫ା୬: ଭାରତୀୟ ବଂଶୋଦ୍ଭବ ଖେଳାଳି ନିଶାନ ଭେଲୁପିଲେ ଅଷ୍ଟ୍ରେଲିଆ ପାଇଁ ଫିଫା ବିଶ୍ୱକପ୍‌ରେ ପଦାର୍ପଣ କରିଛନ୍ତି। ତାଙ୍କ ପ୍ରତିନିଧିତ୍ୱରେ ଅଷ୍ଟ୍ରେଲିଆ ଗ୍ରୁପ୍‌-ଡି’ ମ୍ୟାଚ୍‌ରେ ଶକ୍ତିଶାଳୀ ତୁର୍କୀକୁ ୨-୦ ଗୋଲରେ ପରାସ୍ତ କରିଛି। ଆଙ୍ଗ୍‌ଲୋ-ଭାରତୀୟ ମହିଳାଙ୍କଠାରୁ ଜନ୍ମିତ ନିଶାନଙ୍କୁ ଷ୍ଟାର୍ଟିଂ ଇଲେଭେନରେ ସାମିଲ…

ଅନ୍ତିମ ମିନିଟ୍‌ରେ ମ୍ୟାଚ ଜିତିଲା ଆଇଭରି କୋଷ୍ଟ

ଫିଲାଡେଲଫିଆ,୧୫ା୬: ୧୨ ବର୍ଷରେ ପ୍ରଥମ ଥର ପାଇଁ ବିଶ୍ୱକପ୍‌ରେ ଖେଳୁଥିବା ଆଇଭରି କୋଷ୍ଟ ବିଜୟ ସହ ଅଭିଯାନ ଆରମ୍ଭ କରିଛି। ୬୮,୨୭୪ ଦର୍ଶକଙ୍କ ଉପସ୍ଥିତିରେ ଲିଙ୍କନ ଫାଇନାନ୍‌ସିଆଲ ଫିଲ୍ଡରେ ଖେଳାଯାଇଥିବା ମ୍ୟାଚ୍‌ରେ ଅନ୍ତିମ ମିନିଟ୍‌ରେ ଆମାଡ ଡିଆଲୋଙ୍କ ଗୋଲ ବଳରେ ଆଇଭରି…

ପଡ଼ିଆ ମଝିରେ ମହାଭାରତ! ବୈଭବ ସୂର୍ଯ୍ୟବଂଶୀଙ୍କ ସହ ମୁହାଁମୁହିଁ ହେଲେ ଶ୍ରୀଲଙ୍କା ଟିମ୍, ଭୟଙ୍କର ଧସ୍ତାଧସ୍ତିର ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୫।୬: ଜୁନ୍ ୧୫ ତାରିଖ ତ୍ରି-ସିରିଜର ଚତୁର୍ଥ ମ୍ୟାଚରେ ଶ୍ରୀଲଙ୍କା ଟିମ୍ ସୁପର ଓଭରରେ ଭାରତ ଏ ଦଳକୁ ପରାସ୍ତ କରିଥିଲା। ମ୍ୟାଚ୍ ଟାଇ ହେବା ପରେ ବିଜେତା ନିର୍ଣ୍ଣୟ ପାଇଁ ସୁପର ଓଭର ଖେଳାଯାଇଥିଲା। ସୁପର ଓଭରରେ ଶ୍ରୀଲଙ୍କା ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?