ଖେଳ

ଆଜି ଭାରତୀୟ ହକି ଦଳର ରୋଡ୍‌ ଶୋ’

ଭୁବନେଶ୍ୱର, ୨୧।୮ (ତପନ ସ୍ବାଇଁ): ଭାରତୀୟ ପୁରୁଷ ହକି ଦଳ ପ୍ୟାରିସ ଅଲିମ୍ପିକ୍ସରେ ବ୍ରୋଞ୍ଜ ପଦକ ହାସଲ କରି ଦେଶ ପାଇଁ ଗୌରବ ଆଣିଛି। ଫଳରେ ଖେଳାଳିଙ୍କୁ ବିଭିନ୍ନ ସ୍ଥାନରେ ସମ୍ବର୍ଦ୍ଧନା ପର୍ବ ଜାରି ରହିଛି। ଓଡ଼ିଶା ୨୦୧୮ରୁ ଭାରତୀୟ ହକି…

ବାଂଲାଦେଶରୁ ୟୁଏଇକୁ ସ୍ଥାନାନ୍ତର ହେଲା ଟି୨୦ ବିଶ୍ୱକପ

ଦୁବାଇ,୨୦ା୮:ବାଂଲାଦେଶରେ ଦେଖାଦେଇଥିବା ରାଜନୈତିକ ସଙ୍କଟ ମଧ୍ୟରେ ମହିଳା ଟି୨୦ କ୍ରିକେଟ ବିଶ୍ୱକପକୁ ସ୍ଥାନାନ୍ତର କରିବାକୁ ନିଷ୍ପତ୍ତି ନେଇଛି ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ୍‌(ଆଇସିସି)। ଦେଶରେ ହିଂସାକାଣ୍ଡ ଚରମ ସୀମାରେ ପହଞ୍ଚିଥିବା ବେଳେ ବିଶ୍ୱକପକୁ ୟୁଏଇକୁ ସ୍ଥାନାନ୍ତର କରି ଦିଆଯାଇଛି। ଅକ୍ଟୋବର ୩ରୁ ୨୦…

ରେକର୍ଡ କରିବା ଦିଗରେ ବାବର ଆଜମ୍‌

ନୂଆଦିଲ୍ଲୀ, ୨୦।୦୮: ପାକିସ୍ତାନ କ୍ରିକେଟ ଷ୍ଟାର ବାବର ଆଜାମ ପୁଣିଥରେ ପଡ଼ିଆକୁ ଓହ୍ଲାଇବାକୁ ପ୍ରସ୍ତୁତ ଅଛନ୍ତି। ବାଂଲାଦେଶ ଦଳ ବର୍ତ୍ତମାନ ପାକିସ୍ତାନ ଗସ୍ତରେ ରହିଛି । ପାକିସ୍ତାନ ଏବଂ ବାଂଲାଦେଶ ସିରିଜର ପ୍ରଥମ ମ୍ୟାଚ ୨୧ ଅଗଷ୍ଟରୁ ଖେଳାଯିବ । ଯଦିଓ…

ବୁଧବାର ଓଡ଼ିଶା ଆସିବେ ଅଲିମ୍ପିକ୍ସ ପଦକ ବିଜେତା ହକି ଟିମ: ଦିଆଯିବ ପୁରସ୍କାର ରାଶି

ଭୁବନେଶ୍ୱର,୨୦।୮: ଅଲିମ୍ପିକ୍ସରେ ବ୍ରୋଞ୍ଜ ପଦକ ଜିତିଥିବା ଭାରତୀୟ ପୁରୁଷ ହକି ଟିମ୍‌ ବୁଧବାର ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ରହିଛି। ଭାରତୀୟ ହକି ଦଳ ଆସିବା ନେଇ କ୍ରୀଡା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ସୂଚନା ଦେଇଛନ୍ତି। ଦିନ ସାଢ଼େ ୧୨ଟାରେ ବିମାନ ବନ୍ଦରରେ…

ଆଉ ଟିମ୍‌ ଇଣ୍ଡିଆକୁ ଫେରିପାରିବେନି ଇଶାନ କିଶନ, କାହିଁକି ଏମିତି କହିଲେ ପାକିସ୍ତାନ କ୍ରିକେଟର୍‌

ନୂଆଦିଲ୍ଲୀ,୨୦।୮: ପାକିସ୍ତାନରୁ ଭାରତୀୟ କ୍ରିକେଟର୍‌ ଇଶାନ କିଶନଙ୍କ ପାଇଁ ଏକ ସ୍ବତନ୍ତ୍ର ବାର୍ତ୍ତା ଆସିଛି। ପାକିସ୍ତାନ କ୍ରିକେଟ ଦଳର ପୂର୍ବତନ ଖେଳାଳି ବାସିଟ ଅଲି ଇଶାନ କିଶନଙ୍କ ବିଷୟରେ କହିଛନ୍ତି, ତାଙ୍କୁ ଟିମ ଇଣ୍ଡିଆକୁ ଫେରିବାର କୌଣସି ସୁଯୋଗ ନାହିଁ। ଆଜିକାଲି…

ଆଇପିଏଲ ୨୦୨୩ ବିସିସିଆଇକୁ କଲା ମାଲାମାଲ, ରିପୋର୍ଟରେ ଆଶ୍ଚର୍ଯ୍ୟଜନକ ଖୁଲାସା

ନୂଆଦିଲ୍ଲୀ,୨୦।୮: ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ) ଭାରତୀୟ କ୍ରିକେଟ ପାଇଁ ଏକ ବଡ଼ ବରଦାନ ସଦୃଶ। ଆଇପିଏଲରୁ ବିସିସିଆଇକୁ ବିଶ୍ୱର ସବୁଠାରୁ ଧନୀ କ୍ରିକେଟ ବୋର୍ଡ ହେବାକୁ ସାହାଯ୍ୟ ମିଳିଛି। ୧୯୮୩ରେ ବିସିସିଆଇର ବିଶ୍ୱକପ ବିଜେତା ଦଳକୁ ଦେବାକୁ ଟଙ୍କା ମଧ୍ୟ…

ଟି-୨୦ରେ ବିଶ୍ୱରେକର୍ଡ: ଗୋଟିଏ ଓଭରରେ ୩୯ ରନ୍‌ ସ୍କୋର, ଦେଖନ୍ତୁ ଭିଡିଓ

ନୂଆଦିଲ୍ଲୀ,୨୦।୮: ଅନ୍ତର୍ଜାତୀୟ ଟି-୨୦ ଏକ ନୂତନ ବିଶ୍ୱ ରେକର୍ଡ ପ୍ରତିଷ୍ଠା କରାଯାଇଛି। ବର୍ତ୍ତମାନ ପର୍ଯ୍ୟନ୍ତ ଅନ୍ତର୍ଜାତୀୟ ଟି-୨୦ରେ ଗୋଟିଏ ଓଭରରେ ମାତ୍ର ୩୬ ରନ ସ୍କୋର କରାଯାଇଥିଲା। ବର୍ତ୍ତମାନ ଏହି ସଂଖ୍ୟା ୩୯ ରନ୍‌ରେ ପହଞ୍ଚିଛି। ଅନ୍ତର୍ଜାତୀୟ ଟି-୨୦ରେ ଗୋଟିଏ ଓଭରରେ…

ଏମଏସ ଧୋନିଙ୍କ ପରେ ଏହି ସୁପରଷ୍ଟାର କ୍ରିକେଟରଙ୍କ ଉପରେ ନିର୍ମାଣ ହେବ ଫିଲ୍ମ

ନୂଆଦିଲ୍ଲୀ,୨୦।୮: ୨୦୧୬ରେ, ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଟିମ ଅଧିନାୟକଙ୍କୁ ଟି -୨୦ ବିଶ୍ୱକପ ୨୦୦୭ ଏବଂ ଏକ ଦିବସୀୟ ବିଶ୍ୱକପ ୨୦୧୧ରେ ଚାମ୍ପିୟନ କରିଥିବା ଏମଏସ ଧୋନିଙ୍କ ଉପରେ ‘ଏମଏସ ଧୋନି: ଦ ଅନଟୋଲ୍ଡ ଷ୍ଟୋରୀ’ ନାମକ…

ଗମ୍ଭୀରଙ୍କ ସ୍ଥାନ ନେବେ ଏହି ଖେଳାଳି: ଆସିଲା ବଡ଼ ଅପ୍‌ଡେଟ୍‌

ନୂଆଦିଲ୍ଲୀ,୨୦।୮: ଗୌତମ ଗମ୍ଭୀର ବର୍ତ୍ତମାନ ଭାରତୀୟ ପୁରୁଷ କ୍ରିକେଟ ଦଳର ମୁଖ୍ୟ କୋଚ ଭାବରେ କାର୍ଯ୍ୟ କରୁଛନ୍ତି। ଏହାପୂର୍ବରୁ ଗମ୍ଭୀର ଆଇପିଏଲ୍‌ ୨୦୨୪ରେ କୋଲକାତା ନାଇଟ ରାଇଡର୍ସର ମେଣ୍ଟର ଭାବରେ କାର୍ଯ୍ୟ କରିଥିଲେ ଏବଂ ଏହାପୂର୍ବରୁ ଗମ୍ଭୀର ଲକ୍ଷ୍ନୌ ସୁପର ଜିଆଣ୍ଟସର…

ରିଙ୍କୁ ସିଂ ଆର୍‌ସିବି ପକ୍ଷରୁ ଖେଳିବାକୁ ଆଗ୍ରହୀ

ନୂଆଦିଲ୍ଲୀ, ୨୦।୮: ଅନ୍ତର୍ଜାତୀୟ କ୍ରିକେଟରେ ସବୁଠାରୁ ବ୍ୟୟ ବହୁଳ ଇଣ୍ଡିଆନ ପ୍ରିମିୟର ଲିଗ୍‌ର ଆଗାମୀ ସଂସ୍କରଣ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି। ୨୦୨୫ ସିଜନ ପାଇଁ ସମ୍ଭାବ୍ୟ ଖେଳାଳି ରିଟେନଶନ ଓ ଚୁକ୍ତିକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଯାଇଛି। ଏହା ମଧ୍ୟରେ…

ରାତାରାତି କୋଟିପତି ହୋଇଗଲେ ଏହି ପାକିସ୍ତାନ ଖେଳାଳି: ମିଳୁଛି କୋଟି କୋଟି ଟଙ୍କା…

ଇସଲାମାବାଦ୍‌,୧୯।୮ଗତ କିଛି ଦିନ ହେବ ପାକିସ୍ତାନର ଜାଭେଲିନ ଥ୍ରୋ ଅର୍ଶଦ ନଦିମ ଏହି ଖବରରେ ଅଛନ୍ତି। ୨୦୨୪ ପ୍ୟାରିସ ଅଲିମ୍ପିକ୍ସରେ ଭାରତର ନୀରଜ ଚୋପ୍ରାଙ୍କ ଅପେକ୍ଷା ଅର୍ଶଦ ନଦିିମ ଭଲ ପ୍ରଦର୍ଶନ କରିଥିଲେ। ନାଦିମ ୯୨.୯୭ ମିଟର ଜାଭେଲିନ ଫିଙ୍ଗି ଅଲିମ୍ପିକ୍ସରେ…

ଆଇପିଏଲ୍‌ରେ କୋହଲିଙ୍କ ଫେବ୍‌ରାଇଟ୍‌ ଟିମ୍‌ କିଏ ଜାଣନ୍ତି

ନୂଆଦିଲ୍ଲୀ,୧୯।୮: ବିରାଟ କୋହଲି ଅନ୍ତର୍ଜାତୀୟ କ୍ରିକେଟର ଭାବରେ ୧୬ ବର୍ଷର ଯାତ୍ରା ସମାପ୍ତ କରିଛନ୍ତି। ପୂର୍ବତନ ଭାରତୀୟ ଅଧିନାୟକ ତାଙ୍କ ଦୀର୍ଘ କ୍ୟାରିୟରରେ ଅନେକ ବଡ଼ ରେକର୍ଡ ସୃଷ୍ଟି କରିଛନ୍ତି। ତେବେ ବିରାଟ କୋହଲିଙ୍କ ଭିଡିଓ ସୋସିଆଲ ମିଡିଆରେ ଅଧିକ ଭାଇରାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?