ଖେଳ

କେବଳ ରୋହିତ ଶର୍ମା ନୁହଁନ୍ତି, ଏହି ଖେଳାଳିମାନେ ଛାଡିପାରନ୍ତି ମୁମ୍ବାଇ ଇଣ୍ଡିଆନ୍ସର ହାତ

ନୂଆଦିଲ୍ଲୀ,୪।୪: ଆଇପିଏଲ ୨୦୨୪ଆରମ୍ଭ ହେବା ପୂର୍ବରୁ ମୁମ୍ବାଇ ଇଣ୍ଡିଆନ୍ସ ଆଲୋଚନାର ବିଷୟ ପାଲଟିଛି। ରୋହିତ ଶର୍ମାଙ୍କୁ ଅଧିନାୟକ ପଦରୁ ହଟାଇ ଦିଆଯିବା, ହାର୍ଦ୍ଦିକ ନୂତନ ଅଧିନାୟକ ହେବା ଏବଂ ବର୍ତ୍ତମାନ ଦଳରେ ରୋହିତଙ୍କ ନିଷ୍ପତ୍ତିକୁ ସମ୍ମାନ ନହେବା ଖବର ଏମ୍‌ଆଇ ଫ୍ରାଞ୍ଚାଇଜ୍ର…

କୋହଲିଙ୍କ ଭିନ୍ନ ଅବତାରକୁ ନେଇ ଗୁରୁତ୍ୱପୂର୍ଣ୍ଣ କଥା କହିଲେ ମ୍ୟାକ୍ସଓ୍ବେଲ, ତାଙ୍କୁ ସବୁବେଳେ ମନେପକାଇ ଦେବାକୁ ପଡେ…

ନୂଆଦିଲ୍ଲୀ,୪।୪: ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋରର ଅଲରାଉଣ୍ଡର ଗ୍ଲେନ ମ୍ୟାକ୍ସୱେଲ ସୁପରଷ୍ଟାର ବ୍ୟାଟ୍ସମ୍ୟାନ ବିରାଟ କୋହଲିଙ୍କ ମଜାଦାର ଦିଗ ଉପରେ ଆଲୋକପାତ କରିଛନ୍ତି। ମ୍ୟାକ୍ସୱେଲ କହିଛନ୍ତି ଯେ ତାଙ୍କୁ ପୂର୍ବତନ ଅଧିନାୟକଙ୍କୁ ତାଙ୍କ ବୟସ ଅନୁଯାୟୀ ଆଚରଣ କରିବାକୁ ମନେ ପକାଇବାକୁ ପଡିବ।…

ଟୁର୍ନାମେଣ୍ଟରେ ଭାଗ ନେବାକୁ ଭାରତକୁ ଆମନ୍ତ୍ରଣ କଲା ପାକିସ୍ତାନ

କରାଚୀ,୪ା୪: ଆସନ୍ତା ମାସରେ ଇସ୍‌ଲାମାବାଦରେ ଖେଳାଯିବ ଏସିଆନ ଚ୍ୟାଲେଞ୍ଜ ଭଲିବଲ୍‌ ଲିଗ୍‌। ଏନେଇ ଦଳ ପଠାଇବା ଲାଗି ଭାରତକୁ ଅନୁରୋଧ କରିଛି ପାକିସ୍ତାନ ଭଲିବଲ୍‌ ମହାସଂଘ (ପିଭିଏଫ୍‌)। ଟୁର୍ନାମେଣ୍ଟରେ ୧୦ରୁ ୧୨ ଦଳ ଭାଗ ନେବେ ବୋଲି ଆଶା କରାଯାଉଛି। ଇଭେଣ୍ଟ…

ଦିଲ୍ଲୀ ପ୍ରତି ହୋଇଛି ବଡ଼ ଅନ୍ୟାୟ? ପ୍ରଶ୍ନ ଉଠାଇଲେ ପନ୍ତ

ବିଶାଖାପାଟଣା,୪।୪: ବୋଲର୍‌ଙ୍କୁ ପ୍ରହାର, ଫ୍ଲପ୍‌ ବ୍ୟାଟିଂ ଏବଂ ୧୦୬ ରନ୍‌ର ପରାଜୟ…ଦିଲ୍ଲୀ କ୍ୟାପିଟାଲ୍ସ ପାଇଁ ଚତୁର୍ଥ ମ୍ୟାଚ୍‌ ବହୁତ ଖରାପ ଥିଲା। କୋଲକାତା ନାଇଟ ରାଇଡର୍ସ ଏକତରଫା ଭାବେ ଦିଲ୍ଲୀକୁ ହରାଇଥିଲା। ଏହି ପରାଜୟ ପରେ ଦିଲ୍ଲୀ ଅଧିନାୟକ ପନ୍ତ ଏବଂ…

ଏହି କାରଣରୁ ୨୪ ଲକ୍ଷ ଟଙ୍କା ଜୋରିମନା ଗଣିବେ ରିଷଭ ପନ୍ତ

ନୂଆଦିଲ୍ଲୀ,୪।୪: ଦିଲ୍ଲୀ କ୍ୟାପିଟାଲ୍ସ କୋଲକତା ନାଇଟ୍‌ ରାଇଡର୍ସଠାରୁ ଶୋଚନୀୟ ପରାଜୟର ସମ୍ମୁଖୀନ ହୋଇଛି। ଏହି ପରାଜୟ ପରେ ଦିଲ୍ଲୀ କ୍ୟାପିଟାଲ୍ସ ଅଧିନାୟକ ରିଷଭ ପନ୍ତ ଆଉ ଏକ ଝଟ୍‌କାର ସମ୍ମୁଖୀନ ହୋଇଛନ୍ତି। ତାଙ୍କ ଉପରେ ୨୪ ଲକ୍ଷ ଟଙ୍କା ଜୋରିମନା କରାଯାଇଛି।…

ହୃଦୟ ଜିତିଲେ ଶାହରୁଖ

ନୂଆଦିଲ୍ଲୀ,୪।୪: ଆଇପିଏଲ୍‌ ୨୦୨୪ର ଏକ ମ୍ୟାଚ୍‌ରେ କୋଲକାତା ନାଇଟ ରାଇଡର୍ସ ଦିଲ୍ଲୀ କ୍ୟାପିଟାଲ୍ସକୁ ୧୦୬ ରନ୍‌ରେ ପରାସ୍ତ କରିଛି। ଆଇପିଏଲ ୨୦୨୪ରେ ଏହା କୌଣସି ଦଳର ସବୁଠାରୁ ବଡ ବିଜୟ ଥିଲା। କେକେଆର ପାଇଁ ସୁନୀଲ ନାରିନ ୮୫ ରନର ଚମତ୍କାର…

ଇତିହାସ ରଚିଲେ ଡେଭିଡ ଓ୍ବାର୍ନର, ରୋହିତ ଶର୍ମାଙ୍କୁ ପଛରେ ପକାଇଦେଲେ

ନୂଆଦିଲ୍ଲୀ,୪।୪: କୋଲକାତା ନାଇଟ ରାଇଡର୍ସ ଏବଂ ଦିଲ୍ଲୀ କ୍ୟାପିଟାଲ୍ସ ମଧ୍ୟରେ ଖେଳାଯାଇଥିବା ମ୍ୟାଚରେ କେକେଆର୍‌ ୨୭୨ ରନ ସ୍କୋର କରିଥିଲା, ଯାହାକି ଆଇପିଏଲ ଇତିହାସରେ କୌଣସି ଦଳ ପକ୍ଷରୁ ଦ୍ୱିତୀୟ ସର୍ବାଧିକ ସ୍କୋର କରିଥିଲା। ଏହି ମ୍ୟାଚରେ ଡେଭିଡ ୱାର୍ନର ଏବଂ…

ପୃଥ୍ବୀ ଶ’ଙ୍କ ମାମଲାର ତଦନ୍ତ ପାଇଁ କୋର୍ଟଙ୍କ ନିର୍ଦ୍ଦେଶ

ମୁମ୍ବାଇ,୪ା୪(ପି.ଟି.): ଭାରତୀୟ କ୍ରିକେଟର ପୃଥ୍ବୀ ଶ’ଙ୍କ ବିରୋଧରେ ଆଗତ ଯୌନ ଶୋଷଣ ମାମଲାର ତଦନ୍ତ ପାଇଁ ପୋଲିସକୁ ନିର୍ଦ୍ଦେଶ ଦେଇଛନ୍ତି ମୁମ୍ବାଇର ଏକ କୋର୍ଟ। ସୋସିଆଲ ମିଡିଆ ଇନ୍‌ଫ୍ଲୁଏନ୍ସର ସପନା ଗିଲ୍‌ କ୍ରିକେଟରଙ୍କ ନାମରେ ଯୌନ ଶୋଷଣ ମାମଲା ରୁଜୁ କରିଥିଲେ।…

ସୁପରମ୍ୟାନ୍‌ ଭଳି ପୋଷାକ ପିନ୍ଧି ବିମାନବନ୍ଦରରେ ବୁଲିଲେ ଈଶାନ କିଶନ, ଜାଣନ୍ତୁ କାରଣ… 

ନୂଆଦିଲ୍ଲୀ,୩।୪: ଆଇପିଏଲ୍‌ରେ ଗୋଟିଏ ପଟେ ମୁମ୍ବାଇ ଇଣ୍ଡିଆନ୍ସର ପ୍ରଦର୍ଶନ ନୈରାଶ୍ୟଜନକ ଥିବା ବେଳେ ଦଳର ସବୁଠୁ ମହଙ୍ଗା ଖେଳାଳିଙ୍କ ଭିନ୍ନ ଲୁକ୍‌ ଚର୍ଚ୍ଚାରେ ରହିଛି। ସୁପରମ୍ୟାନ୍‌ ଭଳି ପୋଷାକ ପିନ୍ଧି ଈଶାନ କିଶନ ବୁଲୁଥିବା ନଜର ଆସିଛନ୍ତି। ଏହାଦେଖି ଅନେକେ ଚକିତ…

ଆଇପିଏଲ୍‌ରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସକୁ ବଡ଼ ଝଟ୍‌କା

ଲକ୍ଷ୍ନୌ,୩ା୪: ଆଇପିଏଲ୍‌ରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସକୁ ବଡ଼ ଝଟ୍‌କା ଲାଗିଛି। ଦଳର ଦ୍ରୁତ ବୋଲର ଶିଭମ ମାଭି ଆହତ କାରଣରୁ ସମ୍ପୂର୍ଣ୍ଣ ଆଇପିଏଲରୁ ବାଦ୍‌ ପଡିଛନ୍ତି। ତାଙ୍କର ପଞ୍ଜରା ହାଡରେ ଆଘାତ ଲାଗିଛି। ତେବେ ଶେଷ ଥର ପାଇଁ ଅଗଷ୍ଟ ୨୦୨୩ରେ…

ଆଇପିଏଲ୍‌ ମଝିରେ ପାଣ୍ଡ୍ୟାଙ୍କ ସହ ଦଳ ପାଇଁ ପ୍ରଥମ ଖୁସି ଖବର

ନୂଆଦିଲ୍ଲୀ,୩ା୪: ଆଇପିଏଲ୍‌ ୨୦୨୪ ଆରମ୍ଭ ହେବା ଦିନଠାରୁ ଏଯାବତର ଯାତ୍ରା ମୁମ୍ବାଇ ଇଣ୍ଡିଆନ୍ସ ପାଇଁ ଠିକ୍‌ ନାହିଁ। ରୋହିତ ଶର୍ମାଙ୍କ ସ୍ଥାନରେ ନୂଆ ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟା ନେତୃତ୍ୱ ନେଉଥିବା ବେଳେ ଦଳ ଖେଳିଥିବା ପ୍ରାରମ୍ଭିକ ୩ ମ୍ୟାଚ୍‌ରେ ପରାଜିତ ହୋଇଛି।…

୬,୬,୪,୦,୬,୪… ଦିଲ୍ଲୀ ବୋଲରଙ୍କୁ କନ୍ଦାଇ ଦେଲେ କୋଲକାତାର ଏହି ବ୍ୟାଟ୍ସମ୍ୟାନ୍‌

ବିଶାଖାପାଟଣା,୩।୪: କ୍ରିକେଟରେ ନିଜର ବୋଲିଂ ଲାଗି ପରିଚିତ ଥିବା ସୁନୀଲ ନରେନ ଯେବେ ବ୍ୟାଟିଂ କରିବାକୁ ଆସନ୍ତି, ବିରୋଧି ଟିମ୍‌ର ବୋଲର୍‌ମାନେ ଛାନିଆ ହୁଅନ୍ତି। କିଛି ଏଭଳି ଦୃଶ୍ୟ ଆଇପିଏଲ୍‌ ୨୦୨୪ର ୧୬ତମ ମ୍ୟାଚ୍‌ରେ ଦେଖିବାକୁ ମିଳିଛି। ବାମହାତୀ ବ୍ୟାଟ୍ସମ୍ୟାନ୍‌ ସୁନୀଲ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri